logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ରେ ସାମୂହିକ ବିବାହ ଉତ୍ସବ ସମ୍ପନ୍ନ* *୨୮ ଜଣ ଦମ୍ପତିଙ୍କ ସାମୁହିକ ବିବାହ ସମ୍ପନ୍ନ* ଜଗତସିଂହପୁର, ୨୧ /୪ - ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ୨୧ ତାରିଖ ମଙ୍ଗଳବାର ଦିନ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖସ୍ଥ ପଡ଼ିଆରେ 'ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ୨୮ ଜଣ କନ୍ୟା ଙ୍କ ଶୁଭ ବିବାହ ସମ୍ପନ୍ନ ହୋଇଛି । ଓଡିଆ ରୀତିନୀତି ଅନୁଯାୟୀ ଆୟୋଜିତ ଏହି ପବିତ୍ର କାର୍ଯ୍ୟକ୍ରମରେ ଜିଲ୍ଲାର ଆର୍ଥିକ ଦୁର୍ବଳ ଶ୍ରେଣୀର ଯୋଗ୍ୟ ଦମ୍ପତ୍ତିମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଜଗତସିଂହପୁର ଅମରେନ୍ଦ୍ର ଦାସ ଯୋଗଦେଇ ନବ ଦମ୍ପତ୍ତିଙ୍କୁ ଆଶୀର୍ବାଦ କରିଥିଲେ । ଏହି ବିବାହ ଉତ୍ସବରେ ଜିଲ୍ଲା ପରିଷଦ ସଭାପତି ମନୋଜ କୁମାର ଭୋଇ,ଜିଲ୍ଲାପାଳ ଜେ ସୋନାଲ, ଅତିରିକ୍ତ-ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ପୌର ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ସିଂହ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦାନ କରି ବିବାହ ଉତ୍ସବକୁ ସାଫଲ୍ୟମଣ୍ଡିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବସୁମତା, ନବଜ୍ୟୋତି କ୍ଲବ୍, ସ୍ମୃତି ଫାଉଣ୍ଡେସନ ଏବଂ ବ୍ୟାସ ଫାଉଣ୍ଡେସନ ନାମକ ଚାରୋଟି ସ୍ଵେଚ୍ଛାସେବୀ ସଂଗଠନ ସହାୟତାରେ ୨୮ଟି ନବଦମ୍ପତିଙ୍କ ପାଇଁ ବିବାହ ମଣ୍ଡପ, ଭୋଜି ଏବଂ ରହିବା ବ୍ୟବସ୍ଥା କରାଯାଇଥିଲା। ଏଥିସହ ସଂଗଠନ ପକ୍ଷରୁ ପୂଜକ ଓ ବିବାହ ପାଇଁ ଆବଶ୍ୟକୀୟ ସମସ୍ତ ସାମଗ୍ରୀ ଯୋଗାଇ ଦିଆଯାଇଥିଲା। ଏହି ଅବସରରେ ବିଧାୟକ ଶ୍ରୀ ଦାସ ବିରିଡ଼ି ବ୍ଲକର ଏକ ଆଦିବାସୀ ଯୋଡ଼ିଙ୍କର କନ୍ୟାଦାନ କରିବା ସହ ସେମାନଙ୍କୁ ଉପହାର ପ୍ରଦାନ କରିଥିଲେ l ସମାନ ଭାବରେ ଜିଲ୍ଲା ପରିଷଦ ସଭାପତି ଓ ଜିଲ୍ଲାପାଳ ମଧ୍ୟ ଦୁଇ ଯୋଡ଼ି ଙ୍କ କନ୍ୟାଦାନ କରିବାର ମହତ୍ କାର୍ଯ୍ୟ କରି ଉପହାର ପ୍ରଦାନ କରିଥିଲେ। ପ୍ରକାଶ ଥାଉ କି,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଆର୍ଥିକ ସହାୟତା ନୁହେଁ, ଏହା ସାମାଜିକ ସୁରକ୍ଷା ଓ ମହିଳା ସଶକ୍ତିକରଣ ଦିଗରେ ରାଜ୍ୟ ସରକାରଙ୍କ ଏକ ଐତିହାସିକ ପଦକ୍ଷେପ। ଏହି ଯୋଜନା ବାଲ୍ୟ ବିବାହ ଓ ଯୌତୁକ ପ୍ରଥା ନିବାରଣ କରିବା ସହ ସମାଜକୁ ବାର୍ତ୍ତା ଦେଉଛି ଯେ, ଝିଅମାନେ ପିତାମାତାଙ୍କ ପାଇଁ ବୋଝ ନୁହନ୍ତି, ସେମାନେ ଭଗବାନଙ୍କ ଆଶୀର୍ବାଦ। ଏହି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ପ୍ରତ୍ୟେକ ଯୋଗ୍ୟ କନ୍ୟାଙ୍କୁ ମୋଟ ₹୬୦୦୦୦ ସହାୟତା ପ୍ରଦାନ କରାଯାଉଛି। ସେଥିରୁ ₹୪୫୦୦୦ ସିଧାସଳଖ କନ୍ୟାର ବ୍ୟାଙ୍କ ଆକାଉଣ୍ଟକୁ ଏବଂ ₹୧୫୦୦୦ ବିବାହ କାର୍ଯ୍ୟ ସମ୍ପାଦନ ପାଇଁ ଖର୍ଚ କରାଯାଇଥାଏ। ଯୋଗ୍ୟତା ଅନୁଯାୟୀ କନ୍ୟାର ବୟସ ୧୮-୩୫ ବର୍ଷ ଏବଂ ବରର ବୟସ ୨୧-୩୫ ବର୍ଷ ମଧ୍ୟରେ ହେବା ଆବଶ୍ୟକ। ବିଧବା ପୁନଃ ବିବାହ, ଅନୁସୂଚିତ ଜାତି , ଜନଜାତି ଓ ଦିବ୍ୟାଙ୍ଗ ଦମ୍ପତ୍ତିଙ୍କୁ ପ୍ରାଥମିକତା ଦିଆଯାଇଥାଏ। ଆଜିର କାର୍ଯ୍ୟକ୍ରମରେ ସମସ୍ତ ବିବାହ ବୈଧ ପଞ୍ଜୀକରଣ ମାଧ୍ୟମରେ ସମ୍ପନ୍ନ ହୋଇଛି।କାର୍ଯ୍ୟକ୍ରମରେ , ୮ଟି ବ୍ଲକର ସବ-ରେଜିଷ୍ଟ୍ରାର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO), ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ,ସମସ୍ତ ବ୍ଲକର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (CDPO) ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀମାନେ, ସହର ର ବୁଦ୍ଧିଜୀବି,ଗଣମାଧ୍ଯମ ର ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ। ଜିଲ୍ଲା ପ୍ରଶାସନ, ମହିଳା ଓ ଶିଶୁ ବିକାଶ ବିଭାଗ ତଥା ସ୍ଥାନୀୟ ସ୍ୱେଚ୍ଛାସେବୀ ସଂଗଠନଙ୍କ ସହଯୋଗରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଆଗାମୀ ଦିନରେ ଜିଲ୍ଲାର ଅନ୍ୟାନ୍ୟ ବ୍ଲକରେ ମଧ୍ୟ ଏପରି ସାମୂହିକ ବିବାହ ଆୟୋଜନ କରାଯିବ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାର ଲାଭ ପହଞ୍ଚାଇବା ପାଇଁ ପ୍ରଶାସନ ପ୍ରତିଶ୍ରୁତିବଦ୍ଧ ରହିବ । ଶେଷରେ ଉପସ୍ଥିତ ଅତିଥିମାନେ ନବଦମ୍ପତିଙ୍କୁ ଆଶୀର୍ବାଦ ପ୍ରଦାନ କରିବା ସହ ସେମାନଙ୍କର ସୁଖମୟ ଦାମ୍ପତ୍ୟ ଜୀବନ କାମନା କରିଥିଲେ। ଏହି ଅବସରରେ ସାଧାରଣ ଜନତା ଓ ଅଧିକାରୀଙ୍କ ପାଇଁ ଏକ ସାମୂହିକ ଭୋଜିର ଆୟୋଜନ ମଧ୍ୟ କରାଯାଇଥିଲା।

2 hrs ago
user_Ranjan Khuntia
Ranjan Khuntia
Jagatsinghapur, Odisha•
2 hrs ago

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ରେ ସାମୂହିକ ବିବାହ ଉତ୍ସବ ସମ୍ପନ୍ନ* *୨୮ ଜଣ ଦମ୍ପତିଙ୍କ ସାମୁହିକ ବିବାହ ସମ୍ପନ୍ନ* ଜଗତସିଂହପୁର, ୨୧ /୪ - ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ୨୧ ତାରିଖ ମଙ୍ଗଳବାର ଦିନ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖସ୍ଥ ପଡ଼ିଆରେ 'ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ୨୮ ଜଣ କନ୍ୟା ଙ୍କ ଶୁଭ ବିବାହ ସମ୍ପନ୍ନ ହୋଇଛି । ଓଡିଆ ରୀତିନୀତି ଅନୁଯାୟୀ ଆୟୋଜିତ ଏହି ପବିତ୍ର କାର୍ଯ୍ୟକ୍ରମରେ ଜିଲ୍ଲାର ଆର୍ଥିକ ଦୁର୍ବଳ ଶ୍ରେଣୀର ଯୋଗ୍ୟ ଦମ୍ପତ୍ତିମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଜଗତସିଂହପୁର ଅମରେନ୍ଦ୍ର ଦାସ ଯୋଗଦେଇ ନବ ଦମ୍ପତ୍ତିଙ୍କୁ ଆଶୀର୍ବାଦ କରିଥିଲେ । ଏହି ବିବାହ ଉତ୍ସବରେ ଜିଲ୍ଲା ପରିଷଦ ସଭାପତି ମନୋଜ କୁମାର ଭୋଇ,ଜିଲ୍ଲାପାଳ

c9463175-c6e9-42b8-9980-cf5eb572b4de

ଜେ ସୋନାଲ, ଅତିରିକ୍ତ-ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ପୌର ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ସିଂହ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦାନ କରି ବିବାହ ଉତ୍ସବକୁ ସାଫଲ୍ୟମଣ୍ଡିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବସୁମତା, ନବଜ୍ୟୋତି କ୍ଲବ୍, ସ୍ମୃତି ଫାଉଣ୍ଡେସନ ଏବଂ ବ୍ୟାସ ଫାଉଣ୍ଡେସନ ନାମକ ଚାରୋଟି ସ୍ଵେଚ୍ଛାସେବୀ ସଂଗଠନ ସହାୟତାରେ ୨୮ଟି ନବଦମ୍ପତିଙ୍କ ପାଇଁ ବିବାହ ମଣ୍ଡପ, ଭୋଜି ଏବଂ ରହିବା ବ୍ୟବସ୍ଥା କରାଯାଇଥିଲା। ଏଥିସହ ସଂଗଠନ ପକ୍ଷରୁ ପୂଜକ ଓ ବିବାହ ପାଇଁ ଆବଶ୍ୟକୀୟ ସମସ୍ତ ସାମଗ୍ରୀ ଯୋଗାଇ ଦିଆଯାଇଥିଲା। ଏହି ଅବସରରେ ବିଧାୟକ ଶ୍ରୀ ଦାସ ବିରିଡ଼ି ବ୍ଲକର ଏକ ଆଦିବାସୀ ଯୋଡ଼ିଙ୍କର କନ୍ୟାଦାନ କରିବା ସହ ସେମାନଙ୍କୁ ଉପହାର ପ୍ରଦାନ କରିଥିଲେ l ସମାନ ଭାବରେ ଜିଲ୍ଲା ପରିଷଦ ସଭାପତି ଓ ଜିଲ୍ଲାପାଳ ମଧ୍ୟ ଦୁଇ ଯୋଡ଼ି ଙ୍କ କନ୍ୟାଦାନ କରିବାର ମହତ୍ କାର୍ଯ୍ୟ କରି ଉପହାର ପ୍ରଦାନ କରିଥିଲେ। ପ୍ରକାଶ

d33e9cc4-a855-4fbb-94b8-c0f39d5e16fd

ଥାଉ କି,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଆର୍ଥିକ ସହାୟତା ନୁହେଁ, ଏହା ସାମାଜିକ ସୁରକ୍ଷା ଓ ମହିଳା ସଶକ୍ତିକରଣ ଦିଗରେ ରାଜ୍ୟ ସରକାରଙ୍କ ଏକ ଐତିହାସିକ ପଦକ୍ଷେପ। ଏହି ଯୋଜନା ବାଲ୍ୟ ବିବାହ ଓ ଯୌତୁକ ପ୍ରଥା ନିବାରଣ କରିବା ସହ ସମାଜକୁ ବାର୍ତ୍ତା ଦେଉଛି ଯେ, ଝିଅମାନେ ପିତାମାତାଙ୍କ ପାଇଁ ବୋଝ ନୁହନ୍ତି, ସେମାନେ ଭଗବାନଙ୍କ ଆଶୀର୍ବାଦ। ଏହି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ପ୍ରତ୍ୟେକ ଯୋଗ୍ୟ କନ୍ୟାଙ୍କୁ ମୋଟ ₹୬୦୦୦୦ ସହାୟତା ପ୍ରଦାନ କରାଯାଉଛି। ସେଥିରୁ ₹୪୫୦୦୦ ସିଧାସଳଖ କନ୍ୟାର ବ୍ୟାଙ୍କ ଆକାଉଣ୍ଟକୁ ଏବଂ ₹୧୫୦୦୦ ବିବାହ କାର୍ଯ୍ୟ ସମ୍ପାଦନ ପାଇଁ ଖର୍ଚ କରାଯାଇଥାଏ। ଯୋଗ୍ୟତା ଅନୁଯାୟୀ କନ୍ୟାର ବୟସ ୧୮-୩୫ ବର୍ଷ ଏବଂ ବରର ବୟସ ୨୧-୩୫ ବର୍ଷ ମଧ୍ୟରେ ହେବା ଆବଶ୍ୟକ। ବିଧବା ପୁନଃ ବିବାହ, ଅନୁସୂଚିତ ଜାତି , ଜନଜାତି ଓ ଦିବ୍ୟାଙ୍ଗ ଦମ୍ପତ୍ତିଙ୍କୁ ପ୍ରାଥମିକତା ଦିଆଯାଇଥାଏ। ଆଜିର କାର୍ଯ୍ୟକ୍ରମରେ ସମସ୍ତ ବିବାହ ବୈଧ ପଞ୍ଜୀକରଣ ମାଧ୍ୟମରେ

c4778c26-dfaa-45c2-a850-61658885a2a9

ସମ୍ପନ୍ନ ହୋଇଛି।କାର୍ଯ୍ୟକ୍ରମରେ , ୮ଟି ବ୍ଲକର ସବ-ରେଜିଷ୍ଟ୍ରାର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO), ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ,ସମସ୍ତ ବ୍ଲକର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (CDPO) ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀମାନେ, ସହର ର ବୁଦ୍ଧିଜୀବି,ଗଣମାଧ୍ଯମ ର ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ। ଜିଲ୍ଲା ପ୍ରଶାସନ, ମହିଳା ଓ ଶିଶୁ ବିକାଶ ବିଭାଗ ତଥା ସ୍ଥାନୀୟ ସ୍ୱେଚ୍ଛାସେବୀ ସଂଗଠନଙ୍କ ସହଯୋଗରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଆଗାମୀ ଦିନରେ ଜିଲ୍ଲାର ଅନ୍ୟାନ୍ୟ ବ୍ଲକରେ ମଧ୍ୟ ଏପରି ସାମୂହିକ ବିବାହ ଆୟୋଜନ କରାଯିବ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାର ଲାଭ ପହଞ୍ଚାଇବା ପାଇଁ ପ୍ରଶାସନ ପ୍ରତିଶ୍ରୁତିବଦ୍ଧ ରହିବ । ଶେଷରେ ଉପସ୍ଥିତ ଅତିଥିମାନେ ନବଦମ୍ପତିଙ୍କୁ ଆଶୀର୍ବାଦ ପ୍ରଦାନ କରିବା ସହ ସେମାନଙ୍କର ସୁଖମୟ ଦାମ୍ପତ୍ୟ ଜୀବନ କାମନା କରିଥିଲେ। ଏହି ଅବସରରେ ସାଧାରଣ ଜନତା ଓ ଅଧିକାରୀଙ୍କ ପାଇଁ ଏକ ସାମୂହିକ ଭୋଜିର ଆୟୋଜନ ମଧ୍ୟ କରାଯାଇଥିଲା।

More news from Odisha and nearby areas
  • ଜଗତସିଂହପୁର, ୨୧ /୪ - ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ୨୧ ତାରିଖ ମଙ୍ଗଳବାର ଦିନ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖସ୍ଥ ପଡ଼ିଆରେ 'ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ୨୮ ଜଣ କନ୍ୟା ଙ୍କ ଶୁଭ ବିବାହ ସମ୍ପନ୍ନ ହୋଇଛି । ଓଡିଆ ରୀତିନୀତି ଅନୁଯାୟୀ ଆୟୋଜିତ ଏହି ପବିତ୍ର କାର୍ଯ୍ୟକ୍ରମରେ ଜିଲ୍ଲାର ଆର୍ଥିକ ଦୁର୍ବଳ ଶ୍ରେଣୀର ଯୋଗ୍ୟ ଦମ୍ପତ୍ତିମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଜଗତସିଂହପୁର ଅମରେନ୍ଦ୍ର ଦାସ ଯୋଗଦେଇ ନବ ଦମ୍ପତ୍ତିଙ୍କୁ ଆଶୀର୍ବାଦ କରିଥିଲେ । ଏହି ବିବାହ ଉତ୍ସବରେ ଜିଲ୍ଲା ପରିଷଦ ସଭାପତି ମନୋଜ କୁମାର ଭୋଇ,ଜିଲ୍ଲାପାଳ ଜେ ସୋନାଲ, ଅତିରିକ୍ତ-ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ପୌର ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ସିଂହ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦାନ କରି ବିବାହ ଉତ୍ସବକୁ ସାଫଲ୍ୟମଣ୍ଡିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବସୁମତା, ନବଜ୍ୟୋତି କ୍ଲବ୍, ସ୍ମୃତି ଫାଉଣ୍ଡେସନ ଏବଂ ବ୍ୟାସ ଫାଉଣ୍ଡେସନ ନାମକ ଚାରୋଟି ସ୍ଵେଚ୍ଛାସେବୀ ସଂଗଠନ ସହାୟତାରେ ୨୮ଟି ନବଦମ୍ପତିଙ୍କ ପାଇଁ ବିବାହ ମଣ୍ଡପ, ଭୋଜି ଏବଂ ରହିବା ବ୍ୟବସ୍ଥା କରାଯାଇଥିଲା। ଏଥିସହ ସଂଗଠନ ପକ୍ଷରୁ ପୂଜକ ଓ ବିବାହ ପାଇଁ ଆବଶ୍ୟକୀୟ ସମସ୍ତ ସାମଗ୍ରୀ ଯୋଗାଇ ଦିଆଯାଇଥିଲା। ଏହି ଅବସରରେ ବିଧାୟକ ଶ୍ରୀ ଦାସ ବିରିଡ଼ି ବ୍ଲକର ଏକ ଆଦିବାସୀ ଯୋଡ଼ିଙ୍କର କନ୍ୟାଦାନ କରିବା ସହ ସେମାନଙ୍କୁ ଉପହାର ପ୍ରଦାନ କରିଥିଲେ l ସମାନ ଭାବରେ ଜିଲ୍ଲା ପରିଷଦ ସଭାପତି ଓ ଜିଲ୍ଲାପାଳ ମଧ୍ୟ ଦୁଇ ଯୋଡ଼ି ଙ୍କ କନ୍ୟାଦାନ କରିବାର ମହତ୍ କାର୍ଯ୍ୟ କରି ଉପହାର ପ୍ରଦାନ କରିଥିଲେ। ପ୍ରକାଶ ଥାଉ କି,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଆର୍ଥିକ ସହାୟତା ନୁହେଁ, ଏହା ସାମାଜିକ ସୁରକ୍ଷା ଓ ମହିଳା ସଶକ୍ତିକରଣ ଦିଗରେ ରାଜ୍ୟ ସରକାରଙ୍କ ଏକ ଐତିହାସିକ ପଦକ୍ଷେପ। ଏହି ଯୋଜନା ବାଲ୍ୟ ବିବାହ ଓ ଯୌତୁକ ପ୍ରଥା ନିବାରଣ କରିବା ସହ ସମାଜକୁ ବାର୍ତ୍ତା ଦେଉଛି ଯେ, ଝିଅମାନେ ପିତାମାତାଙ୍କ ପାଇଁ ବୋଝ ନୁହନ୍ତି, ସେମାନେ ଭଗବାନଙ୍କ ଆଶୀର୍ବାଦ। ଏହି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ପ୍ରତ୍ୟେକ ଯୋଗ୍ୟ କନ୍ୟାଙ୍କୁ ମୋଟ ₹୬୦୦୦୦ ସହାୟତା ପ୍ରଦାନ କରାଯାଉଛି। ସେଥିରୁ ₹୪୫୦୦୦ ସିଧାସଳଖ କନ୍ୟାର ବ୍ୟାଙ୍କ ଆକାଉଣ୍ଟକୁ ଏବଂ ₹୧୫୦୦୦ ବିବାହ କାର୍ଯ୍ୟ ସମ୍ପାଦନ ପାଇଁ ଖର୍ଚ କରାଯାଇଥାଏ। ଯୋଗ୍ୟତା ଅନୁଯାୟୀ କନ୍ୟାର ବୟସ ୧୮-୩୫ ବର୍ଷ ଏବଂ ବରର ବୟସ ୨୧-୩୫ ବର୍ଷ ମଧ୍ୟରେ ହେବା ଆବଶ୍ୟକ। ବିଧବା ପୁନଃ ବିବାହ, ଅନୁସୂଚିତ ଜାତି , ଜନଜାତି ଓ ଦିବ୍ୟାଙ୍ଗ ଦମ୍ପତ୍ତିଙ୍କୁ ପ୍ରାଥମିକତା ଦିଆଯାଇଥାଏ। ଆଜିର କାର୍ଯ୍ୟକ୍ରମରେ ସମସ୍ତ ବିବାହ ବୈଧ ପଞ୍ଜୀକରଣ ମାଧ୍ୟମରେ ସମ୍ପନ୍ନ ହୋଇଛି।କାର୍ଯ୍ୟକ୍ରମରେ , ୮ଟି ବ୍ଲକର ସବ-ରେଜିଷ୍ଟ୍ରାର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO), ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ,ସମସ୍ତ ବ୍ଲକର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (CDPO) ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀମାନେ, ସହର ର ବୁଦ୍ଧିଜୀବି,ଗଣମାଧ୍ଯମ ର ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ। ଜିଲ୍ଲା ପ୍ରଶାସନ, ମହିଳା ଓ ଶିଶୁ ବିକାଶ ବିଭାଗ ତଥା ସ୍ଥାନୀୟ ସ୍ୱେଚ୍ଛାସେବୀ ସଂଗଠନଙ୍କ ସହଯୋଗରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଆଗାମୀ ଦିନରେ ଜିଲ୍ଲାର ଅନ୍ୟାନ୍ୟ ବ୍ଲକରେ ମଧ୍ୟ ଏପରି ସାମୂହିକ ବିବାହ ଆୟୋଜନ କରାଯିବ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାର ଲାଭ ପହଞ୍ଚାଇବା ପାଇଁ ପ୍ରଶାସନ ପ୍ରତିଶ୍ରୁତିବଦ୍ଧ ରହିବ । ଶେଷରେ ଉପସ୍ଥିତ ଅତିଥିମାନେ ନବଦମ୍ପତିଙ୍କୁ ଆଶୀର୍ବାଦ ପ୍ରଦାନ କରିବା ସହ ସେମାନଙ୍କର ସୁଖମୟ ଦାମ୍ପତ୍ୟ ଜୀବନ କାମନା କରିଥିଲେ। ଏହି ଅବସରରେ ସାଧାରଣ ଜନତା ଓ ଅଧିକାରୀଙ୍କ ପାଇଁ ଏକ ସାମୂହିକ ଭୋଜିର ଆୟୋଜନ ମଧ୍ୟ କରାଯାଇଥିଲା।
    4
    ଜଗତସିଂହପୁର, ୨୧ /୪ - ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ୨୧ ତାରିଖ ମଙ୍ଗଳବାର ଦିନ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖସ୍ଥ ପଡ଼ିଆରେ 'ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ୨୮ ଜଣ କନ୍ୟା ଙ୍କ ଶୁଭ ବିବାହ ସମ୍ପନ୍ନ ହୋଇଛି । ଓଡିଆ ରୀତିନୀତି ଅନୁଯାୟୀ ଆୟୋଜିତ ଏହି ପବିତ୍ର କାର୍ଯ୍ୟକ୍ରମରେ ଜିଲ୍ଲାର ଆର୍ଥିକ ଦୁର୍ବଳ ଶ୍ରେଣୀର ଯୋଗ୍ୟ ଦମ୍ପତ୍ତିମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଜଗତସିଂହପୁର ଅମରେନ୍ଦ୍ର ଦାସ ଯୋଗଦେଇ ନବ ଦମ୍ପତ୍ତିଙ୍କୁ ଆଶୀର୍ବାଦ କରିଥିଲେ । ଏହି ବିବାହ ଉତ୍ସବରେ ଜିଲ୍ଲା ପରିଷଦ ସଭାପତି  ମନୋଜ କୁମାର ଭୋଇ,ଜିଲ୍ଲାପାଳ ଜେ ସୋନାଲ, ଅତିରିକ୍ତ-ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ପୌର ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ସିଂହ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦାନ କରି ବିବାହ ଉତ୍ସବକୁ ସାଫଲ୍ୟମଣ୍ଡିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବସୁମତା, ନବଜ୍ୟୋତି କ୍ଲବ୍, ସ୍ମୃତି ଫାଉଣ୍ଡେସନ ଏବଂ ବ୍ୟାସ ଫାଉଣ୍ଡେସନ ନାମକ ଚାରୋଟି ସ୍ଵେଚ୍ଛାସେବୀ ସଂଗଠନ ସହାୟତାରେ ୨୮ଟି ନବଦମ୍ପତିଙ୍କ ପାଇଁ ବିବାହ ମଣ୍ଡପ, ଭୋଜି ଏବଂ ରହିବା ବ୍ୟବସ୍ଥା କରାଯାଇଥିଲା। ଏଥିସହ ସଂଗଠନ ପକ୍ଷରୁ ପୂଜକ ଓ ବିବାହ ପାଇଁ ଆବଶ୍ୟକୀୟ ସମସ୍ତ ସାମଗ୍ରୀ ଯୋଗାଇ ଦିଆଯାଇଥିଲା। ଏହି ଅବସରରେ ବିଧାୟକ ଶ୍ରୀ ଦାସ ବିରିଡ଼ି ବ୍ଲକର ଏକ ଆଦିବାସୀ ଯୋଡ଼ିଙ୍କର କନ୍ୟାଦାନ କରିବା ସହ ସେମାନଙ୍କୁ ଉପହାର ପ୍ରଦାନ କରିଥିଲେ l ସମାନ ଭାବରେ ଜିଲ୍ଲା ପରିଷଦ ସଭାପତି ଓ ଜିଲ୍ଲାପାଳ ମଧ୍ୟ ଦୁଇ ଯୋଡ଼ି ଙ୍କ କନ୍ୟାଦାନ କରିବାର ମହତ୍ କାର୍ଯ୍ୟ କରି ଉପହାର ପ୍ରଦାନ କରିଥିଲେ। ପ୍ରକାଶ ଥାଉ କି,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଆର୍ଥିକ ସହାୟତା ନୁହେଁ, ଏହା ସାମାଜିକ ସୁରକ୍ଷା ଓ ମହିଳା ସଶକ୍ତିକରଣ ଦିଗରେ ରାଜ୍ୟ ସରକାରଙ୍କ ଏକ ଐତିହାସିକ ପଦକ୍ଷେପ। ଏହି ଯୋଜନା ବାଲ୍ୟ ବିବାହ ଓ ଯୌତୁକ ପ୍ରଥା ନିବାରଣ କରିବା ସହ ସମାଜକୁ ବାର୍ତ୍ତା ଦେଉଛି ଯେ, ଝିଅମାନେ ପିତାମାତାଙ୍କ ପାଇଁ ବୋଝ ନୁହନ୍ତି, ସେମାନେ ଭଗବାନଙ୍କ ଆଶୀର୍ବାଦ।
ଏହି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ପ୍ରତ୍ୟେକ ଯୋଗ୍ୟ କନ୍ୟାଙ୍କୁ ମୋଟ ₹୬୦୦୦୦ ସହାୟତା ପ୍ରଦାନ କରାଯାଉଛି। ସେଥିରୁ ₹୪୫୦୦୦ ସିଧାସଳଖ କନ୍ୟାର ବ୍ୟାଙ୍କ ଆକାଉଣ୍ଟକୁ ଏବଂ ₹୧୫୦୦୦ ବିବାହ କାର୍ଯ୍ୟ ସମ୍ପାଦନ ପାଇଁ ଖର୍ଚ କରାଯାଇଥାଏ। ଯୋଗ୍ୟତା ଅନୁଯାୟୀ କନ୍ୟାର ବୟସ ୧୮-୩୫ ବର୍ଷ ଏବଂ ବରର ବୟସ ୨୧-୩୫ ବର୍ଷ ମଧ୍ୟରେ ହେବା ଆବଶ୍ୟକ। ବିଧବା ପୁନଃ ବିବାହ, ଅନୁସୂଚିତ ଜାତି , ଜନଜାତି ଓ ଦିବ୍ୟାଙ୍ଗ ଦମ୍ପତ୍ତିଙ୍କୁ ପ୍ରାଥମିକତା ଦିଆଯାଇଥାଏ। ଆଜିର କାର୍ଯ୍ୟକ୍ରମରେ ସମସ୍ତ ବିବାହ ବୈଧ ପଞ୍ଜୀକରଣ ମାଧ୍ୟମରେ ସମ୍ପନ୍ନ ହୋଇଛି।କାର୍ଯ୍ୟକ୍ରମରେ , ୮ଟି ବ୍ଲକର ସବ-ରେଜିଷ୍ଟ୍ରାର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO), ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ,ସମସ୍ତ ବ୍ଲକର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (CDPO) ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀମାନେ, ସହର ର ବୁଦ୍ଧିଜୀବି,ଗଣମାଧ୍ଯମ ର ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ। ଜିଲ୍ଲା ପ୍ରଶାସନ, ମହିଳା ଓ ଶିଶୁ ବିକାଶ ବିଭାଗ ତଥା ସ୍ଥାନୀୟ ସ୍ୱେଚ୍ଛାସେବୀ ସଂଗଠନଙ୍କ ସହଯୋଗରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଆଗାମୀ ଦିନରେ ଜିଲ୍ଲାର ଅନ୍ୟାନ୍ୟ ବ୍ଲକରେ ମଧ୍ୟ ଏପରି ସାମୂହିକ ବିବାହ ଆୟୋଜନ କରାଯିବ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାର ଲାଭ ପହଞ୍ଚାଇବା ପାଇଁ ପ୍ରଶାସନ ପ୍ରତିଶ୍ରୁତିବଦ୍ଧ ରହିବ ।   
ଶେଷରେ ଉପସ୍ଥିତ ଅତିଥିମାନେ ନବଦମ୍ପତିଙ୍କୁ ଆଶୀର୍ବାଦ ପ୍ରଦାନ କରିବା ସହ ସେମାନଙ୍କର ସୁଖମୟ ଦାମ୍ପତ୍ୟ ଜୀବନ କାମନା କରିଥିଲେ। ଏହି ଅବସରରେ ସାଧାରଣ ଜନତା ଓ ଅଧିକାରୀଙ୍କ ପାଇଁ ଏକ ସାମୂହିକ ଭୋଜିର ଆୟୋଜନ ମଧ୍ୟ କରାଯାଇଥିଲା।
    user_Ranjan Khuntia
    Ranjan Khuntia
    Jagatsinghapur, Odisha•
    2 hrs ago
  • ଲେଖା ହୋଇଛି ଫଳଜୁସ ପ୍ୟାକେଟ ଭିତରେ ସାଂଘାତିକ ସୁଗାର ଢକ ଢକ କରି ପିଉଛନ୍ତି ବିଷ #LatestNews #UpdateNews #apanankakhabara #fruitjuice #OdishaNews #Odisha
    1
    ଲେଖା ହୋଇଛି ଫଳଜୁସ ପ୍ୟାକେଟ ଭିତରେ ସାଂଘାତିକ ସୁଗାର ଢକ ଢକ କରି ପିଉଛନ୍ତି ବିଷ #LatestNews #UpdateNews #apanankakhabara #fruitjuice #OdishaNews #Odisha
    user_Apananka Khabara
    Apananka Khabara
    Local News Reporter ନିଆଳି, କଟକ, ଓଡ଼ିଶା•
    2 hrs ago
  • Post by ମନୋଜ କୁମାର ପୁଣ୍ଟିଆ
    1
    Post by ମନୋଜ କୁମାର ପୁଣ୍ଟିଆ
    user_ମନୋଜ କୁମାର ପୁଣ୍ଟିଆ
    ମନୋଜ କୁମାର ପୁଣ୍ଟିଆ
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    2 hrs ago
  • Post by Prabhati Sahoo
    1
    Post by Prabhati Sahoo
    user_Prabhati Sahoo
    Prabhati Sahoo
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    2 hrs ago
  • କଟକ ଚାନ୍ଦବାଲି ରାସ୍ତାର ଜଗତପୁର ଥାନା ପାଗା ଛକ ନିକଟରେ ଷଣ୍ଢ କୁ ଧକ୍କାଦେଇ ଅଟୋ।ଅଟୋରେ ଥିବା ୪ଜଣ ମଧ୍ୟରୁ ୩ଜଣ ଆହତ ଜଣେ ଗୁରୁତର। ଘଟଣା ସ୍ଥଳରେ ପାଗାଫାଣ୍ଡି ପୋଲିସ ଗୁରୁତର ଷଣ୍ଢକୁ ଚିକିତ୍ସା କରିବା ସହ ଏକ ଗୋ ଶାଳାକୁ ପଠାଇଦେଇଥିବା ସୁଚନା ମିଳିଛି। ଅଟୋରେ ଯାଉଥିବା ଖେଳନା ବେପାରୀ ୩ଜଣ ଆହତ ହୋଇଥିବା ବେଳେ ଅଟୋ ଚାଳକ ଗୁରୁତର ହୋଇ ହୋଇଥିଲେ। ସମସ୍ତଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ପଠାଇ ଦିଆଯାଇଥିବା ବେଳେ ଦୁର୍ଘଟଣାଗ୍ରସ୍ତ ଅଟୋକୁ ପାଗାଫାଣ୍ଡି ପୋଲିସ ଜବତକରି ତଦନ୍ତ ଚଳାଇଥିବା ନେଇ ସୂଚନାମିଳିଛି।
    1
    କଟକ ଚାନ୍ଦବାଲି ରାସ୍ତାର ଜଗତପୁର ଥାନା ପାଗା ଛକ ନିକଟରେ ଷଣ୍ଢ କୁ ଧକ୍କାଦେଇ ଅଟୋ।ଅଟୋରେ ଥିବା ୪ଜଣ ମଧ୍ୟରୁ ୩ଜଣ ଆହତ ଜଣେ ଗୁରୁତର। ଘଟଣା ସ୍ଥଳରେ ପାଗାଫାଣ୍ଡି ପୋଲିସ ଗୁରୁତର ଷଣ୍ଢକୁ ଚିକିତ୍ସା କରିବା ସହ ଏକ ଗୋ ଶାଳାକୁ ପଠାଇଦେଇଥିବା ସୁଚନା ମିଳିଛି। ଅଟୋରେ ଯାଉଥିବା ଖେଳନା ବେପାରୀ ୩ଜଣ ଆହତ ହୋଇଥିବା ବେଳେ ଅଟୋ ଚାଳକ ଗୁରୁତର ହୋଇ ହୋଇଥିଲେ। ସମସ୍ତଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ପଠାଇ ଦିଆଯାଇଥିବା ବେଳେ ଦୁର୍ଘଟଣାଗ୍ରସ୍ତ ଅଟୋକୁ ପାଗାଫାଣ୍ଡି ପୋଲିସ ଜବତକରି ତଦନ୍ତ ଚଳାଇଥିବା ନେଇ ସୂଚନାମିଳିଛି।
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    11 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • ଜଗତସିଂହପୁର ୨୧/୪- ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୫୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୩ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ କାର୍ଡ ସମସ୍ୟା ସମ୍ପର୍କୀୟ ୩ ଟି, ଆବାସ ଯୋଜନା ସମ୍ପର୍କୀୟ ୭ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୮ ଟି, ଭତ୍ତା ପାଇବା ପାଇଁ ୪ ଟି, ପୋଲିସ ସହାୟତା ପାଇବା ପାଇଁ ୪ ଟି ଏବଂ ଅନ୍ୟାନ୍ୟ ୨୩ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୪ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅକ୍ଷୟ କୁମାର ପିଲ୍ଲେ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସତ୍ୟବ୍ରତ ଦାଶ,ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ବ୍ଲକ୍ ଉନ୍ନୟନ ଅଧିକାରୀ, ଜଗତସିଂହପୁର, ଆଶୁତୋଷ ମିଶ୍ର, ତହସିଲଦାର,ଜଗତସିଂହପୁର, ଅଜୟ କୁମାର ମହାନ୍ତି,ଜିଲ୍ଲା ସ୍ତରୀୟ ଅଧିକାରୀ, ନିର୍ବାହୀ ଅଧିକାରୀ ପୌର ପରିଷଦ, ଜଗତସିଂହପୁର, ସନ୍ଦିପ ସିଂ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ ।
    1
    ଜଗତସିଂହପୁର ୨୧/୪- ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ  ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୫୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୩ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ କାର୍ଡ ସମସ୍ୟା ସମ୍ପର୍କୀୟ ୩ ଟି, ଆବାସ ଯୋଜନା ସମ୍ପର୍କୀୟ ୭ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୮ ଟି, ଭତ୍ତା ପାଇବା ପାଇଁ ୪ ଟି, ପୋଲିସ ସହାୟତା ପାଇବା ପାଇଁ ୪ ଟି ଏବଂ ଅନ୍ୟାନ୍ୟ ୨୩ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୪ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅକ୍ଷୟ କୁମାର ପିଲ୍ଲେ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ  ସତ୍ୟବ୍ରତ ଦାଶ,ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ବ୍ଲକ୍ ଉନ୍ନୟନ ଅଧିକାରୀ, ଜଗତସିଂହପୁର,  ଆଶୁତୋଷ ମିଶ୍ର, ତହସିଲଦାର,ଜଗତସିଂହପୁର, ଅଜୟ କୁମାର ମହାନ୍ତି,ଜିଲ୍ଲା ସ୍ତରୀୟ ଅଧିକାରୀ, ନିର୍ବାହୀ ଅଧିକାରୀ ପୌର ପରିଷଦ, ଜଗତସିଂହପୁର,  ସନ୍ଦିପ ସିଂ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ ।
    user_Ranjan Khuntia
    Ranjan Khuntia
    Jagatsinghapur, Odisha•
    16 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.