logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଓଡିଶା ଶାସନ ଓ ଓଡିଶା ପ୍ରଶାସନିକ ସେବାରେ ଘଟିଲା ପରିବର୍ତ୍ତନ ଯାହା ସୂଚନା

2 hrs ago
user_ମାନସ କୁମାର ଦାସ
ମାନସ କୁମାର ଦାସ
Credit reporting agency ପିପିଲି, ପୁରୀ, ଓଡ଼ିଶା•
2 hrs ago
010f4772-befd-4632-aaf6-e61092a04757

ଓଡିଶା ଶାସନ ଓ ଓଡିଶା ପ୍ରଶାସନିକ ସେବାରେ ଘଟିଲା ପରିବର୍ତ୍ତନ ଯାହା ସୂଚନା

More news from ଓଡ଼ିଶା and nearby areas
  • ପୁରୀରେ ଅଭାବନୀୟ ଘଟଣା। ମଦ ପାଇଁ ସାଙ୍ଗକୁ ହତ୍ୟା କରିଲା ସାଙ୍ଗ ! ସିନ୍ ରିକ୍ରିଏସନ୍ ପାଇଁ ଆସିଥିଲା ଅଭିଯୁକ୍ତ। ପୋଲିସକୁ ମାନିଲେନି ଲୋକେ, ଅଭିଯୁକ୍ତକୁ ଛେଚି ଦେଇଗଲେ। ଅଭିଯୁକ୍ତ ଗୋବିନ୍ଦ ଓରଫ କାଳୁ କୁ ଗିରଫ କରିଛି ପୋଲିସ୍ । l ସୂଚନା ଥାଉକି, ୨୭ ମାର୍ଚ୍ଚ ସନ୍ଧ୍ୟାରେ କାଳୁ ଓରଫ ଗୋବିନ୍ଦ ପାଇକରାୟ, ସାଙ୍ଗ ତପୁ ଓରଫ ସମୀର ବାରିକ, କାଲା ଓରଫ ବାବୁଲା ବେହେରା, କୁନା ପ୍ରଧାନ ଏବଂ କୁନା ଦାସ ବଡ଼ଶଙ୍ଖରେ ଏକତ୍ରିତ ହୋଇଥିଲେ । ଯେଉଁଠାରେ କାଳୁ ଓରଫ ଗୋବିନ୍ଦ ପାଇକରାୟ ଅନ୍ୟମାନଙ୍କୁ ଧୋବାଖାଲରେ ମଦ୍ୟପାନ ଯୋଗାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ରାତି ପ୍ରାୟ ୧୨ଟା ରେ ସମସ୍ତେ ତାରିଣୀ ବସ୍ତିକୁ ଯାଇଥିଲେ, କିନ୍ତୁ ପ୍ରତିଶ୍ରୁତି ଅନୁଯାୟୀ, କାଲୁ,ଅନ୍ୟମାନଙ୍କୁ ମଦ ଯୋଗାଇ ପାରିନଥିଲେ। ତେଣୁ ସେମାନେ କାଲୁ ସହିତ ଝଗଡ଼ା ଆରମ୍ଭ କରି ତାଙ୍କ ମୋବାଇଲ୍ ଫୋନ୍ ଛଡ଼ାଇ ନେଇଥିଲେ। କ୍ରୋଧରେ ଅଭିଯୁକ୍ତ କାଳୁ, ତପୁ , କାଲା ଙ୍କୁ ଧାରୁଆ କଟା ଅସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିଲେ, ଫଳସ୍ୱରୂପ କାଲା ବେକରେ ଆଘାତ ଲାଗିଥିଲା। ତପୁ ଓରଫ ସମୀର ବାରିକଙ୍କ ବେକ ଏବଂ ମୁଣ୍ଡରେ ଆଘାତ ଲାଗିଥିଲା। ଆଘାତ ପାଇବା ପରେ ତପୁ ସେଠାରେ ପଡ଼ିଯାଇଥିଲେ। ପୁନର୍ବାର ଅଭିଯୁକ୍ତ କାଲୁ ଇଟା ସାହାଯ୍ୟରେ ସମୀର ବାରିକଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ, ଫଳସ୍ୱରୂପ ସମୀର ବାରିକ ସେଠାରେ ଆହତ ହୋଇଥିଲେ ଓ ପରେ ମେଡିକାଲରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।
    1
    ପୁରୀରେ ଅଭାବନୀୟ ଘଟଣା। ମଦ ପାଇଁ ସାଙ୍ଗକୁ ହତ୍ୟା କରିଲା ସାଙ୍ଗ ! ସିନ୍ ରିକ୍ରିଏସନ୍ ପାଇଁ ଆସିଥିଲା ଅଭିଯୁକ୍ତ। ପୋଲିସକୁ ମାନିଲେନି ଲୋକେ, ଅଭିଯୁକ୍ତକୁ ଛେଚି ଦେଇଗଲେ। ଅଭିଯୁକ୍ତ ଗୋବିନ୍ଦ ଓରଫ କାଳୁ କୁ ଗିରଫ କରିଛି ପୋଲିସ୍ । l  ସୂଚନା ଥାଉକି, ୨୭ ମାର୍ଚ୍ଚ ସନ୍ଧ୍ୟାରେ କାଳୁ ଓରଫ ଗୋବିନ୍ଦ ପାଇକରାୟ, ସାଙ୍ଗ  ତପୁ ଓରଫ ସମୀର ବାରିକ, କାଲା ଓରଫ ବାବୁଲା ବେହେରା, କୁନା ପ୍ରଧାନ ଏବଂ କୁନା ଦାସ ବଡ଼ଶଙ୍ଖରେ ଏକତ୍ରିତ ହୋଇଥିଲେ । ଯେଉଁଠାରେ କାଳୁ ଓରଫ ଗୋବିନ୍ଦ ପାଇକରାୟ ଅନ୍ୟମାନଙ୍କୁ ଧୋବାଖାଲରେ ମଦ୍ୟପାନ ଯୋଗାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ରାତି ପ୍ରାୟ ୧୨ଟା ରେ  ସମସ୍ତେ ତାରିଣୀ ବସ୍ତିକୁ ଯାଇଥିଲେ, କିନ୍ତୁ ପ୍ରତିଶ୍ରୁତି ଅନୁଯାୟୀ, କାଲୁ,ଅନ୍ୟମାନଙ୍କୁ ମଦ ଯୋଗାଇ ପାରିନଥିଲେ। ତେଣୁ ସେମାନେ କାଲୁ ସହିତ ଝଗଡ଼ା ଆରମ୍ଭ କରି ତାଙ୍କ ମୋବାଇଲ୍ ଫୋନ୍ ଛଡ଼ାଇ ନେଇଥିଲେ। କ୍ରୋଧରେ ଅଭିଯୁକ୍ତ କାଳୁ, ତପୁ , କାଲା ଙ୍କୁ ଧାରୁଆ କଟା ଅସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିଲେ, ଫଳସ୍ୱରୂପ କାଲା ବେକରେ ଆଘାତ ଲାଗିଥିଲା। ତପୁ ଓରଫ ସମୀର ବାରିକଙ୍କ ବେକ ଏବଂ ମୁଣ୍ଡରେ ଆଘାତ ଲାଗିଥିଲା। ଆଘାତ ପାଇବା ପରେ ତପୁ  ସେଠାରେ ପଡ଼ିଯାଇଥିଲେ। ପୁନର୍ବାର ଅଭିଯୁକ୍ତ କାଲୁ  ଇଟା ସାହାଯ୍ୟରେ ସମୀର ବାରିକଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ, ଫଳସ୍ୱରୂପ ସମୀର ବାରିକ ସେଠାରେ ଆହତ ହୋଇଥିଲେ ଓ ପରେ ମେଡିକାଲରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    7 hrs ago
  • ଭଲପାଇ ବିବାହ କରିଥିବା କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା କରୁକୁଡୁପା ଗ୍ରାମର ଫିଲମନ ଦିଗାଲ କଣାସ ବ୍ଲକ କୋଟକଣା ଛକରେ ସ୍ୱାମୀ ସ୍ତ୍ରୀ ଭଡାଘରେ ରହୁଥିବାବେଳେ ଫିଲମନର ଶଶ୍ୱୁର କୃଷ୍ଣପ୍ରସାଦର ବ୍ଲକର  ମୋହନ ବେହେରା ଫେବୃଆରୀ ୯ ତାରିଖରେ ଜ୍ୱାଇଁଙ୍କ ଭଡାଘରେ ପହଁଚି ଜ୍ୱାଇଁକୁ ବଜାରକୁ ଯିବା ବୋଲି ଡାକି ନେଇ ମଝି ରାସ୍ତାରେ ଝାଡା ବସିବା କଥା କହି ଖସିଯାଇଥିବାବେଳେ ଫୂର୍ବରୁ ପ୍ରସ୍ତୁତି ଅନୁଯାୟୀ  ଚାରି ପା ଜଣ ବ୍ୟକ୍ତି ଫିଲମନକୁ ଅପହରଣ କରି ନେଇ ମାରି ଦେଇଥିବା ଫିଲମାନର ପତ୍ନୀ ଝାନ୍ସୀ ବେହେରା ଗଡିଶାଗୋଦା ଥାନାରେ  ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ଗଡିଶାଗୋଦା ଥାନା ଅଧିକାରୀ ତଦନ୍ତ କରି ଅପହରଣ କରିଥିବା ଶଶ୍ୱୁର ମୋହନ ବେହେରାଙ୍କୁ  ବାହାର ରାଜ୍ୟରୁ ଏକ ମାସ ପରେ ବଗିରଫ କରି କୋର୍ଟ ଚାଲଣ କରିଥିଲେ । ତିନି ଦିନ ହେଲା ହତ୍ୟାକାଣ୍ଡରେ ସହ ଯୋଗ କରିଥିବା ଆସାମୀମାନଙ୍କୁ ପୁଲିସ ବାହାର ରାଜ୍ୟରୁ ଗିରଫ କରି ଫିଲମନକୁ ହତ୍ୟାକରି କେଉଁଠାରେ ପକାଇଛ ସ୍ଥାନ ଦେଖାଇବାକୁ  ପଚାରିବାରୁ ନୂଆ ନଈରେ ହତ୍ୟାକାଣ୍ଡ ପରେ ଫିଲମନର ଶବକୁ ପକାଇଥିବା କହିବାରୁ ଆସାମୀ ମାନଙ୍କୁ ଘଟଣା ସ୍ଥଳକୁ ନେଇ ଅଗ୍ନିସମ ବିଭାଗର କର୍ମଚାରୀମାନଙ୍କ ଦ୍ୱାରା ନୂଆନଈ ଖୋଜାଖୋଜି କରିଥିଲେ ମଧ୍ୟ  ଫିଲମନର ଶବ କୈାଣସି ସନ୍ଧାନ ନପାଇ ପୁଲିସ ନିରାଶରେ ଫେରି ଆସିଛି ।
    3
    ଭଲପାଇ ବିବାହ କରିଥିବା କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା କରୁକୁଡୁପା ଗ୍ରାମର ଫିଲମନ ଦିଗାଲ କଣାସ ବ୍ଲକ କୋଟକଣା ଛକରେ ସ୍ୱାମୀ ସ୍ତ୍ରୀ ଭଡାଘରେ ରହୁଥିବାବେଳେ ଫିଲମନର ଶଶ୍ୱୁର କୃଷ୍ଣପ୍ରସାଦର ବ୍ଲକର  ମୋହନ ବେହେରା ଫେବୃଆରୀ ୯ ତାରିଖରେ ଜ୍ୱାଇଁଙ୍କ ଭଡାଘରେ ପହଁଚି ଜ୍ୱାଇଁକୁ ବଜାରକୁ ଯିବା ବୋଲି ଡାକି ନେଇ ମଝି ରାସ୍ତାରେ ଝାଡା ବସିବା କଥା କହି ଖସିଯାଇଥିବାବେଳେ ଫୂର୍ବରୁ ପ୍ରସ୍ତୁତି ଅନୁଯାୟୀ  ଚାରି ପା ଜଣ ବ୍ୟକ୍ତି ଫିଲମନକୁ ଅପହରଣ କରି ନେଇ ମାରି ଦେଇଥିବା ଫିଲମାନର ପତ୍ନୀ ଝାନ୍ସୀ ବେହେରା ଗଡିଶାଗୋଦା ଥାନାରେ  ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ଗଡିଶାଗୋଦା ଥାନା ଅଧିକାରୀ ତଦନ୍ତ କରି ଅପହରଣ କରିଥିବା ଶଶ୍ୱୁର ମୋହନ ବେହେରାଙ୍କୁ  ବାହାର ରାଜ୍ୟରୁ ଏକ ମାସ ପରେ ବଗିରଫ କରି କୋର୍ଟ ଚାଲଣ କରିଥିଲେ । ତିନି ଦିନ ହେଲା ହତ୍ୟାକାଣ୍ଡରେ ସହ ଯୋଗ କରିଥିବା ଆସାମୀମାନଙ୍କୁ ପୁଲିସ ବାହାର ରାଜ୍ୟରୁ ଗିରଫ କରି ଫିଲମନକୁ ହତ୍ୟାକରି କେଉଁଠାରେ ପକାଇଛ ସ୍ଥାନ ଦେଖାଇବାକୁ  ପଚାରିବାରୁ ନୂଆ ନଈରେ ହତ୍ୟାକାଣ୍ଡ ପରେ ଫିଲମନର ଶବକୁ ପକାଇଥିବା କହିବାରୁ ଆସାମୀ ମାନଙ୍କୁ ଘଟଣା ସ୍ଥଳକୁ ନେଇ ଅଗ୍ନିସମ ବିଭାଗର କର୍ମଚାରୀମାନଙ୍କ ଦ୍ୱାରା ନୂଆନଈ ଖୋଜାଖୋଜି କରିଥିଲେ ମଧ୍ୟ  ଫିଲମନର ଶବ କୈାଣସି ସନ୍ଧାନ ନପାଇ ପୁଲିସ ନିରାଶରେ ଫେରି ଆସିଛି ।
    user_Sujit Tripathy
    Sujit Tripathy
    Accountant ଗାଡ଼ିସାଗଡ଼ା, ପୁରୀ, ଓଡ଼ିଶା•
    17 hrs ago
  • Post by Manoj kumar baliyarsingh
    4
    Post by Manoj kumar baliyarsingh
    user_Manoj kumar baliyarsingh
    Manoj kumar baliyarsingh
    ସାମ୍ବାଦିକ ପୁରୀ (M), ପୁରୀ, ଓଡ଼ିଶା•
    20 hrs ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    6 hrs ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    26 min ago
  • ଢେଙ୍କାନାଳ ବନଖଣ୍ଡ ସଦର ବନାଞ୍ଚଳ ଅନ୍ତର୍ଗତ ଗଦାଶିଳା ସେକ୍ସନ ଅଂଚଲରେ ଏକ ଅଭାବନୀୟ ଘଟଣା ଘଟିଛି।ଗତ ବିଳମ୍ବିତ ରାତିରେ ହାତୀଟି ଚାଇଁ ପୁର ଟୁଭିନାଳୀ ଶ୍ରୀକାନ୍ତ ସାହୁଙ୍କ ବାଡ଼ି ପଛରେ ଥିବା ଲାର୍ଟିନ ଟାଙ୍କି ଉପର ଦେଇ ଯାଉଥିବାବେଳେ ସ୍ଲାବ ଭାଙ୍ଗି ଯାଇଥିଲା । ଫଲରେ ହାତୀଟି ଲାର୍ଟିନ ଟାଙ୍କି ଭିତରେ ପଡିଯାଇ ଆଉ ବାହାରି ପାରି ନଥିଲା । ହାତୀର ଗର୍ଜନ ଶୁଣି ଘର ମାଲିକ ବାଡ଼ି ପଛପଟକୁ ଯାଇ ହାତୀଟି ଲାର୍ଟିନ ଟାଙ୍କିରେ ପଡିଥିବା ଦେଖି ବନବିଭାଗକୁ ଖବର ଦେଇଥିଲେ । ବନ କର୍ମଚାରୀ ମାନେ ପହଁଚି ଜେସିବି ମାଧ୍ୟମରେ ଖୋଳି ହାତୀକୁ ଉଦ୍ଧାର କରିଥିବା ଜଣାପଡ଼ିଛି।ଦୀର୍ଘ ଘଣ୍ଟାଏ ପରିଶ୍ରମ କରି ଉଦ୍ଧାର ପରେ ହାତୀଟି ପାଖ ଜଙ୍ଗଲକୁ ପଳାଇଯାଇଛି। ହାତୀର ବୟସ ପ୍ରାୟ ୭ରୁ ୮ବର୍ଷ ହେବ ବୋଲି ଜଣାପଡିଛି।
    1
    ଢେଙ୍କାନାଳ ବନଖଣ୍ଡ  ସଦର ବନାଞ୍ଚଳ ଅନ୍ତର୍ଗତ ଗଦାଶିଳା ସେକ୍ସନ ଅଂଚଲରେ ଏକ ଅଭାବନୀୟ ଘଟଣା ଘଟିଛି।ଗତ ବିଳମ୍ବିତ ରାତିରେ  ହାତୀଟି ଚାଇଁ ପୁର ଟୁଭିନାଳୀ ଶ୍ରୀକାନ୍ତ ସାହୁଙ୍କ ବାଡ଼ି ପଛରେ ଥିବା  ଲାର୍ଟିନ ଟାଙ୍କି ଉପର ଦେଇ ଯାଉଥିବାବେଳେ ସ୍ଲାବ ଭାଙ୍ଗି ଯାଇଥିଲା । ଫଲରେ ହାତୀଟି ଲାର୍ଟିନ ଟାଙ୍କି ଭିତରେ ପଡିଯାଇ ଆଉ ବାହାରି ପାରି ନଥିଲା । ହାତୀର ଗର୍ଜନ ଶୁଣି ଘର ମାଲିକ ବାଡ଼ି ପଛପଟକୁ ଯାଇ ହାତୀଟି ଲାର୍ଟିନ ଟାଙ୍କିରେ ପଡିଥିବା ଦେଖି ବନବିଭାଗକୁ ଖବର ଦେଇଥିଲେ । ବନ କର୍ମଚାରୀ ମାନେ ପହଁଚି ଜେସିବି ମାଧ୍ୟମରେ  ଖୋଳି ହାତୀକୁ ଉଦ୍ଧାର କରିଥିବା ଜଣାପଡ଼ିଛି।ଦୀର୍ଘ ଘଣ୍ଟାଏ ପରିଶ୍ରମ କରି ଉଦ୍ଧାର ପରେ ହାତୀଟି ପାଖ ଜଙ୍ଗଲକୁ ପଳାଇଯାଇଛି। ହାତୀର ବୟସ ପ୍ରାୟ ୭ରୁ ୮ବର୍ଷ ହେବ ବୋଲି ଜଣାପଡିଛି।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    4 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    19 hrs ago
  • ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଜାରକା ବାସଭବନରେ ଦୁର୍ବୃତ୍ତଙ୍କ ଆକ୍ରମଣ। କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ଆତଙ୍କ ସୃଷ୍ଟି କରିଛନ୍ତି। ଅସାମାଜିକ ଯୁବକଙ୍କ ଗୁଣ୍ଡାଗିରି। ଯାଜପୁର ଜିଲ୍ଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବାସଭବନରେ ରାତିରେ କିଛି ଦୁର୍ବୃତ୍ତ ପଶି କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ଆତଙ୍କ ସୃଷ୍ଟି କରିଛନ୍ତି । ଏକ ବୋଲେରୋରେ ୨ ରୁ ୩ ଜଣ ଅସାମାଜିକ ଯୁବକ ଆସି ଜାରକାଠାରେ ଥ‌ିବା ତାଙ୍କ ବାସଭବନରେ ବଳପୂର୍ବକ ପ୍ରବେଶ କରିଥିଲେ। ଗୁଣ୍ଡାଗିରି କରୁଥିବା ଏ ଲୋକମାନେ କିଏ ? ଏମାନଙ୍କ ପଛରେ କିଏ ଅଛି ?
    1
    ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଜାରକା ବାସଭବନରେ ଦୁର୍ବୃତ୍ତଙ୍କ ଆକ୍ରମଣ। କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ଆତଙ୍କ ସୃଷ୍ଟି କରିଛନ୍ତି। ଅସାମାଜିକ ଯୁବକଙ୍କ ଗୁଣ୍ଡାଗିରି। ଯାଜପୁର ଜିଲ୍ଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବାସଭବନରେ ରାତିରେ କିଛି ଦୁର୍ବୃତ୍ତ ପଶି କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ଆତଙ୍କ ସୃଷ୍ଟି କରିଛନ୍ତି । ଏକ ବୋଲେରୋରେ ୨ ରୁ ୩ ଜଣ ଅସାମାଜିକ ଯୁବକ ଆସି ଜାରକାଠାରେ ଥ‌ିବା ତାଙ୍କ ବାସଭବନରେ ବଳପୂର୍ବକ ପ୍ରବେଶ କରିଥିଲେ। ଗୁଣ୍ଡାଗିରି କରୁଥିବା ଏ ଲୋକମାନେ କିଏ ? ଏମାନଙ୍କ ପଛରେ କିଏ ଅଛି ?
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    21 hrs ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    7 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.