logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଇଏ କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ମଲ୍ଲୀପଶି ଗାଁର ଜିତୁ ମୁଣ୍ଡା। ୨ ମାସ ତଳେ ତାଙ୍କ ଭଉଣୀ ‘କାଲରା ମୁଣ୍ଡା’ ମରିଗଲେ। ଭଉଣୀ ନାଁରେ ବ୍ୟାଙ୍କରେ ୧୯ ହଜାର ୩୦୦ ଟଙ୍କା ଅଛି। ଅପାଠୁଆ ଜିତୁ ବହୁତଥର ବ୍ୟାଙ୍କ ଦଉଡ଼ିଲେ ଟଙ୍କା ଉଠେଇବାକୁ। ବ୍ୟାଙ୍କ କର୍ମଚାରୀ କହିଲେ, ଯାହା ନାଁରେ ଖାତା, ସେ ନଆସିଲେ ହେବନି। ସେ ଆସି ଦସ୍ତଖତ କରି ଟଙ୍କା ଉଠାଇବେ। ଜିତୁ ଯେତେ କହିଲେ ଯେ ସେ ମରିଗଲାଣି, କେହି ବିଶ୍ୱାସ କଲେନି। ତେଣୁ ଅନ୍ୟ ଉପାୟ ନପାଇ, ସେ ୨ମାସ ତଳେ ମାଟିରେ ପୋତା ଯାଇଥିବା ମୃତ ଭଉଣୀର କଙ୍କାଳସାର ଶବକୁ ଧରି ବ୍ୟାଙ୍କରେ ପହଞ୍ଚିଲେ। ଏଇ ହେଉଛି ଆମ ସରକାରୀ ବ୍ୟବସ୍ଥା। ଜଣେ ଅଶିକ୍ଷିତ ଲୋକକୁ, ବ୍ୟାଙ୍କରେ ବସିଥିବା ଏକାଧିକ ଶିକ୍ଷିତ ବାବୁ ସାହାଯ୍ୟ କରିପାରିଲେ ନାହିଁ। ଏହି ଅଶିକ୍ଷିତ ଅସହାୟ ମଣିଷଟି ପାଇଁ, ସରକାରୀ ନିୟମ ଟିକେ ମୋଡ଼ି ଦେଇଥିଲେ କ’ଣ ଅସୁବିଧା ହୋଇଥାନ୍ତା? ଦୁର୍ନୀତି କଲାବେଳେ ତ ଆମେ ସରକାରୀ ନିୟମକୁ ଫୁ କରିଦେଉଛୁ। ଗରିବ ଲୋକଟିଏ ପାଇଁ କିନ୍ତୁ କରାଯାଇ ପାରିଲା ନାହିଁ। source_social media #dead #bank #brother #odisha ଇଏ କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ମଲ୍ଲୀପଶି ଗାଁର ଜିତୁ ମୁଣ୍ଡା। ୨ ମାସ ତଳେ ତାଙ୍କ ଭଉଣୀ ‘କାଲରା ମୁଣ୍ଡା’ ମରିଗଲେ। ଭଉଣୀ ନାଁରେ ବ୍ୟାଙ୍କରେ ୧୯ ହଜାର ୩୦୦ ଟଙ୍କା ଅଛି। ଅପାଠୁଆ ଜିତୁ ବହୁତଥର ବ୍ୟାଙ୍କ ଦଉଡ଼ିଲେ ଟଙ୍କା ଉଠେଇବାକୁ। ବ୍ୟାଙ୍କ କର୍ମଚାରୀ କହିଲେ, ଯାହା ନାଁରେ ଖାତା, ସେ ନଆସିଲେ ହେବନି। ସେ ଆସି ଦସ୍ତଖତ କରି ଟଙ୍କା ଉଠାଇବେ। ଜିତୁ ଯେତେ କହିଲେ ଯେ ସେ ମରିଗଲାଣି, କେହି ବିଶ୍ୱାସ କଲେନି। ତେଣୁ ଅନ୍ୟ ଉପାୟ ନପାଇ, ସେ ୨ମାସ ତଳେ ମାଟିରେ ପୋତା ଯାଇଥିବା ମୃତ ଭଉଣୀର କଙ୍କାଳସାର ଶବକୁ ଧରି ବ୍ୟାଙ୍କରେ ପହଞ୍ଚିଲେ। ଏଇ ହେଉଛି ଆମ ସରକାରୀ ବ୍ୟବସ୍ଥା। ଜଣେ ଅଶିକ୍ଷିତ ଲୋକକୁ, ବ୍ୟାଙ୍କରେ ବସିଥିବା ଏକାଧିକ ଶିକ୍ଷିତ ବାବୁ ସାହାଯ୍ୟ କରିପାରିଲେ ନାହିଁ। ଏହି ଅଶିକ୍ଷିତ ଅସହାୟ ମଣିଷଟି ପାଇଁ, ସରକାରୀ ନିୟମ ଟିକେ ମୋଡ଼ି ଦେଇଥିଲେ କ’ଣ ଅସୁବିଧା ହୋଇଥାନ୍ତା? ଦୁର୍ନୀତି କଲାବେଳେ ତ ଆମେ ସରକାରୀ ନିୟମକୁ ଫୁ କରିଦେଉଛୁ। ଗରିବ ଲୋକଟିଏ ପାଇଁ କିନ୍ତୁ କରାଯାଇ ପାରିଲା ନାହିଁ। source_social media #dead #bank #brother #odisha

10 hrs ago
user_Ramachandraswain
Ramachandraswain
ଆଠମଲ୍ଲିକ, ଅନୁଗୁଳ, ଓଡ଼ିଶା•

  • user_User8642
    User8642
    Odisha
    😂
    3 hrs ago
More news from ଓଡ଼ିଶା and nearby areas
  • Post by Satyajit Panda
    1
    Post by Satyajit Panda
    user_Satyajit Panda
    Satyajit Panda
    Journalist ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    17 min ago
  • Post by Kumar
    1
    Post by Kumar
    user_Kumar
    Kumar
    Actor ଅନୁଗୁଳ, ଅନୁଗୁଳ, ଓଡ଼ିଶା•
    3 hrs ago
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    ସୋନପୁର, ସୋନପୁର, ଓଡ଼ିଶା•
    19 hrs ago
  • Post by Ramahari Sethi
    2
    Post by Ramahari Sethi
    user_Ramahari Sethi
    Ramahari Sethi
    ସୋନପୁର, ସୋନପୁର, ଓଡ଼ିଶା•
    19 hrs ago
  • Post by PABITRA BARIHA
    10
    Post by PABITRA BARIHA
    user_PABITRA BARIHA
    PABITRA BARIHA
    ସୋନପୁର, ସୋନପୁର, ଓଡ଼ିଶା•
    22 hrs ago
  • Post by Prakash
    1
    Post by Prakash
    user_Prakash
    Prakash
    ନୟାଗଡ଼ ସଦର, ନୟାଗଡ଼, ଓଡ଼ିଶା•
    3 hrs ago
  • Post by Satyajit Panda
    1
    Post by Satyajit Panda
    user_Satyajit Panda
    Satyajit Panda
    Journalist ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    20 min ago
  • ବ୍ରଜରାଜନଗର ଠାରେ ବନ୍ଧୁକ ସହ ଅଭିଯୁକ୍ତ ଗିରଫ
    1
    ବ୍ରଜରାଜନଗର ଠାରେ ବନ୍ଧୁକ ସହ ଅଭିଯୁକ୍ତ ଗିରଫ
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    11 hrs ago
  • ସମ୍ବଲପୁର ଜିଲ୍ଲା ଜମନକିରା ଥାନା ଜମନକିରା ଭୋଜପୁର ପୀଡବ୍ଲୁଡ଼ି ରାସ୍ତା ଗୁନ୍ଦଲ ପାଣି ବୁଲାଣିରେ ଏକ ଟ୍ୱେମ୍ପୁ ଦୁର୍ଘଟଣା ହୋଇ ଓଲଟି ଯିବା ଫଳରେ ଜଣକର ମୃତୁ ହୋଇଛି
    1
    ସମ୍ବଲପୁର ଜିଲ୍ଲା ଜମନକିରା ଥାନା ଜମନକିରା ଭୋଜପୁର ପୀଡବ୍ଲୁଡ଼ି ରାସ୍ତା ଗୁନ୍ଦଲ ପାଣି ବୁଲାଣିରେ ଏକ ଟ୍ୱେମ୍ପୁ ଦୁର୍ଘଟଣା ହୋଇ ଓଲଟି ଯିବା ଫଳରେ ଜଣକର ମୃତୁ ହୋଇଛି
    user_Jamankira News
    Jamankira News
    ଜମନକିରା, ସମ୍ବଲପୁର, ଓଡ଼ିଶା•
    17 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.