logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ନବରଙ୍ଗପୁର ଜିଲ୍ଲା ଯୁବ ବର୍ଗ ଙ୍କ ଦ୍ଵାରା ସ୍ଥାନୀୟ ସରୋଜିନୀ ମଣ୍ଡପ ରେ ସ୍ୱର୍ଗୀୟ ମହମ୍ମଦ ରଫି ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସଙ୍ଗୀତ କାର୍ଯ୍ୟକ୍ରମ କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନବରଙ୍ଗପୁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ବିଧାୟକ ଗୌରୀ ଶଙ୍କର ମାଝୀ ଯୋଗ ଦେଇ ଥିବା ବେଳେ ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଓଡ଼ିଶା ସଙ୍ଗୀତ ଓ ନାଟକ ଏକାଡେମୀ ର ସଦସ୍ୟ ଦେବଦାସ ମହାଙ୍କୁଡ , ଟେଲି ଫିଲ୍ମ ନିର୍ଦ୍ଦେଶକ ମନୋଜ କୁମାର ପଟ୍ଟନାୟକ, ସମାଜସେବୀ ଟିଙ୍କୁ ଜୈନ, ଅଧ୍ୟାପକ ଅଖିଳ ଭଟ୍ଟ ପ୍ରମୁଖ ଯୋଗ ଦେଇ ସ୍ୱର୍ଗତ ରଫିଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହାପରେ ଅନୁଷ୍ଟିତ ସଙ୍ଗୀତ କାର୍ଯ୍ୟକ୍ରମରେ ଜିଲ୍ଲାର କୋଣ ଅନୁକୋଣରୁ ଆସିଥିବା ଯୁବ ବର୍ଗ ର କଳାକାର ମାନେ ସ୍ୱର୍ଗତ ରଫିଙ୍କ ମନଛୁଆଁ ଗୀତ ପରିବେଷଣ କରିଥିଲେ। ପ୍ରଥମ ଥର କେବଳ ଯୁବ ବର୍ଗ ର କଳାକାର ମାନେ ଗୀତ ପରିବେଷଣ କରିବା ସହ ଯନ୍ତ୍ର ସଙ୍ଗୀତ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ଜଣାଶୁଣା ଗାୟକ, ଗାୟିକା, ସଙ୍ଗୀତ ନିର୍ଦ୍ଦେଶକ, ସାହିତ୍ୟକ ଉପସ୍ଥିତ ରହି ଯୁବ ବର୍ଗ କୁ ଉତ୍ସାହିତ କରିଥିଲେ। ସଙ୍ଗୀତ ନିର୍ଦ୍ଦେଶକ ଟିକି ସୁନା ଏବଂ ବରିଷ୍ଟ କଳାକାର କପିଲ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ, ଗାୟକ ଶିବ ମହାପାତ୍ର, କୁମାର ସମର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ନବରଙ୍ଗପୁର ଜିଲ୍ଲା ଯୁବ ବର୍ଗ ଙ୍କ ଦ୍ଵାରା ସ୍ଥାନୀୟ ସରୋଜିନୀ ମଣ୍ଡପ ରେ ସ୍ୱର୍ଗୀୟ ମହମ୍ମଦ ରଫି ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସଙ୍ଗୀତ କାର୍ଯ୍ୟକ୍ରମ କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନବରଙ୍ଗପୁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ବିଧାୟକ ଗୌରୀ ଶଙ୍କର ମାଝୀ ଯୋଗ ଦେଇ ଥିବା ବେଳେ ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଓଡ଼ିଶା ସଙ୍ଗୀତ ଓ ନାଟକ ଏକାଡେମୀ ର ସଦସ୍ୟ ଦେବଦାସ ମହାଙ୍କୁଡ , ଟେଲି ଫିଲ୍ମ ନିର୍ଦ୍ଦେଶକ ମନୋଜ କୁମାର ପଟ୍ଟନାୟକ, ସମାଜସେବୀ ଟିଙ୍କୁ ଜୈନ, ଅଧ୍ୟାପକ ଅଖିଳ ଭଟ୍ଟ ପ୍ରମୁଖ ଯୋଗ ଦେଇ ସ୍ୱର୍ଗତ ରଫିଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହାପରେ ଅନୁଷ୍ଟିତ ସଙ୍ଗୀତ କାର୍ଯ୍ୟକ୍ରମରେ ଜିଲ୍ଲାର କୋଣ ଅନୁକୋଣରୁ ଆସିଥିବା ଯୁବ ବର୍ଗ ର କଳାକାର ମାନେ ସ୍ୱର୍ଗତ ରଫିଙ୍କ ମନଛୁଆଁ ଗୀତ ପରିବେଷଣ କରିଥିଲେ। ପ୍ରଥମ ଥର କେବଳ ଯୁବ ବର୍ଗ ର କଳାକାର ମାନେ ଗୀତ ପରିବେଷଣ କରିବା ସହ ଯନ୍ତ୍ର ସଙ୍ଗୀତ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ଜଣାଶୁଣା ଗାୟକ, ଗାୟିକା, ସଙ୍ଗୀତ ନିର୍ଦ୍ଦେଶକ, ସାହିତ୍ୟକ ଉପସ୍ଥିତ ରହି ଯୁବ ବର୍ଗ କୁ ଉତ୍ସାହିତ କରିଥିଲେ। ସଙ୍ଗୀତ ନିର୍ଦ୍ଦେଶକ ଟିକି ସୁନା ଏବଂ ବରିଷ୍ଟ କଳାକାର କପିଲ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ, ଗାୟକ ଶିବ ମହାପାତ୍ର, କୁମାର ସମର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

3 hrs ago
user_Narendra Patra
Narendra Patra
Local News Reporter କୋସାଗୁମୁଡା, ନବରଙ୍ଗପୁର, ଓଡ଼ିଶା•
3 hrs ago
f24388a5-9790-4edd-930d-b09868c726c2

ନବରଙ୍ଗପୁର ଜିଲ୍ଲା ଯୁବ ବର୍ଗ ଙ୍କ ଦ୍ଵାରା ସ୍ଥାନୀୟ ସରୋଜିନୀ ମଣ୍ଡପ ରେ ସ୍ୱର୍ଗୀୟ ମହମ୍ମଦ ରଫି ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସଙ୍ଗୀତ କାର୍ଯ୍ୟକ୍ରମ କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନବରଙ୍ଗପୁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ବିଧାୟକ ଗୌରୀ ଶଙ୍କର ମାଝୀ ଯୋଗ ଦେଇ ଥିବା ବେଳେ ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଓଡ଼ିଶା ସଙ୍ଗୀତ ଓ ନାଟକ ଏକାଡେମୀ ର ସଦସ୍ୟ ଦେବଦାସ ମହାଙ୍କୁଡ , ଟେଲି ଫିଲ୍ମ ନିର୍ଦ୍ଦେଶକ ମନୋଜ କୁମାର ପଟ୍ଟନାୟକ, ସମାଜସେବୀ ଟିଙ୍କୁ ଜୈନ, ଅଧ୍ୟାପକ ଅଖିଳ ଭଟ୍ଟ ପ୍ରମୁଖ ଯୋଗ ଦେଇ ସ୍ୱର୍ଗତ ରଫିଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି

2a6949fc-a7f5-4c1f-bdb1-2977c6e571ed

ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହାପରେ ଅନୁଷ୍ଟିତ ସଙ୍ଗୀତ କାର୍ଯ୍ୟକ୍ରମରେ ଜିଲ୍ଲାର କୋଣ ଅନୁକୋଣରୁ ଆସିଥିବା ଯୁବ ବର୍ଗ ର କଳାକାର ମାନେ ସ୍ୱର୍ଗତ ରଫିଙ୍କ ମନଛୁଆଁ ଗୀତ ପରିବେଷଣ କରିଥିଲେ। ପ୍ରଥମ ଥର କେବଳ ଯୁବ ବର୍ଗ ର କଳାକାର ମାନେ ଗୀତ ପରିବେଷଣ କରିବା ସହ ଯନ୍ତ୍ର ସଙ୍ଗୀତ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ଜଣାଶୁଣା ଗାୟକ, ଗାୟିକା, ସଙ୍ଗୀତ ନିର୍ଦ୍ଦେଶକ, ସାହିତ୍ୟକ ଉପସ୍ଥିତ ରହି ଯୁବ ବର୍ଗ କୁ ଉତ୍ସାହିତ କରିଥିଲେ। ସଙ୍ଗୀତ ନିର୍ଦ୍ଦେଶକ ଟିକି ସୁନା ଏବଂ ବରିଷ୍ଟ କଳାକାର କପିଲ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ, ଗାୟକ ଶିବ ମହାପାତ୍ର, କୁମାର ସମର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ନବରଙ୍ଗପୁର ଜିଲ୍ଲା

06703230-100d-423b-9727-71750c59c81f

ଯୁବ ବର୍ଗ ଙ୍କ ଦ୍ଵାରା ସ୍ଥାନୀୟ ସରୋଜିନୀ ମଣ୍ଡପ ରେ ସ୍ୱର୍ଗୀୟ ମହମ୍ମଦ ରଫି ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସଙ୍ଗୀତ କାର୍ଯ୍ୟକ୍ରମ କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନବରଙ୍ଗପୁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ବିଧାୟକ ଗୌରୀ ଶଙ୍କର ମାଝୀ ଯୋଗ ଦେଇ ଥିବା ବେଳେ ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଓଡ଼ିଶା ସଙ୍ଗୀତ ଓ ନାଟକ ଏକାଡେମୀ ର ସଦସ୍ୟ ଦେବଦାସ ମହାଙ୍କୁଡ , ଟେଲି ଫିଲ୍ମ ନିର୍ଦ୍ଦେଶକ ମନୋଜ କୁମାର ପଟ୍ଟନାୟକ, ସମାଜସେବୀ ଟିଙ୍କୁ ଜୈନ, ଅଧ୍ୟାପକ ଅଖିଳ ଭଟ୍ଟ ପ୍ରମୁଖ ଯୋଗ ଦେଇ ସ୍ୱର୍ଗତ ରଫିଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ

d4b05e02-8d75-4854-bf4c-98263badef36

କରିଥିଲେ। ଏହାପରେ ଅନୁଷ୍ଟିତ ସଙ୍ଗୀତ କାର୍ଯ୍ୟକ୍ରମରେ ଜିଲ୍ଲାର କୋଣ ଅନୁକୋଣରୁ ଆସିଥିବା ଯୁବ ବର୍ଗ ର କଳାକାର ମାନେ ସ୍ୱର୍ଗତ ରଫିଙ୍କ ମନଛୁଆଁ ଗୀତ ପରିବେଷଣ କରିଥିଲେ। ପ୍ରଥମ ଥର କେବଳ ଯୁବ ବର୍ଗ ର କଳାକାର ମାନେ ଗୀତ ପରିବେଷଣ କରିବା ସହ ଯନ୍ତ୍ର ସଙ୍ଗୀତ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ଜଣାଶୁଣା ଗାୟକ, ଗାୟିକା, ସଙ୍ଗୀତ ନିର୍ଦ୍ଦେଶକ, ସାହିତ୍ୟକ ଉପସ୍ଥିତ ରହି ଯୁବ ବର୍ଗ କୁ ଉତ୍ସାହିତ କରିଥିଲେ। ସଙ୍ଗୀତ ନିର୍ଦ୍ଦେଶକ ଟିକି ସୁନା ଏବଂ ବରିଷ୍ଟ କଳାକାର କପିଲ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ, ଗାୟକ ଶିବ ମହାପାତ୍ର, କୁମାର ସମର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

More news from ଓଡ଼ିଶା and nearby areas
  • ଦେବାଦେବୀଙ୍କ ପାରମ୍ପାରିକ ଆଭୂଷଣ ତିଆରି କରି ସ୍ୱାବଲମ୍ବୀ #Nabarangpur #National24
    1
    ଦେବାଦେବୀଙ୍କ ପାରମ୍ପାରିକ ଆଭୂଷଣ ତିଆରି କରି ସ୍ୱାବଲମ୍ବୀ #Nabarangpur #National24
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    13 hrs ago
  • ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦଙ୍କ ହସ୍ତକ୍ଷେପ ପରେ ଜୟପୁର R&B ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ। ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦଙ୍କ ହସ୍ତକ୍ଷେପ ପରେ ଜୟପୁର R&B ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ।
    1
    ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦଙ୍କ ହସ୍ତକ୍ଷେପ ପରେ ଜୟପୁର R&B ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ।
ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦଙ୍କ ହସ୍ତକ୍ଷେପ ପରେ ଜୟପୁର R&B ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    41 min ago
  • ଟେମରା ଠାରେ ମାଆ ବସ୍ତେରେନ ମାଉଳିଙ୍କ ଆଷାଢ଼କେନା ମଣ୍ଡେଇ ଯାତ୍ରା #Kalahandi #MandaiYatra #OdishaCulture #Temera #MaaBasteren କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଟେମରା ଗ୍ରାମରେ ମାଆ ବସ୍ତେରେନ ମାଉଳିଙ୍କ ପ୍ରସିଦ୍ଧ ଆଷାଢ଼କେନା ମଣ୍ଡେଇ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ବାଦ୍ୟବାଜଣା ଓ ନୀତିକାନ୍ତିରେ ଏହି ଯାତ୍ରା ପାଳିତ ହୋଇଛି। ଏହି ଯାତ୍ରା ସରିବା ପରେ ଅଞ୍ଚଳର ଚାଷୀମାନେ ନିଜର ଧାନ ରୁଆ ଏବଂ ବିହୁଡ଼ା କାର୍ଯ୍ୟ ଆରମ୍ଭ କରିଥାନ୍ତି। ଆସନ୍ତୁ ଦେଖିବା ଏହି ଦିବ୍ୟ ଯାତ୍ରାର କିଛି ଝଲକ। ମାଆଙ୍କ ଆଶୀର୍ବାଦରୁ ଭଲ ଫସଲ ହେବାର ବିଶ୍ୱାସ ରହିଛି। ସମ୍ପୂର୍ଣ୍ଣ ଭିଡିଓ ନିଶ୍ଚୟ ଦେଖନ୍ତୁ।
    1
    ଟେମରା ଠାରେ ମାଆ ବସ୍ତେରେନ ମାଉଳିଙ୍କ ଆଷାଢ଼କେନା ମଣ୍ଡେଇ ଯାତ୍ରା
#Kalahandi #MandaiYatra #OdishaCulture #Temera #MaaBasteren 
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଟେମରା ଗ୍ରାମରେ ମାଆ ବସ୍ତେରେନ ମାଉଳିଙ୍କ ପ୍ରସିଦ୍ଧ ଆଷାଢ଼କେନା ମଣ୍ଡେଇ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ବାଦ୍ୟବାଜଣା ଓ ନୀତିକାନ୍ତିରେ ଏହି ଯାତ୍ରା ପାଳିତ ହୋଇଛି। ଏହି ଯାତ୍ରା ସରିବା ପରେ ଅଞ୍ଚଳର ଚାଷୀମାନେ ନିଜର ଧାନ ରୁଆ ଏବଂ ବିହୁଡ଼ା କାର୍ଯ୍ୟ ଆରମ୍ଭ କରିଥାନ୍ତି। ଆସନ୍ତୁ ଦେଖିବା ଏହି ଦିବ୍ୟ ଯାତ୍ରାର କିଛି ଝଲକ। ମାଆଙ୍କ ଆଶୀର୍ବାଦରୁ ଭଲ ଫସଲ ହେବାର ବିଶ୍ୱାସ ରହିଛି। ସମ୍ପୂର୍ଣ୍ଣ ଭିଡିଓ ନିଶ୍ଚୟ ଦେଖନ୍ତୁ।
    user_ଅମୋଜ ଧରୁଆ
    ଅମୋଜ ଧରୁଆ
    କୋକସରା, କଳାହାଣ୍ଡି, ଓଡ଼ିଶା•
    4 hrs ago
  • ଦେଖନ୍ତୁ 🙏🙏🙏
    1
    ଦେଖନ୍ତୁ 🙏🙏🙏
    user_ବାଲେଶ୍ୱର ନାଏକ
    ବାଲେଶ୍ୱର ନାଏକ
    ଥୁଆମୂଳ ରାମପୁର, କଳାହାଣ୍ଡି, ଓଡ଼ିଶା•
    3 hrs ago
  • ସାର ଅଭାବକୁ ନେଇ ଅଧଘଣ୍ଟା ଧରି ରାଜରାସ୍ତା ଅବରୋଧ ପ୍ରଶାସନର ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ ଚାଷୀଙ୍କ ବିକ୍ଷୋଭରେ ଠପ୍ ହେଲା ଯାତାୟାତ, ପ୍ରଶାସନର ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ
    1
    ସାର ଅଭାବକୁ ନେଇ ଅଧଘଣ୍ଟା ଧରି ରାଜରାସ୍ତା ଅବରୋଧ ପ୍ରଶାସନର ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ
ଚାଷୀଙ୍କ ବିକ୍ଷୋଭରେ ଠପ୍ ହେଲା ଯାତାୟାତ, ପ୍ରଶାସନର ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ
    user_Dinu kuldeep
    Dinu kuldeep
    ରାୟଘର, ନବରଙ୍ଗପୁର, ଓଡ଼ିଶା•
    23 hrs ago
  • ପରମ ପ୍ରେମମୟୀ ଶ୍ରୀ ଶ୍ରୀ ବଡ଼ମା'ଙ୍କ ୧୩୩ତମ ଆବିର୍ଭାବ ଦିବସ ପାଳିତ ପରମ ପ୍ରେମମୟୀ ଶ୍ରୀ ଶ୍ରୀ ବଡମା'ଙ୍କ ୧୩୩ତମ ଆବିର୍ଭାବ ଦିବସ ସତସଙ୍ଗ କେନ୍ଦ୍ର ଦାମନଯୋଡି ଠାରେ ଶୁକ୍ରବାର ପାଳିତ ହୋଇଛି। ଏହି ଅବସରରେ ପ୍ରଭାତରେ ଉଷା କୀର୍ତ୍ତନ, ଜନ୍ମ ଲଗ୍ନ ଘୋଷଣା ଓ ସଙ୍ଗୀତାଞଳି, ଅପରାହ୍ନରେ ମାତୃ ସମ୍ମୀଳନୀ ଏବଂ ସନ୍ଧ୍ୟାରେ ସନ୍ଧ୍ୟା ବିନତୀ,ସତସଙ୍ଗ, ଆନନ୍ଦ ବଜାର ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏକ ଉତ୍ତମ ପରିବାର ଗଠନରେ ନାରୀର କର୍ତ୍ତବ୍ୟ,ସ୍ବାମୀ ସ୍ତ୍ରୀର ସମ୍ପର୍କ,ନାରୀର ନୀତି ଏବଂ ଶ୍ରୀ ଶ୍ରୀ ବଡମାଙ୍କ ବାଣୀ ଉପରେ ସଦାଲୋଚନା କରାଯାଇଥିଲା। ବିପ୍ଳବ ନାୟକ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରବୀନ୍ଦ୍ର ପାଣିଗ୍ରାହୀ,ଅଭୟ ଜେନା,ନୀଳମଣି ପଟ୍ଟନାୟକ,ହିତେନ୍ଦ୍ର ସେଠୀ,ଅଜୟ ଜେନା, ସୌରଭ ବିଶ୍ବାଳ,ସଂଗ୍ରାମ ଘଡ଼େଇ,ନୀଳମାଧବ ପାତ୍ର,ଦୁର୍ଯୋଧନ ଘଡ଼େଇ,ଜନକ ସାମଲ,ଆଲୋକ ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲା ବେଳେ ସ୍ଥାନୀୟ ଅଞ୍ଚଳରୁ ଶତାଧିକ ଗୁରୁଭାଇ ଓ ମାଆମାନେ ଯୋଗ ଦେଇଥିଲେ।
    1
    ପରମ ପ୍ରେମମୟୀ ଶ୍ରୀ ଶ୍ରୀ ବଡ଼ମା'ଙ୍କ ୧୩୩ତମ ଆବିର୍ଭାବ ଦିବସ ପାଳିତ 
ପରମ ପ୍ରେମମୟୀ ଶ୍ରୀ ଶ୍ରୀ ବଡମା'ଙ୍କ ୧୩୩ତମ ଆବିର୍ଭାବ ଦିବସ ସତସଙ୍ଗ କେନ୍ଦ୍ର ଦାମନଯୋଡି ଠାରେ ଶୁକ୍ରବାର ପାଳିତ ହୋଇଛି। ଏହି ଅବସରରେ ପ୍ରଭାତରେ ଉଷା କୀର୍ତ୍ତନ, ଜନ୍ମ ଲଗ୍ନ ଘୋଷଣା ଓ ସଙ୍ଗୀତାଞଳି, ଅପରାହ୍ନରେ ମାତୃ ସମ୍ମୀଳନୀ ଏବଂ ସନ୍ଧ୍ୟାରେ ସନ୍ଧ୍ୟା ବିନତୀ,ସତସଙ୍ଗ, ଆନନ୍ଦ ବଜାର ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏକ ଉତ୍ତମ ପରିବାର ଗଠନରେ ନାରୀର କର୍ତ୍ତବ୍ୟ,ସ୍ବାମୀ ସ୍ତ୍ରୀର ସମ୍ପର୍କ,ନାରୀର ନୀତି ଏବଂ ଶ୍ରୀ ଶ୍ରୀ ବଡମାଙ୍କ ବାଣୀ ଉପରେ ସଦାଲୋଚନା କରାଯାଇଥିଲା। ବିପ୍ଳବ ନାୟକ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରବୀନ୍ଦ୍ର ପାଣିଗ୍ରାହୀ,ଅଭୟ ଜେନା,ନୀଳମଣି ପଟ୍ଟନାୟକ,ହିତେନ୍ଦ୍ର ସେଠୀ,ଅଜୟ ଜେନା, ସୌରଭ ବିଶ୍ବାଳ,ସଂଗ୍ରାମ ଘଡ଼େଇ,ନୀଳମାଧବ ପାତ୍ର,ଦୁର୍ଯୋଧନ ଘଡ଼େଇ,ଜନକ ସାମଲ,ଆଲୋକ ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲା ବେଳେ ସ୍ଥାନୀୟ ଅଞ୍ଚଳରୁ ଶତାଧିକ ଗୁରୁଭାଇ ଓ ମାଆମାନେ ଯୋଗ ଦେଇଥିଲେ।
    user_Manas Ranjan Kar
    Manas Ranjan Kar
    Insurance Agent ଦାମନଯୋଡି, କୋରାପୁଟ, ଓଡ଼ିଶା•
    11 hrs ago
  • ବନ୍ଧୁଗାଁ ବ୍ଲକ କାବ୍ରିବାଡି ପଞ୍ଚାୟତ ର ରାସ୍ତା ନିର୍ମାଣ ବିଳମ୍ବ ଯୋଗୁଁ ପଞ୍ଚାୟତର ୨୨ ଟି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି
    3
    ବନ୍ଧୁଗାଁ ବ୍ଲକ କାବ୍ରିବାଡି ପଞ୍ଚାୟତ ର ରାସ୍ତା ନିର୍ମାଣ ବିଳମ୍ବ ଯୋଗୁଁ ପଞ୍ଚାୟତର ୨୨ ଟି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି
    user_Uttam Nayak
    Uttam Nayak
    ବନ୍ଧୁଗାଁ, କୋରାପୁଟ, ଓଡ଼ିଶା•
    8 hrs ago
  • ଜୟପୁର R & B SEଙ୍କ ମନ୍ତବ୍ୟ ପରେ ତୀବ୍ର ହେଲା ବକେୟା ଦରମା ଦାବି ଧାରଣା ଜୟପୁର R & B SEଙ୍କ ମନ୍ତବ୍ୟ ପରେ ତୀବ୍ର ହେଲା ବକେୟା ଦରମା ଦାବି ଧାରଣା
    1
    ଜୟପୁର R & B SEଙ୍କ ମନ୍ତବ୍ୟ ପରେ ତୀବ୍ର ହେଲା ବକେୟା ଦରମା ଦାବି ଧାରଣା
ଜୟପୁର R & B SEଙ୍କ ମନ୍ତବ୍ୟ ପରେ ତୀବ୍ର ହେଲା ବକେୟା ଦରମା ଦାବି ଧାରଣା
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.