ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ 'ଆମ ପୋଷାକ ଆମ ପରିଚୟ' ପାଳିତ ହେଉଅଛି। ଜଗତସିଂହପୁର ୪/୪- ଅପ୍ରେଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅବସରରେ ଏପ୍ରିଲ ୨ ତାରିଖ ଓ ୩ ତାରିଖ ପାରମ୍ପରିକ ପୋଷାକ ପରିଧାନ ଦିବସ 'ଆମ ପୋଷାକ ଆମ ପରିଚୟ' ପାଳିତ ହେଉଅଛି।ଜଗତସିଂହପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଜେ ସୋନାଲ , ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲପାଳ ପ୍ରଶାନ୍ତ କୁମାର ତରାଇଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ତଥା ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ର ଅଧିକାରୀ ଓ କର୍ମଚାରୀ ପାରମ୍ପରିକ ପୋଷାକ ପରିଧାନ ପୂର୍ବକ କାର୍ଯ୍ୟାଳୟକୁ ଆସିଥିଲେ । “ଆମ ପୋଷାକ ଆମ ପରିଚୟ” ସ୍ଲୋଗାନ୍କୁ ସମ୍ମାନ ଜଣାଇ ଆଜି ଖଦୀ, ସମ୍ବଲପୁରୀ, ସୋନପୁରୀ, କୋଟପାଡ, ମାଣିଆବନ୍ଧ, ନୂଆପାଟଣା, ବୋମକାଇ ଆଦି ରାଜ୍ୟର ବିଭିନ୍ନ ସ୍ଥାନର ହସ୍ତତନ୍ତ ବୁଣା ପୋଷାକ ପରିଧାନ କରିଥିଲେ । ଆମ ବସ୍ତ୍ର ହେଉଛି ଆମ ସ୍ୱାଭିମାନ ଓ ଆମ ପରିଚୟ । ଓଡ଼ିଶା ହସ୍ତତନ୍ତ ସମଗ୍ର ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି । ଏଣୁ କେବଳ ଓଡ଼ିଆ ପକ୍ଷ ପାଳନ ନୁହେଁ ଦୈନନ୍ଦିନ ଜୀବନରେ ସମସ୍ତେ ହସ୍ତତନ୍ତ ପୋଷାକ ପିନ୍ଧିବାକୁ ଅଭ୍ୟାସରେ ପରିଣତ କରି ଆମ ବୁଣାକାର ଓ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ସହ ସମୃଦ୍ଧ ଓଡ଼ିଶା ଗଠନରେ ଅଂଶୀଦାର ହେବାକୁ ଜିଲ୍ଲାପାଳ ଆହ୍ଵାନ ଦେଇଛନ୍ତି । ଏହି ଅବସରରେ ଜିଲ୍ଲାପାଳଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଏକତ୍ରିତ ହୋଇ ଫଟୋ ଉଠାଇଥିଲେ । ଜିଲ୍ଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟଠାରେ ମଧ୍ୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଅନୁରୂପ ଭାବେ ପାଳିତ ହୋଇଯାଇଛି । ଏହା ମାଧ୍ୟମରେ ଲୋକମାନଙ୍କ ମନରେ ନିଜ ସଂସ୍କୃତି ପ୍ରତି ସମ୍ମାନ ବଢ଼ିବା ସହ ଏହାକୁ ଆଗାମୀ ପିଢି ପର୍ଯ୍ୟନ୍ତ ପହଞ୍ଚାଇବାର ଏହା ଏକ ପ୍ରୟାସ l ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ, ଜଗତସିଂହପୁର
ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ 'ଆମ ପୋଷାକ ଆମ ପରିଚୟ' ପାଳିତ ହେଉଅଛି। ଜଗତସିଂହପୁର ୪/୪- ଅପ୍ରେଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅବସରରେ ଏପ୍ରିଲ ୨ ତାରିଖ ଓ ୩ ତାରିଖ ପାରମ୍ପରିକ ପୋଷାକ ପରିଧାନ ଦିବସ 'ଆମ ପୋଷାକ ଆମ ପରିଚୟ' ପାଳିତ ହେଉଅଛି।ଜଗତସିଂହପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଜେ ସୋନାଲ , ଅତିରିକ୍ତ ଜିଲ୍ଲାପାଳ ସମ୍ବିତ
କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲପାଳ ପ୍ରଶାନ୍ତ କୁମାର ତରାଇଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ତଥା ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ର ଅଧିକାରୀ ଓ କର୍ମଚାରୀ ପାରମ୍ପରିକ ପୋଷାକ ପରିଧାନ ପୂର୍ବକ କାର୍ଯ୍ୟାଳୟକୁ ଆସିଥିଲେ । “ଆମ ପୋଷାକ ଆମ ପରିଚୟ” ସ୍ଲୋଗାନ୍କୁ ସମ୍ମାନ ଜଣାଇ ଆଜି ଖଦୀ, ସମ୍ବଲପୁରୀ, ସୋନପୁରୀ, କୋଟପାଡ, ମାଣିଆବନ୍ଧ, ନୂଆପାଟଣା, ବୋମକାଇ ଆଦି ରାଜ୍ୟର ବିଭିନ୍ନ ସ୍ଥାନର ହସ୍ତତନ୍ତ ବୁଣା ପୋଷାକ ପରିଧାନ କରିଥିଲେ
। ଆମ ବସ୍ତ୍ର ହେଉଛି ଆମ ସ୍ୱାଭିମାନ ଓ ଆମ ପରିଚୟ । ଓଡ଼ିଶା ହସ୍ତତନ୍ତ ସମଗ୍ର ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି । ଏଣୁ କେବଳ ଓଡ଼ିଆ ପକ୍ଷ ପାଳନ ନୁହେଁ ଦୈନନ୍ଦିନ ଜୀବନରେ ସମସ୍ତେ ହସ୍ତତନ୍ତ ପୋଷାକ ପିନ୍ଧିବାକୁ ଅଭ୍ୟାସରେ ପରିଣତ କରି ଆମ ବୁଣାକାର ଓ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ସହ ସମୃଦ୍ଧ ଓଡ଼ିଶା ଗଠନରେ ଅଂଶୀଦାର ହେବାକୁ ଜିଲ୍ଲାପାଳ ଆହ୍ଵାନ ଦେଇଛନ୍ତି । ଏହି ଅବସରରେ ଜିଲ୍ଲାପାଳଙ୍କ ସମେତ ସମସ୍ତ
ଅଧିକାରୀ ଓ କର୍ମଚାରୀ ଏକତ୍ରିତ ହୋଇ ଫଟୋ ଉଠାଇଥିଲେ । ଜିଲ୍ଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟଠାରେ ମଧ୍ୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଅନୁରୂପ ଭାବେ ପାଳିତ ହୋଇଯାଇଛି । ଏହା ମାଧ୍ୟମରେ ଲୋକମାନଙ୍କ ମନରେ ନିଜ ସଂସ୍କୃତି ପ୍ରତି ସମ୍ମାନ ବଢ଼ିବା ସହ ଏହାକୁ ଆଗାମୀ ପିଢି ପର୍ଯ୍ୟନ୍ତ ପହଞ୍ଚାଇବାର ଏହା ଏକ ପ୍ରୟାସ l ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ, ଜଗତସିଂହପୁର
- ସୀତା ମା ଙ୍କୁ ଲଙ୍କାର ଅଧିପତି ରାବଣ ହରଣ କରି ନେଇଗଲାପରେ ପ୍ରଭୁ ରାମ ଚନ୍ଦ୍ର ଅତି ଦୁଃଖରେ ଭାଂଗିପଡିଛନ୍ତି, ସେହି ଦୁଃଖରେ ସୀତା ମା ଙ୍କୁ ମନ ପକାଇ ଗୀତଟି ବୋଲୁଛନ୍ତି ଏହା ( ଅସୁରେଶ୍ୱର ଦାଣ୍ଡଯାତ୍ରା ର ରାମଲୀଳା ର କିଛି ଦୂର୍ଷ୍ୟ )1
- Post by NEWS MANORANJAN1
- Post by Tapasdas 63727887051
- Post by Rajesh Samantaray1
- Post by ଯାଜପୁର ଖବର ପ୍ରସାରିତ1
- Post by Devi prasad Das1
- ରାଜ୍ୟର ବହୁ ପୁରାତନ ପରମ୍ପରା ମଧ୍ୟରୁ ଅନ୍ୟତମ, ରାଜ୍ୟର କୋଣ ଅନୁକୋଣରୁ ଲୋକଙ୍କ ଭିଡ଼ ଜମିଥାଏ, ରାଜ୍ୟର ସର୍ବ ପୁରାତନ ଏବଂ ପାରମ୍ପରିକ ଲୋକ ମହୋତ୍ସବ,ଆମ ଅସୁରେଶ୍ୱର ଦାଣ୍ଡଯାତ୍ରା, ଆସ ବୁଲିଯିବା, ରାଜ୍ୟର ସବୁଠାରୁ ପୁରାତନ ଏବଂ ପାରମ୍ପରିକ ଯାତ୍ରା, ପ୍ରତିବର୍ଷ ଚୈତ୍ରମାସରେ ଏହି ଉତ୍ସବ ଅନୁଷ୍ଠିତ, ଏହାକୁ ଦେଖିବା ପାଇଁ ଲୋକ ମାନଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଥାଏ1
- Post by NEWS MANORANJAN1
- Post by SOUMYA RANJAN1