logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସୁବର୍ଣ୍ଣପୁର ଜ଼ିଲ୍ଲା ର ନବନିର୍ମାଣ କୃଷକ ସଂଗଠନ ର ଜ଼ିଲ୍ଲା ସଂଯୋଜକ ପ୍ରଦ୍ୟୁମ୍ନ ପାଢ଼ୀ ଜେଲ ରୁ ବେଳେ ରେ ବାହାରିଲେ କଣ କହୁଛନ୍ତି ଶୁଣନ୍ତୁ.. #rishitv #viralreelsシ #highlight #Bella #trendingreels #Subarnapur #jail #farmer #leader #farmerlife

1 hr ago
user_Ranjan hota
Ranjan hota
କୋଲିୟରୀ, ଅନୁଗୁଳ, ଓଡ଼ିଶା•
1 hr ago

ସୁବର୍ଣ୍ଣପୁର ଜ଼ିଲ୍ଲା ର ନବନିର୍ମାଣ କୃଷକ ସଂଗଠନ ର ଜ଼ିଲ୍ଲା ସଂଯୋଜକ ପ୍ରଦ୍ୟୁମ୍ନ ପାଢ଼ୀ ଜେଲ ରୁ ବେଳେ ରେ ବାହାରିଲେ କଣ କହୁଛନ୍ତି ଶୁଣନ୍ତୁ.. #rishitv #viralreelsシ #highlight #Bella #trendingreels #Subarnapur #jail #farmer #leader #farmerlife

More news from ଓଡ଼ିଶା and nearby areas
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    କୋଲିୟରୀ, ଅନୁଗୁଳ, ଓଡ଼ିଶା•
    1 hr ago
  • ରାଜ୍ୟ ସରକାରଙ୍କ ନିର୍ଦ୍ଧେଶ ଅନୁଯାୟୀ ହିନ୍ଦୋଳ ର ସମସ୍ତ ବିଦ୍ୟାଳୟ ମାନଙ୍କରେ ପ୍ରଥମ ପ୍ରବେଶ ଏବଂ ଖଡ଼ିଛୁଆଁ ଉତ୍ସବ ଅନୁଷ୍ଠିତ ହୋଇଛି. ହିନ୍ଦୋଳ ରୁପାଳି ପ୍ରାଥମିକ ସ୍କୁଲ ସହ ସମସ୍ତ ସ୍କୁଲରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାର ସୂଚନା.
    1
    ରାଜ୍ୟ ସରକାରଙ୍କ ନିର୍ଦ୍ଧେଶ ଅନୁଯାୟୀ ହିନ୍ଦୋଳ ର ସମସ୍ତ ବିଦ୍ୟାଳୟ ମାନଙ୍କରେ ପ୍ରଥମ ପ୍ରବେଶ ଏବଂ ଖଡ଼ିଛୁଆଁ ଉତ୍ସବ ଅନୁଷ୍ଠିତ ହୋଇଛି. ହିନ୍ଦୋଳ ରୁପାଳି ପ୍ରାଥମିକ ସ୍କୁଲ ସହ ସମସ୍ତ ସ୍କୁଲରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାର ସୂଚନା.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    2 hrs ago
  • ନରସିଂହପୁର ଓକିଲ ସଂଘ ର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।ଯେଉଁଥିରେ ବହୁ ଓକିଲ ଓ ସ୍ଥାନୀୟ ବିଧାୟକ ବିଜୟ ଦଳ ବେହେରା ଉପସ୍ଥିତ ଥିଲେ। କଟକ ଓଡିଶା ବାର କାଉନ୍ସିଲ ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ନରସିଂହପୁର ଓକିଲ ସଂଘ ର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।
    1
    ନରସିଂହପୁର ଓକିଲ ସଂଘ ର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।ଯେଉଁଥିରେ ବହୁ ଓକିଲ ଓ ସ୍ଥାନୀୟ ବିଧାୟକ ବିଜୟ ଦଳ ବେହେରା ଉପସ୍ଥିତ ଥିଲେ। କଟକ ଓଡିଶା ବାର କାଉନ୍ସିଲ ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ନରସିଂହପୁର ଓକିଲ ସଂଘ ର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।
    user_Narasinghpur News
    Narasinghpur News
    Local News Reporter ନରସିଂହପୁର, କଟକ, ଓଡ଼ିଶା•
    13 hrs ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    1 hr ago
  • Post by Kumuda Nayak
    5
    Post by Kumuda Nayak
    user_Kumuda Nayak
    Kumuda Nayak
    ଗଣିଆ, ନୟାଗଡ଼, ଓଡ଼ିଶା•
    22 hrs ago
  • Post by Tapasdas 6372788705
    1
    Post by Tapasdas 6372788705
    user_Tapasdas 6372788705
    Tapasdas 6372788705
    Photographer Gandia, Dhenkanal•
    2 hrs ago
  • କଣ୍ଟାମାଳ ଅବକାରୀକୁ ମିଳିଛି ବଡ଼ ସଫଳତା ୧୦୦କେଜି ଗଞ୍ଜେଇ, ମହିନ୍ଦ୍ରା ପିକ ସହିତ ଅଭିଯୁକ୍ତକୁ ଗିରଫ କରିଛି ଆଜି ବୌଦ୍ଧ ଜିଲ୍ଲା ଅବକାରୀ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ l ଗତକାଲି କଣ୍ଟାମାଳ ଅବକାରୀ ବିଭାଗ ୧୦୦କେଜି ଗଞ୍ଜେଇ ସହିତ ବ୍ୟବହୃତ ମହିନ୍ଦ୍ରା ପିକପ ସହିତ ଆସାମୀକୁ ଗିରଫ କରିବାରେ ସଫ ହଇଛି l ମିଳିଥିବା ସୂଚନା ଅନୁସାରେ ଗତକାଲି କଣ୍ଟାମାଳ ଅବକାରୀ ପୋଲିସ ବିଶେଷ ସୂତ୍ରରୁ ଖବର ପାଇ କଣ୍ଟାମାଳ ହାଟପଦା ରାସ୍ତାରୁ ୧୦୦କେଜି ଗଞ୍ଜେଇ ଚୋରା ଚାଲାଣ ହେଉଥିବା ସମୟରେ, ବ୍ୟବହୃତ ମହିନ୍ଦାମାକ୍ସ ପିକପ ସହିତ ଏଥିରେ ସମ୍ପୃତ ୨୭ବର୍ଷାୟ ସଂଜୀବ ଦିଗାଲକୁ କାବୁକରିବାରେ ସଫ ହୋଇଛି l ଏନେଇ NDPS ରେ PR-No ୨/୨୦୨୬-୨୭ ରେ ମାମଲା ୠଜୁକରି l ଆସାମୀ ସଂଜୀବ ଦିଗାଲକୁ ଅଦାଲତର ଦ୍ୱାରସ୍ତ କରାଯାଇଛି ଏନେଇ କଣ୍ଟାମାଳ ଅବକାରୀ ଥାନାର OIC ସୂଚନା ଦେଇଛନ୍ତି
    1
    କଣ୍ଟାମାଳ ଅବକାରୀକୁ ମିଳିଛି ବଡ଼ ସଫଳତା ୧୦୦କେଜି ଗଞ୍ଜେଇ, ମହିନ୍ଦ୍ରା ପିକ ସହିତ ଅଭିଯୁକ୍ତକୁ ଗିରଫ କରିଛି 
ଆଜି ବୌଦ୍ଧ ଜିଲ୍ଲା ଅବକାରୀ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ l ଗତକାଲି କଣ୍ଟାମାଳ ଅବକାରୀ ବିଭାଗ ୧୦୦କେଜି ଗଞ୍ଜେଇ ସହିତ ବ୍ୟବହୃତ ମହିନ୍ଦ୍ରା ପିକପ ସହିତ ଆସାମୀକୁ ଗିରଫ କରିବାରେ ସଫ ହଇଛି l ମିଳିଥିବା ସୂଚନା ଅନୁସାରେ ଗତକାଲି କଣ୍ଟାମାଳ ଅବକାରୀ ପୋଲିସ ବିଶେଷ ସୂତ୍ରରୁ ଖବର ପାଇ କଣ୍ଟାମାଳ ହାଟପଦା ରାସ୍ତାରୁ ୧୦୦କେଜି ଗଞ୍ଜେଇ ଚୋରା ଚାଲାଣ ହେଉଥିବା ସମୟରେ, ବ୍ୟବହୃତ ମହିନ୍ଦାମାକ୍ସ ପିକପ ସହିତ ଏଥିରେ ସମ୍ପୃତ ୨୭ବର୍ଷାୟ ସଂଜୀବ ଦିଗାଲକୁ କାବୁକରିବାରେ ସଫ ହୋଇଛି l ଏନେଇ NDPS ରେ PR-No ୨/୨୦୨୬-୨୭ ରେ ମାମଲା ୠଜୁକରି l ଆସାମୀ ସଂଜୀବ ଦିଗାଲକୁ ଅଦାଲତର ଦ୍ୱାରସ୍ତ କରାଯାଇଛି ଏନେଇ କଣ୍ଟାମାଳ ଅବକାରୀ ଥାନାର OIC ସୂଚନା ଦେଇଛନ୍ତି
    user_Baidyanath Samal Mozillakhabra
    Baidyanath Samal Mozillakhabra
    Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    2 hrs ago
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    କୋଲିୟରୀ, ଅନୁଗୁଳ, ଓଡ଼ିଶା•
    8 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.