logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବୁଗୁଡ଼ା ଅବକାରୀ ବିଭାଗ ର ଚଢ଼ାଉ ୬୬ କିଲୋ ଗଂଜେଇ ସହ ଦୁଇ ୨ ଗାଡି ଜବତ ଏବଂ ୨ଗିରଫ। ବୁଗୁଡ଼ା ୨୫/୦୮/୨୬:(ଆଶିଷ କୁମାର ଖାଡ଼ଙ୍ଗା )ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ବୁଗୁଡ଼ା ଅବକାରୀ ଥାନା ଅଧିକାରୀ ଜ୍ୟୋତି ରଞ୍ଜନ ସେନାପତି ଚଢ଼ାଉ କରି ୬୬ କିଲୋଗ୍ରାମ ଗଞ୍ଜେଇ ଏବଂ ଏଥିରେ ବ୍ୟବହୃତ ହୋଣ୍ଡା ସିଟି ଓ ରିନାଲଡ ଟ୍ରାଇବର ନାମକ ଦୁଇଟି କାର ଜବତ କରିବା ସହ ଏହି ଘଟଣାରେ ସମ୍ପୃକ୍ତ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ଢ଼ଉଝୋଳା ଗ୍ରାମର ଭିକାରୀ ଚରଣ ନାୟକ ଓ ଗୌତମ ବୁଦ୍ଧ ନାୟକ, ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ ୬ଲକ୍ଷ ୬୦ ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି।ଗୁପ୍ତ ସୂଚନା ଆଧାରରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ସମୟରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଦୁଇ ଜଣଙ୍କୁ କାବୁ କରାଯାଇଥିଲା। ଅଭିଯୁକ୍ତମାନଙ୍କ ବିରୋଧରେ ୮୦/୨୬ ଏନଡିପିଏସ୍ ଆଇନ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଛି।ଏହି ସଫଳତା ଅବକାରୀ ବିଭାଗର ନିଶା ବିରୋଧୀ ଅଭିଯାନକୁ ଆହୁରି ସୁଦୃଢ଼ କରିଥିବା ବେଳେ ବେଆଇନ ମାଦକ ଦ୍ରବ୍ୟ କାରବାର ଉପରେ କଡ଼ା ନଜର ରଖାଯାଇଥିବା ବୁଗୁଡ଼ା ଅବକାରୀ ଥାନା ଅଧିକାରୀ ପ୍ରକାଶ କରିଛନ୍ତି। ବୁଗୁଡ଼ା ରୁ ଆଶିଷ କୁମାର ଖାଡ଼ଙ୍ଗା ଙ୍କ ରିପୋର୍ଟ ଆପଣଙ୍କ ଖବର.

3 hrs ago
user_Asish kumar Khadanga
Asish kumar Khadanga
Local News Reporter ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
3 hrs ago
76ff4a00-f54f-47f8-941b-19705e94b3ef

ବୁଗୁଡ଼ା ଅବକାରୀ ବିଭାଗ ର ଚଢ଼ାଉ ୬୬ କିଲୋ ଗଂଜେଇ ସହ ଦୁଇ ୨ ଗାଡି ଜବତ ଏବଂ ୨ଗିରଫ। ବୁଗୁଡ଼ା ୨୫/୦୮/୨୬:(ଆଶିଷ କୁମାର ଖାଡ଼ଙ୍ଗା )ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ବୁଗୁଡ଼ା ଅବକାରୀ ଥାନା ଅଧିକାରୀ ଜ୍ୟୋତି ରଞ୍ଜନ ସେନାପତି ଚଢ଼ାଉ କରି ୬୬ କିଲୋଗ୍ରାମ

e393eb91-6e25-4c4f-ab52-33827b30ebc9

ଗଞ୍ଜେଇ ଏବଂ ଏଥିରେ ବ୍ୟବହୃତ ହୋଣ୍ଡା ସିଟି ଓ ରିନାଲଡ ଟ୍ରାଇବର ନାମକ ଦୁଇଟି କାର ଜବତ କରିବା ସହ ଏହି ଘଟଣାରେ ସମ୍ପୃକ୍ତ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ଢ଼ଉଝୋଳା ଗ୍ରାମର ଭିକାରୀ ଚରଣ ନାୟକ ଓ ଗୌତମ ବୁଦ୍ଧ ନାୟକ,

bc5a8464-420a-4de5-ab8e-d38894a3d081

ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ ୬ଲକ୍ଷ ୬୦ ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି।ଗୁପ୍ତ ସୂଚନା ଆଧାରରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ସମୟରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଦୁଇ ଜଣଙ୍କୁ କାବୁ କରାଯାଇଥିଲା। ଅଭିଯୁକ୍ତମାନଙ୍କ ବିରୋଧରେ ୮୦/୨୬ ଏନଡିପିଏସ୍ ଆଇନ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇ ଅଧିକ

0e990891-c2fc-477c-b01f-8642a723c721

ତଦନ୍ତ ଚାଲିଛି।ଏହି ସଫଳତା ଅବକାରୀ ବିଭାଗର ନିଶା ବିରୋଧୀ ଅଭିଯାନକୁ ଆହୁରି ସୁଦୃଢ଼ କରିଥିବା ବେଳେ ବେଆଇନ ମାଦକ ଦ୍ରବ୍ୟ କାରବାର ଉପରେ କଡ଼ା ନଜର ରଖାଯାଇଥିବା ବୁଗୁଡ଼ା ଅବକାରୀ ଥାନା ଅଧିକାରୀ ପ୍ରକାଶ କରିଛନ୍ତି। ବୁଗୁଡ଼ା ରୁ ଆଶିଷ କୁମାର ଖାଡ଼ଙ୍ଗା ଙ୍କ ରିପୋର୍ଟ ଆପଣଙ୍କ ଖବର.

More news from ଓଡ଼ିଶା and nearby areas
  • ‘ଛାତ୍ର ସଂସଦ ନିର୍ବାଚନ ନିଶ୍ଚିତ’ ଖୁବଶୀଘ୍ର ଆରମ୍ଭ ହେବ ଛାତ୍ରସଂସଦ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ।
    1
    ‘ଛାତ୍ର ସଂସଦ ନିର୍ବାଚନ ନିଶ୍ଚିତ’
ଖୁବଶୀଘ୍ର ଆରମ୍ଭ ହେବ ଛାତ୍ରସଂସଦ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ।
    user_Soren kumar Pradhan
    Soren kumar Pradhan
    Local News Reporter ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    6 hrs ago
  • କିଛି ହସ କାନ୍ଦ ଜୀବନ ଭିତରେ କେବଳ 24ଘଣ୍ଟା ଭିତରୁ 1 ମିନିଟ୍ ବାହାର କରି କିଛି ଲୋକମାନଙ୍କୁ ଖୁସି କରିବା ମୋର ପ୍ରୟାସ
    1
    କିଛି ହସ କାନ୍ଦ ଜୀବନ ଭିତରେ କେବଳ 24ଘଣ୍ଟା ଭିତରୁ 1 ମିନିଟ୍ ବାହାର କରି କିଛି ଲୋକମାନଙ୍କୁ ଖୁସି କରିବା ମୋର ପ୍ରୟାସ
    user_Sanatan dakua
    Sanatan dakua
    Graphic designer ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    8 hrs ago
  • ଆସିକା : ମୁସଲିମ ସମ୍ପ୍ରଦାୟ ପକ୍ଷରୁ ଆସିକା ରେ ମହମ୍ମଦଙ୍କ ୧୫୦୧ ତମ ଜନ୍ମଦିନ ଇଦ-ମିଲାଦୁନ୍ ନବୀ ପାଳିତ ଆଜି ମହାପୁରୁଷ ମହମ୍ମଦଙ୍କ ୧୫୦୧ ତମ ଜନ୍ମଦିନ ଭାବେ ଇଦ୍-ମିଲାଦୁନ୍ ନବୀ ଧୁମଧାମ ରେ ଗଞ୍ଜାମ ଜିଲ୍ଲାରେ ପାଳିତ ହୋଇଯାଇଛି। ଜିଲ୍ଲାର ବ୍ରହ୍ମପୁର, ଆସିକା, ଛତ୍ରପୁର, ଖଲ୍ଲିକୋଟ, ବୁଢ଼ାମ୍ବ, ସୋରଡ଼ା, ଭଞ୍ଜନଗର ଆଦି ସ୍ଥାନରେ ଇଦ-ମିଲାଦୁନ୍ ନବୀ ଅବସରରେ ସହର ପରିକ୍ରମା କରିବା ସହ ମହାପୁରୁଷ ମହମ୍ମଦ ଜୀବନୀ ଉପରେ ଚର୍ଚ୍ଚା କରାଯାଇ ଥିଲା। ସେହିଭଳି ଆସିକା ଜାମିଆ ମସଜିଦ ପକ୍ଷରୁ ଏକ ବିରାଟ ଶୋଭାଯାତ୍ରା ବାହାରି ସହରର ବିଭିନ୍ନ ୱାର୍ଡ ପରିକ୍ରମା କରାଯାଇଥିଲା ପରେ ମିଷ୍ଟାନ୍ନ ବଣ୍ଟନ କରାଯିବା ସହ ମଧ୍ୟାନ୍ନ ରେ (ଲଙ୍ଗର) ବା ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ଆସିକା ଜାମିଆ ମସଜିଦର ସାହି ଇମାମ ସାନାୱାଜ୍ ହୁସେନ ମହାପୁରୁଷ ମହମ୍ମଦଙ୍କ ଜୀବନୀ ଉପରେ ଚର୍ଚ୍ଚା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ମୁନାଫ ସରିଫ, ଇମାମା ଅବଦୁଲ ମାନାନ୍ ସାହେବ, ଶେଖ ସାଜିଦ, ନାଶେର ସାରିଫ, ମେହେମୁଦ ସାରିଫ,ୱାଲି ମହମ୍ମଦ, ଅବଦୁସ ସମ୍ମି, ଅବଦୁଲ ରିଜୱାନ, ରାଶିଦ ଅଲ୍ଲୀ, ସୟଦ ଇମିତାଜ, ହୁସେନ ସରିଫ,ମେହେମୁଦ ଖାନ, ଅଲ୍ଲୀଖାନ, ଆବୁ ଖାନ, ସୟଦ ୱାସିମ, ଶେଖ ଆସଲାମ, ରିଆଜ ମହମ୍ମଦଙ୍କ ସମେତ ଆସିକା ଓ କୋଟିନଡ଼ା ଅଞ୍ଚଳର ବହୁ ମୁସଲିମ ସମ୍ପ୍ରଦାୟର ଲୋକେ ଅଂଶ ଗ୍ରହଣ କରିଥିଲେ। ଆସିକା ଥାନା ପକ୍ଷରୁ ପୋଲିସ ସୁରକ୍ଷାର ର ବନ୍ଦୋବସ୍ତ କରାଯାଇଥିଲା।
    1
    ଆସିକା : ମୁସଲିମ ସମ୍ପ୍ରଦାୟ ପକ୍ଷରୁ ଆସିକା ରେ ମହମ୍ମଦଙ୍କ ୧୫୦୧ ତମ ଜନ୍ମଦିନ ଇଦ-ମିଲାଦୁନ୍  ନବୀ ପାଳିତ
ଆଜି ମହାପୁରୁଷ ମହମ୍ମଦଙ୍କ ୧୫୦୧ ତମ ଜନ୍ମଦିନ ଭାବେ ଇଦ୍-ମିଲାଦୁନ୍ ନବୀ ଧୁମଧାମ ରେ ଗଞ୍ଜାମ ଜିଲ୍ଲାରେ ପାଳିତ ହୋଇଯାଇଛି। ଜିଲ୍ଲାର ବ୍ରହ୍ମପୁର, ଆସିକା, ଛତ୍ରପୁର, ଖଲ୍ଲିକୋଟ, ବୁଢ଼ାମ୍ବ, ସୋରଡ଼ା, ଭଞ୍ଜନଗର ଆଦି ସ୍ଥାନରେ ଇଦ-ମିଲାଦୁନ୍ ନବୀ ଅବସରରେ ସହର ପରିକ୍ରମା କରିବା ସହ ମହାପୁରୁଷ ମହମ୍ମଦ ଜୀବନୀ ଉପରେ ଚର୍ଚ୍ଚା କରାଯାଇ ଥିଲା। ସେହିଭଳି ଆସିକା ଜାମିଆ ମସଜିଦ ପକ୍ଷରୁ ଏକ ବିରାଟ ଶୋଭାଯାତ୍ରା ବାହାରି ସହରର ବିଭିନ୍ନ ୱାର୍ଡ ପରିକ୍ରମା କରାଯାଇଥିଲା ପରେ ମିଷ୍ଟାନ୍ନ ବଣ୍ଟନ କରାଯିବା ସହ ମଧ୍ୟାନ୍ନ ରେ (ଲଙ୍ଗର) ବା ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ଆସିକା ଜାମିଆ ମସଜିଦର ସାହି ଇମାମ ସାନାୱାଜ୍ ହୁସେନ ମହାପୁରୁଷ ମହମ୍ମଦଙ୍କ ଜୀବନୀ ଉପରେ ଚର୍ଚ୍ଚା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ମୁନାଫ ସରିଫ, ଇମାମା ଅବଦୁଲ ମାନାନ୍ ସାହେବ, ଶେଖ ସାଜିଦ, ନାଶେର ସାରିଫ, ମେହେମୁଦ ସାରିଫ,ୱାଲି ମହମ୍ମଦ, ଅବଦୁସ ସମ୍ମି, ଅବଦୁଲ ରିଜୱାନ, ରାଶିଦ ଅଲ୍ଲୀ, ସୟଦ ଇମିତାଜ, ହୁସେନ ସରିଫ,ମେହେମୁଦ ଖାନ, ଅଲ୍ଲୀଖାନ, ଆବୁ ଖାନ, ସୟଦ ୱାସିମ, ଶେଖ ଆସଲାମ, ରିଆଜ ମହମ୍ମଦଙ୍କ ସମେତ ଆସିକା ଓ କୋଟିନଡ଼ା ଅଞ୍ଚଳର ବହୁ ମୁସଲିମ ସମ୍ପ୍ରଦାୟର ଲୋକେ ଅଂଶ ଗ୍ରହଣ କରିଥିଲେ। ଆସିକା ଥାନା ପକ୍ଷରୁ ପୋଲିସ ସୁରକ୍ଷାର ର ବନ୍ଦୋବସ୍ତ କରାଯାଇଥିଲା।
    user_Pitabas dash
    Pitabas dash
    Asika, Ganjam•
    3 hrs ago
  • #ମୁଖ୍ୟମନ୍ତ୍ରୀ_ପା_ହାତ_ହଲାଇକି_ପଳାଇଲେ ନବୀନ ବାବୁ ଟିକେ ହେଲିକପ୍ଟର ନେଇ ଆସନ୍ତେନି । ବନ୍ୟାରେ ମୁଖ୍ୟମନ୍ତ୍ରୀ ଆଇଲେ, ତୁମେ ନବୀନ ବାବୁଙ୍କୁ କିଆଁ ମନେ ପକାଉଛ #LokaNakaliKathaAsali #Odisha #Flood #Politics #KanakNews
    1
    #ମୁଖ୍ୟମନ୍ତ୍ରୀ_ପା_ହାତ_ହଲାଇକି_ପଳାଇଲେ
ନବୀନ ବାବୁ ଟିକେ ହେଲିକପ୍ଟର ନେଇ ଆସନ୍ତେନି । ବନ୍ୟାରେ ମୁଖ୍ୟମନ୍ତ୍ରୀ ଆଇଲେ, ତୁମେ ନବୀନ ବାବୁଙ୍କୁ କିଆଁ ମନେ ପକାଉଛ
#LokaNakaliKathaAsali #Odisha #Flood #Politics #KanakNews
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    14 hrs ago
  • ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ହେବ ଘରୋଇ କରଣ ଯାହା ଚିନ୍ତା ଏବେ ନବୀନ ଙ୍କ ପାଇଁ
    1
    ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ହେବ ଘରୋଇ କରଣ ଯାହା ଚିନ୍ତା ଏବେ ନବୀନ ଙ୍କ ପାଇଁ
    user_Prime time press
    Prime time press
    Agistment service Nayagarh, Odisha•
    9 hrs ago
  • କାଦମୂଳି ଗ୍ରାମ ନିକଟ ଜଙ୍ଗଲ ରୁ 30ଟି ବସ୍ତା ରୁ 9କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି ଆର ଉଦୟଗିରି ପୋଲିସ ବୁଧୁବାର ଭରସକାଳୁ ଅଭିଯୁକ୍ତ ଫେରା ଅଛନ୍ତି ତୁରନ୍ତ ଗିରଫ କରାଯିବ ବୋଲି ଥାନା ଅଧିକାରୀ କଳ୍ପଲତା ପ୍ରଧାନ ସୂଚନା ଦେଇଛନ୍ତି
    1
    କାଦମୂଳି ଗ୍ରାମ ନିକଟ ଜଙ୍ଗଲ ରୁ 30ଟି ବସ୍ତା ରୁ 9କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି ଆର ଉଦୟଗିରି ପୋଲିସ ବୁଧୁବାର ଭରସକାଳୁ ଅଭିଯୁକ୍ତ ଫେରା ଅଛନ୍ତି ତୁରନ୍ତ ଗିରଫ କରାଯିବ ବୋଲି ଥାନା ଅଧିକାରୀ କଳ୍ପଲତା ପ୍ରଧାନ ସୂଚନା ଦେଇଛନ୍ତି
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    2 hrs ago
  • ନିରାକାରାପୁର ଜଗନ୍ନାଥ ମନ୍ଦିର ତୃତୀୟ ଦିବସ ଝୁଲଣ ଉତ୍ସବରେ ବହୁ ଭକଙ୍କ ସମାଗମ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ସ୍ଥିତ ଅଗ୍ରଣୀ ଧର୍ମାନୁଷ୍ଠାନ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଚଳିତ ବର୍ଷ ଝୁଲଣ ଉତ୍ସବ ଜାରୀ ରହିଛି ।ତୃତୀୟ ଦିବସ ଅବସରରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ସନ୍ଧ୍ୟା ସମୟରେ ମହାପ୍ରଭୁ ଙ୍କ ଝୁଲଣ ଉତ୍ସବ ରେ ଠାକୁର ଙ୍କୁ ପୁର୍ବ ପ୍ରସ୍ତୁତି ଅନୁଯାୟୀ ସୁସଜିତ ପଲଙ୍କରେ ବିଭିନ୍ନ ପ୍ରକାରର ସୁବାସିତ ପୁଷ୍ପ ମାଲ୍ୟ ଓ ଅଙ୍ଗ ବତ୍ସ ପରିଧାନ କରି ମଣ୍ଡପ ରେ ଆସିନ ହୋଇଥିଲେ l ହରିବୋଲ ହୁଳହୁଳି ଘଣ୍ଟ କିର୍ତ୍ତନ ରେ କମ୍ପିଥିଲା ମନ୍ଦିର ପରିସର । ଏହି ତୃତୀୟ ଦିବସ କାର୍ଯ୍ୟକ୍ରମ ରେ ଅଞ୍ଚଳର ବହୁ ଭକ୍ତ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା l ଟ୍ରଷ୍ଟ ପକ୍ଷରୁ ଠାକୁର ଙ୍କ ସମସ୍ତ ନିତି ନିୟମ କାର୍ଯ୍ୟକୁ ଵିଧି ଅନୁପାଳନ କରି ତୃତୀୟ ଦିବସ ରେ ପହଞ୍ଚିଛି। ପରିଶେଷରେ ସମସ୍ତ ଭକ୍ତଙ୍କୁ ଠାକୁର ଙ୍କ ପ୍ରସାଦ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ଉତ୍ସବ କୁ ସହଯୋଗ କରିଥିଲେ।
    1
    ନିରାକାରାପୁର ଜଗନ୍ନାଥ ମନ୍ଦିର ତୃତୀୟ ଦିବସ ଝୁଲଣ ଉତ୍ସବରେ ବହୁ ଭକଙ୍କ ସମାଗମ
ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ସ୍ଥିତ ଅଗ୍ରଣୀ ଧର୍ମାନୁଷ୍ଠାନ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଚଳିତ ବର୍ଷ ଝୁଲଣ ଉତ୍ସବ ଜାରୀ ରହିଛି ।ତୃତୀୟ ଦିବସ ଅବସରରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ସନ୍ଧ୍ୟା ସମୟରେ ମହାପ୍ରଭୁ ଙ୍କ ଝୁଲଣ ଉତ୍ସବ ରେ ଠାକୁର ଙ୍କୁ ପୁର୍ବ ପ୍ରସ୍ତୁତି ଅନୁଯାୟୀ ସୁସଜିତ ପଲଙ୍କରେ ବିଭିନ୍ନ ପ୍ରକାରର ସୁବାସିତ ପୁଷ୍ପ ମାଲ୍ୟ ଓ ଅଙ୍ଗ ବତ୍ସ ପରିଧାନ କରି ମଣ୍ଡପ ରେ ଆସିନ ହୋଇଥିଲେ l ହରିବୋଲ ହୁଳହୁଳି ଘଣ୍ଟ କିର୍ତ୍ତନ ରେ କମ୍ପିଥିଲା ମନ୍ଦିର ପରିସର । ଏହି ତୃତୀୟ ଦିବସ କାର୍ଯ୍ୟକ୍ରମ ରେ ଅଞ୍ଚଳର ବହୁ ଭକ୍ତ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା l ଟ୍ରଷ୍ଟ ପକ୍ଷରୁ ଠାକୁର ଙ୍କ ସମସ୍ତ ନିତି ନିୟମ କାର୍ଯ୍ୟକୁ ଵିଧି ଅନୁପାଳନ କରି ତୃତୀୟ ଦିବସ ରେ ପହଞ୍ଚିଛି। ପରିଶେଷରେ ସମସ୍ତ ଭକ୍ତଙ୍କୁ ଠାକୁର ଙ୍କ ପ୍ରସାଦ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ଉତ୍ସବ କୁ ସହଯୋଗ କରିଥିଲେ।
    user_ଦୀପକ କୁମାର ପ୍ରଧାନ
    ଦୀପକ କୁମାର ପ୍ରଧାନ
    Pre-school ଟାଙ୍ଗୀ, ଖୋର୍ଦ୍ଧା, ଓଡ଼ିଶା•
    5 hrs ago
  • ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଢୁଙ୍କାପୋଡା ଗ୍ରାମରେ ଅବସ୍ଥିତ ଶ୍ରୀମା ମାଉଁଦେଇ ମନ୍ଦିର ର କିଛି ଦୃଶ୍ୟ ଦେଖିବାକୁ ମିଳିଛି
    1
    ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଢୁଙ୍କାପୋଡା ଗ୍ରାମରେ ଅବସ୍ଥିତ ଶ୍ରୀମା ମାଉଁଦେଇ ମନ୍ଦିର ର କିଛି ଦୃଶ୍ୟ ଦେଖିବାକୁ ମିଳିଛି
    user_Sanatan dakua
    Sanatan dakua
    Graphic designer ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.