ଅଖିଳଭାରତୀୟ ଶିକ୍ଷା ସମାଗମ,ଜାତୀୟ ଶିକ୍ଷାନୀତି ୨୦୨୦ ପାଳନ ଅବସରରେ ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ୍ ଆନୁକୂଲ୍ୟରେ ଏକ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଚିହ୍ନଟିକରଣ ଓ ସହାୟକ ଉପକରଣ ବଣ୍ଟନ ଶିବିର ପିଏମ୍ ଶ୍ରୀ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳ ପରିସରରେ ସକାଳ ସମୟରୁ ଅପରାହ୍ନ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ବି.ଆର୍.ସି.ସି. ଦେବବ୍ରତ ନାଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀ ବିନୀ ତା ସେନାପତି,ସମ୍ମାନୀତ ଅତିଥି ଭାବେ ସଦର ବିଇଓ ଦିବ୍ୟ ପ୍ରକାଶ ପ୍ରଧାନ ଓ ପ୍ରାକ୍ତନ ବରିଷ୍ଠ ବିଜ୍ଞାନ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ର ମୁଖ୍ୟବକ୍ତା ଭାବେ,ଅନ୍ୟତମ ସମ୍ମାନିତ ଅତିଥି ଭାବରେ ବରିଷ୍ଠ ଶିକ୍ଷୟିତ୍ରୀ ସୁନୀତାବାଳା ଷଡ଼ଙ୍ଗୀ,ଜିଲ୍ଲା ଅନ୍ତର୍ନିବେଶୀ ସଂଯୋଜକ କୃଷ୍ଣଚନ୍ଦ୍ର ବେହେରା ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । #dhenkanalupdateଅଖିଳଭାରତୀୟ ଶିକ୍ଷା ସମାଗମ,ଜାତୀୟ ଶିକ୍ଷାନୀତି ୨୦୨୦ ପାଳନ ଅବସରରେ ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ୍ ଆନୁକୂଲ୍ୟରେ ଏକ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଚିହ୍ନଟିକରଣ ଓ ସହାୟକ ଉପକରଣ ବଣ୍ଟନ ଶିବିର ପିଏମ୍ ଶ୍ରୀ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳ ପରିସରରେ ସକାଳ ସମୟରୁ ଅପରାହ୍ନ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ବି.ଆର୍.ସି.ସି. ଦେବବ୍ରତ ନାଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀ ବିନୀ ତା ସେନାପତି,ସମ୍ମାନୀତ ଅତିଥି ଭାବେ ସଦର ବିଇଓ ଦିବ୍ୟ ପ୍ରକାଶ ପ୍ରଧାନ ଓ ପ୍ରାକ୍ତନ ବରିଷ୍ଠ ବିଜ୍ଞାନ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ର ମୁଖ୍ୟବକ୍ତା ଭାବେ,ଅନ୍ୟତମ ସମ୍ମାନିତ ଅତିଥି ଭାବରେ ବରିଷ୍ଠ ଶିକ୍ଷୟିତ୍ରୀ ସୁନୀତାବାଳା ଷଡ଼ଙ୍ଗୀ,ଜିଲ୍ଲା ଅନ୍ତର୍ନିବେଶୀ ସଂଯୋଜକ କୃଷ୍ଣଚନ୍ଦ୍ର ବେହେରା ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । #dhenkanalshuru
ଅଖିଳଭାରତୀୟ ଶିକ୍ଷା ସମାଗମ,ଜାତୀୟ ଶିକ୍ଷାନୀତି ୨୦୨୦ ପାଳନ ଅବସରରେ ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ୍ ଆନୁକୂଲ୍ୟରେ ଏକ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଚିହ୍ନଟିକରଣ ଓ ସହାୟକ ଉପକରଣ ବଣ୍ଟନ ଶିବିର ପିଏମ୍ ଶ୍ରୀ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳ ପରିସରରେ ସକାଳ ସମୟରୁ ଅପରାହ୍ନ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ବି.ଆର୍.ସି.ସି. ଦେବବ୍ରତ ନାଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀ ବିନୀ ତା ସେନାପତି,ସମ୍ମାନୀତ ଅତିଥି ଭାବେ ସଦର ବିଇଓ ଦିବ୍ୟ ପ୍ରକାଶ ପ୍ରଧାନ ଓ ପ୍ରାକ୍ତନ ବରିଷ୍ଠ ବିଜ୍ଞାନ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ର ମୁଖ୍ୟବକ୍ତା ଭାବେ,ଅନ୍ୟତମ ସମ୍ମାନିତ ଅତିଥି ଭାବରେ ବରିଷ୍ଠ ଶିକ୍ଷୟିତ୍ରୀ ସୁନୀତାବାଳା ଷଡ଼ଙ୍ଗୀ,ଜିଲ୍ଲା ଅନ୍ତର୍ନିବେଶୀ ସଂଯୋଜକ କୃଷ୍ଣଚନ୍ଦ୍ର ବେହେରା ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । #dhenkanalupdateଅଖିଳଭାରତୀୟ
ଶିକ୍ଷା ସମାଗମ,ଜାତୀୟ ଶିକ୍ଷାନୀତି ୨୦୨୦ ପାଳନ ଅବସରରେ ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ୍ ଆନୁକୂଲ୍ୟରେ ଏକ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଚିହ୍ନଟିକରଣ ଓ ସହାୟକ ଉପକରଣ ବଣ୍ଟନ ଶିବିର ପିଏମ୍ ଶ୍ରୀ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳ ପରିସରରେ ସକାଳ ସମୟରୁ ଅପରାହ୍ନ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ବି.ଆର୍.ସି.ସି. ଦେବବ୍ରତ ନାଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀ ବିନୀ ତା ସେନାପତି,ସମ୍ମାନୀତ ଅତିଥି ଭାବେ ସଦର ବିଇଓ ଦିବ୍ୟ ପ୍ରକାଶ ପ୍ରଧାନ ଓ ପ୍ରାକ୍ତନ ବରିଷ୍ଠ ବିଜ୍ଞାନ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ର ମୁଖ୍ୟବକ୍ତା ଭାବେ,ଅନ୍ୟତମ ସମ୍ମାନିତ ଅତିଥି ଭାବରେ ବରିଷ୍ଠ ଶିକ୍ଷୟିତ୍ରୀ ସୁନୀତାବାଳା ଷଡ଼ଙ୍ଗୀ,ଜିଲ୍ଲା ଅନ୍ତର୍ନିବେଶୀ ସଂଯୋଜକ କୃଷ୍ଣଚନ୍ଦ୍ର ବେହେରା ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । #dhenkanalshuru
- କଟକ ଯୁବପିଡି ଙ୍କ ମୁରୁଣ୍ଡଙ୍ଗ ପ୍ରାଟିସ୍1
- Odisha pasi Ghata message mujhe Ek Kahani Samaj Re kitesh Hota1
- Post by Dipun Nayak1
- ଏ ଭିଡ଼ିଓ ଭାଇରଲ ହଉଚି ଫୁଲ ଭିଡ଼ିଓ ଲିଙ୍କ 👉 https://youtu.be/XYIF6d58NMI1
- Jay Jagannath 🙏1
- ଗୁୁଦଗୁଦା ହତ୍ୟାକାଣ୍ଡ ଘଟଣା: ପୋଲିସ ହାତରେ ଗିରଫ ହୋଇ ଜେଲଗଲେ ୪ ହତ୍ୟାକାରୀ @boudh News #NewsUpdate1
- ଶ୍ରୀରାମ ହେଲ୍ପ ଫର ଫାଉଣ୍ଡେସନ ଉଦଳା, ନୂଦଡିହା ସର୍ବଣା ନର୍ସରୀ ସାହି ଗ୍ରାମରେ ବାପମାଆ ଛେଉଣ୍ଡ ପରିବାର ପାଖରେ ପହଂଚି ମାଆ ର ଶୁଦ୍ଧି କ୍ରିୟା ପାଇଁ ସହାୟତା ର ହାତ ବଢ଼ାଇ ଛନ୍ତି...4
- ପୁରୀ ଧାମ3