ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପୋଲସରା ୨୨/୦୪/୨୬ ମହିଳା ମାନଙ୍କ ପାଇଁ ସଂରକ୍ଷଣ ବିଲ୍ କୁ ନେଇ ଏବେ ରାଜନୀତି ଜୋର ଧରିଛି। ଲୋକସଭାରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ବିଲ୍ କାଟ୍ ଖାଇବାକୁ ବିଭିନ୍ନ ମହିଳା ସଙ୍ଗଠନ ପକ୍ଷରୁ ମହିଳା ଆକ୍ରୋଶ ପଦଯାତ୍ରା ଜରିଆରେ କଂଗ୍ରେସ, ବିଜେଡି ଓ ଅନ୍ୟ ଦଳଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯାଉଥିବା ବେଳେ ଆଜି ପୋଲସରା ବିଜେପି ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପଦଯାତ୍ରା କରାଯାଇଛି। ପୋଲସରା ଅବନ୍ତି ନଗର ବିଜେପି କାର୍ଯ୍ୟାଳୟ ଠାରୁ ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ଏକ ପଦଯାତ୍ରା ବାହାରି କଂଗ୍ରେସ ମୁଖିଆ ରାହୁଲ ଗାନ୍ଧୀ ଓ ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କ ବିରୋଧରେ ଶ୍ଳୋଗାନ ଦେଇ ପଦଯାତ୍ରାରେ ବ୍ଳକ ଛକ ପର୍ଯ୍ୟନ୍ତ ଯାଇ ସେଠାରେ ଉଭୟଙ୍କର କୁଶ ପୁତ୍ତଳିକା ଦାହ କରିଥିଲେ। ଏଥିରେ ବହୁ ସଂଖ୍ୟକ ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ର ସଦସ୍ୟ ମାନେ ଏହି ଆକ୍ରୋଶ ପଦଯାତ୍ରାରେ ସାମିଲ ପ୍ରତିକ୍ରିୟା ରଖିଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ
ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପୋଲସରା ୨୨/୦୪/୨୬ ମହିଳା ମାନଙ୍କ ପାଇଁ ସଂରକ୍ଷଣ ବିଲ୍ କୁ ନେଇ ଏବେ ରାଜନୀତି ଜୋର ଧରିଛି। ଲୋକସଭାରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ବିଲ୍ କାଟ୍ ଖାଇବାକୁ ବିଭିନ୍ନ ମହିଳା ସଙ୍ଗଠନ ପକ୍ଷରୁ ମହିଳା ଆକ୍ରୋଶ ପଦଯାତ୍ରା ଜରିଆରେ କଂଗ୍ରେସ, ବିଜେଡି ଓ ଅନ୍ୟ ଦଳଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯାଉଥିବା ବେଳେ ଆଜି ପୋଲସରା ବିଜେପି ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପଦଯାତ୍ରା କରାଯାଇଛି। ପୋଲସରା ଅବନ୍ତି ନଗର ବିଜେପି କାର୍ଯ୍ୟାଳୟ ଠାରୁ ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ଏକ ପଦଯାତ୍ରା ବାହାରି କଂଗ୍ରେସ ମୁଖିଆ ରାହୁଲ ଗାନ୍ଧୀ ଓ ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କ ବିରୋଧରେ ଶ୍ଳୋଗାନ ଦେଇ ପଦଯାତ୍ରାରେ ବ୍ଳକ ଛକ ପର୍ଯ୍ୟନ୍ତ ଯାଇ ସେଠାରେ ଉଭୟଙ୍କର କୁଶ ପୁତ୍ତଳିକା ଦାହ କରିଥିଲେ। ଏଥିରେ ବହୁ ସଂଖ୍ୟକ ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ର ସଦସ୍ୟ ମାନେ ଏହି ଆକ୍ରୋଶ ପଦଯାତ୍ରାରେ ସାମିଲ ପ୍ରତିକ୍ରିୟା ରଖିଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ
- Post by Samanta Sekhar Nayak1
- ବେସରକାରୀ ଜାଗାରେ RD ରାସ୍ତା ନିର୍ମାଣ କୁ ବିରୋଧ, ସରକାରୀ ଜାଗାରେ ରାସ୍ତା ନିର୍ମାଣ ପାଇଁ ଦାବୀ ଅଦ୍ୟ ତା. 22/04/2026 ରିଖ ଅରିଷଣ୍ଢ ଗ୍ରାମ ରେ RD ରାସ୍ତା କାମ କରୁଥିବା ଠିକାଦାର ସରକାରି ଜାଗାରେ ରାସ୍ତା କାମ ନ କରି ମନୋରମା ବେହେରା ଙ୍କ ବେସରକାରୀ ଜାଗାରେ ଜୋର ଜବରଦସ୍ତ ରାସ୍ତା ନିର୍ମାଣ କରୁଥିବାରୁ ମନୋରମା ବେହେରା ଓ ତାଙ୍କ ପରିବାର ପ୍ରତିବାଦ କରିବା ରୁ ଅରିଷଣ୍ଢ ସରପଞ୍ଚ ଙ୍କ ସ୍ବାମୀ ଓ ତାଙ୍କର କିଛି ଲୋକ ଓ ଅସାମାଜିକ କର୍ମୀ ଙ୍କୁ ଆଣି ମହିଳା ମନୋରମା ବେହେରା ଙ୍କୁ ଅସଭ୍ୟ ଭାଷାରେ ଗାଳି କରିବା ସହିତ ତାଙ୍କୁ ଟେକି କି ଫୋପାଡ଼ି ଦେବାକୁ ଧମକ ଦେଇଥିଲେ।ଠିକାଦାର ଜୋର ଜବରଦସ୍ତ ରାସ୍ତା ନିର୍ମାଣ କାର୍ଯ୍ୟ କରୁଛନ୍ତି ଏବଂ ନିମାପଡ଼ା ଥାନାରେ ମଧ୍ୟ ଓଲଟା ମନୋରମା ବେହେରା ଓ ତାଙ୍କ ପରିବାରଙ୍କ ନାମରେ ମିଥ୍ୟା ମାମଲା ରୁଜୁ କରିବାକୁ ପୋଲିସକୁ ଚାପ ପକାଉଛନ୍ତି ବୋଲି ମନୋରମା ବେହେରା ଅଭିଯୋଗ କରିଛନ୍ତି। ଏଣୁ ପୋଲିସ ପ୍ରଶାସନ ଏହାକୁ ନିରପେକ୍ଷ ତଦନ୍ତ କରି ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳ ବାସୀ ଦାବୀ କରିଛନ୍ତି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା ଭୁବନେଶ୍ୱର।1
- ଗୁଣପୁର /ରାୟଗଡା : ମହିଳା ସଂରକ୍ଷଣ ବିଲ୍କୁ ନେଇ କେନ୍ଦ୍ର ସରକାର ଦେଶବାସୀଙ୍କୁ ମିଛ କହୁଛନ୍ତି ଏବଂ ମହିଳାମାନଙ୍କ ଅଧିକାରକୁ ନେଇ କେବଳ ରାଜନୀତି କରୁଛନ୍ତି। ଏହି ଅଭିଯୋଗ ଆଣି ଆଜି ରାୟଗଡ଼ାଠାରେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ମିନାକ୍ଷୀ ବାହିନୀପତିଙ୍କ ପୌରୋହିତ୍ୟରେ ଏକ ଜିଲ୍ଲା ସ୍ତରୀୟ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।1
- tarabalo ରେ ଟିଫିନି ଦୋକାନ ଦେଇଥିବା ଭାଇ ମାନଙ୍କୁ ମୋର 🙏 ଅନୁରୋଧ ଡ୍ରେନ କୁ ଫିଙ୍ଗନ୍ତୁ ନାହିଁ 🙏🙏ସ୍କଲୁ ଭିତରେ ଡ୍ରେନ ପାଣି ପଶୁଚି ପିଲାଙ୍କୁ ଅସୁବିଧା ହାଉଛି2
- ପାନୀୟ ଜଳ ସମସ୍ୟାକୁ ନେଇଁ ବିଡ଼ିଓଙ୍କ ଦ୍ୱାରସ୍ତ ହେଲେ ସିନ୍ଧିଭଟା ଗ୍ରାମବାସୀ। ପାଣି ସମସ୍ୟାର ଦୂର ହେବା ପର୍ଯ୍ୟନ୍ତ ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦେବାକୁ ବିଡ଼ିଓ ଓ #RWSS ଯନ୍ତ୍ରୀ ଙ୍କ ପ୍ରତିଶୃତି. #ଲାଞ୍ଜିଗଡ଼ରୁ ମଳୟ ବେନୁଆଁଙ୍କ ରିପୋର୍ଟ A1TV.1
- ଖୋର୍ଦ୍ଧା ଟାଙ୍ଗୀ ର ବରିଷ୍ଠ ସାମ୍ବାଦିକ ପଦ୍ମନାଭ ବିଶ୍ୱାଳ ଙ୍କୁ ଏକ ସମ୍ବାଦ ପରିବେଷଣକୁ ନେଇ ଜଣେ ଅସାମାଜିକ ବ୍ୟକ୍ତି ତାଙ୍କ ଘରେ ପଶି ଆକ୍ରମଣ କରିବା, ଗାଳିମନ୍ଦ କରିବା ଓ ହତ୍ୟାଧମକ ଦେବା ଘଟଣା ପ୍ରତିବାଦରେ ଆଜି ବହୁ ସଂଖ୍ୟା ରେ ଗଣମାଧ୍ୟମ ପ୍ରତିନିଧି ଖୋରଧା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଭେଟି ଅଭିଯୁକ୍ତ କୁ ତୁରନ୍ତ ଗିରଫ ଦାବି କରିବା ସହିତ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ୭ ଦିନ ମଧ୍ୟ ରେ ଅଭିଯୁକ୍ତ କୁ ଗିରଫ କରାନଗଲେ ସମସ୍ତ ଗଣ ମାଧ୍ୟମ ପ୍ରତିନିଧି ମୁଖ୍ଯମନ୍ତ୍ରୀ ଙ୍କୁ ଭେଟି ଘଟଣା ସମ୍ପର୍କ ରେ ଅବଗତ କରାଇବେ ବୋଲି କହିଛନ୍ତି l ଆଜି ଏ ନେଇ ଏକ ପ୍ରତିନଧିମଣ୍ଡଳୀ ଖୋରଧା ଜିଲ୍ଲା ପ୍ରେସକ୍ଲବ ସଭାପତି ଶୁଭ୍ରାଂଶୁ ରଞ୍ଜନ ସମାନ୍ତରାୟ ଙ୍କ ନେତୃତ୍ୱ ରେ ପ୍ରେସ କ୍ଲବ ସମ୍ପାଦକ ଦିଲୀପ କୁମାର ପଟ୍ଟନାୟକ, ଓ.ୟୁ.ଜେ ଖୋର୍ଦ୍ଧା ଜିଲ୍ଲା ସଭାପତି ତପନ କୁମାର ନାୟକ, ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଂଘ (ଓ.ୟୁ.ଡବ୍ଲୁ.ଜେ) ଖୋର୍ଦ୍ଧା ଜିଲ୍ଲା ଶାଖା ସଭାପତି ପ୍ରକାଶ କୁମାର ହାତୀ, ଉତ୍କଳ ସାମ୍ବାଦିକ ସଂଘ ଖୋର୍ଦ୍ଧା ଜିଲ୍ଲା ସଭାପତି ଅବ୍ୟକ୍ତ ହରିହର ଖାଡଙ୍ଗା, ଟାଙ୍ଗି ବ୍ଲକ ସାମ୍ବାଦିକ ସଂଘ ସମ୍ପାଦକ ମନୋଜ ପଟ୍ଟନାୟକ ଙ୍କ ସମେତ ୬୦ ରୁ ଉର୍ଦ୍ଧ୍ବ ଗଣ ମାଧ୍ୟମ ପ୍ରତିନିଧି ଦାବୀପତ୍ର ପ୍ରଦାନ ସମୟ ରେ ଉପସ୍ଥିତ ଥିଲେ l1
- ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପୋଲସରା ୨୨/୦୪/୨୬ ମହିଳା ମାନଙ୍କ ପାଇଁ ସଂରକ୍ଷଣ ବିଲ୍ କୁ ନେଇ ଏବେ ରାଜନୀତି ଜୋର ଧରିଛି। ଲୋକସଭାରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ବିଲ୍ କାଟ୍ ଖାଇବାକୁ ବିଭିନ୍ନ ମହିଳା ସଙ୍ଗଠନ ପକ୍ଷରୁ ମହିଳା ଆକ୍ରୋଶ ପଦଯାତ୍ରା ଜରିଆରେ କଂଗ୍ରେସ, ବିଜେଡି ଓ ଅନ୍ୟ ଦଳଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯାଉଥିବା ବେଳେ ଆଜି ପୋଲସରା ବିଜେପି ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପଦଯାତ୍ରା କରାଯାଇଛି। ପୋଲସରା ଅବନ୍ତି ନଗର ବିଜେପି କାର୍ଯ୍ୟାଳୟ ଠାରୁ ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ଏକ ପଦଯାତ୍ରା ବାହାରି କଂଗ୍ରେସ ମୁଖିଆ ରାହୁଲ ଗାନ୍ଧୀ ଓ ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କ ବିରୋଧରେ ଶ୍ଳୋଗାନ ଦେଇ ପଦଯାତ୍ରାରେ ବ୍ଳକ ଛକ ପର୍ଯ୍ୟନ୍ତ ଯାଇ ସେଠାରେ ଉଭୟଙ୍କର କୁଶ ପୁତ୍ତଳିକା ଦାହ କରିଥିଲେ। ଏଥିରେ ବହୁ ସଂଖ୍ୟକ ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ର ସଦସ୍ୟ ମାନେ ଏହି ଆକ୍ରୋଶ ପଦଯାତ୍ରାରେ ସାମିଲ ପ୍ରତିକ୍ରିୟା ରଖିଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ1
- ଗୁଣପୁର / ରାୟଗଡା - ମହିଳାଙ୍କ ଅଧିକାରକୁ ନେଇ ରାଜନୀତି ନୁହେଁ ବରଂ ସ୍ପଷ୍ଟତା ଆବଶ୍ୟକ। ମହିଳା ସଂରକ୍ଷଣ ବିଲ୍କୁ ନେଇ କେନ୍ଦ୍ର ସରକାର ଦେଶବାସୀଙ୍କୁ ବିଭ୍ରାନ୍ତ କରୁଥିବା ଅଭିଯୋଗ କରି ଆଜି ରାୟଗଡା ଠାରେ ରାଜ୍ୟ ମହିଳା କଂଗ୍ରେସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ମହିଳା ସଭାନେତ୍ରୀ ଶ୍ରୀମତୀ ମିନାକ୍ଷୀ ବାହିନୀପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ କେନ୍ଦ୍ରର ମହିଳା ବିରୋଧୀ ନୀତିକୁ କଡ଼ା ସମାଲୋଚନା କରାଯାଇଛି। ସଭାନେତ୍ରୀ ଶ୍ରୀମତୀ ବାହିନୀପତି କହିଛନ୍ତି ଯେ, ମହିଳା ସଂରକ୍ଷଣ ବିଲ୍ ୨୦୨୩ ମସିହାରୁ ସର୍ବଦଳୀୟ ସହମତିରେ ପାସ ହୋଇସାରିଛି ଏବଂ ଗତ ୧୬ ଏପ୍ରିଲ ୨୦୨୬ରୁ ୩୩ ପ୍ରତିଶତ ସଂରକ୍ଷଣ ଲାଗୁ ହୋଇଛି। କିନ୍ତୁ କେନ୍ଦ୍ର ସରକାର ଆଗାମୀ ନିର୍ବାଚନକୁ ଆଖିରେ ରଖି ୨୦୧୧ ଜନଗଣନା ଆଧାରରେ ସୀମା ନିର୍ଦ୍ଧାରଣ ବିଲ୍ ପାସ କରାଇବାକୁ ଯୋଜନା କରୁଛନ୍ତି, ଯାହାକୁ ବିରୋଧୀ ଦଳ ପକ୍ଷରୁ ଦୃଢ଼ ବିରୋଧ କରାଯାଇଛି। ବର୍ତ୍ତମାନ ଦେଶରେ ଜନଗଣନା ପ୍ରକ୍ରିୟା ଜାରି ରହିଥିବା ବେଳେ ଏହା ପରେ ହିଁ ନୂତନ ଜନସଂଖ୍ୟା ଭିତ୍ତିରେ ସୀମା ନିର୍ଦ୍ଧାରଣ ନେଇ ଆଲୋଚନା ହେବା ଜରୁରୀ ବୋଲି ସେ ପ୍ରକାଶ କରିଛନ୍ତି। କଂଗ୍ରେସ ଶାସନ ସମୟରେ ହିଁ ୧୯୯୨ ମସିହାରେ ୭୩ତମ ଓ ୭୪ତମ ସମ୍ବିଧାନ ସଂଶୋଧନ ମାଧ୍ୟମରେ ପଞ୍ଚାୟତିରାଜ ବ୍ୟବସ୍ଥାରେ ମହିଳାମାନଙ୍କୁ ପ୍ରକୃତ ସଂରକ୍ଷଣ ଓ ଅଧିକାର ପ୍ରଦାନ କରାଯାଇଥିଲା ବୋଲି ସମ୍ମିଳନୀରେ ମତ ପ୍ରକାଶ ପାଇଛି। କେନ୍ଦ୍ରର ବର୍ତ୍ତମାନର ଯୋଜନା କେବଳ ଭୋଟ୍ ହାତେଇବା ପାଇଁ ଏକ ଚାଲ୍ ବୋଲି କୁହାଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ନେତ୍ରୀ ରତ୍ନମଣୀ ଉଲ୍ଲାକା, ପର୍ଯ୍ୟବେକ୍ଷକ ବଖାଳୀ ସେଠୀ, ମୁରଲୀଧର ନାୟକଙ୍କ ସମେତ ଜିଲ୍ଲାର ବହୁ ବରିଷ୍ଠ ନେତୃବୃନ୍ଦ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ସତ୍ୟକୁ ଜାଣି ସଚେତନ ହେବାକୁ ଅଞ୍ଚଳବାସୀଙ୍କୁ ଏହି ଅବସରରେ ଆହ୍ୱାନ ଦିଆଯାଇଛି।1
- ବିଭିନ୍ନ ଖବର ଓ ମନୋରଞ୍ଜନ ଭିଡ଼ିଓ ଗୁଡ଼ିକ ଦେଖିବା ପାଇଁ ଦୟାକରି ଆମ ସହ ଯୋଡ଼ି ହୁଅନ୍ତୁ।1