Shuru
Apke Nagar Ki App…
ପାଣିଗଣ୍ଡା ନିକଟରେ ଗଛ କୁ ପିଟିଲା ବାଇକ ଜଣେ ମୃତ ଜଣେ ଗୁରୁତର ମୃତକ ଗୁରୁତର ପାଣିଗଣ୍ଡା ଗ୍ରାମ ର ଘଟଣା ସ୍ଥଳେ ପୋଲିସ ପହଁଚି ତଦନ୍ତ ଆରମ୍ବ
Ansubhai Pandey
ପାଣିଗଣ୍ଡା ନିକଟରେ ଗଛ କୁ ପିଟିଲା ବାଇକ ଜଣେ ମୃତ ଜଣେ ଗୁରୁତର ମୃତକ ଗୁରୁତର ପାଣିଗଣ୍ଡା ଗ୍ରାମ ର ଘଟଣା ସ୍ଥଳେ ପୋଲିସ ପହଁଚି ତଦନ୍ତ ଆରମ୍ବ
More news from ଓଡ଼ିଶା and nearby areas
- Post by Ansubhai Pandey1
- ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ1
- ଅଜିତ୍ ପାତ୍ରଙ୍କ ଜନ୍ମଦିନରେ ରକ୍ତଦାନ ଶିବିର ୬୪ ୟୁନିଟ୍ ରକ୍ତ ସଂଗ୍ରହ ସମାଜସେବୀ ତଥା ମଡେଲର ଏସ୍ ଅଜିତ୍ ପାତ୍ର ଙ୍କ ପ୍ରତି ବର୍ଷ ଜନ୍ମଦିନ ଅବସରରେ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ଆସିଥିବା ଅତିଥି ମାନଙ୍କୁ ଶ୍ରୀ ପାତ୍ର ଫୁଲତୋଡ଼ା ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ବ୍ରହ୍ମପୁର ରକ୍ତଭଣ୍ଡାରେ ରକ୍ତ ଅଭାବ ଥିବା ଯୋଗୁଁ ଏହା ମହାନ୍ କାର୍ଯ୍ୟରୁ ଆଖି ଆଗରେ ରଖି ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ନେଇ ସମାଜସେବୀ ଶ୍ରୀ ପାତ୍ର କହିଛନ୍ତି l ସମାଜ ର ମଙ୍ଗଳ ପାଇଁ ହାତ ବଢ଼େଇ ଥିବା ଶ୍ରୀ ପାତ୍ର ଙ୍କୁ ଅଞ୍ଚଳ ବାସି ଖୁବ୍ ପ୍ରଶଂସା କରିଥିବା ସାଧାରଣ ଲୋକଙ୍କ ମଧ୍ୟ ଖୁବ୍ ଚର୍ଚ୍ଚା କରାଯାଇଥିବା ଦେଖିବାକୁ ମିଳିଛି।1
- ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।1
- ଅଦ୍ୟ ତା. 20/04/2026 ରିଖ ଆମ କଳିଙ୍ଗ ସମ୍ବାଦ ନିୟୁଜ ଚାନେଲ ର ନିମାପଡା ପ୍ରତିନିଧି ଦିପୁ ରଞ୍ଜନ ବେହେରା ନିମାପଡ଼ା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା ର ଉନ୍ନତି କରଣ କାମ ବୁଲି ଦେଖିଛନ୍ତି। ରାସ୍ତା ରେ ଠିକାଦାର ଅଠା ମାଟି ପକାଇ ଥିବା ଯୋଗୁଁ ଅଳ୍ପ ଝିପି ଝିପି ବର୍ଷା ରେ ରାସ୍ତା ରେ କାଦୁଅ ହୋଇଯାଉଛି। ଯାତାୟାତ ପାଇଁ ଜନସାଧାରଣ ହଇରାଣ ହରକତ ହେଉଛନ୍ତି।ଚାଲି କରି ଯିବା ଆସିବା ବ୍ୟକ୍ତି ମାନେ ମଧ୍ୟ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ନିମାପଡା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା କାମ ର ଉନ୍ନତି କରଣ ତୁରନ୍ତ ସମାପ୍ତ କଲେ ଜନସାଧାରଣ ଙ୍କ ଯାତାୟାତ ରେ ସୁବିଧା ହେବ ବୋଲି ଦାବୀ କରିଛନ୍ତି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର1
- ରାଜନଗର ଠାରେ ବିଜୁ ପଟ୍ଟନାୟକ ଙ୍କ ୨୯ ତମ ତିରୋଧାନ ଦିବସ ପାଳିତ1
- ରଣପୁର ଅନ୍ତର୍ଗତ ତାଳକଣି ପଞ୍ଚାୟତ ଉପ ସ୍ୱାସ୍ଥ୍ୟକେନ୍ଦ୍ର କାହା ସ୍ବାର୍ଥରେ,,,, ଦୁଇବର୍ଷ ବିତିଗଲା ପରେ ବି ଏପର୍ଯ୍ୟନ୍ତ ହୋଇନାହିଁ କାର୍ଯ୍ୟକ୍ଷମ ସରକାର ଙ୍କ ଲକ୍ଷ ଲକ୍ଷ ଟଙ୍କା ରେ ନିର୍ମିତ ଏହି ଉପ ସ୍ୱାସ୍ଥ୍ୟକେନ୍ଦ୍ର କାହା ପାଇଁ,,,,1
- Post by Ansubhai Pandey1