logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୟୁରଭଞ୍ଜ ଛଉର ପ୍ରଥମ ମହିଳା କଳାକାରଙ୍କ ସ୍ମୃତିରେ ଫେସବୁକ୍ -ଇନ୍ସ୍ଟାଗ୍ରାମ୍ ପୃଷ୍ଠା ଲୋକାର୍ପଣ -------------------------------------------- ବାରିପଦା - ତା :- ୦୯/୦୩/୨୦୨୬ ରିଖ ଆନ୍ତର୍ଜାତୀୟ ମହିଳା ଦିବସ-୨୦୨୬ ଅବସରରେ ଉତ୍ତର ସାହି ଛଉନୃତ୍ୟ ପ୍ରତିଷ୍ଠାନ ତଥା ମୟୁରଭଞ୍ଜ ଛଉର ପ୍ରଥମ ମହିଳା କଳାକାରଙ୍କୁ ସମ୍ମାନ ଦେଇ ତାଙ୍କ ସ୍ମୃତିରେ ଫେସବୁକ୍ ଓ ଇନ୍ସ୍ଟାଗ୍ରାମ୍ ପୃଷ୍ଠା ମାଆ ଅମ୍ବିକା ମନ୍ଦିରରେ ପୂଜା ଅର୍ଚ୍ଚନା ପରେ ଲୋକାର୍ପଣ କରାଯାଇଛି I ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ଅତିଥି ଭାବେ ଉପ ନଗରପାଳ ସୀମା ଦାସ, ବିଶିଷ୍ଟ ନୃତ୍ୟଗୁରୁ ଅନୁବାଳା ମହାନ୍ତି, ରେଡ଼ିଓ ତଥା ଦୂରଦର୍ଶନର ବର୍ଷୀୟାନ ଗାୟିକା ଅଞ୍ଜଳି ମିଶ୍ର ଓ ଏନ ଏଚ ଏମ, କୁଳିଅଣା ବ୍ଲକ ମ୍ୟାନେଜର ଦେବୀ ଅର୍ଚ୍ଚନା ମହାପାତ୍ର ପ୍ରମୁଖ ଯୋଗଦେଇ ମୟୁରଭଞ୍ଜ ଛଉରେ ସୁମିତ୍ରା ଦେବୀଙ୍କ ପ୍ରବେଶ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବା ସହ ପରବର୍ତ୍ତୀ ସମୟରେ ମହିଳା କଳାକାର ମାନଙ୍କୁ ଛଉ ନୃତ୍ୟ ପ୍ରତି ଆକୃଷ୍ଟ କରିଥିଲା ବୋଲି ଅତିଥିଗଣ ପ୍ରକାଶ କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ଉତ୍ତରସାହି ଛଉନୃତ୍ୟ ପ୍ରତିଷ୍ଠାନର ସମସ୍ତ ମହିଳା କଳାକାର ଉପସ୍ଥିତ ଥିଲେ ଏହି ପୃଷ୍ଠାରେ ଛଉର ଭିଡିଓ, ଫୋଟୋ ଓ ସାଂସ୍କୃତିକ ସୂଚନା ବିଶ୍ଵବ୍ୟାପୀ ପ୍ରଚାର କରାଯାଇପାରିବ ବୋଲି ସାଧାରଣ ସମ୍ପାଦକ ସୁଧୀର କୁମାର ନାୟକ ଜଣାଇଛନ୍ତି I ପ୍ରକାଶ ଥାଉକି ୧୯୭୦ ଦଶକରେ ପୁରୁଷ ପ୍ରଧାନ ପାରମ୍ପରିକ ଛଉନୃତ୍ୟରେ ସୁମିତ୍ରା ଦେବୀ ପ୍ରଥମ ଛଉ ନୃତ୍ୟଙ୍ଗନା ଭାବେ ଯୋଗଦେଇ ଇତିହାସ ରଚିଥିଲେ I ତତସହିତ ନିଜ ଶରୀରରେ ଛଉର ତାଣ୍ଡବ ଓ ଲାସ୍ୟ ପ୍ରକାଶ କରି ସେ ଲିଙ୍ଗ ସୀମା ଭାଙ୍ଗିବା ସହ ମହିଳା ସଶକ୍ତିକରଣର ପ୍ରଥମ ଉଦାହରଣ ପାଲଟିଥିଲେ I

13 hrs ago
user_S.S.NEWS (MAYURBHANJ )
S.S.NEWS (MAYURBHANJ )
Teacher ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
13 hrs ago
9281c325-a497-44e0-aa76-0e02d19f7613

ମୟୁରଭଞ୍ଜ ଛଉର ପ୍ରଥମ ମହିଳା କଳାକାରଙ୍କ ସ୍ମୃତିରେ ଫେସବୁକ୍ -ଇନ୍ସ୍ଟାଗ୍ରାମ୍ ପୃଷ୍ଠା ଲୋକାର୍ପଣ -------------------------------------------- ବାରିପଦା - ତା :- ୦୯/୦୩/୨୦୨୬ ରିଖ ଆନ୍ତର୍ଜାତୀୟ ମହିଳା ଦିବସ-୨୦୨୬ ଅବସରରେ ଉତ୍ତର ସାହି ଛଉନୃତ୍ୟ ପ୍ରତିଷ୍ଠାନ ତଥା ମୟୁରଭଞ୍ଜ ଛଉର ପ୍ରଥମ ମହିଳା କଳାକାରଙ୍କୁ ସମ୍ମାନ ଦେଇ ତାଙ୍କ ସ୍ମୃତିରେ ଫେସବୁକ୍ ଓ ଇନ୍ସ୍ଟାଗ୍ରାମ୍ ପୃଷ୍ଠା ମାଆ ଅମ୍ବିକା ମନ୍ଦିରରେ ପୂଜା ଅର୍ଚ୍ଚନା ପରେ ଲୋକାର୍ପଣ କରାଯାଇଛି I ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ଅତିଥି ଭାବେ ଉପ ନଗରପାଳ ସୀମା ଦାସ, ବିଶିଷ୍ଟ ନୃତ୍ୟଗୁରୁ ଅନୁବାଳା ମହାନ୍ତି, ରେଡ଼ିଓ ତଥା ଦୂରଦର୍ଶନର ବର୍ଷୀୟାନ ଗାୟିକା ଅଞ୍ଜଳି ମିଶ୍ର ଓ ଏନ ଏଚ ଏମ, କୁଳିଅଣା ବ୍ଲକ ମ୍ୟାନେଜର ଦେବୀ ଅର୍ଚ୍ଚନା ମହାପାତ୍ର ପ୍ରମୁଖ ଯୋଗଦେଇ ମୟୁରଭଞ୍ଜ ଛଉରେ ସୁମିତ୍ରା ଦେବୀଙ୍କ ପ୍ରବେଶ ଏକ ନୂତନ ଅଧ୍ୟାୟ

4cc0fa25-8eae-4910-bf70-855edc29ddac

ସୃଷ୍ଟି କରିବା ସହ ପରବର୍ତ୍ତୀ ସମୟରେ ମହିଳା କଳାକାର ମାନଙ୍କୁ ଛଉ ନୃତ୍ୟ ପ୍ରତି ଆକୃଷ୍ଟ କରିଥିଲା ବୋଲି ଅତିଥିଗଣ ପ୍ରକାଶ କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ଉତ୍ତରସାହି ଛଉନୃତ୍ୟ ପ୍ରତିଷ୍ଠାନର ସମସ୍ତ ମହିଳା କଳାକାର ଉପସ୍ଥିତ ଥିଲେ ଏହି ପୃଷ୍ଠାରେ ଛଉର ଭିଡିଓ, ଫୋଟୋ ଓ ସାଂସ୍କୃତିକ ସୂଚନା ବିଶ୍ଵବ୍ୟାପୀ ପ୍ରଚାର କରାଯାଇପାରିବ ବୋଲି ସାଧାରଣ ସମ୍ପାଦକ ସୁଧୀର କୁମାର ନାୟକ ଜଣାଇଛନ୍ତି I ପ୍ରକାଶ ଥାଉକି ୧୯୭୦ ଦଶକରେ ପୁରୁଷ ପ୍ରଧାନ ପାରମ୍ପରିକ ଛଉନୃତ୍ୟରେ ସୁମିତ୍ରା ଦେବୀ ପ୍ରଥମ ଛଉ ନୃତ୍ୟଙ୍ଗନା ଭାବେ ଯୋଗଦେଇ ଇତିହାସ ରଚିଥିଲେ I ତତସହିତ ନିଜ ଶରୀରରେ ଛଉର ତାଣ୍ଡବ ଓ ଲାସ୍ୟ ପ୍ରକାଶ କରି ସେ ଲିଙ୍ଗ ସୀମା ଭାଙ୍ଗିବା ସହ ମହିଳା ସଶକ୍ତିକରଣର ପ୍ରଥମ ଉଦାହରଣ ପାଲଟିଥିଲେ I

More news from ଓଡ଼ିଶା and nearby areas
  • ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ।* ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।
    1
    ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ।*
ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ  ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    16 hrs ago
  • ମାଆ ଅମ୍ବିକା ମହିଳା ମହା ମଣ୍ଡଳ ଫେଡେରେସନ ର ସଚିବ ସାବିତ୍ରୀ ରାଉତ ଙ୍କୁ ମହିଳା ସଶକ୍ତିକରଣ ଓ ସମାଜସେବା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ଏହି ଅବସରରେ ସମ୍ମାନିତ ଓ ପୁରସ୍କୃତ କରାଯାଇଥିଲା।
    1
    ମାଆ ଅମ୍ବିକା ମହିଳା ମହା ମଣ୍ଡଳ ଫେଡେରେସନ ର ସଚିବ ସାବିତ୍ରୀ ରାଉତ ଙ୍କୁ ମହିଳା ସଶକ୍ତିକରଣ ଓ ସମାଜସେବା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ଏହି ଅବସରରେ ସମ୍ମାନିତ ଓ ପୁରସ୍କୃତ କରାଯାଇଥିଲା।
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    19 hrs ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date -07.03.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update
Date -07.03.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    20 hrs ago
  • ବାରିପଦା :- ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ରାତି ପ୍ରାୟ ୮ ଟାରେ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। #mayurbhanj #dlh_khabar
    1
    ବାରିପଦା :- ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ରାତି ପ୍ରାୟ ୮ ଟାରେ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ  ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। #mayurbhanj #dlh_khabar
    user_DLH KHABAR
    DLH KHABAR
    Voice of people ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    22 hrs ago
  • Post by Rajib Behera
    1
    Post by Rajib Behera
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • ରାସ୍ତା କାର୍ଯ୍ୟ କୁ ବିରୋଧ କଲେ ଗ୍ରାମବାସୀ ଠିକାଦାର ନ ଜଣାଇ କାମ କରିବା କେତେ ଠିକ୍ ବୋଲି ଗ୍ରାମବାସୀ ବିରୋଧ। ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ ଦୁଧହଂସା ପଞ୍ଚାୟତ ସୁନ୍ଦରହତା ଗ୍ରାମରେ ଦେଖିବାକୁ ମିଳିଛି ଏମିତି ଘଟଣା।
    1
    ରାସ୍ତା କାର୍ଯ୍ୟ କୁ ବିରୋଧ କଲେ ଗ୍ରାମବାସୀ 
ଠିକାଦାର ନ ଜଣାଇ କାମ କରିବା କେତେ ଠିକ୍ ବୋଲି ଗ୍ରାମବାସୀ ବିରୋଧ।
ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ ଦୁଧହଂସା ପଞ୍ଚାୟତ ସୁନ୍ଦରହତା ଗ୍ରାମରେ ଦେଖିବାକୁ ମିଳିଛି ଏମିତି ଘଟଣା।
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    2 hrs ago
  • ୨୪ ଟି ପୁଲିସ ଷ୍ଟେସନ ଲୋକାର୍ପିତ କଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ
    1
    ୨୪ ଟି ପୁଲିସ ଷ୍ଟେସନ ଲୋକାର୍ପିତ କଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    14 hrs ago
  • #ଗୋ_ହତ୍ୟା_ଆଇନ_ପାରିତ_ଦାବି ଗୋ-ହତ୍ୟା ଆଇନକୁ ଚଳିତ ବଜେଟ ଅଧିବେଶନରେ ପାରିତ କରିବାକୁ ଦାବି ରଖିଛି ଓଡ଼ିିଶା ଗୋପୁତ୍ର ପରିବାର । ସଂଘ ତରଫରୁ ଆସନ୍ତା ୧୦ ତାରିଖରେ ବିଶାଳ ଶୋଭାଯାତ୍ରା କରାଯିବ। ଆନ୍ଦୋଳନରେ ଗୋପୁତ୍ର ପରିବାରର ସମସ୍ତ ସଦସ୍ୟ ସାମିଲ ହେବେ ବୋଲି ସଂଘ ପକ୍ଷରୁ କୁହାଯାଇଛି
    1
    #ଗୋ_ହତ୍ୟା_ଆଇନ_ପାରିତ_ଦାବି
ଗୋ-ହତ୍ୟା ଆଇନକୁ ଚଳିତ ବଜେଟ ଅଧିବେଶନରେ ପାରିତ କରିବାକୁ ଦାବି ରଖିଛି ଓଡ଼ିିଶା ଗୋପୁତ୍ର ପରିବାର । ସଂଘ ତରଫରୁ ଆସନ୍ତା ୧୦ ତାରିଖରେ ବିଶାଳ ଶୋଭାଯାତ୍ରା କରାଯିବ। ଆନ୍ଦୋଳନରେ ଗୋପୁତ୍ର ପରିବାରର ସମସ୍ତ ସଦସ୍ୟ ସାମିଲ ହେବେ ବୋଲି ସଂଘ ପକ୍ଷରୁ କୁହାଯାଇଛି
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.