logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବିରନରସିଂହପୁର କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୁରସ୍କାର ବିତରଣୀ ଉତ୍ସବ 2025-26 ପାଳିତ ହୋଇଯାଇଛି I ଏହି ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିଜୟ ରଣା, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅର୍ଜୁନ କଅଁର, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ବାର୍ଷିକ ପରୀକ୍ଷାରେ ପ୍ରତି ଶ୍ରେଣୀର ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀ, ଖେଳରେ ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ମେଡାଲ ପ୍ରଦାନ କରାଯାଇଥିଲା I ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ନିମିତ୍ତ ବିଦ୍ୟାଳୟର ଏହି ପ୍ରୟାସକୁ ଅଭିଭାବକ ମହଲ ତଥା ବୌଦ୍ଧ ଶିକ୍ଷା ବିଭାଗରେ ପ୍ରଶଂସା କରାଯାଇଛି I

3 hrs ago
user_Ranjan Kumar Dash
Ranjan Kumar Dash
ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
3 hrs ago
95317156-ef00-4000-a75d-9325e95c6d6d

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବିରନରସିଂହପୁର କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୁରସ୍କାର ବିତରଣୀ ଉତ୍ସବ 2025-26 ପାଳିତ ହୋଇଯାଇଛି I ଏହି ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିଜୟ ରଣା, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅର୍ଜୁନ କଅଁର, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ବାର୍ଷିକ ପରୀକ୍ଷାରେ ପ୍ରତି ଶ୍ରେଣୀର ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀ, ଖେଳରେ ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ମେଡାଲ ପ୍ରଦାନ କରାଯାଇଥିଲା I ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ନିମିତ୍ତ ବିଦ୍ୟାଳୟର ଏହି ପ୍ରୟାସକୁ ଅଭିଭାବକ ମହଲ ତଥା ବୌଦ୍ଧ ଶିକ୍ଷା ବିଭାଗରେ ପ୍ରଶଂସା କରାଯାଇଛି I

More news from ଓଡ଼ିଶା and nearby areas
  • ବୌଦ୍ଧ ଜ଼ିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଅବଦୁଲ କଲିମ ଖାଁ ଓରଫ ରାଜାଙ୍କୁ ନିଯୁକ୍ତି ମିଳିଥିବା ଜଣାପଡ଼ିଛି । ଏଭଳି ଖବର ସାମ୍ନାକୁ ଆସିବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।
    1
    ବୌଦ୍ଧ ଜ଼ିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଅବଦୁଲ କଲିମ ଖାଁ ଓରଫ ରାଜାଙ୍କୁ ନିଯୁକ୍ତି ମିଳିଥିବା ଜଣାପଡ଼ିଛି । ଏଭଳି ଖବର ସାମ୍ନାକୁ ଆସିବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    16 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ସ୍ଥିତ ସରକାରୀ ୟୁପି ସ୍କୁଲ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଚାନ୍ଦ ଙ୍କୁ ମଙ୍ଗଳବାର ଦିନ ଅପରାହ୍ନ ରେ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର ରେ ପୂର୍ବତନ ଜିଲ୍ଲା ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ, ଶିକ୍ଷାବିତ ଧରଣୀଧର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ସ୍ଥିତ ସରକାରୀ ୟୁପି ସ୍କୁଲ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଚାନ୍ଦ ଙ୍କୁ ମଙ୍ଗଳବାର ଦିନ ଅପରାହ୍ନ ରେ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର ରେ ପୂର୍ବତନ ଜିଲ୍ଲା ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ, ଶିକ୍ଷାବିତ ଧରଣୀଧର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    18 hrs ago
  • ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତାରିଖ -୦୧/୦୪/୨୦୨୬ ବୁଧଵାର । ଦିନର ୧୧ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର । BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । । ମୋ ୬୩୭୨୯୬୬୧୨୭
    1
    ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ ।  ତାରିଖ -୦୧/୦୪/୨୦୨୬ ବୁଧଵାର । ଦିନର ୧୧ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର ।
BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । । ମୋ ୬୩୭୨୯୬୬୧୨୭
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    24 min ago
  • #ସୁବର୍ଣ୍ଣପୁର_DRCS_ସଞ୍ଜୟ_କୁମାର_ତ୍ରିପାଠୀ_ନିଲମ୍ବିତ ତରଭା ବ୍ଲକ ମରାଡୁଗୋଛା ପେକ୍ସରେ ନିଯୁକ୍ତି ଦୁର୍ନୀତି ପାଇଁ ନିଲମ୍ବିତ। #ମରାଡୁଗୋଛା_ପ୍ୟାକ୍ସରେ_ନିଯୁକ୍ତି_ଦୁର୍ନୀତିକୁ_ନେଇ_କଠୋର_ଆଭିମୁଖ୍ୟ_ପୋଷଣ_କରିଛନ୍ତି_ଜିଲ୍ଲାପାଳ_ଡ଼_ନୃପରାଜ_ସାହୁ
    1
    #ସୁବର୍ଣ୍ଣପୁର_DRCS_ସଞ୍ଜୟ_କୁମାର_ତ୍ରିପାଠୀ_ନିଲମ୍ବିତ
ତରଭା ବ୍ଲକ ମରାଡୁଗୋଛା ପେକ୍ସରେ ନିଯୁକ୍ତି ଦୁର୍ନୀତି ପାଇଁ ନିଲମ୍ବିତ।
#ମରାଡୁଗୋଛା_ପ୍ୟାକ୍ସରେ_ନିଯୁକ୍ତି_ଦୁର୍ନୀତିକୁ_ନେଇ_କଠୋର_ଆଭିମୁଖ୍ୟ_ପୋଷଣ_କରିଛନ୍ତି_ଜିଲ୍ଲାପାଳ_ଡ଼_ନୃପରାଜ_ସାହୁ
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
  • Post by BAHUJAN ADHIKAR
    1
    Post by BAHUJAN ADHIKAR
    user_BAHUJAN ADHIKAR
    BAHUJAN ADHIKAR
    Local News Reporter Sonapur, Sonepur•
    20 hrs ago
  • Post by ଯିରିମିୟ ଗନ୍ତାୟତ 🙋🙋🙋
    1
    Post by ଯିରିମିୟ ଗନ୍ତାୟତ 🙋🙋🙋
    user_ଯିରିମିୟ ଗନ୍ତାୟତ 🙋🙋🙋
    ଯିରିମିୟ ଗନ୍ତାୟତ 🙋🙋🙋
    Grain Trader ଛେଣ୍ଡିପଦା, ଅନୁଗୁଳ, ଓଡ଼ିଶା•
    22 hrs ago
  • ଜମନକିରା ସଦର ମହକୁମା ସ୍ଥିତ ଯୁକ୍ତ ୩ ଡିଗ୍ରୀ ମହାବିଦ୍ୟାଳୟରେ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏଥିରେ କୁଟୁରାଚୁଆଁ କଲେଜର ପୂର୍ବତନ ଅଧକ୍ଷ ତଥା ପ୍ରକୃତି ବନ୍ଧୁ ପ୍ରାପ୍ତ ସୁବାଷ ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିଥିବା ବେଳେ ଜମନକିରା କଲେଜ ଅଧକ୍ଷ ଅରୁଣ କୁମାର ପଟେଲ ଶିବିର କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ।ମୁଖ୍ୟଅତିଥି ଭାବେ ଜମନକିରା ବିଡ଼ିଓ ରବୀନ୍ଦ୍ର କୁମାର ସେଠୀ ଯୋଗ ଦେଇଥିବା ବେଳେ ଶିବିରକୁ କୁଚିଣ୍ଡା ସ୍ଥିତ ପଲ୍ଲୀ ଭାରତୀ ୟୁଥ୍ କ୍ଲବ ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶିକା ଡାକ୍ତର ଜ୍ୟୋତ୍ସ୍ନା ପଧାନ କାର୍ଯ୍ୟକ୍ରମ କୁ ଆୟୋଜନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜମନକିରା ବିଏସଏସଓ ରଞ୍ଜିତ କୁମାର ସାହୁ, ବରିଷ୍ଠ ଅଧ୍ୟାପକ ପ୍ରଦୀପ କୁମାର ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ। ଅତିଥିଗଣ ତାଙ୍କ ବକ୍ତବ୍ୟ ମାଧ୍ୟମରେ ନିଶା ସେବନର ଅପକାରିତା ଉପରେ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ମୁଖ୍ୟଅତିଥି ମନରେ ଦୃଢ଼ ସଂକଳ୍ପ କଲେ ନିଶ୍ଚିତ ଭାବେ ଆମ୍ଭେମାନେ ନିଶା ରୁ ଦୂରେଇ ପାରିବା ବୋଲି କହିଥିଲେ। ସେହିପରି ନିର୍ଦ୍ଦେଶିକା ଡା: ପଧାନ ନିଶା କେତେ ପ୍ରକାର ଓ ସେବନ ଦ୍ୱାରା କିପରି ନିଜ ସ୍ୱାସ୍ଥ୍ୟ ତଥା ସମାଜ ଉପରେ କୁପ୍ରଭାବ ପକେଇଥାଏ, ସେ ଉପରେ ବିଶଦ ଭାବରେ ବୁଝାଇଥିଲେ। ଶେଷରେ ବରିଷ୍ଠ ଅଧ୍ୟାପକ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ଯ ମାନଙ୍କ ମଧ୍ୟରେ ସଂସ୍ଥାର ଚନ୍ଦ୍ର ଶେଖର ପୋଢ, ପଦ୍ମିନୀ କିସାନ, ସଭାପତି ଗୋମତୀ ଧାନ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
    1
    ଜମନକିରା ସଦର ମହକୁମା ସ୍ଥିତ ଯୁକ୍ତ ୩ ଡିଗ୍ରୀ ମହାବିଦ୍ୟାଳୟରେ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏଥିରେ କୁଟୁରାଚୁଆଁ କଲେଜର ପୂର୍ବତନ ଅଧକ୍ଷ ତଥା ପ୍ରକୃତି ବନ୍ଧୁ ପ୍ରାପ୍ତ ସୁବାଷ ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିଥିବା ବେଳେ ଜମନକିରା କଲେଜ ଅଧକ୍ଷ ଅରୁଣ କୁମାର ପଟେଲ ଶିବିର କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ।ମୁଖ୍ୟଅତିଥି ଭାବେ ଜମନକିରା ବିଡ଼ିଓ ରବୀନ୍ଦ୍ର କୁମାର ସେଠୀ ଯୋଗ ଦେଇଥିବା ବେଳେ ଶିବିରକୁ କୁଚିଣ୍ଡା ସ୍ଥିତ ପଲ୍ଲୀ ଭାରତୀ ୟୁଥ୍ କ୍ଲବ ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶିକା ଡାକ୍ତର ଜ୍ୟୋତ୍ସ୍ନା ପଧାନ କାର୍ଯ୍ୟକ୍ରମ କୁ ଆୟୋଜନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ  ଜମନକିରା ବିଏସଏସଓ ରଞ୍ଜିତ କୁମାର ସାହୁ, ବରିଷ୍ଠ ଅଧ୍ୟାପକ ପ୍ରଦୀପ କୁମାର ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ। ଅତିଥିଗଣ ତାଙ୍କ ବକ୍ତବ୍ୟ ମାଧ୍ୟମରେ ନିଶା ସେବନର ଅପକାରିତା ଉପରେ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ମୁଖ୍ୟଅତିଥି ମନରେ ଦୃଢ଼ ସଂକଳ୍ପ କଲେ ନିଶ୍ଚିତ ଭାବେ ଆମ୍ଭେମାନେ ନିଶା ରୁ ଦୂରେଇ ପାରିବା ବୋଲି କହିଥିଲେ। ସେହିପରି ନିର୍ଦ୍ଦେଶିକା ଡା: ପଧାନ ନିଶା କେତେ ପ୍ରକାର ଓ ସେବନ ଦ୍ୱାରା କିପରି ନିଜ ସ୍ୱାସ୍ଥ୍ୟ ତଥା ସମାଜ ଉପରେ କୁପ୍ରଭାବ ପକେଇଥାଏ, ସେ ଉପରେ ବିଶଦ ଭାବରେ ବୁଝାଇଥିଲେ। ଶେଷରେ ବରିଷ୍ଠ ଅଧ୍ୟାପକ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ଯ ମାନଙ୍କ ମଧ୍ୟରେ ସଂସ୍ଥାର ଚନ୍ଦ୍ର ଶେଖର ପୋଢ, ପଦ୍ମିନୀ କିସାନ, ସଭାପତି ଗୋମତୀ ଧାନ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
    user_Jitendra Muduli
    Jitendra Muduli
    Aadhar center ଜମନକିରା, ସମ୍ବଲପୁର, ଓଡ଼ିଶା•
    16 hrs ago
  • Post by BAHUJAN ADHIKAR
    1
    Post by BAHUJAN ADHIKAR
    user_BAHUJAN ADHIKAR
    BAHUJAN ADHIKAR
    Local News Reporter Sonapur, Sonepur•
    22 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.