Shuru
Apke Nagar Ki App…
କରଞ୍ଜିଆ ଗସ୍ତରେ ପ୍ରାକ୍ତନ ପିସିସି ସଭାପତି ଜୟଦେବ ଜେନା;ଗଣମାଧ୍ୟମ ଆଗରେ ରଖିଲେ ପ୍ରତିକ୍ରିୟା କରଞ୍ଜିଆ,୧୮/୨(ପାର୍ଥ ପ୍ରଶନ୍ନ ମିଶ୍ର): ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗସ୍ତରେ ଆଜି ପ୍ରାକ୍ତନ ପିସିସି ସଭାପତି ଜୟଦେବ ଜେନା ଆସି ସ୍ଥାନୀୟ ବାଇପାସ୍ ଛକ ଠାରେ ପହଞ୍ଚିବା ପରେ କଂଗ୍ରେସ ପକ୍ଷରୁ ଜିଲ୍ଲା ସଭାପତି ଭୁବନ ବିହାରି ସାହୁ,ରାଜ୍ୟ ସମ୍ପାଦକ ଲକ୍ଷ୍ମୀଧର ସିଂ,ନାରୀନେତ୍ରୀ ଜବାମଣି ଟୁଡୁଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ପରେ ସେ ୱାର୍ଡ ନମ୍ୱର ୯ ଠାରେ ଏକ ନବନିର୍ମିତ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହାପରେ ଗଣମାଧ୍ୟମ ଆଗରେ ନିଜ ପ୍ରତିକ୍ରିୟା ରଖିଥିଲେ।
Partha Prasanna Mishra

More news from Mayurbhanj and nearby areas
- କରଞ୍ଜିଆ,୧୮/୨(ପାର୍ଥ ପ୍ରଶନ୍ନ ମିଶ୍ର): ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗସ୍ତରେ ଆଜି ପ୍ରାକ୍ତନ ପିସିସି ସଭାପତି ଜୟଦେବ ଜେନା ଆସି ସ୍ଥାନୀୟ ବାଇପାସ୍ ଛକ ଠାରେ ପହଞ୍ଚିବା ପରେ କଂଗ୍ରେସ ପକ୍ଷରୁ ଜିଲ୍ଲା ସଭାପତି ଭୁବନ ବିହାରି ସାହୁ,ରାଜ୍ୟ ସମ୍ପାଦକ ଲକ୍ଷ୍ମୀଧର ସିଂ,ନାରୀନେତ୍ରୀ ଜବାମଣି ଟୁଡୁଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ପରେ ସେ ୱାର୍ଡ ନମ୍ୱର ୯ ଠାରେ ଏକ ନବନିର୍ମିତ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହାପରେ ଗଣମାଧ୍ୟମ ଆଗରେ ନିଜ ପ୍ରତିକ୍ରିୟା ରଖିଥିଲେ।1
- କରଞ୍ଜିଆ ବ୍ଲକ ଅଧ୍ୟକ୍ଷା, ଏବିଡ଼ିଓ, ସରପଞ୍ଚ ଙ୍କ ଉପସ୍ଥିତି ରେ ଜାତୀୟ ପାରା ଚାମ୍ପିୟନସିପ ପଦକ ବିଜେତା ଙ୍କୁ ସମ୍ବର୍ଦ୍ଧନା1
- Post by Uttam Kumar Mahakud 97773344221
- Post by Satish Naik1
- ଉଦଳା ଖଣ୍ଡିହୁଡି ମା ତାରିଣୀଙ୍କ ପବିତ୍ର ପୀଠରେ ଦେବ ଦେବ ମହାଦେବ ମହାକାଳେଶ୍ୱରଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ ଶ୍ରୀକ୍ଷେତ୍ର ପୁରୀ ରୁ ଆସିଲା ଆଜ୍ଞାମାଳ। ଉଦଳାରେ ଆଜ୍ଞାମାଳ ପହଞ୍ଚିବା ପରେ ଭକ୍ତିମୟ ପରିବେଶରେ ଭବ୍ୟ ଶୋଭାଯାତ୍ରା ଆରମ୍ଭ ହୋଇଛି। ଢୋଲ, ଘଣ୍ଟ, ହରିନାମ ଓ ଜୟଘୋଷରେ ଗୁଞ୍ଜିଉଠିଛି ସମଗ୍ର ଅଞ୍ଚଳ। ଭକ୍ତମାନେ ଦୀପ, ଧୂପ ଓ ପୁଷ୍ପ ନେଇ ଭଗବାନଙ୍କୁ ସ୍ୱାଗତ କରୁଥିବା ଦେଖିବାକୁ ମିଳିଛି। ମହାଦେବଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆନନ୍ଦ ଓ ଆଧ୍ୟାତ୍ମିକ ଉତ୍ସାହ ଦେଖାଦେଇଛି। ଶତାଧିକ ଭକ୍ତଙ୍କ ସମାଗମରେ ଉଦଳା ଭକ୍ତିର ମହୋତ୍ସବରେ ପରିଣତ ହୋଇଛି1
- ବନ୍ତ ବ୍ଲକ୍ ସ୍ଥିତ ପୁରୁଷଣ୍ଢ ମଣ୍ଡଳରେ ବିଶାଳ ହିନ୍ଦୁ ସମ୍ମିଳନୀ ଅବସରରେ ପାଞ୍ଚଶହ ଆଠ ମହିଳାଙ୍କ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଚଣ୍ଡୀ ପୁଷ୍କରିଣୀ ରୁ ଘଟ ଉତଳନ ହୋଇଥିଲା।1
- ବାରିପଦା ରେ ସିଦ୍ଧି ବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ 500 କଳସ ଯାତ୍ରା ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ବୋହିଲେ ଘଟ।1
- କରଞ୍ଜିଆ,୧୭/୨(ପାର୍ଥ ପ୍ରଶନ୍ନ ମିଶ୍ର):କରଞ୍ଜିଆ ବିଜ୍ଞାପିତ ଅଞ୍ଚଳ ୱାର୍ଡ ନମ୍ବର ୧ ସରୁବାଲି ସ୍ଥିତ ଜାଗୃତୀ ସ୍ଵୟଂସହାୟିକା ଗୋଷ୍ଠୀ ମହିଳାଙ୍କୁ ବାମନାଶାଳ ମନ୍ଦିର ସୌନ୍ଦର୍ଯ୍ୟକରଣ ନିମନ୍ତେ ୧୪ ଲକ୍ଷ ୮୦ ହଜାର ଟଙ୍କାର କାର୍ଯ୍ୟାଦେଶ ୨୦୨୩-୨୪ ମସିହାରେ ମୁକ୍ତା ଯୋଜନାରେ ପ୍ରଦାନ କରାଯାଇଥିଲା। ମହିଳା ମାନେ ଖୁସିରେ ଏହି କାର୍ଯ୍ୟ ସମ୍ପାଦନ ମଧ୍ୟ କଲେ। ହେଲେ ଦୁଃଖର କଥା ଯେ କାର୍ଯ୍ୟ ସମାପ୍ତ ପରେ ମୁକ୍ତା ଯୋଜନା ବନ୍ଦ ହୋଇଯାଇଥିବା ଆଳ ଦେଖାଇ ସେମାନଙ୍କ ବିଲ୍ ପାରିତ କରାଗଲା ନାହିଁ । ଏହା ଭିତରେ ୨ ବର୍ଷ ଅତିବାହିତ ହୋଇ ସାରିଛି।ଏବିଷୟରେ ମହିଳା ଗଣ ବାରମ୍ବାର କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ନିକଟରେ ଫେରାଦ ହେଲେ ମଧ୍ୟ ସୁଫଳ ନପାଇ ଜିଲ୍ଲାପାଳଙ୍କ ନିକଟରେ ଫେରଦ ହେଇଛନ୍ତି। ସଂଘର ସଭାନେତ୍ରୀ ସାବିତ୍ରୀ ମହାନ୍ତ ଓ ସମ୍ପାଦୀକା କଲ୍ୟାଣୀ ମହାନ୍ତ କହିଛନ୍ତି ଯେ ସେମାନେ ବ୍ୟାଙ୍କ ଋଣ କରି କାର୍ଯ୍ୟ କରିଥିଲେ ଏବଂ ବ୍ୟାଙ୍କ ଋଣ ସୁଝିବାକୁ ବାରମ୍ବାର ଆମର ଦ୍ୱାରସ୍ଥ ହେଉଛି।1