logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

Yesterday night baripada like accident video

2 hrs ago
user_Archanapata Patra
Archanapata Patra
Baliapal, Baleshwar•
2 hrs ago

Yesterday night baripada like accident video

More news from ଓଡ଼ିଶା and nearby areas
  • ସୁବର୍ଣ୍ଣରେଖା ନଦୀରୁ ପନ୍ତାଇ ଘାଟରୁ ବେଆଇନ ବାଲି ଚାଲାଣ ବେଳେ ଦୁଇଟି ଟ୍ରାକ୍ଟର ଧରିଲେ ଖଣି ବିଭାଗ ।
    1
    ସୁବର୍ଣ୍ଣରେଖା ନଦୀରୁ ପନ୍ତାଇ ଘାଟରୁ ବେଆଇନ ବାଲି ଚାଲାଣ ବେଳେ ଦୁଇଟି ଟ୍ରାକ୍ଟର ଧରିଲେ ଖଣି ବିଭାଗ ।
    user_Pradeep Jena 9090008815
    Pradeep Jena 9090008815
    ଜଳେଶ୍ୱର, ବାଲେଶ୍ୱର, ଓଡ଼ିଶା•
    7 hrs ago
  • yah Mera dukaan hai chapla chhakkon mein hai yah mera contact number hai 9938726163
    1
    yah Mera dukaan hai chapla chhakkon mein hai yah mera contact number hai 9938726163
    user_Nandankumar lenka
    Nandankumar lenka
    ଜଳେଶ୍ୱର, ବାଲେଶ୍ୱର, ଓଡ଼ିଶା•
    14 hrs ago
  • #କେମିତି_ଅଛି_ବସ୍ତା_ବିଜେଡି_ସ୍ଥିତି ! ଏମିତି କିଛି କହିଲେ ବିଜେଡି ବସ୍ତା ବ୍ଲକ ସଭାପତି ଅନୀଲ କୁମାର ମହାନ୍ତି।
    1
    #କେମିତି_ଅଛି_ବସ୍ତା_ବିଜେଡି_ସ୍ଥିତି ! 
ଏମିତି କିଛି କହିଲେ ବିଜେଡି ବସ୍ତା ବ୍ଲକ ସଭାପତି ଅନୀଲ କୁମାର ମହାନ୍ତି।
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    10 hrs ago
  • ବାଲେଶ୍ୱର ଜିଲ୍ଲାର ପୂର୍ବତନ ସାଂସଦ Ravindra Jena ବିଜେଡି ଛାଡି ଆଜି ଔପଚାରିକ ଭାବେ Bharatiya Janata Party (ବିଜେପି)ରେ ଯୋଗଦେଇଛନ୍ତି। ରାଜ୍ୟ ବିଜେପି ସଭାପତି Manmohan Samalଙ୍କ ନେତୃତ୍ୱରେ Bhubaneswar ସ୍ଥିତ ବିଜେପି ରାଜ୍ୟ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ପଦ୍ମ ଚିହ୍ନ ଧରି ଦଳରେ ସମ୍ମିଳିତ ହୋଇଥିଲେ। ଏହି ଅବସରରେ ଦଳର ଅନେକ ବରିଷ୍ଠ ନେତା ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ। ପୂର୍ବରୁ ସେ Biju Janata Dal (ବିଜେଡି)ର ଏକ ପ୍ରମୁଖ ନେତା ଥିଲେ ଏବଂ Balasore ଲୋକସଭା ଆସନରୁ ସାଂସଦ ଭାବେ କାର୍ଯ୍ୟ କରିଥିଲେ। ତାଙ୍କର ବିଜେପିରେ ଯୋଗଦାନ ପରେ ବାଲେଶ୍ୱର ଓ ରାଜ୍ୟର ରାଜନୀତିରେ ନୂଆ ଚର୍ଚ୍ଚା ସୃଷ୍ଟି ହୋଇଛି।।
    1
    ବାଲେଶ୍ୱର ଜିଲ୍ଲାର ପୂର୍ବତନ ସାଂସଦ Ravindra Jena ବିଜେଡି ଛାଡି ଆଜି ଔପଚାରିକ ଭାବେ Bharatiya Janata Party (ବିଜେପି)ରେ ଯୋଗଦେଇଛନ୍ତି।
ରାଜ୍ୟ ବିଜେପି ସଭାପତି Manmohan Samalଙ୍କ ନେତୃତ୍ୱରେ Bhubaneswar ସ୍ଥିତ ବିଜେପି ରାଜ୍ୟ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ପଦ୍ମ ଚିହ୍ନ ଧରି ଦଳରେ ସମ୍ମିଳିତ ହୋଇଥିଲେ।
ଏହି ଅବସରରେ ଦଳର ଅନେକ ବରିଷ୍ଠ ନେତା ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ। ପୂର୍ବରୁ ସେ Biju Janata Dal (ବିଜେଡି)ର ଏକ ପ୍ରମୁଖ ନେତା ଥିଲେ ଏବଂ Balasore ଲୋକସଭା ଆସନରୁ ସାଂସଦ ଭାବେ କାର୍ଯ୍ୟ କରିଥିଲେ।
ତାଙ୍କର ବିଜେପିରେ ଯୋଗଦାନ ପରେ ବାଲେଶ୍ୱର ଓ ରାଜ୍ୟର ରାଜନୀତିରେ ନୂଆ ଚର୍ଚ୍ଚା ସୃଷ୍ଟି ହୋଇଛି।।
    user_Journalist Harishankar Jena
    Journalist Harishankar Jena
    Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
    3 hrs ago
  • ବାଲେଶ୍ବର ରେ ପାଳିତ ହେଲା ଅନ୍ତର୍ଜାତୀୟ ମହିଳା ଦିବସ।
    1
    ବାଲେଶ୍ବର ରେ ପାଳିତ ହେଲା ଅନ୍ତର୍ଜାତୀୟ ମହିଳା ଦିବସ।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    15 hrs ago
  • ମୟୂରଭଞ୍ଜ ଜିଲ୍ଲାରୁ ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଦ୍ବିତୀୟ ପର୍ଯ୍ୟାୟ ଯାତ୍ରା ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଯାତ୍ରା କଲେ ୨୩୨ ଶ୍ରଦ୍ଧାଳୁ ବାରିପଦା, ୧୧/୦୩ (ନିପ୍ର) :- ଓଡ଼ିଶାର ବରିଷ୍ଠ ନାଗରିକ ଓ ବିଧବା ମାନଙ୍କ ଆଧ୍ୟାତ୍ମିକ ଅଭିଳାଷକୁ ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’। ଫେବୃଆରୀ ମାସ ୧୩ତାରିଖରେ ଏହାର ପ୍ରଥମ ପର୍ଯ୍ୟାୟ ସମାପ୍ତ ହୋଇଥିବା ବେଳେ ବୁଧବାର ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ଯାତ୍ରା। ବୟସ, ଦୂରତା କିମ୍ବା ଆର୍ଥିକ ଅଭାବ ଯେପରି ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ବାଧା ସାଜିବ ନାହିଁ, ସେଥିପାଇଁ ପ୍ରଣୟନ କରାଯାଇଛି ଏହି ଯୋଜନା। ୬୦ ରୁ ୭୫ ବର୍ଷ ବୟସ୍କ ଆର୍ଥିକ ଅନଗ୍ରସର ବରିଷ୍ଠ ନାଗରିକ ଏବଂ ୭୫ ବର୍ଷରୁ କମ୍ ବୟସର ବିଧବା ମାନେ ଏହି ସୁବିଧା ପାଇପାରିବେ। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ମାଧ୍ୟମରେ ହିତାଧିକାରୀ ମାନଙ୍କୁ ସଂଗଠିତ, ନିରାପଦ ଏବଂ ଆରାମଦାୟକ ତୀର୍ଥଯାତ୍ରାର ସୁଯୋଗ ପ୍ରଦାନ କରାଯିବାର ବ୍ୟବସ୍ତା କରା ଯାଇଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆ ଯାଇଛି। ମୟୂରଭଞ୍ଜ ଜିଲ୍ଲାରୁ ଆଜି ଦ୍ବିତୀୟ ପର୍ଯ୍ୟାୟ 'ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା' ର ଶୁଭାରମ୍ଭ କରାଯାଇଛି। ଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଦେଖାଇ ଉଦଘାଟନ କରିଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ ୭ଟି ବସ୍ ଯୋଗେ ପ୍ରାୟ ୨୫୦ରୁ ଉର୍ଦ୍ଧ ଆର୍ଥିକ ଅନଗ୍ରସର ବରିଷ୍ଠ ନାଗରିକ ଏହି ତୀର୍ଥଯାତ୍ରା କରିଛନ୍ତି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସମାପ୍ତ ସରିଥିବା ନେଇ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ କହିଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଉନ୍ନୟନ ଅଧିକାରୀ ଧର୍ମାନନ୍ଦ ବେହେରା, ଜିଲ୍ଲା ସଂସ୍କୃୁତି ଅଧିକାରୀ ଡ. ଶୁଭାଶିଷ ନାୟକ, ଉପ ଜିଲ୍ଲାପାଳ ଡ. ଦୟାସିନ୍ଧୁ ପରିଡା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା ପ୍ରମୁଖ ଉପସ୍ଥିତ ଥିଲେ। ତୀର୍ଥଯାତ୍ରୀମାନଙ୍କ ସୁରକ୍ଷିତ ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସହାୟକ ଅଧିକାରୀ ଭାବେ ଦେବବ୍ରତ ମିଶ୍ର, ତନ୍ମୟ ଦାସ, ରୁଦ୍ର କିଶୋର ସ୍ୱାଇଁ, ବିନୟ କୁମାର ସି, ଏମ୍. ମହେନ୍ଦ୍ର ସୋରେନ ଓ କାରୁ ମାରାଣ୍ଡି ପ୍ରମୁଖ ଯାତ୍ରାରେ ସାମିଲ ହୋଇଛନ୍ତି । ଯାତ୍ରା ପୂର୍ବରୁ ବାରିପଦା ଷ୍ଟାଡିୟମରେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟକେନ୍ଦ୍ରର ବିଶେଷଜ୍ଞ ଡାକ୍ତରମାନେ ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଜିଲ୍ଲା ପର୍ଯ୍ୟଟନ ବିକାଶ ଅଧିକାରୀ ହିମାଂଶୁ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମଗ୍ର କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ମାନେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। #mayurbhanj
    1
    ମୟୂରଭଞ୍ଜ ଜିଲ୍ଲାରୁ ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଦ୍ବିତୀୟ ପର୍ଯ୍ୟାୟ ଯାତ୍ରା
ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଯାତ୍ରା କଲେ ୨୩୨ ଶ୍ରଦ୍ଧାଳୁ
ବାରିପଦା, ୧୧/୦୩ (ନିପ୍ର) :- ଓଡ଼ିଶାର ବରିଷ୍ଠ ନାଗରିକ ଓ ବିଧବା ମାନଙ୍କ ଆଧ୍ୟାତ୍ମିକ ଅଭିଳାଷକୁ ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’। ଫେବୃଆରୀ ମାସ ୧୩ତାରିଖରେ ଏହାର ପ୍ରଥମ ପର୍ଯ୍ୟାୟ ସମାପ୍ତ ହୋଇଥିବା ବେଳେ ବୁଧବାର ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ଯାତ୍ରା। ବୟସ, ଦୂରତା କିମ୍ବା ଆର୍ଥିକ ଅଭାବ ଯେପରି ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ବାଧା ସାଜିବ ନାହିଁ, ସେଥିପାଇଁ ପ୍ରଣୟନ କରାଯାଇଛି ଏହି ଯୋଜନା। ୬୦ ରୁ ୭୫ ବର୍ଷ ବୟସ୍କ ଆର୍ଥିକ ଅନଗ୍ରସର ବରିଷ୍ଠ ନାଗରିକ ଏବଂ ୭୫ ବର୍ଷରୁ କମ୍ ବୟସର ବିଧବା ମାନେ ଏହି ସୁବିଧା ପାଇପାରିବେ। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ମାଧ୍ୟମରେ ହିତାଧିକାରୀ ମାନଙ୍କୁ ସଂଗଠିତ, ନିରାପଦ ଏବଂ ଆରାମଦାୟକ ତୀର୍ଥଯାତ୍ରାର ସୁଯୋଗ ପ୍ରଦାନ କରାଯିବାର ବ୍ୟବସ୍ତା କରା ଯାଇଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆ ଯାଇଛି।
ମୟୂରଭଞ୍ଜ ଜିଲ୍ଲାରୁ ଆଜି ଦ୍ବିତୀୟ ପର୍ଯ୍ୟାୟ 'ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା' ର  ଶୁଭାରମ୍ଭ କରାଯାଇଛି। ଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଦେଖାଇ ଉଦଘାଟନ କରିଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ ୭ଟି ବସ୍ ଯୋଗେ ପ୍ରାୟ ୨୫୦ରୁ ଉର୍ଦ୍ଧ ଆର୍ଥିକ ଅନଗ୍ରସର ବରିଷ୍ଠ ନାଗରିକ ଏହି ତୀର୍ଥଯାତ୍ରା କରିଛନ୍ତି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସମାପ୍ତ ସରିଥିବା ନେଇ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ କହିଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଉନ୍ନୟନ ଅଧିକାରୀ ଧର୍ମାନନ୍ଦ ବେହେରା, ଜିଲ୍ଲା ସଂସ୍କୃୁତି ଅଧିକାରୀ ଡ. ଶୁଭାଶିଷ ନାୟକ, ଉପ ଜିଲ୍ଲାପାଳ ଡ. ଦୟାସିନ୍ଧୁ ପରିଡା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା ପ୍ରମୁଖ ଉପସ୍ଥିତ ଥିଲେ। 
ତୀର୍ଥଯାତ୍ରୀମାନଙ୍କ ସୁରକ୍ଷିତ ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସହାୟକ ଅଧିକାରୀ ଭାବେ ଦେବବ୍ରତ ମିଶ୍ର, ତନ୍ମୟ ଦାସ, ରୁଦ୍ର କିଶୋର ସ୍ୱାଇଁ, ବିନୟ କୁମାର ସି, ଏମ୍. ମହେନ୍ଦ୍ର ସୋରେନ ଓ କାରୁ ମାରାଣ୍ଡି ପ୍ରମୁଖ ଯାତ୍ରାରେ ସାମିଲ ହୋଇଛନ୍ତି ।
ଯାତ୍ରା ପୂର୍ବରୁ ବାରିପଦା ଷ୍ଟାଡିୟମରେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟକେନ୍ଦ୍ରର ବିଶେଷଜ୍ଞ ଡାକ୍ତରମାନେ ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଜିଲ୍ଲା ପର୍ଯ୍ୟଟନ ବିକାଶ ଅଧିକାରୀ ହିମାଂଶୁ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମଗ୍ର କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ମାନେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। #mayurbhanj
    user_DLH KHABAR
    DLH KHABAR
    Voice of people ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    1 hr ago
  • Post by MN.NEWS ODIA
    1
    Post by MN.NEWS ODIA
    user_MN.NEWS ODIA
    MN.NEWS ODIA
    Teacher ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • ବିଜେଡି ରୁ ପ୍ରାଥମିକ ସଦସ୍ଯ ପଦରୁ ଇସ୍ତଫା ଦେଲେ ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ଅଧ୍ଯକ୍ଷା ଅଞ୍ଜଳୀ ଦାସ , ବ୍ଯକ୍ତିଗତ କାରଣ ରୁ ସେ ଦଳ ରୁ ଇସ୍ତଫା ଦେଇଥିବା କହିଛନ୍ତି,
    1
    ବିଜେଡି ରୁ ପ୍ରାଥମିକ ସଦସ୍ଯ ପଦରୁ ଇସ୍ତଫା ଦେଲେ ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ଅଧ୍ଯକ୍ଷା ଅଞ୍ଜଳୀ ଦାସ , ବ୍ଯକ୍ତିଗତ କାରଣ ରୁ ସେ ଦଳ ରୁ ଇସ୍ତଫା ଦେଇଥିବା କହିଛନ୍ତି,
    user_Pradeep Jena 9090008815
    Pradeep Jena 9090008815
    ଜଳେଶ୍ୱର, ବାଲେଶ୍ୱର, ଓଡ଼ିଶା•
    9 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.