logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପବିତ୍ର ଅକ୍ଷୟ ତୃତୀୟାରେ କବିସୂର୍ଯ୍ୟନଗର ବିଧାୟକଙ୍କ ଅଖିମୁଠି ଅନୁକୂଳ: ନିଜେ ହଳ ଧରିଲେ, ବିଲରେ କଲେ ପୂଜାର୍ଚ୍ଚନା #AkshayaTritiya #Kabisuryanagar #GanjamNews #FarmersOfOdisha #TarjamaNews #Beguniapada

4 hrs ago
user_Ganjam Khabar
Ganjam Khabar
Brahmapur (M.Corp.), Ganjam•
4 hrs ago

ପବିତ୍ର ଅକ୍ଷୟ ତୃତୀୟାରେ କବିସୂର୍ଯ୍ୟନଗର ବିଧାୟକଙ୍କ ଅଖିମୁଠି ଅନୁକୂଳ: ନିଜେ ହଳ ଧରିଲେ, ବିଲରେ କଲେ ପୂଜାର୍ଚ୍ଚନା #AkshayaTritiya #Kabisuryanagar #GanjamNews #FarmersOfOdisha #TarjamaNews #Beguniapada

More news from Ganjam and nearby areas
  • Post by Ganjam Khabar
    1
    Post by Ganjam Khabar
    user_Ganjam Khabar
    Ganjam Khabar
    Brahmapur (M.Corp.), Ganjam•
    4 hrs ago
  • କୃଷିଭିତ୍ତିକ ପର୍ବ ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୁକୁଡ଼ାଖଣ୍ତି ବ୍ଳକ ଶିହଳା ପଞ୍ଚାୟତ ର ଏକ କ୍ଷେତ ରେ ଧାନ ବୁଣା ଅନୁକୂଳ କରିବାର ସୌଭାଗ୍ୟ ଲାଭ କରିଲି ଅଖି ମୁଠି ଅନୁକୂଳ କଲେ ଭାରପ୍ରାପ୍ତ ଅଧ୍ୟକ୍ଷା , ବିଡିଓ , ଅତିରିକ୍ତ ତହସିଲଦାର, ଗୋଗାଣ ଅଧିକାରୀ, ଗୋଷ୍ଠୀ କୃଷି ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।
    1
    କୃଷିଭିତ୍ତିକ ପର୍ବ ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୁକୁଡ଼ାଖଣ୍ତି ବ୍ଳକ ଶିହଳା ପଞ୍ଚାୟତ ର ଏକ କ୍ଷେତ ରେ ଧାନ ବୁଣା ଅନୁକୂଳ କରିବାର ସୌଭାଗ୍ୟ ଲାଭ କରିଲି
ଅଖି ମୁଠି ଅନୁକୂଳ କଲେ ଭାରପ୍ରାପ୍ତ ଅଧ୍ୟକ୍ଷା , ବିଡିଓ , ଅତିରିକ୍ତ ତହସିଲଦାର,
ଗୋଗାଣ ଅଧିକାରୀ, ଗୋଷ୍ଠୀ କୃଷି ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    4 hrs ago
  • ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    16 hrs ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    9 hrs ago
  • ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।
    1
    ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।
    user_KHABAR TARANGA
    KHABAR TARANGA
    ସେରଙ୍ଗୋ, ଗଜପତି, ଓଡ଼ିଶା•
    1 hr ago
  • କାର୍ଯ୍ୟ ରେ ଆସୁନାହିଁ ତାଳକଣି ଉପ ସ୍ୱାସ୍ଥ୍ୟକେନ୍ଦ୍ର,,, ଦିନରାତି ଜଳୁଛି ଷ୍ଟ୍ରିଟ୍ ଲାଇଟ୍,,, ଜଙ୍ଗଲ ପାଲଟିଛି ପାଣି ଟାଙ୍କି,,,, ସରପଞ୍ଚ ଙ୍କ ତାଳକଣି ଗ୍ରାମକୁ ଉପେକ୍ଷା,,
    1
    କାର୍ଯ୍ୟ ରେ ଆସୁନାହିଁ ତାଳକଣି ଉପ ସ୍ୱାସ୍ଥ୍ୟକେନ୍ଦ୍ର,,,
ଦିନରାତି ଜଳୁଛି ଷ୍ଟ୍ରିଟ୍ ଲାଇଟ୍,,,
ଜଙ୍ଗଲ ପାଲଟିଛି ପାଣି ଟାଙ୍କି,,,,
ସରପଞ୍ଚ ଙ୍କ ତାଳକଣି ଗ୍ରାମକୁ ଉପେକ୍ଷା,,
    user_Dillip Parida
    Dillip Parida
    Local News Reporter ରଣପୁର, ନୟାଗଡ଼, ଓଡ଼ିଶା•
    42 min ago
  • ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍‌କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।
    3
    ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l
ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍‌କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ  କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ  ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।
    user_Susanta kumar panda
    Susanta kumar panda
    ପଦ୍ମପୁର, ରାୟଗଡା, ଓଡ଼ିଶା•
    2 hrs ago
  • କୁକୁଡ଼ାଖଣ୍ତି ବ୍ଳକର ଶିହଳା ଗ୍ରାମ ପଞ୍ଚାୟତରେ ଜନଅଭିଯୋଗ ଶୁଣାଣି ଶିବିର
    1
    କୁକୁଡ଼ାଖଣ୍ତି ବ୍ଳକର ଶିହଳା ଗ୍ରାମ ପଞ୍ଚାୟତରେ ଜନଅଭିଯୋଗ ଶୁଣାଣି ଶିବିର
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.