Slug _ନିମ୍ବ ଗଛରେ ଯୁବକଙ୍କ ଝୁଲନ୍ତା ମୃତ ଦେହ,ହତ୍ୟା ନା ଆତ୍ମହତ୍ୟା ପୋଲିସ୍ ର ତଦନ୍ତ ଜାରି | Anchor )ଗ୍ରାମ ନିକଟସ୍ଥ ଏକ ବିଲରେ ଥିବା ନିମ୍ବ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଧନସୁଲି ଗ୍ରାମରେ ।ମୃତକ ଜଣକ ହେଉଛନ୍ତି ସୁବଳ ବାଗ (୫୫)। ସୂଚନା ଅନୁଯାୟୀ,ସୁବଳଙ୍କ ନିଜ ଘର ଜୁନାଗଡ଼ ଥାନା ଅନ୍ତର୍ଗତ ଛୋରିଆଗଡ଼ ଅଞ୍ଚଳର ହୋଇଥିବା ବେଳେ ସେ ଦୀର୍ଘ ଦିନ ହେବ ଜୟପାଟଣା ରେ ରହି ଆସୁଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ଧନଶୂଳି ଗ୍ରାମର ବିଲରେ ଥିବା ଏକ ନିମ୍ବ ଗଛରେ ବେକରେ ଦଉଡି ସହ ସୁବଳ ଝୁଲୁଥିବାର ଦେଖିବାକୁ ପାଇଥିଲେ। ଖବର ପାଇ ଜୟପାଟଣା ଥାନା ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା ହତ୍ୟା ନା ଆତ୍ମହତ୍ୟା ,ସେ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପରିବାର ଲୋକଙ୍କୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିବା ବେଳେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।କଳାହାଣ୍ଡି ଜିଲ୍ଲା ପ୍ରତିନିଧି ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ, ପଲିଟି କାଳ ଖଟି, ଓଡିଶା Slug _ନିମ୍ବ ଗଛରେ ଯୁବକଙ୍କ ଝୁଲନ୍ତା ମୃତ ଦେହ,ହତ୍ୟା ନା ଆତ୍ମହତ୍ୟା ପୋଲିସ୍ ର ତଦନ୍ତ ଜାରି | Anchor )ଗ୍ରାମ ନିକଟସ୍ଥ ଏକ ବିଲରେ ଥିବା ନିମ୍ବ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଧନସୁଲି ଗ୍ରାମରେ ।ମୃତକ ଜଣକ ହେଉଛନ୍ତି ସୁବଳ ବାଗ (୫୫)। ସୂଚନା ଅନୁଯାୟୀ,ସୁବଳଙ୍କ ନିଜ ଘର ଜୁନାଗଡ଼ ଥାନା ଅନ୍ତର୍ଗତ ଛୋରିଆଗଡ଼ ଅଞ୍ଚଳର ହୋଇଥିବା ବେଳେ ସେ ଦୀର୍ଘ ଦିନ ହେବ ଜୟପାଟଣା ରେ ରହି ଆସୁଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ଧନଶୂଳି ଗ୍ରାମର ବିଲରେ ଥିବା ଏକ ନିମ୍ବ ଗଛରେ ବେକରେ ଦଉଡି ସହ ସୁବଳ ଝୁଲୁଥିବାର ଦେଖିବାକୁ ପାଇଥିଲେ। ଖବର ପାଇ ଜୟପାଟଣା ଥାନା ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା ହତ୍ୟା ନା ଆତ୍ମହତ୍ୟା ,ସେ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପରିବାର ଲୋକଙ୍କୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିବା ବେଳେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।କଳାହାଣ୍ଡି ଜିଲ୍ଲା ପ୍ରତିନିଧି ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ, ପଲିଟି କାଳ ଖଟି, ଓଡିଶା
Slug _ନିମ୍ବ ଗଛରେ ଯୁବକଙ୍କ ଝୁଲନ୍ତା ମୃତ ଦେହ,ହତ୍ୟା ନା ଆତ୍ମହତ୍ୟା ପୋଲିସ୍ ର ତଦନ୍ତ ଜାରି | Anchor )ଗ୍ରାମ ନିକଟସ୍ଥ ଏକ ବିଲରେ ଥିବା ନିମ୍ବ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଧନସୁଲି ଗ୍ରାମରେ ।ମୃତକ ଜଣକ ହେଉଛନ୍ତି ସୁବଳ ବାଗ (୫୫)। ସୂଚନା ଅନୁଯାୟୀ,ସୁବଳଙ୍କ ନିଜ ଘର ଜୁନାଗଡ଼ ଥାନା ଅନ୍ତର୍ଗତ ଛୋରିଆଗଡ଼ ଅଞ୍ଚଳର ହୋଇଥିବା ବେଳେ ସେ ଦୀର୍ଘ ଦିନ ହେବ ଜୟପାଟଣା ରେ ରହି ଆସୁଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ଧନଶୂଳି ଗ୍ରାମର ବିଲରେ ଥିବା
ଏକ ନିମ୍ବ ଗଛରେ ବେକରେ ଦଉଡି ସହ ସୁବଳ ଝୁଲୁଥିବାର ଦେଖିବାକୁ ପାଇଥିଲେ। ଖବର ପାଇ ଜୟପାଟଣା ଥାନା ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା ହତ୍ୟା ନା ଆତ୍ମହତ୍ୟା ,ସେ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପରିବାର ଲୋକଙ୍କୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିବା ବେଳେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।କଳାହାଣ୍ଡି ଜିଲ୍ଲା ପ୍ରତିନିଧି ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ, ପଲିଟି କାଳ ଖଟି, ଓଡିଶା Slug
_ନିମ୍ବ ଗଛରେ ଯୁବକଙ୍କ ଝୁଲନ୍ତା ମୃତ ଦେହ,ହତ୍ୟା ନା ଆତ୍ମହତ୍ୟା ପୋଲିସ୍ ର ତଦନ୍ତ ଜାରି | Anchor )ଗ୍ରାମ ନିକଟସ୍ଥ ଏକ ବିଲରେ ଥିବା ନିମ୍ବ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଧନସୁଲି ଗ୍ରାମରେ ।ମୃତକ ଜଣକ ହେଉଛନ୍ତି ସୁବଳ ବାଗ (୫୫)। ସୂଚନା ଅନୁଯାୟୀ,ସୁବଳଙ୍କ ନିଜ ଘର ଜୁନାଗଡ଼ ଥାନା ଅନ୍ତର୍ଗତ ଛୋରିଆଗଡ଼ ଅଞ୍ଚଳର ହୋଇଥିବା ବେଳେ ସେ ଦୀର୍ଘ ଦିନ ହେବ ଜୟପାଟଣା ରେ ରହି ଆସୁଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ଧନଶୂଳି ଗ୍ରାମର ବିଲରେ ଥିବା ଏକ
ନିମ୍ବ ଗଛରେ ବେକରେ ଦଉଡି ସହ ସୁବଳ ଝୁଲୁଥିବାର ଦେଖିବାକୁ ପାଇଥିଲେ। ଖବର ପାଇ ଜୟପାଟଣା ଥାନା ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା ହତ୍ୟା ନା ଆତ୍ମହତ୍ୟା ,ସେ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପରିବାର ଲୋକଙ୍କୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିବା ବେଳେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।କଳାହାଣ୍ଡି ଜିଲ୍ଲା ପ୍ରତିନିଧି ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ, ପଲିଟି କାଳ ଖଟି, ଓଡିଶା
- Slug _ନିମ୍ବ ଗଛରେ ଯୁବକଙ୍କ ଝୁଲନ୍ତା ମୃତ ଦେହ,ହତ୍ୟା ନା ଆତ୍ମହତ୍ୟା ପୋଲିସ୍ ର ତଦନ୍ତ ଜାରି | Anchor )ଗ୍ରାମ ନିକଟସ୍ଥ ଏକ ବିଲରେ ଥିବା ନିମ୍ବ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଧନସୁଲି ଗ୍ରାମରେ ।ମୃତକ ଜଣକ ହେଉଛନ୍ତି ସୁବଳ ବାଗ (୫୫)। ସୂଚନା ଅନୁଯାୟୀ,ସୁବଳଙ୍କ ନିଜ ଘର ଜୁନାଗଡ଼ ଥାନା ଅନ୍ତର୍ଗତ ଛୋରିଆଗଡ଼ ଅଞ୍ଚଳର ହୋଇଥିବା ବେଳେ ସେ ଦୀର୍ଘ ଦିନ ହେବ ଜୟପାଟଣା ରେ ରହି ଆସୁଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ଧନଶୂଳି ଗ୍ରାମର ବିଲରେ ଥିବା ଏକ ନିମ୍ବ ଗଛରେ ବେକରେ ଦଉଡି ସହ ସୁବଳ ଝୁଲୁଥିବାର ଦେଖିବାକୁ ପାଇଥିଲେ। ଖବର ପାଇ ଜୟପାଟଣା ଥାନା ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା ହତ୍ୟା ନା ଆତ୍ମହତ୍ୟା ,ସେ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପରିବାର ଲୋକଙ୍କୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିବା ବେଳେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।କଳାହାଣ୍ଡି ଜିଲ୍ଲା ପ୍ରତିନିଧି ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ, ପଲିଟି କାଳ ଖଟି, ଓଡିଶା4
- Post by MSP TV (Reporter:-MiHiR)1
- Post by Tuna Behera1
- ଶତାଧିକ ମହିଳା ପୁରୁଷ ଥାନା ଫାଟକ ଆଗରେ ତୁଣ୍ଡ କରିବା ସହ ଫାଟକ ଭିତରେ ଧସେଇ ପଶିବାକୁ ଚେଷ୍ଟା କରୁଥିଲେ । ଥାନା ଭିତରେ ବିଜେଡି ନେତା ପ୍ରଦୀପ ମାଝୀ, ଡାବୁଗାଁ ପୂର୍ବତନ ବିଧାୟକ ଭୁଜବଳ ମାଝୀ ଓ ବର୍ତ୍ତମାନ ବିଧାୟକ ମୋନାହର ରନ୍ଧାରି , ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରକାଶ ମିଶ୍ର ପରିବାର ଲୋକଙ୍କ ସହ ଆଲୋଚନା କରୁଛନ୍ତି ।1
- Post by Gopal Das Mahananda1
- କଣ୍ଠଶିଳ୍ପୀ କୁନାଲ୍ ଚରଣ ବେହେରା ଜଣେ କବି ଓ କଣ୍ଠଶିଳ୍ପୀ। ସେ ଅନେକ କଳାର ଅଧିକାରୀ।1
- ଲିଖିତ ପ୍ରତିଶୃତି ପରେ ଧାରଣ ରୁ ଉଠିଲେ ନବରଙ୍ଗପୁର ଜିଲ୍ଲା କଂଗ୍ରେସ ସଭାପତି ଡ଼ା.ଲିପିକା ମାଝୀ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ସଦର ମହକୁମା ଗଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ନାଇଁ ନଥିବା ଅସୁବିଧା ର ସମ୍ମୁଖୀନ ହେଉଥିଲେ ଅଞ୍ଚଳବାସୀ ଯାହାର ସମାଧାନ ପାଇଁ ବାରମ୍ବାର ଜିଲ୍ଲାପାଳ ଙ୍କ ଆଗରେ ଅଭିଯୋଗ କରାଯାଉଥିଲା କିନ୍ତୁ କିଛି ସମାଧାନ ର ବାଟ ବାହାରୁ ନଥିଲା। ପିଇବା ପାଣି ସମସ୍ୟା ବିଦୂତ ସମସ୍ୟା ସ୍ୱାସ୍ଥ୍ୟ କେନ୍ଦ୍ର ରେ ମେସିନ ନ ଥିବା କଥା ହଉ ବା ବିଭିନ୍ନ ସାଧାରଣ ସମସ୍ୟା କୁ ନେଇ ଆଜି ନବରଙ୍ଗପୁର ଜିଲ୍ଲା କଂଗ୍ରେସ ସଭାପତି ଡ଼ା. ଲିପିକା ମାଝୀ କୋଷାଗୁମୁଡା ଗଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆଗରେ କିଛି ସ୍ଥାନୀୟ ମହିଳା ଏବଂ କିଛି କଂଗ୍ରେସ କର୍ମୀ ଙ୍କ ସହ ଧାରଣ ରେ ବସିଥିଲେ ଏବଂ ତୁରନ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ରେ ରହିଥିବା ସମସ୍ୟା ସମାଧାନ କରିବା ପାଇଁ ଦାବି କରିଥିଲେ ଏହା ପରିପ୍ରେକ୍ଷୀରେ ଆଜି ଜିଲ୍ଲା ମୁଖ୍ୟ ଚିକସ୍ରା ଅଧିକାରି କୋଷାଗୁମୁଡା ଗଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପହଞ୍ଚି ୧୦ ଦିନ ଭିତରେ ସମସ୍ତ ସମସ୍ୟା ର ସମାଧାନ କରାଯିବ ବଲି ଏକ ଲିଖିତ ପ୍ରତିଶୃତି ଦେଇଥିବା ଦେଖିବାକୁ ମିଳିଛି1
- Post by Gopal Das Mahananda1