logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ନବ ନିଯୁକ୍ତ ହୋମଗାର୍ଡ ପାସିଂ ଆଉଟ ସୁବର୍ଣ୍ଣପୁର ଜିଲ୍ଲାରେ ୯୦ ଜଣ ନବ ନିଯୁକ୍ତ ହୋମଗାର୍ଡ ଆଜି ପାସିଂ ଆଉଟ ହୋଇଛନ୍ତି। ଆଜି ଠାରୁ ନିଜ ନିଜ ଥାନାକୁ ଯିବେ

16 hrs ago
user_PABITRA BARIHA
PABITRA BARIHA
ସୋନପୁର, ସୋନପୁର, ଓଡ଼ିଶା•
16 hrs ago

ନବ ନିଯୁକ୍ତ ହୋମଗାର୍ଡ ପାସିଂ ଆଉଟ ସୁବର୍ଣ୍ଣପୁର ଜିଲ୍ଲାରେ ୯୦ ଜଣ ନବ ନିଯୁକ୍ତ ହୋମଗାର୍ଡ ଆଜି ପାସିଂ ଆଉଟ ହୋଇଛନ୍ତି। ଆଜି ଠାରୁ ନିଜ ନିଜ ଥାନାକୁ ଯିବେ

More news from ଓଡ଼ିଶା and nearby areas
  • ସୋନପୁର ଜିଲ୍ଲା ବିନିକା ମହାନଦୀ ପୋଲ ଉପରେ ଦୁଇ ବାଇକ ମଧ୍ୟ୍ୟ ରେ ମୁହାଁ ମୁହିଁ ପାଞ୍ଚ ଜଣ ଗୁରୁତର l
    1
    ସୋନପୁର ଜିଲ୍ଲା ବିନିକା ମହାନଦୀ ପୋଲ ଉପରେ ଦୁଇ ବାଇକ ମଧ୍ୟ୍ୟ ରେ ମୁହାଁ  ମୁହିଁ ପାଞ୍ଚ ଜଣ ଗୁରୁତର l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    3 hrs ago
  • ସୋନପୁର ସହରରେ ଗର୍ଭବତୀ ବୋହୁଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା ରେ ବାପାଙ୍କ ପ୍ରତିକ୍ରିୟା l ଯୌତୁକ ପାଇଁ ସ୍ୱାମୀ ଓ ପରିବାର ଲୋକ ବୋହୁକୁ ହତ୍ୟା କରିଥିବା ଅଭିଯୋଗ
    1
    ସୋନପୁର ସହରରେ ଗର୍ଭବତୀ ବୋହୁଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା ରେ ବାପାଙ୍କ ପ୍ରତିକ୍ରିୟା l ଯୌତୁକ ପାଇଁ ସ୍ୱାମୀ ଓ ପରିବାର ଲୋକ ବୋହୁକୁ ହତ୍ୟା କରିଥିବା ଅଭିଯୋଗ
    user_SONEPUR NEWS
    SONEPUR NEWS
    ସାମ୍ବାଦିକ Sonapur, Sonepur•
    3 hrs ago
  • ଗର୍ଭବତୀ ବୋହୁକୁ ମାରିଦେଲେ ଶାଶୁଘର ଲୋକ
    1
    ଗର୍ଭବତୀ ବୋହୁକୁ ମାରିଦେଲେ ଶାଶୁଘର ଲୋକ
    user_OTV SONEPUR
    OTV SONEPUR
    ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
  • Ajira Samachar // କଦଳୀ ରୁ ବାହାରୁଛି ମଞ୍ଜି । ଗୋଟା ଗୋଟା ମଞ୍ଜି ଦେଖିବାକୁ ମିଳିଛି ।
    1
    Ajira Samachar // କଦଳୀ ରୁ ବାହାରୁଛି ମଞ୍ଜି । ଗୋଟା ଗୋଟା ମଞ୍ଜି ଦେଖିବାକୁ ମିଳିଛି ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
  • ଦ୍ରୁତ ଗତିରେ ଯାଉଥିବା ବେଳେ ବାଇକ ଦୁର୍ଘଟଣା,ଜଣେ ମୃତ ଜଣେ ଗୁରୁତର। ଦୁର୍ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ଘିକୁଣ୍ଡି ଛକଠାରେ l କୌଣସି କାମରେ ଯାଇ ଘରକୁ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା । ଏଥିରେ ଜଣକ ମୃତ୍ୟୁ ହୋଇଥିଵାବେଳେ ଆଉ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ମୃତକ ଜଣକ ସୁଦର୍ଶନ ଜଗତ(22) ହୋଇଥିବାବେଳେ ଗୁରୁତର ଜଣକ ହେଲେ ପପୁନ ଛତ୍ରୀୟା(15 ) l ଉଭୟେ ଗଡଗଡ଼ବାହାଲ ବୋଲି ଜଣା ପଡିଛି l
    1
    ଦ୍ରୁତ ଗତିରେ ଯାଉଥିବା ବେଳେ ବାଇକ ଦୁର୍ଘଟଣା,ଜଣେ ମୃତ ଜଣେ ଗୁରୁତର। ଦୁର୍ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ଘିକୁଣ୍ଡି ଛକଠାରେ l କୌଣସି କାମରେ ଯାଇ ଘରକୁ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା । ଏଥିରେ ଜଣକ ମୃତ୍ୟୁ ହୋଇଥିଵାବେଳେ ଆଉ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ମୃତକ ଜଣକ ସୁଦର୍ଶନ ଜଗତ(22)  ହୋଇଥିବାବେଳେ ଗୁରୁତର  ଜଣକ ହେଲେ ପପୁନ ଛତ୍ରୀୟା(15 ) l ଉଭୟେ ଗଡଗଡ଼ବାହାଲ ବୋଲି ଜଣା ପଡିଛି l
    user_PABITRA BARIHA
    PABITRA BARIHA
    ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • ବେଆଇନ କ୍ଲିନିକ୍ ସିଲ୍ କଲା ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର: ଜିଲ୍ଲାର ଯାଲୋଏ ଠାରେ ଥିବା ଏକ ବେଆଇନ କ୍ଲିନିକ୍ କୁ ଜିଲ୍ଲା ପ୍ରଶାସନ ସିଲ୍ କରିଛି। ଏଠାରେ ଗୁପ୍ତ ଭାବରେ ବେଆଇନ କାରବାର ଚାଲୁଥିବା ଅଭିଯୋଗ ହୋଇଥିଲା।
    1
    ବେଆଇନ କ୍ଲିନିକ୍ ସିଲ୍ କଲା ଜିଲ୍ଲା ପ୍ରଶାସନ 
ସୁବର୍ଣ୍ଣପୁର: ଜିଲ୍ଲାର ଯାଲୋଏ ଠାରେ ଥିବା ଏକ ବେଆଇନ କ୍ଲିନିକ୍ କୁ ଜିଲ୍ଲା ପ୍ରଶାସନ ସିଲ୍ କରିଛି। ଏଠାରେ ଗୁପ୍ତ ଭାବରେ ବେଆଇନ କାରବାର ଚାଲୁଥିବା ଅଭିଯୋଗ ହୋଇଥିଲା।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    19 hrs ago
  • ବରିଷ୍ଠ ନାଗରିକ ସଂଗଠନ ବୀରମହାରାଜପୁରର ନବ ନିର୍ବାଚିତ ତଥା ମନୋନୀତ କର୍ମକର୍ତ୍ତା ମାନଙ୍କର ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟାଳୟ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି।ଏହି ଉପଲକ୍ଷେ ଆୟୋଜିତ ଏକ ସାଧାରଣ ସଭାରେ ନିର୍ବାଚିତ ସଭାପତି ଦୟାନିଧି ହୋତା ସଭାପତିତ୍ୱ କରିଥିବାବେଳେ ପୂର୍ବତନ ସଭାପତି ଡ.ପ୍ରଫୁଲ୍ଲ କୁମାର ରଥ ଶପଥ ପାଠ କରାଇଥିଲେ। ପ୍ରାରମ୍ଭରେ ଜାତୀୟ ସଂଗୀତ ଗାନ କରା ଯାଇଥିଲା ପରେ ଅନୁଷ୍ଠିତ ସଭାରେ ସଭାପତି ଭାବେ ଦୟାନିଧି ହୋତା, ଉପସଭାପତି ଦିଲ୍ଲୀପ ତ୍ରିପାଠୀ, କାର୍ଯ୍ୟକାରୀ ସଭାପତି ରାଧେଶ୍ୟାମ ପୁରୋହିତ, ସଂପାଦକ ଡ.ଦ୍ବିତୀକୃଷ୍ଣ ପଣ୍ଡା,ସହ ସଂପାଦକ ଜୀତେନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ଅକ୍ଷୟ କୁମାର ମିଶ୍ର, ସମୀକ୍ଷକ ଦୀନବନ୍ଧୁ ମେହେର, କାର୍ଯ୍ୟ କାରିଣୀ ସଦସ୍ୟ ଚମରା ମହାକୁର,ଚମ୍ପେଶ୍ବର ଦାଶ, କୃଷ୍ଣଚନ୍ଦ୍ର ପାଢ଼ୀ, ଭଗବାନ ମିଶ୍ର, ସନ୍ତୋଷ ଷଡ଼ଙ୍ଗୀ, ଜ୍ଞାନେନ୍ଦ୍ର ତ୍ରିପାଠୀ,ସୁରୁ ସାହୁ, ଉପଦେଷ୍ଟା ସଦସ୍ୟ ସୌମିତ୍ରୀ ମେହେର,ଅକ୍ରୂର ଦନ୍ତା ପ୍ରମୁଖ ଶପଥ ଗ୍ରହଣ କରିଥିଲେ। ବୈଠକରେ ଉମେଶ ପ୍ରସାଦ ରଥ,ଧନୁ ପ୍ରଧାନ, ପ୍ରକାଶ କୁମାର ହୋତା, ପ୍ରଶାନ୍ତ ସେଠୀ,ସତ୍ୟ ନାରାୟଣ ନାୟକ, ଜୟଦେବ ସାହୁ, ତ୍ରିନାଥ ମିଶ୍ର, ନାରାୟଣ ପ୍ରସାଦ ନାୟକ,ଧର୍ମ ଦତ୍ତ ପାଢ଼ୀ,ଭୂଷଣ ପାତ୍ର,ରବି ନାରାୟଣ ବେହେରା ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ରଖିଥିଲେ। ଶେଷରେ ଅକ୍ଷୟ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।
    3
    ବରିଷ୍ଠ ନାଗରିକ ସଂଗଠନ ବୀରମହାରାଜପୁରର ନବ ନିର୍ବାଚିତ ତଥା ମନୋନୀତ କର୍ମକର୍ତ୍ତା ମାନଙ୍କର ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟାଳୟ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି।ଏହି ଉପଲକ୍ଷେ ଆୟୋଜିତ ଏକ ସାଧାରଣ ସଭାରେ ନିର୍ବାଚିତ ସଭାପତି ଦୟାନିଧି ହୋତା ସଭାପତିତ୍ୱ କରିଥିବାବେଳେ ପୂର୍ବତନ ସଭାପତି ଡ.ପ୍ରଫୁଲ୍ଲ କୁମାର ରଥ ଶପଥ ପାଠ କରାଇଥିଲେ। ପ୍ରାରମ୍ଭରେ ଜାତୀୟ ସଂଗୀତ ଗାନ କରା ଯାଇଥିଲା ପରେ ଅନୁଷ୍ଠିତ ସଭାରେ ସଭାପତି ଭାବେ ଦୟାନିଧି ହୋତା, ଉପସଭାପତି ଦିଲ୍ଲୀପ ତ୍ରିପାଠୀ, କାର୍ଯ୍ୟକାରୀ ସଭାପତି ରାଧେଶ୍ୟାମ ପୁରୋହିତ, ସଂପାଦକ ଡ.ଦ୍ବିତୀକୃଷ୍ଣ ପଣ୍ଡା,ସହ ସଂପାଦକ ଜୀତେନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ଅକ୍ଷୟ କୁମାର ମିଶ୍ର, ସମୀକ୍ଷକ ଦୀନବନ୍ଧୁ ମେହେର, କାର୍ଯ୍ୟ କାରିଣୀ ସଦସ୍ୟ ଚମରା ମହାକୁର,ଚମ୍ପେଶ୍ବର ଦାଶ, କୃଷ୍ଣଚନ୍ଦ୍ର ପାଢ଼ୀ, ଭଗବାନ ମିଶ୍ର, ସନ୍ତୋଷ ଷଡ଼ଙ୍ଗୀ, ଜ୍ଞାନେନ୍ଦ୍ର ତ୍ରିପାଠୀ,ସୁରୁ ସାହୁ, ଉପଦେଷ୍ଟା ସଦସ୍ୟ ସୌମିତ୍ରୀ ମେହେର,ଅକ୍ରୂର ଦନ୍ତା ପ୍ରମୁଖ ଶପଥ ଗ୍ରହଣ କରିଥିଲେ। ବୈଠକରେ ଉମେଶ ପ୍ରସାଦ ରଥ,ଧନୁ ପ୍ରଧାନ, ପ୍ରକାଶ କୁମାର ହୋତା, ପ୍ରଶାନ୍ତ ସେଠୀ,ସତ୍ୟ ନାରାୟଣ ନାୟକ, ଜୟଦେବ ସାହୁ, ତ୍ରିନାଥ ମିଶ୍ର, ନାରାୟଣ ପ୍ରସାଦ ନାୟକ,ଧର୍ମ ଦତ୍ତ ପାଢ଼ୀ,ଭୂଷଣ ପାତ୍ର,ରବି ନାରାୟଣ ବେହେରା ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ରଖିଥିଲେ। ଶେଷରେ ଅକ୍ଷୟ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    7 hrs ago
  • ଗର୍ଭବତୀ ବୋହୁକୁ ଶାଶୁଘର ଲୋକ ହତ୍ୟା କରିବା ଘଟଣାରେ କଣ ମନ୍ତବ୍ୟ ରଖିଲେ ମହିଳା ଆଇନଜୀବୀ ଶୁଣନ୍ତୁ
    1
    ଗର୍ଭବତୀ ବୋହୁକୁ ଶାଶୁଘର ଲୋକ ହତ୍ୟା କରିବା ଘଟଣାରେ କଣ ମନ୍ତବ୍ୟ ରଖିଲେ ମହିଳା ଆଇନଜୀବୀ ଶୁଣନ୍ତୁ
    user_SONEPUR NEWS
    SONEPUR NEWS
    ସାମ୍ବାଦିକ Sonapur, Sonepur•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.