logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସମ୍ବଲପୁରୀ ଦିନ ତଥା ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟ ମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ #rishitv #sambalpuri #days #sambalpur #paschimodisha #news #odisha #cm #MohanCharanMajhi #wishes

1 hr ago
user_Ranjan hota
Ranjan hota
Sonepur, Odisha•
1 hr ago

ସମ୍ବଲପୁରୀ ଦିନ ତଥା ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟ ମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ #rishitv #sambalpuri #days #sambalpur #paschimodisha #news #odisha #cm #MohanCharanMajhi #wishes

More news from Odisha and nearby areas
  • ବରପାହାଡ଼ ଖୋଲ ଚେକ ଡେମ ନିର୍ମାଣ ରେ ହୋଇଥିବା ନିମ୍ନମାନର କାମ କୁ ନେଇ ବନଖଣ୍ଡ ଅଧିକାର କଣ କହୁଛନ୍ତି ଶୁଣନ୍ତୁ #rishitv #checkdam #ranger #forestdeparment #subarnapur #sonepur #cmoodisha #village #menda #highlight #trendingpost ସୁବର୍ଣପୁର ଜ଼ିଲ୍ଲା ତରଭା ବ୍ଲକ ପାଇକବାହାଲ ପଞ୍ଚାୟତ ଅନ୍ତର୍ଗତ ବ୍ରହମଣୀପାଲି ରାଜପାଲି ର ବରପାହାଡ଼ ଖୋଲ ରେ ହୋଇଛି ନିମ୍ନମାନର ଚେକ ଡେମ କାମ...
    1
    ବରପାହାଡ଼ ଖୋଲ  ଚେକ ଡେମ ନିର୍ମାଣ  ରେ ହୋଇଥିବା ନିମ୍ନମାନର 
କାମ କୁ ନେଇ ବନଖଣ୍ଡ ଅଧିକାର କଣ କହୁଛନ୍ତି ଶୁଣନ୍ତୁ 
#rishitv #checkdam #ranger #forestdeparment 
#subarnapur #sonepur #cmoodisha #village 
#menda #highlight #trendingpost 
 ସୁବର୍ଣପୁର ଜ଼ିଲ୍ଲା  ତରଭା ବ୍ଲକ ପାଇକବାହାଲ ପଞ୍ଚାୟତ ଅନ୍ତର୍ଗତ 
ବ୍ରହମଣୀପାଲି  ରାଜପାଲି ର ବରପାହାଡ଼ ଖୋଲ ରେ ହୋଇଛି ନିମ୍ନମାନର ଚେକ ଡେମ କାମ...
    user_Ranjan hota
    Ranjan hota
    Sonepur, Odisha•
    6 hrs ago
  • ଲଗାଣ ବର୍ଷା ରେ ଭାଙ୍ଗିଲା ଘର ଅଳ୍ପକେ ବର୍ତ୍ତି ରେ ପରିବାର ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତ ର ଜୟପୁର ଗ୍ରାମ ର ନନ୍ଦିନୀ କର୍ଣ୍ଣାଙ୍କ ଘର ଲଗାଣ ବର୍ଷା ଭାଙ୍ଗିଯାଇଛି।ଘର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।ଘର ପାଇଁ
    1
    ଲଗାଣ ବର୍ଷା ରେ ଭାଙ୍ଗିଲା ଘର ଅଳ୍ପକେ ବର୍ତ୍ତି ରେ ପରିବାର 
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତ ର ଜୟପୁର ଗ୍ରାମ ର ନନ୍ଦିନୀ କର୍ଣ୍ଣାଙ୍କ ଘର ଲଗାଣ ବର୍ଷା ଭାଙ୍ଗିଯାଇଛି।ଘର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।ଘର ପାଇଁ
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    9 hrs ago
  • ବୌଦ୍ଧ ଅବକାରୀ ମୋବାଇଲ୍ ସ୍କ୍ଵାଡ ପକ୍ଷରୁ ପିକପ୍ ସହ 100 କେଜି ଗଞ୍ଜେଇ ଜବତ୍
    1
    ବୌଦ୍ଧ ଅବକାରୀ ମୋବାଇଲ୍ ସ୍କ୍ଵାଡ ପକ୍ଷରୁ ପିକପ୍ ସହ 100 କେଜି ଗଞ୍ଜେଇ ଜବତ୍
    user_Satyajit Panda
    Satyajit Panda
    Journalist ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    15 hrs ago
  • Post by Nilakantha Kumar
    1
    Post by Nilakantha Kumar
    user_Nilakantha Kumar
    Nilakantha Kumar
    Gochhapada, Kandhamal•
    16 hrs ago
  • ବୌଦ୍ଧରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ତାଲିମ କାର୍ଯ୍ୟକ୍ରମ :-ବାଲ୍ୟ ବିବାହ ମୁକ୍ତ ବୌଦ୍ଧ, ସୁରକ୍ଷିତ ଶୈଶବ ସଶକ୍ତ ଭବିଷ୍ୟତ ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ। ବୌଦ୍ଧ: ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ "ଜିଲ୍ଲା ରଣନୀତିକ କାର୍ଯ୍ୟସୂଚୀ-୨୦୨୬" (District Strategic Action Plan - 2026) ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ବାଲ୍ୟବିବାହର ସମ୍ପୂର୍ଣ୍ଣ ନିରାକରଣ ପାଇଁ ଉଦ୍ଦିଷ୍ଟ "ଜିଲ୍ଲା କାର୍ଯ୍ୟସୂଚୀ" ର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ମିଳିତ ସମାବେଶରେ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO) ଶ୍ରୀମତୀ ସାଗରିକା ଦତ୍ତ ଉପସ୍ଥିତ ସମସ୍ତ ଅତିଥି ତଥା ଅଧିକାରୀମାନଙ୍କୁ ଆନୁଷ୍ଠାନିକ ସ୍ୱାଗତ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରୀ ଘାସିରାମ ପଣ୍ଡା , ୟୁନି ସେଫ୍ ପରାମର୍ଶଦାତା ରିସୋର୍ସ ପର୍ସନ ଭାବେ ଯୋଗଦେଇ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି କେମିତି ଜିଲ୍ଲା ରୁ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବିଲୁପ୍ତ ହେବ ଏହା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ବାଲ୍ୟବିବାହ ଜିଲ୍ଲା ସଂଯୋଜକ ଅକ୍ଷୟ ସିଂହ ଏହି ସମଗ୍ର ବୈଠକକୁ ପରିଚାଳନା କରିଥିଲେ। ବୌଦ୍ଧ "ଜିଲ୍ଲା ମହିଳା ସଶକ୍ତିକରଣ କେନ୍ଦ୍ର" (DHEW) ର ସକ୍ରିୟ ସମନ୍ୱୟ ଏବଂ ସହଯୋଗରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଛି। ଜିଲ୍ଲାରୁ ବାଲ୍ୟବିବାହ ଭଳି ପ୍ରଥାକୁ ସମ୍ପୂର୍ଣ୍ଣ ରୂପେ ଦୂର କରିବା ପାଇଁ ସମସ୍ତ ଲାଇନ ଡିପାର୍ଟମେଣ୍ଟ ନିଜ ନିଜ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଏହି ମିଳିତ ସଭାରେ ସ୍ଥିର କରିଛନ୍ତିl ଏହି କାର୍ଯ୍ୟକ୍ରମରେ ଡିସିପିଓ ରାହୁଲ ପ୍ରଧାନ, ପୋଲିସ ଅଧିକାରୀ ବାସୁଦେବ ଭୋଇ, ଡିପିସି ମମତା ଆଶିଷ ମହାନ୍ତି, ସମସ୍ତ ସିଡିପିଓ, ସୁପରଭାଇଜର, ଅଧ୍ୟକ୍ଷ CWC ପ୍ରମୋଦ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଡିପିଓ ସୁଦାମ ଚରଣ ସାମଲ, ଡିସି ବାଲ୍ୟ ବିବାହ ଅକ୍ଷୟ କୁମାର ସିଂ, ଡିସି ହବ ସୁଜାତା ପାଣିଗ୍ରାହୀ, ଡିପିସି ମିଶନ ଶକ୍ତି ରଶ୍ମି ରଞ୍ଜନ ସେଠୀ,ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଭିନ୍ନ ଉଚ୍ଚବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦାନ କରିଥିଲା। କାର୍ଯ୍ୟକ୍ରମ ଶେଷରେ ପ୍ରୋଗ୍ରାମ ଅଫିସର ଶ୍ରୀମତୀ ରୀନା ମହାନ୍ତି ଉପସ୍ଥିତ ସମସ୍ତ ଅତିଥି, ଅଧିକାରୀ ଏବଂ ଅଂଶଗ୍ରହଣକାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।
    3
    ବୌଦ୍ଧରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ତାଲିମ କାର୍ଯ୍ୟକ୍ରମ
 :-ବାଲ୍ୟ ବିବାହ ମୁକ୍ତ ବୌଦ୍ଧ, ସୁରକ୍ଷିତ ଶୈଶବ ସଶକ୍ତ ଭବିଷ୍ୟତ ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ।
ବୌଦ୍ଧ: ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ  ଅଧ୍ୟକ୍ଷତାରେ "ଜିଲ୍ଲା ରଣନୀତିକ କାର୍ଯ୍ୟସୂଚୀ-୨୦୨୬" (District Strategic Action Plan - 2026) ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ବାଲ୍ୟବିବାହର ସମ୍ପୂର୍ଣ୍ଣ ନିରାକରଣ ପାଇଁ ଉଦ୍ଦିଷ୍ଟ "ଜିଲ୍ଲା କାର୍ଯ୍ୟସୂଚୀ" ର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ମିଳିତ ସମାବେଶରେ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO) ଶ୍ରୀମତୀ ସାଗରିକା ଦତ୍ତ ଉପସ୍ଥିତ ସମସ୍ତ ଅତିଥି ତଥା ଅଧିକାରୀମାନଙ୍କୁ ଆନୁଷ୍ଠାନିକ ସ୍ୱାଗତ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରୀ ଘାସିରାମ ପଣ୍ଡା , ୟୁନି ସେଫ୍ ପରାମର୍ଶଦାତା 
ରିସୋର୍ସ ପର୍ସନ ଭାବେ ଯୋଗଦେଇ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି କେମିତି ଜିଲ୍ଲା ରୁ ବାଲ୍ୟ ବିବାହ ସମ୍ପୂର୍ଣ୍ଣ  ବିଲୁପ୍ତ ହେବ  ଏହା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ବାଲ୍ୟବିବାହ ଜିଲ୍ଲା ସଂଯୋଜକ ଅକ୍ଷୟ ସିଂହ ଏହି ସମଗ୍ର ବୈଠକକୁ ପରିଚାଳନା  କରିଥିଲେ। ବୌଦ୍ଧ "ଜିଲ୍ଲା ମହିଳା ସଶକ୍ତିକରଣ କେନ୍ଦ୍ର" (DHEW) ର ସକ୍ରିୟ ସମନ୍ୱୟ ଏବଂ ସହଯୋଗରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଛି। ଜିଲ୍ଲାରୁ ବାଲ୍ୟବିବାହ ଭଳି ପ୍ରଥାକୁ ସମ୍ପୂର୍ଣ୍ଣ ରୂପେ ଦୂର କରିବା ପାଇଁ ସମସ୍ତ ଲାଇନ ଡିପାର୍ଟମେଣ୍ଟ ନିଜ ନିଜ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଏହି ମିଳିତ ସଭାରେ ସ୍ଥିର କରିଛନ୍ତିl ଏହି କାର୍ଯ୍ୟକ୍ରମରେ ଡିସିପିଓ ରାହୁଲ ପ୍ରଧାନ, ପୋଲିସ ଅଧିକାରୀ ବାସୁଦେବ ଭୋଇ, ଡିପିସି ମମତା ଆଶିଷ ମହାନ୍ତି,  ସମସ୍ତ ସିଡିପିଓ, ସୁପରଭାଇଜର, ଅଧ୍ୟକ୍ଷ CWC ପ୍ରମୋଦ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଡିପିଓ ସୁଦାମ ଚରଣ ସାମଲ, ଡିସି ବାଲ୍ୟ ବିବାହ ଅକ୍ଷୟ କୁମାର ସିଂ, ଡିସି ହବ ସୁଜାତା ପାଣିଗ୍ରାହୀ, ଡିପିସି ମିଶନ ଶକ୍ତି ରଶ୍ମି ରଞ୍ଜନ ସେଠୀ,ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଭିନ୍ନ ଉଚ୍ଚବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦାନ କରିଥିଲା।
କାର୍ଯ୍ୟକ୍ରମ ଶେଷରେ ପ୍ରୋଗ୍ରାମ ଅଫିସର ଶ୍ରୀମତୀ ରୀନା ମହାନ୍ତି ଉପସ୍ଥିତ ସମସ୍ତ ଅତିଥି, ଅଧିକାରୀ ଏବଂ ଅଂଶଗ୍ରହଣକାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।
    user_RABINDRA PATTNAIK
    RABINDRA PATTNAIK
    Social worker ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    1 day ago
  • #ମୋର_ମା_ଆଏ_ସମ୍ବଲପୁରୀ #ମୋର_ମା_ଆଏ_ସମ୍ବଲପୁରୀ #ମୋର_ମା_ଆଏ_ସମ୍ବଲପୁରୀ #ମୋର_ମା_ଆଏ_ସମ୍ବଲପୁରୀ ଜୁଆନ୍ କବି - ମନୋରଞ୍ଜନ ଲୁହା ....& କବିୟତ୍ରୀ ଜ୍ୟୋତି ଲିନା ପଣ୍ଡା....
    1
    #ମୋର_ମା_ଆଏ_ସମ୍ବଲପୁରୀ 
#ମୋର_ମା_ଆଏ_ସମ୍ବଲପୁରୀ 
#ମୋର_ମା_ଆଏ_ସମ୍ବଲପୁରୀ
#ମୋର_ମା_ଆଏ_ସମ୍ବଲପୁରୀ 
ଜୁଆନ୍ କବି - ମନୋରଞ୍ଜନ ଲୁହା ....& କବିୟତ୍ରୀ ଜ୍ୟୋତି ଲିନା ପଣ୍ଡା....
    user_Bargarh TV
    Bargarh TV
    Local News Reporter ବରଗଡ଼, ବରଗଡ଼, ଓଡ଼ିଶା•
    6 hrs ago
  • ଜାତୀୟ ରାଜପଥ ୫୭ ଅବରୋଧ କଲେ ପଟାଭାଡିବାସୀ ସୁବର୍ଣ୍ଣପୁର ଜିଲ୍ଲା ର ଏ ଘଟଣା
    1
    ଜାତୀୟ ରାଜପଥ ୫୭ ଅବରୋଧ କଲେ ପଟାଭାଡିବାସୀ ସୁବର୍ଣ୍ଣପୁର ଜିଲ୍ଲା ର ଏ ଘଟଣା
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    9 hrs ago
  • ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ ସମ୍ବଲପୁରୀ ଦିନ୍ ପାଳନ *ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ* ବରଗଡ଼ : ବରଗଡ଼ ଜିଲ୍ଲା ବରପାଲି,୦୧/୦୮/୨୦୨୬ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ ସମ୍ବଲପୁରୀ ଦିନ୍ ପାଳନ (ସମ୍ବଲପୁରୀ ଭାଷା ସାହିତ୍ୟ ସମ୍ମିଳନୀ) ଭିତ୍ତିକ ଏକ ସଭା ଅନୁଷ୍ଠିତ ହୋଇଯାଇଅଛି।ଓଡ଼ିଆ ବିଭାଗର ଅଧ୍ୟାପକ ଯତୀନ୍ଦ୍ର କୁମାର ସାହୁଙ୍କ ସଂଯୋଜନା ସଭାରେ ମୁଖ୍ୟ ଅତିଥି ଭାବେ କବି ସୁବାସ ଚନ୍ଦ୍ର ଭୁଏ ଯୋଗ ଦେଇ ଆମ ପଶ୍ଚିମାଞ୍ଚଳର ଭାଷା ସମ୍ବଲପୁରୀ ସାହିତ୍ୟର ମାର୍ମିକ ଉପସ୍ଥାପନା କରିବା ସହ ଗୁରୁ ଶ୍ରୀ ସତ୍ୟ ନାରାୟଣ ବହିଦାର,ନୀଳ ମାଧବ ପାଣିଗ୍ରାହୀ, ପଦ୍ମଶ୍ରୀ ଲୋକ କବି ହଲଧର୍ ନାଗ,ପ୍ରୟାଗ ଦତ୍ତ ଯୋଶୀ ପ୍ରଭୃତି ମହାରଥି ମାନଙ୍କର ସ୍ମୃତି ଚାରଣ କରିଥିଲେ।ସଂସ୍କୃତିର ଅନ୍ତନିହିତ ବାସ୍ତବତା ଯାହା ଧୀରେ ଧୀରେ ଲୁକ୍କାଇତ ହୋଇଯାଉଛି ସେ ସବୁ ପ୍ରସଙ୍ଗକୁ କେନ୍ଦ୍ରକରି ଛାତ୍ରୀ ମାନଙ୍କସହ ଆଲୋଚନା କରିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ ଅଧ୍ୟାପିକା ପିଙ୍କି ବାରିକ୍ ଅତିଥି ସ୍ୱାଗତ କରିଥିବା ବେଳେ ସହକର୍ମୀ ଶଶାଙ୍କ ଶେଖର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ। ମା ସମଲେଶ୍ୱରୀଙ୍କ ପାଖରେ ଦ୍ଵୀପ ପ୍ରଜ୍ବଳନ ହେବା ସହ ସ୍ଵାଗତ ସଙ୍ଗୀତ ଗାନ କରାଯାଇଥିଲା।ସମ୍ବଲପୁରୀ ଗୀତ ବାଦ୍ୟ ସହ ଆରିସା,କାକରା, ମଣ୍ଡା,ଚାଉଳ ବରା,ପକୁଡ଼ି,ପ୍ରଭୃତି ଖାଦ୍ୟ ଗ୍ରହଣ କରିଥିଲେ।ଛାତ୍ରୀ ମାନଙ୍କ ଦ୍ଵାରା ସମ୍ବଲପୁରୀ ରେମ୍ ସୋ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଅଧ୍ୟାପକ ନେପାଲ ବିଶ୍ୱାଲ ଅଧ୍ୟାପିକା ଜ୍ୟୋତି ସାହୁ ,ପୁନମ ସାହୁ,ସସ୍ମିତା ମେହେର,ମନୀଷା ଭୋଇ,ଶୋଭାବତୀ ଥପା,ପରିଣୀତା ପଧାନ, ଯାଜ୍ଞସେନି ପଟେଲ ସହକର୍ମୀ ସାର୍ଥକ ପାଣିଗ୍ରାହୀ,ବିରେନ୍ଦ୍ର ଖଟୁଆ,ତ୍ରିପୁରା ବେହେରାଙ୍କ ସମେତ ଛାତ୍ରୀ ମାନେ ଉପସ୍ଥିତ ଥିଲେ।
    3
    ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ  ସମ୍ବଲପୁରୀ ଦିନ୍ ପାଳନ
*ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ* 
ବରଗଡ଼  :  ବରଗଡ଼ ଜିଲ୍ଲା ବରପାଲି,୦୧/୦୮/୨୦୨୬
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ  ସମ୍ବଲପୁରୀ ଦିନ୍ ପାଳନ (ସମ୍ବଲପୁରୀ ଭାଷା ସାହିତ୍ୟ ସମ୍ମିଳନୀ) ଭିତ୍ତିକ ଏକ ସଭା ଅନୁଷ୍ଠିତ ହୋଇଯାଇଅଛି।ଓଡ଼ିଆ ବିଭାଗର ଅଧ୍ୟାପକ ଯତୀନ୍ଦ୍ର କୁମାର ସାହୁଙ୍କ ସଂଯୋଜନା ସଭାରେ ମୁଖ୍ୟ ଅତିଥି ଭାବେ କବି ସୁବାସ ଚନ୍ଦ୍ର ଭୁଏ ଯୋଗ ଦେଇ ଆମ ପଶ୍ଚିମାଞ୍ଚଳର ଭାଷା ସମ୍ବଲପୁରୀ ସାହିତ୍ୟର ମାର୍ମିକ ଉପସ୍ଥାପନା କରିବା ସହ ଗୁରୁ ଶ୍ରୀ ସତ୍ୟ ନାରାୟଣ ବହିଦାର,ନୀଳ ମାଧବ ପାଣିଗ୍ରାହୀ, ପଦ୍ମଶ୍ରୀ ଲୋକ କବି ହଲଧର୍ ନାଗ,ପ୍ରୟାଗ ଦତ୍ତ ଯୋଶୀ ପ୍ରଭୃତି ମହାରଥି ମାନଙ୍କର ସ୍ମୃତି ଚାରଣ କରିଥିଲେ।ସଂସ୍କୃତିର ଅନ୍ତନିହିତ ବାସ୍ତବତା ଯାହା ଧୀରେ ଧୀରେ ଲୁକ୍କାଇତ ହୋଇଯାଉଛି ସେ ସବୁ ପ୍ରସଙ୍ଗକୁ କେନ୍ଦ୍ରକରି ଛାତ୍ରୀ ମାନଙ୍କସହ  ଆଲୋଚନା  କରିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ ଅଧ୍ୟାପିକା ପିଙ୍କି ବାରିକ୍ ଅତିଥି ସ୍ୱାଗତ କରିଥିବା ବେଳେ  ସହକର୍ମୀ ଶଶାଙ୍କ ଶେଖର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ। ମା ସମଲେଶ୍ୱରୀଙ୍କ ପାଖରେ ଦ୍ଵୀପ ପ୍ରଜ୍ବଳନ ହେବା ସହ ସ୍ଵାଗତ ସଙ୍ଗୀତ ଗାନ କରାଯାଇଥିଲା।ସମ୍ବଲପୁରୀ ଗୀତ ବାଦ୍ୟ ସହ ଆରିସା,କାକରା, ମଣ୍ଡା,ଚାଉଳ ବରା,ପକୁଡ଼ି,ପ୍ରଭୃତି ଖାଦ୍ୟ ଗ୍ରହଣ କରିଥିଲେ।ଛାତ୍ରୀ ମାନଙ୍କ ଦ୍ଵାରା ସମ୍ବଲପୁରୀ ରେମ୍ ସୋ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଅଧ୍ୟାପକ ନେପାଲ ବିଶ୍ୱାଲ ଅଧ୍ୟାପିକା ଜ୍ୟୋତି ସାହୁ ,ପୁନମ ସାହୁ,ସସ୍ମିତା ମେହେର,ମନୀଷା ଭୋଇ,ଶୋଭାବତୀ ଥପା,ପରିଣୀତା ପଧାନ, ଯାଜ୍ଞସେନି ପଟେଲ ସହକର୍ମୀ ସାର୍ଥକ ପାଣିଗ୍ରାହୀ,ବିରେନ୍ଦ୍ର ଖଟୁଆ,ତ୍ରିପୁରା ବେହେରାଙ୍କ ସମେତ ଛାତ୍ରୀ ମାନେ ଉପସ୍ଥିତ ଥିଲେ।
    user_PNC MEDIA
    PNC MEDIA
    ବରଗଡ଼, ବରଗଡ଼, ଓଡ଼ିଶା•
    6 hrs ago
  • ଜାତୀୟ ରାଜପଥରେ ଖାଲ : ଖାଲରେ ପଡ଼ି ଯାତ୍ରୀବାହୀ ଅଟୋ ଓଲଟି ଅଟୋ ଚାଳକ ଗୁରୁତର
    1
    ଜାତୀୟ ରାଜପଥରେ ଖାଲ : ଖାଲରେ ପଡ଼ି ଯାତ୍ରୀବାହୀ ଅଟୋ ଓଲଟି ଅଟୋ ଚାଳକ ଗୁରୁତର
    user_Satyajit Panda
    Satyajit Panda
    Journalist ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    15 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.