logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗ୍ରାମ୍ୟ ସ୍ତରୀୟ ଶିଶୁ କଲ୍ୟାଣ ଓ ସୁରକ୍ଷା କମିଟି ବୈଠକ ବୌଳିଗଡ ଗ୍ରାମ ସ୍ତରୀୟ ଶିଶୁ କଲ୍ୟାଣ ଓ ସୁରକ୍ଷା କମିଟି ବୈଠକ ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ବିଶ୍ଵ ଯୁବ କେନ୍ଦ୍ର ବଣୀ ନାଳୀ ଅନୁଗୋଳ ଦ୍ଵାରା ପରିଚାଳିତ ଜଷ୍ଟ୍ ଟାଇଟ୍ ଫର୍ ଚିଲ୍ଡରେନ ଦ୍ଵାରା ଗ୍ରାମ୍ୟ ସ୍ତରୀୟ ଶିଶୁ କଲ୍ୟାଣ ଓ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି! କାର୍ଯ୍ୟ କ୍ରମରେ ଅଙ୍ଗନୱାଡି କର୍ମୀ,ୱାର୍ଡ ମେମ୍ବର,କିଶୋରୀ ,କିଶୋର ଉପସ୍ଥିତ ଥିଲେ ଶିଶୁ ଙ୍କୁ ନିଜ ଅଧିକାର ରୁ ବଞ୍ଚିତକରି ବାଲ୍ୟ ବିବାହ,ଶିଶୁ ଯୌନ ନିର୍ଯାତନା ଶିଶୁ ଚାଲାଣ ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାମରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇଥିଲା ବାଲ୍ୟ ବିବାହ ତଥା ଶିଶୁ କୁ କାମରେ ଲଗାଇ ଲଗାଇଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡବିଧାନ ଓ ନିୟମାବଳୀ ଏବଂ ପ୍ରତ୍ୟେକ ଶିଶୁର ଚାରିଗୋଟି ଅଧିକାର ଉପରେ ଆଲୋଚନା କରାଯାଇଥିଲା ବିଶ୍ବ ଯୁବ କେନ୍ଦ୍ର ର ସଞ୍ଜୋଜିକା ପୁଜାସ୍ୱାଇଁ ଙ୍କ ନେତୃତ୍ୱରେ ପ୍ରକଳ୍ପ ସହାୟକ ଲକ୍ଷ୍ମୀ ବେହେରା ସମସ୍ତ ସଦସ୍ୟା ଓ ସଦସ୍ୟ ଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥଲେ

3 hrs ago
user_Pritam
Pritam
Public relations firm ଖମାର, ଅନୁଗୁଳ, ଓଡ଼ିଶା•
3 hrs ago
4d369268-d59d-4ff3-a918-de1fe391c0b8

ଗ୍ରାମ୍ୟ ସ୍ତରୀୟ ଶିଶୁ କଲ୍ୟାଣ ଓ ସୁରକ୍ଷା କମିଟି ବୈଠକ ବୌଳିଗଡ ଗ୍ରାମ ସ୍ତରୀୟ ଶିଶୁ କଲ୍ୟାଣ ଓ ସୁରକ୍ଷା କମିଟି ବୈଠକ ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ବିଶ୍ଵ ଯୁବ କେନ୍ଦ୍ର ବଣୀ ନାଳୀ ଅନୁଗୋଳ ଦ୍ଵାରା ପରିଚାଳିତ ଜଷ୍ଟ୍ ଟାଇଟ୍ ଫର୍ ଚିଲ୍ଡରେନ ଦ୍ଵାରା ଗ୍ରାମ୍ୟ ସ୍ତରୀୟ ଶିଶୁ କଲ୍ୟାଣ ଓ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି! କାର୍ଯ୍ୟ କ୍ରମରେ ଅଙ୍ଗନୱାଡି କର୍ମୀ,ୱାର୍ଡ ମେମ୍ବର,କିଶୋରୀ ,କିଶୋର ଉପସ୍ଥିତ ଥିଲେ ଶିଶୁ ଙ୍କୁ ନିଜ ଅଧିକାର ରୁ ବଞ୍ଚିତକରି ବାଲ୍ୟ ବିବାହ,ଶିଶୁ ଯୌନ ନିର୍ଯାତନା ଶିଶୁ ଚାଲାଣ ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାମରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇଥିଲା ବାଲ୍ୟ ବିବାହ ତଥା ଶିଶୁ କୁ କାମରେ ଲଗାଇ ଲଗାଇଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡବିଧାନ ଓ ନିୟମାବଳୀ ଏବଂ ପ୍ରତ୍ୟେକ ଶିଶୁର ଚାରିଗୋଟି ଅଧିକାର ଉପରେ ଆଲୋଚନା କରାଯାଇଥିଲା ବିଶ୍ବ ଯୁବ କେନ୍ଦ୍ର ର ସଞ୍ଜୋଜିକା ପୁଜାସ୍ୱାଇଁ ଙ୍କ ନେତୃତ୍ୱରେ ପ୍ରକଳ୍ପ ସହାୟକ ଲକ୍ଷ୍ମୀ ବେହେରା ସମସ୍ତ ସଦସ୍ୟା ଓ ସଦସ୍ୟ ଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥଲେ

More news from ଓଡ଼ିଶା and nearby areas
  • ରକ୍ଷକ ପାଇଁ ରାକ୍ଷୀ ଟିଏ। ଅମୂଲ୍ୟ ପହି +୨ ବିଦ୍ୟାଳୟର ଛାତ୍ରୀଙ୍କ ନିଆରା ପ୍ରୟାସ। ହାତରେ ରାକ୍ଷୀ ପ୍ରସ୍ତୁତ କରି ଯବାନଙ୍କ ଉଦ୍ଦେଶ୍ୟରେ ରାକ୍ଷୀ ପଠାଇଲେ ଛାତ୍ରୀ। ରକ୍ଷକ ପାଇଁ ରାକ୍ଷୀ ଟିଏ। ଅମୂଲ୍ୟ ପହି +୨ ବିଦ୍ୟାଳୟର ଛାତ୍ରୀଙ୍କ ନିଆରା ପ୍ରୟାସ। ହାତରେ ରାକ୍ଷୀ ପ୍ରସ୍ତୁତ କରି ଯବାନଙ୍କ ଉଦ୍ଦେଶ୍ୟରେ ରାକ୍ଷୀ ପଠାଇଲେ ଛାତ୍ରୀ।
    1
    ରକ୍ଷକ ପାଇଁ ରାକ୍ଷୀ ଟିଏ। ଅମୂଲ୍ୟ ପହି +୨ ବିଦ୍ୟାଳୟର ଛାତ୍ରୀଙ୍କ ନିଆରା ପ୍ରୟାସ। ହାତରେ ରାକ୍ଷୀ ପ୍ରସ୍ତୁତ କରି ଯବାନଙ୍କ ଉଦ୍ଦେଶ୍ୟରେ ରାକ୍ଷୀ ପଠାଇଲେ ଛାତ୍ରୀ।
ରକ୍ଷକ ପାଇଁ ରାକ୍ଷୀ ଟିଏ। ଅମୂଲ୍ୟ ପହି +୨ ବିଦ୍ୟାଳୟର ଛାତ୍ରୀଙ୍କ ନିଆରା ପ୍ରୟାସ। ହାତରେ ରାକ୍ଷୀ ପ୍ରସ୍ତୁତ କରି ଯବାନଙ୍କ ଉଦ୍ଦେଶ୍ୟରେ ରାକ୍ଷୀ ପଠାଇଲେ ଛାତ୍ରୀ।
    user_Rudra Narayan Parida
    Rudra Narayan Parida
    TV News Anchor ଘାସିପୁରା, କେନ୍ଦୁଝର, ଓଡ଼ିଶା•
    19 hrs ago
  • ଦୁଇ କୋଟି ର ଗଞ୍ଜେଇ ଜବତ । G F X,, ନିଶା ବେପାରୀଙ୍କ ନିସ୍ତାର ନାହିଁ , G F X,,ଓଡ଼ିଶା ଛତିଶଗଡ଼ ସୀମାନ୍ତ ରେ ୨ କୋଟିର ଗଞ୍ଜେଇ ଜବତ, G F X,,ଆନ୍ତଃରାଜ୍ୟ ଚୋରା ଚାଲାଣ ନେଟୱାର୍କ ଠାବ।
    1
    ଦୁଇ କୋଟି ର ଗଞ୍ଜେଇ ଜବତ ।
G F X,, ନିଶା ବେପାରୀଙ୍କ ନିସ୍ତାର ନାହିଁ ,
G F X,,ଓଡ଼ିଶା ଛତିଶଗଡ଼ ସୀମାନ୍ତ ରେ ୨ କୋଟିର ଗଞ୍ଜେଇ ଜବତ, 
G F X,,ଆନ୍ତଃରାଜ୍ୟ ଚୋରା ଚାଲାଣ ନେଟୱାର୍କ ଠାବ।
    user_ସୁଧାଂଶୁ ରଞ୍ଜନ ଶତପଥି
    ସୁଧାଂଶୁ ରଞ୍ଜନ ଶତପଥି
    Badamba, Cuttack•
    22 hrs ago
  • ବୌଦ୍ଧରୁ ୨୬ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ ​ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମନମୁଣ୍ଡା ଥାନା ଲୁମୁରୁଜେନା ଗ୍ରାମରେ ଅବକାରୀ ଟିମ୍‌ ଚଢ଼ାଉ କରି ୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଜଣକୁ ​ଗିରଫ କରିଛି ।ଗିରଫ ଅଭିଯକ୍ତ ହେଲେ ରଞ୍ଜିତ କର୍ଣ୍ଣ (୪୫) ବୋଲି ଜଣାପଡ଼ିଛି । ତାଙ୍କ ନାମରେ ୨୯/୨୦୨୬-୨୭) ଏକ ମାମଲା ରୁଜୁକରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ଚଢାଉରେ ​ଅବକାରୀ ରେଞ୍ଜ ଇନ୍ସପେକ୍ଟର ଦିଲୀପ କୁମାର ଶତପଥୀ, ​ଅବକାରୀ ଇନ୍ସପେକ୍ଟର ଏସ୍‌.କେ. ମିଶ୍ର, ଏଏସ୍‌ଆଇ ଅସିତ୍ କୁମାର ପ୍ରଧାନ, କନଷ୍ଟେବଲ ନିରଞ୍ଜନ ମଲ୍ଲିକ, ଲୋକନାଥ ଭୋଇ ଓ ପଞ୍ଚମୀ ବେହେରାଙ୍କ ସମେତ ବିଭାଗୀୟ ଟିମ୍ ଏହି ଚଢ଼ାଉରେ ସାମିଲ ଥିଲେ।
    1
    ବୌଦ୍ଧରୁ ୨୬ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ 
​ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମନମୁଣ୍ଡା ଥାନା ଲୁମୁରୁଜେନା ଗ୍ରାମରେ ଅବକାରୀ ଟିମ୍‌ ଚଢ଼ାଉ କରି
୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଜଣକୁ ​ଗିରଫ କରିଛି ।ଗିରଫ ଅଭିଯକ୍ତ ହେଲେ ରଞ୍ଜିତ କର୍ଣ୍ଣ (୪୫) ବୋଲି ଜଣାପଡ଼ିଛି । ତାଙ୍କ ନାମରେ ୨୯/୨୦୨୬-୨୭) ଏକ ମାମଲା ରୁଜୁକରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ଚଢାଉରେ ​ଅବକାରୀ ରେଞ୍ଜ ଇନ୍ସପେକ୍ଟର ଦିଲୀପ କୁମାର ଶତପଥୀ, ​ଅବକାରୀ ଇନ୍ସପେକ୍ଟର ଏସ୍‌.କେ. ମିଶ୍ର, ଏଏସ୍‌ଆଇ ଅସିତ୍ କୁମାର ପ୍ରଧାନ, କନଷ୍ଟେବଲ ନିରଞ୍ଜନ ମଲ୍ଲିକ, ଲୋକନାଥ ଭୋଇ ଓ ପଞ୍ଚମୀ ବେହେରାଙ୍କ ସମେତ ବିଭାଗୀୟ ଟିମ୍ ଏହି ଚଢ଼ାଉରେ ସାମିଲ ଥିଲେ।
    user_Ranjan Kumar Dash
    Ranjan Kumar Dash
    Local News Reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    17 hrs ago
  • ଯାଜପୁର ଜିଲ୍ଲା କୋରେଇ ବ୍ଲକ ର କାର୍ଯ୍ୟ ରତ ଯୁବ ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ। #Jajpur #Korei #Gauripur #JournalistAttack #JournalistSafety #OdishaNews #BreakingNews #CrimeNews #KoreiPolice #JajpurNews #Odisha #NewsUpdate #MediaFreedom #Journalist #news7odia
    1
    ଯାଜପୁର ଜିଲ୍ଲା କୋରେଇ ବ୍ଲକ ର କାର୍ଯ୍ୟ ରତ ଯୁବ ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ। 
#Jajpur #Korei #Gauripur #JournalistAttack #JournalistSafety #OdishaNews #BreakingNews #CrimeNews #KoreiPolice #JajpurNews #Odisha #NewsUpdate #MediaFreedom #Journalist #news7odia
    user_NEWS7ODIA
    NEWS7ODIA
    କୋରାଇ, ଯାଜପୁର, ଓଡ଼ିଶା•
    23 hrs ago
  • ହୁମ୍ମା ଓଭରବ୍ରିଜ୍ ନିକଟରେ ସଡ଼କ ଦୁର୍ଘଟଣା ମାଲବୋଝେଇ ଗାଡ଼ି ଧକ୍କାରେ ଅଟୋ ଓ ସାଇକେଲ୍ ହୁମ୍ମା ଓଭରବ୍ରିଜ୍ ନିକଟରେ ସଡ଼କ ଦୁର୍ଘଟଣା ମାଲବୋଝେଇ ଗାଡ଼ି ଧକ୍କାରେ ଅଟୋ ଓ ସାଇକେଲ୍ ଚାଳକ ଆହତ #LatestNews #UpdateNews #apanankakhabara #news #OdishaNews #news
    1
    ହୁମ୍ମା ଓଭରବ୍ରିଜ୍ ନିକଟରେ ସଡ଼କ ଦୁର୍ଘଟଣା ମାଲବୋଝେଇ ଗାଡ଼ି ଧକ୍କାରେ ଅଟୋ ଓ ସାଇକେଲ୍  
ହୁମ୍ମା ଓଭରବ୍ରିଜ୍ ନିକଟରେ ସଡ଼କ ଦୁର୍ଘଟଣା ମାଲବୋଝେଇ ଗାଡ଼ି ଧକ୍କାରେ ଅଟୋ ଓ ସାଇକେଲ୍ ଚାଳକ ଆହତ #LatestNews #UpdateNews #apanankakhabara #news #OdishaNews #news
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    1 hr ago
  • ଭୂମି ହିନ ହରିଜନ ପରିବାରକୁ ଗ୍ରାମବାସୀ ମାଡ଼ ମାରି ବାସ ସ୍ଥାନରୁ ହଟାଇବା ପାଇଁ କରୁଛନ୍ତି ଚକ୍ରାନ୍ତ ତହସିଲ ଅଫିସ୍ ଅଧିକାରୀ ମଧ୍ୟ କରୁଛନ୍ତି ଗ୍ରାମବାସୀଙ୍କୁ ସମର୍ଥନ, ଭୟଭୀତ ନିରୀହ ପରିବାର
    1
    ଭୂମି ହିନ ହରିଜନ ପରିବାରକୁ ଗ୍ରାମବାସୀ ମାଡ଼ ମାରି ବାସ ସ୍ଥାନରୁ ହଟାଇବା ପାଇଁ କରୁଛନ୍ତି ଚକ୍ରାନ୍ତ
ତହସିଲ ଅଫିସ୍ ଅଧିକାରୀ ମଧ୍ୟ କରୁଛନ୍ତି ଗ୍ରାମବାସୀଙ୍କୁ ସମର୍ଥନ, ଭୟଭୀତ ନିରୀହ ପରିବାର
    user_ସଞ୍ଜୟ ଦତ୍ତ ଆଚାର୍ଯ୍ୟ
    ସଞ୍ଜୟ ଦତ୍ତ ଆଚାର୍ଯ୍ୟ
    Voice of people ନୂଆଗାଁ, ନୟାଗଡ଼, ଓଡ଼ିଶା•
    7 hrs ago
  • ଦେବୀ କନ୍ଦଳ ନିତ୍ୟାନନ୍ଦ ମହାବିଦ୍ୟାଳୟ ପରିସରରେ ପୋଲିସ ପକ୍ଷରୁ ନିଶାମୁକ୍ତି ଏବଂ ସାଇବର ସୁରକ୍ଷା ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ଦେବୀ କନ୍ଦଳ ନିତ୍ୟାନନ୍ଦ ମହାବିଦ୍ୟାଳୟ ପରିସରରେ ପୋଲିସ ପକ୍ଷରୁ ନିଶାମୁକ୍ତି ଏବଂ ସାଇବର ସୁରକ୍ଷା ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ #LatestNews #UpdateNews #apanankakhabara #Niali #news #OdishaNews #odisha
    1
    ଦେବୀ କନ୍ଦଳ ନିତ୍ୟାନନ୍ଦ ମହାବିଦ୍ୟାଳୟ ପରିସରରେ ପୋଲିସ ପକ୍ଷରୁ ନିଶାମୁକ୍ତି ଏବଂ ସାଇବର ସୁରକ୍ଷା ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ 
ଦେବୀ କନ୍ଦଳ ନିତ୍ୟାନନ୍ଦ ମହାବିଦ୍ୟାଳୟ ପରିସରରେ ପୋଲିସ ପକ୍ଷରୁ ନିଶାମୁକ୍ତି ଏବଂ ସାଇବର ସୁରକ୍ଷା ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ #LatestNews #UpdateNews #apanankakhabara #Niali #news #OdishaNews #odisha
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    2 hrs ago
  • ବନ୍ତପୁଲିସକୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ଦୁଇଟି ପୃଥକ ମାମଲାର ପର୍ଦ୍ଦାଫାଶ କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ। ବନ୍ତପୁଲିସକୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ଦୁଇଟି ପୃଥକ ମାମଲାର ପର୍ଦ୍ଦାଫାଶ କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ।
    1
    ବନ୍ତପୁଲିସକୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ଦୁଇଟି ପୃଥକ ମାମଲାର ପର୍ଦ୍ଦାଫାଶ କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ। 
ବନ୍ତପୁଲିସକୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ଦୁଇଟି ପୃଥକ ମାମଲାର ପର୍ଦ୍ଦାଫାଶ କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ।
    user_ବନ୍ତ ଖବର
    ବନ୍ତ ଖବର
    ବାଣ୍ଟ, ଭଦ୍ରକ, ଓଡ଼ିଶା•
    16 hrs ago
  • ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ବେକରେ ଲୁଗା ଲଗାଇ ହତ୍ୟା ଅଭିଯୋଗ, ଯୌତୁକ ନିର୍ଯାତନା ନେଇ ପରିବାରର ସଙ୍ଗୀନ ଅଭିଯୋଗ। ମୟୁରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅନ୍ତର୍ଗତ ମଠଚକ ନିକଟରେ ଜଣେ ବିବାହିତା ମହିଳାଙ୍କୁ ବେକରେ ଲୁଗା ଲଗାଇ ହତ୍ୟା କରାଯାଇଥିବା ଭଳି ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ମୃତ ମହିଳା ହେଲେ ଲିଜାରାଣୀ ପାତ୍ର। ଏହି ଘଟଣାରେ ତାଙ୍କ ସ୍ୱାମୀ କ୍ଷିତୀଶ ପାତ୍ରଙ୍କ ସମେତ ଶାଶୁ-ଶ୍ୱଶୁରଙ୍କ ଭୂମିକାକୁ ନେଇ ମଧ୍ୟ ଗୁରୁତର ପ୍ରଶ୍ନ ଉଠିଛି। ମୃତକଙ୍କ ବାପା ଓ ପରିବାର ଲୋକେ ଏହାକୁ ସମ୍ପୂର୍ଣ୍ଣ ଭାବେ ଯୌତୁକଜନିତ ହତ୍ୟାକାଣ୍ଡ ବୋଲି ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ମୃତକଙ୍କ ବାପାଙ୍କ ଅଭିଯୋଗ ଅନୁଯାୟୀ, ବିବାହ ପରଠାରୁ ଶାଶୁଘର ପକ୍ଷରୁ ୧୦ ଲକ୍ଷ ଟଙ୍କା, ଗାଡ଼ି ଓ ଆସବାବପତ୍ର ଦାବି କରି ଲିଜାରାଣୀଙ୍କ ଉପରେ ଦୀର୍ଘଦିନ ଧରି ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଥିଲା। ଏପରିକି ଏହି ଘଟଣାକୁ ନେଇ ପୂର୍ବରୁ ଥାନାରେ ଅଭିଯୋଗ ହୋଇଥିବା ଏବଂ ପରେ ଆପୋସ ସମାଧାନ ହୋଇଥିବା ମଧ୍ୟ ପରିବାର ପକ୍ଷରୁ କୁହାଯାଇଛି। ତେବେ ଆପୋସ ସମାଧାନ ପରେ ମଧ୍ୟ ପରିସ୍ଥିତି ସୁଧୁରିଲା ନାହିଁ ଏବଂ ଶେଷରେ ଲିଜାରାଣୀଙ୍କ ଜୀବନ ଚାଲିଗଲା ବୋଲି ତାଙ୍କ ପରିବାର ଅଭିଯୋଗ କରିଛି। ଏହା ହତ୍ୟା ନା ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ—ସେନେଇ ମଧ୍ୟ ଏବେ ଅନେକ ପ୍ରଶ୍ନ ଉଠିଛି। ଖବର ପାଇ ଝାରପୋଖରିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଘଟଣାରେ ଅଭିଯୁକ୍ତ ସ୍ୱାମୀ କ୍ଷିତୀଶ ପାତ୍ରଙ୍କ ସମେତ ଶାଶୁ ଓ ଶ୍ୱଶୁରଙ୍କୁ ମିଶାଇ ମୋଟ ୩ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ଘଟଣାର ପ୍ରକୃତ କାରଣ କ’ଣ, ଯୌତୁକ ନିର୍ଯାତନାର ଅଭିଯୋଗ କେତେ ସତ୍ୟ ଏବଂ ଲିଜାରାଣୀଙ୍କ ମୃତ୍ୟୁ ପଛରେ କାହାର ଭୂମିକା ରହିଛି—ସେନେଇ ପୋଲିସର ତଦନ୍ତ ଉପରେ ଏବେ ସମସ୍ତଙ୍କ ନଜର। ଦୋଷୀ ଯିଏ ହେଉନା କାହିଁକି, ନିରପେକ୍ଷ ତଦନ୍ତ କରି ମୃତ ମହିଳାଙ୍କୁ ନ୍ୟାୟ ଦେବାକୁ ପରିବାର ପକ୍ଷରୁ ଦାବି ହୋଇଛି।
    1
    ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ବେକରେ ଲୁଗା ଲଗାଇ ହତ୍ୟା ଅଭିଯୋଗ, ଯୌତୁକ ନିର୍ଯାତନା ନେଇ ପରିବାରର ସଙ୍ଗୀନ ଅଭିଯୋଗ।
ମୟୁରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅନ୍ତର୍ଗତ ମଠଚକ ନିକଟରେ ଜଣେ ବିବାହିତା ମହିଳାଙ୍କୁ ବେକରେ ଲୁଗା ଲଗାଇ ହତ୍ୟା କରାଯାଇଥିବା ଭଳି ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ମୃତ ମହିଳା ହେଲେ ଲିଜାରାଣୀ ପାତ୍ର। ଏହି ଘଟଣାରେ ତାଙ୍କ ସ୍ୱାମୀ କ୍ଷିତୀଶ ପାତ୍ରଙ୍କ ସମେତ ଶାଶୁ-ଶ୍ୱଶୁରଙ୍କ ଭୂମିକାକୁ ନେଇ ମଧ୍ୟ ଗୁରୁତର ପ୍ରଶ୍ନ ଉଠିଛି।
ମୃତକଙ୍କ ବାପା ଓ ପରିବାର ଲୋକେ ଏହାକୁ ସମ୍ପୂର୍ଣ୍ଣ ଭାବେ ଯୌତୁକଜନିତ ହତ୍ୟାକାଣ୍ଡ ବୋଲି ସଙ୍ଗୀନ ଅଭିଯୋଗ ଆଣିଛନ୍ତି।
ମୃତକଙ୍କ ବାପାଙ୍କ ଅଭିଯୋଗ ଅନୁଯାୟୀ, ବିବାହ ପରଠାରୁ ଶାଶୁଘର ପକ୍ଷରୁ ୧୦ ଲକ୍ଷ ଟଙ୍କା, ଗାଡ଼ି ଓ ଆସବାବପତ୍ର ଦାବି କରି ଲିଜାରାଣୀଙ୍କ ଉପରେ ଦୀର୍ଘଦିନ ଧରି ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଥିଲା। ଏପରିକି ଏହି ଘଟଣାକୁ ନେଇ ପୂର୍ବରୁ ଥାନାରେ ଅଭିଯୋଗ ହୋଇଥିବା ଏବଂ ପରେ ଆପୋସ ସମାଧାନ ହୋଇଥିବା ମଧ୍ୟ ପରିବାର ପକ୍ଷରୁ କୁହାଯାଇଛି।
ତେବେ ଆପୋସ ସମାଧାନ ପରେ ମଧ୍ୟ ପରିସ୍ଥିତି ସୁଧୁରିଲା ନାହିଁ ଏବଂ ଶେଷରେ ଲିଜାରାଣୀଙ୍କ ଜୀବନ ଚାଲିଗଲା ବୋଲି ତାଙ୍କ ପରିବାର ଅଭିଯୋଗ କରିଛି। ଏହା ହତ୍ୟା ନା ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ—ସେନେଇ ମଧ୍ୟ ଏବେ ଅନେକ ପ୍ରଶ୍ନ ଉଠିଛି।
ଖବର ପାଇ ଝାରପୋଖରିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଘଟଣାରେ ଅଭିଯୁକ୍ତ ସ୍ୱାମୀ କ୍ଷିତୀଶ ପାତ୍ରଙ୍କ ସମେତ ଶାଶୁ ଓ ଶ୍ୱଶୁରଙ୍କୁ ମିଶାଇ ମୋଟ ୩ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।
ଘଟଣାର ପ୍ରକୃତ କାରଣ କ’ଣ, ଯୌତୁକ ନିର୍ଯାତନାର ଅଭିଯୋଗ କେତେ ସତ୍ୟ ଏବଂ ଲିଜାରାଣୀଙ୍କ ମୃତ୍ୟୁ ପଛରେ କାହାର ଭୂମିକା ରହିଛି—ସେନେଇ ପୋଲିସର ତଦନ୍ତ ଉପରେ ଏବେ ସମସ୍ତଙ୍କ ନଜର। ଦୋଷୀ ଯିଏ ହେଉନା କାହିଁକି, ନିରପେକ୍ଷ ତଦନ୍ତ କରି ମୃତ ମହିଳାଙ୍କୁ ନ୍ୟାୟ ଦେବାକୁ ପରିବାର ପକ୍ଷରୁ ଦାବି ହୋଇଛି।
    user_ସୁଧାଂଶୁ ରଞ୍ଜନ ଶତପଥି
    ସୁଧାଂଶୁ ରଞ୍ଜନ ଶତପଥି
    Badamba, Cuttack•
    22 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.