ସତ୍ୟରମ୍ଭା ନାଟ୍ୟ କଳା ସଂସଦର କଳାକାରଙ୍କୁ ନେଇ ନୁଆଁଖାଇ ଭେଟଘାଟ ସତ୍ୟରମ୍ଭା ନାଟ୍ୟ କଳା ସଂସଦର କଳାକାରଙ୍କୁ ନେଇ ନୁଆଁଖାଇ ଭେଟଘାଟ ବରପାଲି : ବରଗଡ ଜ଼ିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତ୍ୟରମ୍ଭା ନାଟ୍ୟ କଳା ସଂସଦ, ସତଲମାର ୮୦ ଓ ୯୦ ଦଶକର ବହୁଚର୍ଚ୍ଚିତ ନାଟକ ‘ସାବତମା’ ଏବଂ ନାଟିକା ‘ମହିଷାସୁର ବଧ’ର କଳାକାରମାନଙ୍କୁ ନେଇ ଏକ ନିଆରା ନୁଆଁଖାଇ ଭେଟଘାଟ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି। ଗଣେଶ ପୂଜା କମିଟି ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ବେଳେ ବିଜୟ ପାତ୍ର ଓ ବିଘ୍ନେଶ ସାହୁ ଏହାର ଆୟୋଜନରେ ପ୍ରମୁଖ ଭୂମିକା ନେଇଥିଲେ। ଦିନେଶ ସାହୁ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବାବେଳେ ପଙ୍କଜ ସାହୁ, ସରୋଜ ସାହୁ, ସଂଜୀବ ପଣ୍ଡା ଓ ସୁନୀଲ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଏହି ଅବସରରେ ସତ୍ୟରମ୍ଭା ନାଟ୍ୟ କଳା ସଂସଦ ସହ ଜଡ଼ିତ ଦିବଂଗତ କଳାକାରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ପୁରୁଣା ଓ ନୂଆ କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପୁରୁଣା କଳାକାରମାନଙ୍କ ସ୍ମୃତିଚାରଣ ସହ ନାଟ୍ୟ ଜଗତରେ ସେମାନଙ୍କ ଅବଦାନକୁ ମଧ୍ୟ ସ୍ମରଣ କରାଯାଇଥିଲା। ଅନ୍ୟପକ୍ଷରେ, ସତ୍ୟରମ୍ଭା ନାଟ୍ୟ କଳା ସଂସଦର ବହୁଚର୍ଚ୍ଚିତ ନାଟକ ‘ସାବତମା’ର ୫୦ ବର୍ଷ ପୂର୍ତ୍ତି ଅବସରରେ ଆଗାମୀ ଦିନରେ ଏହି ନାଟକକୁ ପୁଣିଥରେ ମଞ୍ଚସ୍ଥ କରିବା ନେଇ କାର୍ଯ୍ୟକ୍ରମରେ ସହମତି ପ୍ରକାଶ ପାଇଥିଲା। ଏହି ନିଷ୍ପତ୍ତି ପୁରୁଣା ନାଟ୍ୟ କଳାକାରଙ୍କ ସ୍ମୃତିକୁ ପୁନର୍ଜୀବିତ କରିବା ସହ ନୂଆ ପିଢ଼ିକୁ ମଞ୍ଚ କଳା ସହ ଯୋଡ଼ିବାରେ ସହାୟକ ହେବ ବୋଲି ମତ ପ୍ରକାଶ ପାଇଥିଲା।

- ସତ୍ୟରମ୍ଭା ନାଟ୍ୟ କଳା ସଂସଦର କଳାକାରଙ୍କୁ ନେଇ ନୁଆଁଖାଇ ଭେଟଘାଟ ସତ୍ୟରମ୍ଭା ନାଟ୍ୟ କଳା ସଂସଦର କଳାକାରଙ୍କୁ ନେଇ ନୁଆଁଖାଇ ଭେଟଘାଟ ବରପାଲି : ବରଗଡ ଜ଼ିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତ୍ୟରମ୍ଭା ନାଟ୍ୟ କଳା ସଂସଦ, ସତଲମାର ୮୦ ଓ ୯୦ ଦଶକର ବହୁଚର୍ଚ୍ଚିତ ନାଟକ ‘ସାବତମା’ ଏବଂ ନାଟିକା ‘ମହିଷାସୁର ବଧ’ର କଳାକାରମାନଙ୍କୁ ନେଇ ଏକ ନିଆରା ନୁଆଁଖାଇ ଭେଟଘାଟ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି। ଗଣେଶ ପୂଜା କମିଟି ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ବେଳେ ବିଜୟ ପାତ୍ର ଓ ବିଘ୍ନେଶ ସାହୁ ଏହାର ଆୟୋଜନରେ ପ୍ରମୁଖ ଭୂମିକା ନେଇଥିଲେ। ଦିନେଶ ସାହୁ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବାବେଳେ ପଙ୍କଜ ସାହୁ, ସରୋଜ ସାହୁ, ସଂଜୀବ ପଣ୍ଡା ଓ ସୁନୀଲ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଏହି ଅବସରରେ ସତ୍ୟରମ୍ଭା ନାଟ୍ୟ କଳା ସଂସଦ ସହ ଜଡ଼ିତ ଦିବଂଗତ କଳାକାରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ପୁରୁଣା ଓ ନୂଆ କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପୁରୁଣା କଳାକାରମାନଙ୍କ ସ୍ମୃତିଚାରଣ ସହ ନାଟ୍ୟ ଜଗତରେ ସେମାନଙ୍କ ଅବଦାନକୁ ମଧ୍ୟ ସ୍ମରଣ କରାଯାଇଥିଲା। ଅନ୍ୟପକ୍ଷରେ, ସତ୍ୟରମ୍ଭା ନାଟ୍ୟ କଳା ସଂସଦର ବହୁଚର୍ଚ୍ଚିତ ନାଟକ ‘ସାବତମା’ର ୫୦ ବର୍ଷ ପୂର୍ତ୍ତି ଅବସରରେ ଆଗାମୀ ଦିନରେ ଏହି ନାଟକକୁ ପୁଣିଥରେ ମଞ୍ଚସ୍ଥ କରିବା ନେଇ କାର୍ଯ୍ୟକ୍ରମରେ ସହମତି ପ୍ରକାଶ ପାଇଥିଲା। ଏହି ନିଷ୍ପତ୍ତି ପୁରୁଣା ନାଟ୍ୟ କଳାକାରଙ୍କ ସ୍ମୃତିକୁ ପୁନର୍ଜୀବିତ କରିବା ସହ ନୂଆ ପିଢ଼ିକୁ ମଞ୍ଚ କଳା ସହ ଯୋଡ଼ିବାରେ ସହାୟକ ହେବ ବୋଲି ମତ ପ୍ରକାଶ ପାଇଥିଲା।1
- ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ, ସଭାପତି, ବିଜୁ ଯୁବ ଜନତା ଦଳ, ବରଗଡ଼ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ, ସଭାପତି, ବିଜୁ ଯୁବ ଜନତା ଦଳ, ବରଗଡ଼1
- 🔥 सब जल गया, लेकिन गणेश जी को नहीं छू सकी आग! 🙏 पूरा गणेश पूजा पंडाल आग की चपेट में आकर जलकर राख हो गया। पंडाल में रखा लगभग सब कुछ जल गया, लेकिन हैरान करने वाली बात यह रही कि विघ्नहर्ता भगवान गणेश की प्रतिमा सुरक्षित रह गई। आग से घिरे पंडाल के बीच गणपति जी उसी तरह खड़े रहे। हालांकि प्रतिमा का रंग कुछ जगहों से उड़ गया, लेकिन आग प्रतिमा को ज्यादा नुकसान नहीं पहुंचा सकी। 📍 यह हैरान करने वाली घटना संबलपुर के बुढ़ाराजा देहरीपाली गणेश पूजा मंडप की बताई जा रही है। 🙏 गणपति बप्पा मोरया! #सब_जल_गया #गणेश_जी_को_नहीं_छूई_आग #गणेशपूजा #गणेशजी #संबलपुर #ओडिशा #P24NewsExpress #BreakingNews #OdishaNews 🔥 सब जल गया, लेकिन गणेश जी को नहीं छू सकी आग! 🙏 पूरा गणेश पूजा पंडाल आग की चपेट में आकर जलकर राख हो गया। पंडाल में रखा लगभग सब कुछ जल गया, लेकिन हैरान करने वाली बात यह रही कि विघ्नहर्ता भगवान गणेश की प्रतिमा सुरक्षित रह गई। आग से घिरे पंडाल के बीच गणपति जी उसी तरह खड़े रहे। हालांकि प्रतिमा का रंग कुछ जगहों से उड़ गया, लेकिन आग प्रतिमा को ज्यादा नुकसान नहीं पहुंचा सकी। 📍 यह हैरान करने वाली घटना संबलपुर के बुढ़ाराजा देहरीपाली गणेश पूजा मंडप की बताई जा रही है। 🙏 गणपति बप्पा मोरया! #सब_जल_गया #गणेश_जी_को_नहीं_छूई_आग #गणेशपूजा #गणेशजी #संबलपुर #ओडिशा #P24NewsExpress #BreakingNews #OdishaNews1
- ବେଲପାହାଡ଼ ସମଡ଼ା ବଜାର ପଡ଼ାରେ ମହା ଆଡମ୍ବର ଏବଂ ଧୂମଧାମ ରେ ପ୍ରଭୁ ଗଜାନନଙ୍କ ପୂଜା ଅନୁଷ୍ଠିତ। GaneshChaturthi2026 Samada BajarPada Belpahad ବେଲପାହାଡ଼ ସମଡ଼ା ବଜାର ପଡ଼ାରେ ମହା ଆଡମ୍ବର ଏବଂ ଧୂମଧାମ ରେ ପ୍ରଭୁ ଗଜାନନଙ୍କ ପୂଜା ଅନୁଷ୍ଠିତ।1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ଗ୍ରାମରେ ଆଜି ନୂଆଁଖାଇ ପାଳନ ପରେ ଗ୍ରାମର ସମସ୍ତେ ଏକତ୍ରିତ ହୋଇ ନୂଆଁଖାଇ ଜୁହାର ଭେଟ ହୋଇଥିଲେ।1
- Post by Ram Shankar Bhoi1
- ଆଜି ଆମେ ନୁଆଁଖାଇ ସାରି ଦେଖିବାକୁ ଆସିଲୁ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋର୍ଟ ସମଲେଇ ପାତାଳି ଶ୍ରୀକ୍ଷେତ୍ର1
- ନୂଆଁଖାଇ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶ୍ରୀମୁଖରୁ ............. ଭୁବନେଶ୍ୱର ,: ନୂଆଁଖାଇ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶ୍ରୀମୁଖରୁ ....... ଭୁବନେଶ୍ବରରୁ ସୁବୋଧ ସାହୁଙ୍କ ରିପୋର୍ଟ ପି ଏନ ସି1