logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ୨୮ ଯୋଡା ବର କନ୍ୟା ବିବାହ ସଂପନ୍ନ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୨୮ ଯୋଡ଼ା ବର -କନ୍ୟାଙ୍କ ବିବାହ ସଂପନ୍ନ । ଢ଼େଙ୍କାନାଳ, ତା.୨୧.୦୪.୨୦୨୬- ଆଜି ମଧ୍ୟାହ୍ନରେ ସ୍ଥାନୀୟ ଅଭିନନ୍ଦନ ଗାର୍ଡ଼େନ ଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଢ଼େଙ୍କାନାଳ ଜିଲ୍ଲାର ୨୮ ଯୋଡ଼ା ବର କନ୍ୟାଙ୍କ ବିବାହ କାର୍ଯ୍ୟ ପାରମ୍ପାରିକ ରୀତିରେ ସଂପନ୍ନ ହୋଇଅଛି । ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା ଆୟୋଜିତ ଏହି ସମୂହ ବିବାହ ଉତ୍ସବରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚ଼ନ୍ଦ୍ର ପାତ୍ର, ହିନ୍ଦୋଳର ମାନ୍ୟବର ବିଧାୟିକା ଶ୍ରୀମତୀ ସୀମାରାଣୀ ନାୟକ, ପରଜଙ୍ଗର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିଭୂତି ଭୂଷଣ ପ୍ରଧାନ, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ଵର ପାଟିଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିନବ ସୋନକର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଦିପ୍ତୀ ରଂଜନ ସେଠୀ ପ୍ରମୂଖ ଯୋଗ ଦେଇ ନବ ଦମ୍ପତିମାନଙ୍କ ଶୁଭକାମନା କରିଥିଲେ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଓ ଅତିଥିମାନେ ସମସ୍ତ ନବ ଦମ୍ପତିକୁ ୪୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସଂଗୀତା ପାତ୍ର, ବିଭାଗୀୟ ଅଧିକାରୀ ଓ ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ସହଯୋଗରେ ଏହି ସମୂହ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା ।

3 hrs ago
user_Dipak Kumar Nayak
Dipak Kumar Nayak
Voice of people Dhenkanal Sadar, Odisha•
3 hrs ago

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ୨୮ ଯୋଡା ବର କନ୍ୟା ବିବାହ ସଂପନ୍ନ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୨୮ ଯୋଡ଼ା ବର -କନ୍ୟାଙ୍କ ବିବାହ ସଂପନ୍ନ । ଢ଼େଙ୍କାନାଳ, ତା.୨୧.୦୪.୨୦୨୬- ଆଜି ମଧ୍ୟାହ୍ନରେ ସ୍ଥାନୀୟ ଅଭିନନ୍ଦନ ଗାର୍ଡ଼େନ ଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଢ଼େଙ୍କାନାଳ ଜିଲ୍ଲାର ୨୮ ଯୋଡ଼ା ବର କନ୍ୟାଙ୍କ ବିବାହ କାର୍ଯ୍ୟ ପାରମ୍ପାରିକ ରୀତିରେ ସଂପନ୍ନ ହୋଇଅଛି । ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା ଆୟୋଜିତ ଏହି ସମୂହ ବିବାହ ଉତ୍ସବରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚ଼ନ୍ଦ୍ର ପାତ୍ର, ହିନ୍ଦୋଳର ମାନ୍ୟବର ବିଧାୟିକା

ଶ୍ରୀମତୀ ସୀମାରାଣୀ ନାୟକ, ପରଜଙ୍ଗର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିଭୂତି ଭୂଷଣ ପ୍ରଧାନ, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ଵର ପାଟିଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିନବ ସୋନକର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଦିପ୍ତୀ ରଂଜନ ସେଠୀ ପ୍ରମୂଖ ଯୋଗ ଦେଇ ନବ ଦମ୍ପତିମାନଙ୍କ ଶୁଭକାମନା କରିଥିଲେ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଓ ଅତିଥିମାନେ ସମସ୍ତ ନବ ଦମ୍ପତିକୁ ୪୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସଂଗୀତା ପାତ୍ର, ବିଭାଗୀୟ ଅଧିକାରୀ ଓ ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ସହଯୋଗରେ ଏହି ସମୂହ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା ।

More news from Odisha and nearby areas
  • Post by Dipak Kumar Nayak
    2
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    2 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    21 hrs ago
  • ପ୍ରଗତୀ କ୍ଷେତ୍ରରେ ଆଗକୁ ବଢ଼ୁଛି ଓଡ଼ିଶା | ରାଜ୍ୟରେ ରହିବନି ବେକାରୀ ସମସ୍ୟା | ଭାରତରେ ଓଡ଼ିଶା ହେବ ଏକ ନମ୍ବର | ଭୁବନେଶ୍ବର, ଓଡ଼ିଶା #Bhubaneswar #Odisha
    1
    ପ୍ରଗତୀ କ୍ଷେତ୍ରରେ ଆଗକୁ ବଢ଼ୁଛି ଓଡ଼ିଶା | ରାଜ୍ୟରେ ରହିବନି ବେକାରୀ ସମସ୍ୟା | ଭାରତରେ ଓଡ଼ିଶା ହେବ ଏକ ନମ୍ବର |
ଭୁବନେଶ୍ବର, ଓଡ଼ିଶା 
#Bhubaneswar #Odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    2 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    13 min ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    35 min ago
  • ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରାମ ସାହେବ ନଗର ଗ୍ରାମପଞ୍ଚାୟତ ଜୟଦେବ ଜଗବନ୍ଧୁ ଚାହା ଖଟି ନିକଟରେ ପିଇବା ପାଣି
    1
    ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରାମ ସାହେବ ନଗର ଗ୍ରାମପଞ୍ଚାୟତ ଜୟଦେବ ଜଗବନ୍ଧୁ ଚାହା ଖଟି ନିକଟରେ ପିଇବା ପାଣି
    user_KSHIROD CHANDRA PANDA
    KSHIROD CHANDRA PANDA
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    45 min ago
  • ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅଧିକାରୀଙ୍କ ସହ ପୁରା ଟିମ ମିଳିତ ଭାବେ ଗତକାଲି ଏବଂ ଆଜି ଦୁଇ ଦିନରେ 90 ସିଫ୍ଟ ମୂଲ୍ୟବାନ କଥା ସହ ଏକ ପିକଅପ ଗାଡିକୁ ଜବତ କରିପାରିଛନ୍ତି.
    1
    ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅଧିକାରୀଙ୍କ ସହ ପୁରା ଟିମ ମିଳିତ ଭାବେ ଗତକାଲି ଏବଂ ଆଜି ଦୁଇ ଦିନରେ 90 ସିଫ୍ଟ ମୂଲ୍ୟବାନ କଥା ସହ ଏକ ପିକଅପ ଗାଡିକୁ ଜବତ କରିପାରିଛନ୍ତି.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    1 hr ago
  • ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୨୮ ଯୋଡ଼ା ବର -କନ୍ୟାଙ୍କ ବିବାହ ସଂପନ୍ନ । ଢ଼େଙ୍କାନାଳ, ତା.୨୧.୦୪.୨୦୨୬- ଆଜି ମଧ୍ୟାହ୍ନରେ ସ୍ଥାନୀୟ ଅଭିନନ୍ଦନ ଗାର୍ଡ଼େନ ଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଢ଼େଙ୍କାନାଳ ଜିଲ୍ଲାର ୨୮ ଯୋଡ଼ା ବର କନ୍ୟାଙ୍କ ବିବାହ କାର୍ଯ୍ୟ ପାରମ୍ପାରିକ ରୀତିରେ ସଂପନ୍ନ ହୋଇଅଛି । ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା ଆୟୋଜିତ ଏହି ସମୂହ ବିବାହ ଉତ୍ସବରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚ଼ନ୍ଦ୍ର ପାତ୍ର, ହିନ୍ଦୋଳର ମାନ୍ୟବର ବିଧାୟିକା ଶ୍ରୀମତୀ ସୀମାରାଣୀ ନାୟକ, ପରଜଙ୍ଗର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିଭୂତି ଭୂଷଣ ପ୍ରଧାନ, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ଵର ପାଟିଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିନବ ସୋନକର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଦିପ୍ତୀ ରଂଜନ ସେଠୀ ପ୍ରମୂଖ ଯୋଗ ଦେଇ ନବ ଦମ୍ପତିମାନଙ୍କ ଶୁଭକାମନା କରିଥିଲେ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଓ ଅତିଥିମାନେ ସମସ୍ତ ନବ ଦମ୍ପତିକୁ ୪୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସଂଗୀତା ପାତ୍ର, ବିଭାଗୀୟ ଅଧିକାରୀ ଓ ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ସହଯୋଗରେ ଏହି ସମୂହ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା ।
    2
    ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୨୮ ଯୋଡ଼ା ବର -କନ୍ୟାଙ୍କ ବିବାହ ସଂପନ୍ନ ।              ଢ଼େଙ୍କାନାଳ, ତା.୨୧.୦୪.୨୦୨୬- ଆଜି ମଧ୍ୟାହ୍ନରେ ସ୍ଥାନୀୟ ଅଭିନନ୍ଦନ ଗାର୍ଡ଼େନ ଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଢ଼େଙ୍କାନାଳ ଜିଲ୍ଲାର ୨୮ ଯୋଡ଼ା ବର କନ୍ୟାଙ୍କ ବିବାହ କାର୍ଯ୍ୟ ପାରମ୍ପାରିକ ରୀତିରେ ସଂପନ୍ନ ହୋଇଅଛି । ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା ଆୟୋଜିତ ଏହି ସମୂହ ବିବାହ ଉତ୍ସବରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚ଼ନ୍ଦ୍ର ପାତ୍ର, ହିନ୍ଦୋଳର ମାନ୍ୟବର ବିଧାୟିକା ଶ୍ରୀମତୀ ସୀମାରାଣୀ ନାୟକ, ପରଜଙ୍ଗର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିଭୂତି ଭୂଷଣ ପ୍ରଧାନ, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ଵର  ପାଟିଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିନବ ସୋନକର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଦିପ୍ତୀ ରଂଜନ ସେଠୀ ପ୍ରମୂଖ ଯୋଗ ଦେଇ ନବ ଦମ୍ପତିମାନଙ୍କ ଶୁଭକାମନା କରିଥିଲେ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଓ ଅତିଥିମାନେ ସମସ୍ତ  ନବ ଦମ୍ପତିକୁ ୪୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଥିଲେ ।  ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସଂଗୀତା ପାତ୍ର, ବିଭାଗୀୟ  ଅଧିକାରୀ ଓ ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ସହଯୋଗରେ ଏହି ସମୂହ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା ।
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.