Shuru
Apke Nagar Ki App…
cctv ରେ ରେକର୍ଡ ହେଲା ଚେନ ଲୁଟେରା। ରାସ୍ତାରେ ଲାଗି ଥିବା ସି. ସି .ଟିଭି ରେ କଏଦ ଚେନ ଚୋରି କରିବା ର ଦୃଶ୍ୟ ।
Ghana Shyam Rana Digital Art
cctv ରେ ରେକର୍ଡ ହେଲା ଚେନ ଲୁଟେରା। ରାସ୍ତାରେ ଲାଗି ଥିବା ସି. ସି .ଟିଭି ରେ କଏଦ ଚେନ ଚୋରି କରିବା ର ଦୃଶ୍ୟ ।
More news from ଓଡ଼ିଶା and nearby areas
- ରାସ୍ତାରେ ଲାଗି ଥିବା ସି. ସି .ଟିଭି ରେ କଏଦ ଚେନ ଚୋରି କରିବା ର ଦୃଶ୍ୟ ।1
- Post by Biswanath Patel1
- बस्ती के राधा कृष्ण मंदिर से निकलर बीजू चौक होते हुए पूरे बस्ती का भ्रमण कर निकले सियाराम ओर हनुमान । बामरा में महा विषुव संक्रांति एवं पना संक्रांति के कुछ खास पल #Hanumanjayanti2026 #Bamranews #PanaSankranti1
- Post by Manoj Kumar Achary1
- କୁଚିଣ୍ଡା ଉପଖଣ୍ଡରେ ବିକାଶର ନୂଆ ଅଧ୍ୟାୟ। ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ କୁଚିଣ୍ଡା, ଜମନକିରା ଓ ବାମରା ବ୍ଲକ ପାଇଁ ପ୍ରାୟ ୩୭୫ କୋଟି ଟଙ୍କାର ୭୮ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ସକାଳୁ କୁଚିଣ୍ଡାରେ ବିଭିନ୍ନ ଭିତ୍ତିଭୂମିର ଉଦଘାଟନ ପରେ ବାମରା ମକର ମେଳଣ ପଡିଆରେ ଆୟୋଜିତ ବିଶାଳ ସାଧାରଣ ସଭାରେ ଯୋଗ ଦେଇ ଅଞ୍ଚଳବାସୀଙ୍କୁ ସମ୍ବୋଧିତ କରିଛନ୍ତି ମନ୍ତ୍ରୀ। 📌 ଖବରର ମୁଖ୍ୟ ବିନ୍ଦୁ: ✅ ୩୭୫ କୋଟି ଟଙ୍କାର ନିବେଶ। ✅ ୭୮ଟି ନୂଆ ବିକାଶମୂଳକ ପ୍ରକଳ୍ପ। ✅ କୁଚିଣ୍ଡା, ବାମରା ଓ ଜମନକିରା ବ୍ଲକର ହେବ କାୟାକଳ୍ପ। ସମ୍ପୂର୍ଣ୍ଣ ଭିଡିଓ ଦେଖନ୍ତୁ ଏବଂ ନିଜର ମତାମତ ଦିଅନ୍ତୁ।1
- Post by BAHUJAN ADHIKAR1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ର ରାମେଶ୍ୱର ମନ୍ଦିର ଠେଙ୍ଗୋଡ୍ୟାମ ଠାରେ ରାମେଶ୍ୱର ବାବା ଙ୍କର ଦଣ୍ଡ ଯାତ୍ରା ଉଦଯାପିତ ହୋଇଯାଇଛି। ସେହିପରି ଅଞ୍ଚଳର ବିଭିନ୍ନ ଶୈବପୀଠ ରେ ଶତାଧିକ ପୁରୁଷ ବ୍ରତ ଧାରି ସାମିଲ ହୋଇଥିବା ବେଳେ ଏଠାରେ ୩୦ ରୁ ଉର୍ଦ୍ଧ ମହିଳା ପୁରୁଷ ଅଧିଆ ପଡିଥିଲେ। ଏହି ଯାତ୍ରାକୁ ଦେଖିବା ପାଇଁ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁ ଙ୍କ ସମାଗମ ହୋଇଥିଲା। ଏହି ଦଣ୍ଡ ଯାତ୍ରା ଶୈବଶକ୍ତ ଉପାସନା ସହ ମନୋରଞ୍ଜନ ର ମାଧ୍ୟମ ଅଟେ। ଏହି ଯାତ୍ରା ବିଶେଷତଃ କୃଷି ଉପରେ ଆଧାରିତ ଓ ସମାଜକୁ ବିଭିନ୍ନ ସଚେତନତା ବାର୍ତ୍ତା ପ୍ରଦାନ କରିଥାଏ। ସେହିପରି ବାବା ଗୋଧନେଶ୍ଵର, ସ୍ଵପ୍ନେଶ୍ଵରଙ୍କ ସହ କେଶଲଗା ଶୈବପୀଠ, ବଡ଼ମାଳ ମହାରପଡା, ତେନ୍ତୁଳିମହଦା, ସୁନାରିବେର୍ଣ୍ଣି, ଗୌଡ଼ଗାଡ଼, ଦଣ୍ଡ ଯାତ୍ରା ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ସମ୍ପନ୍ନ ହୋଇଛି। ଏହି ମେରୁ ଯାତ୍ରା ର ଅନ୍ୟ ଏକ ଆକର୍ଷଣ ହେଉଛି ଝାମୁଯାତ୍ରା। ମାନସିକଧାରୀ ମାନେ ନିର୍ଜଳା ଉପବାସ ରହି ମହାଦେବ ଙ୍କୁ ଆରାଧନା କରିଥାନ୍ତି। ଏବଂ ପ୍ରଚଣ୍ଡ ଖରାରେ ନିଜକୁ କଷ୍ଟସାଧ୍ୟ ଦେଇ ପାଣି ଦଣ୍ଡ,ଧୁଲି ଦଣ୍ଡ ରେ ସାମିଲ ହୋଇ ମହାଦେବଙ୍କୁ ସନ୍ତୁଷ୍ଟ କରିଥାନ୍ତି। ଫଳରେ ଏଭଳି କରିବା ଦ୍ୱାରା ମାନସିକ ପୂରଣ ହୁଏ ବୋଲି ପୂର୍ବରୁ ବିଶ୍ବାସ ରହିଛି। ଏହି ଅବସରରେ ହଜାର ହଜାର ଭକ୍ତ ଓ ମାନସିକଧାରୀ ମେରୁଯାତ୍ରା ରେ ସାମିଲ ହୋଇଥିଲେ। ରାମେଶ୍ୱର ମନ୍ଦିର ପରିଚାଳନା କମିଟି, ଠେଙ୍ଗୋଡ୍ୟାମ ପକ୍ଷରୁ ଶ୍ରଦ୍ଧାଳୁମାନଙ୍କ ପାଇଁ ସର୍ବତ,ପଣାପାଣି ବଣ୍ଟନ ଓ ଅନ୍ନ ଛତ୍ର ର ବ୍ୟବସ୍ତା କରାଯାଇଥିଲା ।2
- ଭୁବନେଶ୍ୱର ରୁ ରୋଗି ଛାଡି ଫେରୁଥିବା ଆମ୍ବୁଲାନ୍ସ ରାସ୍ତାରେ ଆକସିଡେଣ୍ଟ ରୋଗୀ ର ପୁଅ ମୃତ ଡ୍ରାଇଭର ସଂକଟାପନ୍ନ ଭାବେ ମେଡିକାଲ ରେ ଭତ୍ତୀ1