logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଛେଳି ଚୋରି ଘଟଣାରେ ୩ ଅଭିଯୁକ୍ତ ଗିରଫ ସହ କୋର୍ଟ ଚାଲାଣ l ଗୋଟିଏ ପିସ୍ତଲ ସହ ଗୁଳି ଜବତ l ମାଲକାନଗିରି ୧୬-୦୪-୨୦୨୬ (ରାମ କୃଷ୍ଣ ଚୌଧୁରୀ) ମାଲକାନଗିରି ଜିଲ୍ଲା ଏମଭି-୭୯ ଥାନା ପୁଲିସ ଛେଳି ଚୋରି ଘଟଣାରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ଗୋଟିଏ ପିସ୍ତଲ ଏବଂ ଗୁଳି ଜବତ କରିଛି। ଗିରଫ ୩ଜଣଙ୍କ ଜଣଙ୍କ ପରିଚୟ ହେଉଛି ଏମଭି-୧୧୩ ଗ୍ରାମର ସୁଜୟ ମଣ୍ତଳ ଓ ଏମପିଭି-୪୫ ଗ୍ରାମର ରାହୁଲ ଶିକାରୀ ଏବଂ ପୂର୍ନେନ୍ଦୁ ମଣ୍ଡଲ। ସୂଚନା ଅନୁଯାୟୀ, ଗତ ଦୁଇ ଦିନ ତଳେ ୬ଜଣ ଚୋର ଦଳ ଗିରକାନପାଲୀ ଓ ଉଦୟଗିରି ଅଞ୍ଚଳରୁ ୩ଟି ଛେଳି ଚୋରି କରି ଆଣିଥିଲେ। ଏହା ଜାଣିବା ପରେ ଗିରକାନପାଲୀ ଗ୍ରାମ ସମେତ ଆଖଆଖ ଅଞ୍ଚଳର ଶତାଧିକ ଲୋକ ଚୋରଙ୍କ ପିଛା କରିଥିଲେ। ଚୋର ଦଳ ତାମନପାଲୀ ପାହାଡ଼ ନିକଟରେ ଆସି ଲୁଚି ରହିଥିବା ବେଳେ ସେଠାରେ ଗ୍ରାମବାସୀ ମଧ୍ୟରେ ମୁହାଁମୁହିଁ ହୋଇଥିଲା lତେବେ ଚୋର ଦଳ ଗ୍ରାମବାସୀଙ୍କ ଉପରକୁ ପିସ୍ତଲରୁ ଗୁଳି କରି ଖସିଯିବାକୁ ଉଦ୍ୟମ କରିଥିଲେ | ଗୁଳି ବାଜି ଜଣେ ଗ୍ରାମବାସୀ ଆହତ ହୋଇଥିଲେ। କିନ୍ତୁଗ୍ରାମବାସୀମାନେ ଦୁଇଜଣ ଚୋରଙ୍କୁ କାବୁ କରି ନିର୍ଧୂମ ମାଡ଼ ମାରି ଲହୁଲୁହାଣ କରିଥିଲେ | ଅନ୍ୟମାନେ ଖସିଯିବାରେ ସଫଳ ହୋଇଥିଲେ ।୩ଟି ଛେଳି ମଧ୍ୟରୁ ଦୁଇଟି କୁଆଡ଼େଚାଲିଯାଇଥିବା ବେଳେ ଗୋଟିଏ ଛେଳିକୁପୁଲିସ ଧରି ଗ୍ରାମବାସୀଙ୍କୁ ହସ୍ତାନ୍ତର କରିଥିଲା । ଏମଭି-୭୯ ଥାନା ଅଧିକାରୀ ପୂର୍ଣ୍ଣିମା ଟେଟେ ଏବଂ ସାବଇସ୍ପେକ୍ଟର ଚନ୍ଦନ କୁମାର ବେହେରାଙ୍କନେତୃତ୍ବରେ ଏକ ପୁଲିସ ଟିମ୍ ଘଟଣାସ୍ଥଳରୁ ଦୁଇଜଣ ଆହତଚୋରଙ୍କୁ କାବୁ କରିଥିଲା ବେଳେ ଆଉ ଜଣଙ୍କୁ ଗିରଫ କରିଥିଲାଏନେଇଏମ୍.ଭି-୭୯ଥାନାରେ ୫୮/୨୬ରେ ଏକ ମାମଲା ରୁଜୁ କରି ସମସ୍ତ ତିନି ଜଣ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିଲା ।

4 hrs ago
user_Humaniterian Media Activist ଶ୍ରୀ ରାମ କୃଷ୍ଣ ଚୌଧୁରୀ Rk
Humaniterian Media Activist ଶ୍ରୀ ରାମ କୃଷ୍ଣ ଚୌଧୁରୀ Rk
ମାଲକାନଗିରି, ମାଲକାନଗିରି, ଓଡ଼ିଶା•
4 hrs ago
616efb10-aa0d-4223-8375-500382008c9d

ଛେଳି ଚୋରି ଘଟଣାରେ ୩ ଅଭିଯୁକ୍ତ ଗିରଫ ସହ କୋର୍ଟ ଚାଲାଣ l ଗୋଟିଏ ପିସ୍ତଲ ସହ ଗୁଳି ଜବତ l ମାଲକାନଗିରି ୧୬-୦୪-୨୦୨୬ (ରାମ କୃଷ୍ଣ ଚୌଧୁରୀ) ମାଲକାନଗିରି ଜିଲ୍ଲା ଏମଭି-୭୯ ଥାନା ପୁଲିସ ଛେଳି ଚୋରି ଘଟଣାରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ଗୋଟିଏ ପିସ୍ତଲ ଏବଂ ଗୁଳି ଜବତ କରିଛି। ଗିରଫ ୩ଜଣଙ୍କ ଜଣଙ୍କ ପରିଚୟ ହେଉଛି ଏମଭି-୧୧୩ ଗ୍ରାମର ସୁଜୟ ମଣ୍ତଳ ଓ ଏମପିଭି-୪୫ ଗ୍ରାମର ରାହୁଲ ଶିକାରୀ ଏବଂ ପୂର୍ନେନ୍ଦୁ ମଣ୍ଡଲ। ସୂଚନା ଅନୁଯାୟୀ, ଗତ ଦୁଇ ଦିନ ତଳେ ୬ଜଣ ଚୋର ଦଳ ଗିରକାନପାଲୀ ଓ ଉଦୟଗିରି ଅଞ୍ଚଳରୁ ୩ଟି ଛେଳି ଚୋରି କରି ଆଣିଥିଲେ। ଏହା ଜାଣିବା ପରେ ଗିରକାନପାଲୀ ଗ୍ରାମ ସମେତ ଆଖଆଖ ଅଞ୍ଚଳର ଶତାଧିକ ଲୋକ ଚୋରଙ୍କ ପିଛା କରିଥିଲେ। ଚୋର ଦଳ

68013b3b-4ca6-4c65-967c-aa485cef70cb

ତାମନପାଲୀ ପାହାଡ଼ ନିକଟରେ ଆସି ଲୁଚି ରହିଥିବା ବେଳେ ସେଠାରେ ଗ୍ରାମବାସୀ ମଧ୍ୟରେ ମୁହାଁମୁହିଁ ହୋଇଥିଲା lତେବେ ଚୋର ଦଳ ଗ୍ରାମବାସୀଙ୍କ ଉପରକୁ ପିସ୍ତଲରୁ ଗୁଳି କରି ଖସିଯିବାକୁ ଉଦ୍ୟମ କରିଥିଲେ | ଗୁଳି ବାଜି ଜଣେ ଗ୍ରାମବାସୀ ଆହତ ହୋଇଥିଲେ। କିନ୍ତୁଗ୍ରାମବାସୀମାନେ ଦୁଇଜଣ ଚୋରଙ୍କୁ କାବୁ କରି ନିର୍ଧୂମ ମାଡ଼ ମାରି ଲହୁଲୁହାଣ କରିଥିଲେ | ଅନ୍ୟମାନେ ଖସିଯିବାରେ ସଫଳ ହୋଇଥିଲେ ।୩ଟି ଛେଳି ମଧ୍ୟରୁ ଦୁଇଟି କୁଆଡ଼େଚାଲିଯାଇଥିବା ବେଳେ ଗୋଟିଏ ଛେଳିକୁପୁଲିସ ଧରି ଗ୍ରାମବାସୀଙ୍କୁ ହସ୍ତାନ୍ତର କରିଥିଲା । ଏମଭି-୭୯ ଥାନା ଅଧିକାରୀ ପୂର୍ଣ୍ଣିମା ଟେଟେ ଏବଂ ସାବଇସ୍ପେକ୍ଟର ଚନ୍ଦନ କୁମାର ବେହେରାଙ୍କନେତୃତ୍ବରେ ଏକ ପୁଲିସ ଟିମ୍ ଘଟଣାସ୍ଥଳରୁ ଦୁଇଜଣ ଆହତଚୋରଙ୍କୁ କାବୁ କରିଥିଲା ବେଳେ ଆଉ ଜଣଙ୍କୁ ଗିରଫ କରିଥିଲାଏନେଇଏମ୍.ଭି-୭୯ଥାନାରେ ୫୮/୨୬ରେ ଏକ ମାମଲା ରୁଜୁ କରି ସମସ୍ତ ତିନି ଜଣ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିଲା ।

More news from ଓଡ଼ିଶା and nearby areas
  • ରଜାମରା କୀର୍ତ୍ତନ ମଣ୍ଡଳୀ, ଶ୍ରୀ, ଗୁରୁ ମନୋଜ ପାଣ୍ଡତ୍ଥ
    1
    ରଜାମରା କୀର୍ତ୍ତନ ମଣ୍ଡଳୀ, ଶ୍ରୀ, ଗୁରୁ  ମନୋଜ ପାଣ୍ଡତ୍ଥ
    user_ରଜାମରା କୀର୍ତ୍ତନ ମଣ୍ଡଳୀ
    ରଜାମରା କୀର୍ତ୍ତନ ମଣ୍ଡଳୀ
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    6 hrs ago
  • ଗ୍ରାମ ମାରଲାଙ୍ଗା ଗାଁ ଦୁରିକୁପୁଡ଼ା ମହୁଲ ଭଜା ଜାତରା ହଇ ଥିଲା ଅପଣଙ୍କ ଦେଖାଉ ଛି
    1
    ଗ୍ରାମ ମାରଲାଙ୍ଗା ଗାଁ ଦୁରିକୁପୁଡ଼ା ମହୁଲ ଭଜା ଜାତରା ହଇ ଥିଲା ଅପଣଙ୍କ ଦେଖାଉ ଛି
    user_ଅଜିତ ପାତ୍ର
    ଅଜିତ ପାତ୍ର
    Kotagarh, Kandhamal•
    12 hrs ago
  • ତା. 15/04/2026 ରିଖ ଇଣ୍ଡୋ-ନରୱ୍ବେ ଟିମ ର ପ୍ରତିନିଧି ମାନେ ଆଜି ପୁରୀ ଜିଲ୍ଲା ଗସ୍ତ କରିବା ସହ ବିଭିନ୍ନ ପ୍ରକଳ୍ପକୁ ପରିଦର୍ଶନ କରିଛନ୍ତି।ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଜ୍ଞାନ ଓ ବୈଷୟିକ ଜ୍ଞାନ ଚିତ୍ରା ଅରୁମୁଗମ ଙ୍କ ନେତୃତ୍ୱରେ ଆସିଥିବା ଏହି ଟିମକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ତଥା ନୋଡାଲ ଅଫିସର ଶରତ ଚନ୍ଦ୍ର ବେହେରା ସମସ୍ତଙ୍କୁ ସ୍ବାଗତ କରିଥିଲେ।ଇଣ୍ଡୋ-ନରୱ୍ବେ ସହଯୋଗିତା ରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ କୁ ଟିମର ପ୍ରତିନିଧି ମାନେ ଅନୁଧ୍ୟାନ କରିବା ସହ ଦାୟିତ୍ୱ ରେ ଥିବା ଅଧିକାରୀ କର୍ମଚାରୀ ମାନଙ୍କ ସହ ବାର୍ତ୍ତାଳାପ କରିଥିଲେ।ପ୍ରଥମେ ନୂଆନଈ ବାଲୁଖଣ୍ଡ ଠାରେ ସି ମାଉଥ ସ୍ଥାନରେ ପହଞ୍ଚି ମୃତ୍ତିକା କ୍ଷୟ ରୋକିବା ଓ ଜଳର ତାପମାତ୍ରା ନିୟନ୍ତ୍ରଣ କରିବା ପ୍ରକଳ୍ପ ଯାହାକି ଏକ କେଶ ଷ୍ଟଡି କୁ ନିରୀକ୍ଷଣ କରିବା ପରେ ଇକୋ ରିଟ୍ରିଟ ପରିଦର୍ଶନ କରିଥିଲେ।ପରେ ଚନ୍ଦ୍ରଭାଗା ଏଫଏଲସି ବା ମତ୍ସ୍ୟ ଅବତରଣ କେନ୍ଦ୍ର କୁ ଅନୁଧ୍ୟାନ କରିବା ସହ ଚିଙ୍ଗୁଡ଼ି ଜାଆଁଳ ହାଚେରୀ ସମ୍ପର୍କରେ ପଚାରି ବୁଝିଥିଲେ।ପରେ ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିଥିଲେ।ଏହି ଗସ୍ତ ସମୟରେ ନରୱ୍ବେ ପ୍ରତିନିଧି ମଣ୍ଡଳ,ବିଜ୍ଞାନ ଓ ବୈଷୟିକ ଅତିରିକ୍ତ ସଚିବ ପୂଜା ମିଶ୍ର,ଉପ ନିର୍ଦ୍ଦେଶକ ଡଃ ଏଚ କେ ଦାସ, ଏସିଏଫ ଅଶୋକ କୁମାର ବେହେରା, ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ ଅମୀୟ ସେଠ୍ , ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ ସରୋଜ କାନ୍ତ ପ୍ରଧାନ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଅଜୟ କୁମାର ବସ୍ତିଆ, ସାମୁଦ୍ରିକ ମତ୍ସ୍ୟ ଅଧିକାରୀ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା, ଭୁବନେଶ୍ୱର।
    1
    ତା. 15/04/2026 ରିଖ ଇଣ୍ଡୋ-ନରୱ୍ବେ ଟିମ ର ପ୍ରତିନିଧି ମାନେ ଆଜି ପୁରୀ ଜିଲ୍ଲା ଗସ୍ତ କରିବା ସହ ବିଭିନ୍ନ ପ୍ରକଳ୍ପକୁ ପରିଦର୍ଶନ କରିଛନ୍ତି।ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଜ୍ଞାନ ଓ ବୈଷୟିକ ଜ୍ଞାନ ଚିତ୍ରା ଅରୁମୁଗମ ଙ୍କ ନେତୃତ୍ୱରେ ଆସିଥିବା ଏହି ଟିମକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ତଥା ନୋଡାଲ ଅଫିସର ଶରତ ଚନ୍ଦ୍ର ବେହେରା ସମସ୍ତଙ୍କୁ ସ୍ବାଗତ କରିଥିଲେ।ଇଣ୍ଡୋ-ନରୱ୍ବେ ସହଯୋଗିତା ରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ କୁ ଟିମର ପ୍ରତିନିଧି ମାନେ ଅନୁଧ୍ୟାନ କରିବା ସହ ଦାୟିତ୍ୱ ରେ ଥିବା ଅଧିକାରୀ କର୍ମଚାରୀ ମାନଙ୍କ ସହ ବାର୍ତ୍ତାଳାପ କରିଥିଲେ।ପ୍ରଥମେ ନୂଆନଈ ବାଲୁଖଣ୍ଡ ଠାରେ ସି ମାଉଥ ସ୍ଥାନରେ ପହଞ୍ଚି ମୃତ୍ତିକା କ୍ଷୟ ରୋକିବା ଓ ଜଳର ତାପମାତ୍ରା ନିୟନ୍ତ୍ରଣ କରିବା ପ୍ରକଳ୍ପ ଯାହାକି ଏକ କେଶ ଷ୍ଟଡି କୁ ନିରୀକ୍ଷଣ କରିବା ପରେ ଇକୋ ରିଟ୍ରିଟ ପରିଦର୍ଶନ କରିଥିଲେ।ପରେ ଚନ୍ଦ୍ରଭାଗା ଏଫଏଲସି ବା ମତ୍ସ୍ୟ ଅବତରଣ କେନ୍ଦ୍ର କୁ ଅନୁଧ୍ୟାନ କରିବା ସହ ଚିଙ୍ଗୁଡ଼ି ଜାଆଁଳ ହାଚେରୀ ସମ୍ପର୍କରେ ପଚାରି ବୁଝିଥିଲେ।ପରେ ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିଥିଲେ।ଏହି ଗସ୍ତ ସମୟରେ ନରୱ୍ବେ ପ୍ରତିନିଧି ମଣ୍ଡଳ,ବିଜ୍ଞାନ ଓ ବୈଷୟିକ ଅତିରିକ୍ତ ସଚିବ ପୂଜା ମିଶ୍ର,ଉପ ନିର୍ଦ୍ଦେଶକ  ଡଃ ଏଚ କେ ଦାସ, ଏସିଏଫ ଅଶୋକ କୁମାର ବେହେରା, ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ ଅମୀୟ ସେଠ୍ , ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ ସରୋଜ କାନ୍ତ ପ୍ରଧାନ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଅଜୟ କୁମାର ବସ୍ତିଆ, ସାମୁଦ୍ରିକ ମତ୍ସ୍ୟ ଅଧିକାରୀ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।
ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା, ଭୁବନେଶ୍ୱର।
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    3 hrs ago
  • 💋💋💋💋💋💋🤭💋💋💋
    1
    💋💋💋💋💋💋🤭💋💋💋
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    13 hrs ago
  • Post by Ansubhai Pandey
    3
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    13 hrs ago
  • ଖରାଦିନେ ବିଦୂତ କାଟ ହେବନାହିଁ ବୋଲି ସରକାର ଘୋଷଣା କରିଥିବା ବେଳେ କୁକୁଡାଖଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଯେଉଁ ଗୃହ ରେ ପିଲାମାନଙ୍କୁ ଟୀକା କରଣ କରାଯାଉଛି ସେହି ଗୃହ ରେ ବିଦ୍ୟୁତ ରେ କଟା ଯାଇଛି।ଜାହା ଫଳରେ ପିଲା ମାନେ ଗରମରେ ହାନ୍ତୋଷନ୍ତ ହେବାର ଦେଖିବାକୁ ମିଳିଛି
    1
    ଖରାଦିନେ ବିଦୂତ କାଟ ହେବନାହିଁ ବୋଲି ସରକାର ଘୋଷଣା କରିଥିବା ବେଳେ କୁକୁଡାଖଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ   ଯେଉଁ ଗୃହ ରେ ପିଲାମାନଙ୍କୁ ଟୀକା କରଣ କରାଯାଉଛି  ସେହି ଗୃହ ରେ ବିଦ୍ୟୁତ ରେ  କଟା ଯାଇଛି।ଜାହା ଫଳରେ ପିଲା ମାନେ ଗରମରେ ହାନ୍ତୋଷନ୍ତ ହେବାର ଦେଖିବାକୁ ମିଳିଛି
    user_KOSAL TIMES
    KOSAL TIMES
    ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    14 hrs ago
  • ତା.15/04/2026 ରିଖ ମହାପ୍ରଭୁଙ୍କ ଚଳିତ ବର୍ଷ ର ଚନ୍ଦନ ଯାତ୍ରା କୁ ପରମ୍ପରା ଅନୁଯାୟୀ ଓ ଶୃଙ୍ଖଳିତ ଭାବେ ସମ୍ପର୍ଣ୍ଣ ପାଇଁ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ପରାମର୍ଶ ଦେଇଛନ୍ତି।ଆଜି ଅପରାହ୍ନ ରେ ଜିଲ୍ଲାପାଳ ନରେନ୍ଦ୍ର ପୁଷ୍କରିଣୀ ର ଚନ୍ଦନ ଚକଡା ଓ ମହାପ୍ରଭୁଙ୍କ ଚାପ ସ୍ଥଳକୁ ଜିଲ୍ଲାପାଳ ପରିଦର୍ଶନ କରିଥିଲେ।ଚନ୍ଦନ ଯାତ୍ରା ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ଗାଡି ଚଳାଚଳ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା,ଭିଡ ନିୟନ୍ତ୍ରଣ, ଆଲୋକ ବ୍ୟବସ୍ଥା, ସ୍ବଛତା ଓ ପରିଷ୍କାର ପରିଛନ୍ନତା,ସୂଚନା କେନ୍ଦ୍ର ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ବ୍ୟବସ୍ଥା,ସ୍ବାସ୍ଥ୍ୟ ବ୍ୟବସ୍ଥା ଇତ୍ୟାଦି ର ସୁବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହି କ୍ଷେତ୍ର ପରିଦର୍ଶନ ରେ ଜିଲ୍ଲା ପରିଷଦର ଉନ୍ନୟନ ଅଧିକାରୀ ତଥା ମୁନିସିପାଲ କର୍ପୋରେସନ ର କମିଶନର ଅରୁଗୁଳା ସ୍ନେହା,ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ,ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ସିଟି ଡିଏସପି ରଶ୍ମିରଞ୍ଜନ ମହାପାତ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା, ଭୁବନେଶ୍ୱର
    1
    ତା.15/04/2026 ରିଖ ମହାପ୍ରଭୁଙ୍କ ଚଳିତ ବର୍ଷ ର ଚନ୍ଦନ ଯାତ୍ରା କୁ ପରମ୍ପରା ଅନୁଯାୟୀ ଓ ଶୃଙ୍ଖଳିତ ଭାବେ ସମ୍ପର୍ଣ୍ଣ ପାଇଁ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ପରାମର୍ଶ ଦେଇଛନ୍ତି।ଆଜି ଅପରାହ୍ନ ରେ ଜିଲ୍ଲାପାଳ ନରେନ୍ଦ୍ର ପୁଷ୍କରିଣୀ ର ଚନ୍ଦନ ଚକଡା ଓ ମହାପ୍ରଭୁଙ୍କ ଚାପ ସ୍ଥଳକୁ ଜିଲ୍ଲାପାଳ ପରିଦର୍ଶନ କରିଥିଲେ।ଚନ୍ଦନ ଯାତ୍ରା ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ଗାଡି ଚଳାଚଳ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା,ଭିଡ ନିୟନ୍ତ୍ରଣ, ଆଲୋକ ବ୍ୟବସ୍ଥା, ସ୍ବଛତା ଓ ପରିଷ୍କାର ପରିଛନ୍ନତା,ସୂଚନା କେନ୍ଦ୍ର ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ବ୍ୟବସ୍ଥା,ସ୍ବାସ୍ଥ୍ୟ ବ୍ୟବସ୍ଥା ଇତ୍ୟାଦି ର ସୁବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହି କ୍ଷେତ୍ର ପରିଦର୍ଶନ ରେ ଜିଲ୍ଲା ପରିଷଦର ଉନ୍ନୟନ ଅଧିକାରୀ ତଥା ମୁନିସିପାଲ କର୍ପୋରେସନ ର କମିଶନର ଅରୁଗୁଳା ସ୍ନେହା,ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ,ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ସିଟି ଡିଏସପି ରଶ୍ମିରଞ୍ଜନ ମହାପାତ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।
ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା, ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    6 hrs ago
  • ବଲାଙ୍ଗୀର ରେ ଭୀମ ଜୟନ୍ତୀ ପାଳିତ ଜୟ ଭୀମ ଜୟ ଭୀମ ନାରା ରେ ଗର୍ଜିଲା ସହର (ଅନୀଲ ମୂଗ୍ରି ) ଭୀମ ଆର୍ମି ଜୟ ଭୀମ ସଂଗଠନ #ବଲାଙ୍ଗୀର #ଭୀମ_ଜୟନ୍ତୀ #ମୋର_ଅଧିକାର
    1
    ବଲାଙ୍ଗୀର ରେ ଭୀମ ଜୟନ୍ତୀ ପାଳିତ ଜୟ ଭୀମ ଜୟ ଭୀମ ନାରା ରେ ଗର୍ଜିଲା ସହର (ଅନୀଲ ମୂଗ୍ରି ) ଭୀମ ଆର୍ମି ଜୟ ଭୀମ ସଂଗଠନ 
#ବଲାଙ୍ଗୀର #ଭୀମ_ଜୟନ୍ତୀ #ମୋର_ଅଧିକାର
    user_ମୋର୍ ଅଧିକାର
    ମୋର୍ ଅଧିକାର
    ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    7 hrs ago
  • ଡ୍ୟାମ ନାଁରେ ହଡ଼ପ କରାଯାଇଛି ରାଜସ୍ୱ ସମ୍ପତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଡ୍ୟାମ ନାଁରେ ହଡ଼ପ କରାଯାଇଛି ରାଜସ୍ୱ ସମ୍ପତି
ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.