logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଡ଼କ୍ଟର ସୁଶାନ୍ତ କୁମାର ସେଠ ଙ୍କ ଦେହାନ୍ତ, ସୁବର୍ଣ୍ଣପୁର ଜିଲ୍ଲା ର ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଶୁଖା ଗ୍ରାମ ର ଡ଼କ୍ଟର ସୁଶାନ୍ତ କୁମାର ସେଠ ଙ୍କ (35) ବର୍ଷ ଦେହାନ୍ତ ହୋଇଯାଇଛି | ସେ ଡାକ୍ତରୀ ପାଠ ପଢି ସାରି ପ୍ରଥମେ କାମରେ ଯୋଗ ଦେଇଥିଲେ, ଭୂତିଆରବାହାଲ, କୁଟାତ୍ସିଂହା PHC ରେ, ପରେ ରାଜ ଖରିଆର CHC ରେ, ପରେ ଆଗଲପୁର CHC ରେ, ଶେଷରେ ବୁର୍ଲା ଭୀମ ସାର ହସ୍ପିଟାଲ ରେ ଚାକିରୀ କରୁଥିଲେ | ସୁଶାନ୍ତ କୁମାର ସେଠ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଗତ 10 ମାସ ହେଲା ଭୁବନେଶ୍ୱର ର ସମ ହସ୍ପିଟାଲ ରେ, କଟକ ହସ୍ପିଟାଲ ରେ, ପରେ ବୁର୍ଲା ଭୀମ ସାର ହସ୍ପିଟାଲ ରେ ଚିକିତ୍ସା ହୋଇ ଔଷଧ ଖାଇ ଘରେ ରହୁଥିଲେ | ଚିକିତ୍ସା ହୋଇ ଔଷଧ ଖାଇ ଧୀର୍ଘ 10 ମାସ ଗଲା ପରେ ସେ ଗତ ରାତ୍ରି 12,30 ମି ସମୟ ରେ ନିଜ ଘର ବାସଭବନ ରେ ପରଲୋକ ହୋଇ ଯାଇଛି | ସାଙ୍ଗରେ ଥିଲେ ମା ଓ ସାନ ଭାଇ ବୀରବଳ ସେଠ ଓ ବୀରବଳ ଙ୍କ ସ୍ତ୍ରୀ ଉପସ୍ଥିତ ଥିଲେ | ନିଜ ଲୋକ ବନ୍ଧୁ ବାନ୍ଧବ ଙ୍କ ଉପସ୍ଥିତ ରେ ଶବ କୁ ନେଇ ଅଙ୍ଗନଦୀ ସ୍ଥିତ ମସାଣି ଭୂଇଁ ରେ ନିଜ ଭାଇ ବିରବଲ ସେଠ ମୁଖାଗ୍ନି ଦେଇଥିଲେ | ସେ ପରୋପକାରୀ ଓ ମିଷ୍ଟ ଭାସି ହୋଇ ଥିବାରୁ ଏହି ଅଂଚଳ ରେ ଶୋକ ର ଛାୟା ଖେଳି ଯାଇଛି |

4 hrs ago
user_SonepurSambad
SonepurSambad
Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
4 hrs ago
edfd1852-5930-4fe1-b2ee-939acd71851a

ଡ଼କ୍ଟର ସୁଶାନ୍ତ କୁମାର ସେଠ ଙ୍କ ଦେହାନ୍ତ, ସୁବର୍ଣ୍ଣପୁର ଜିଲ୍ଲା ର ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଶୁଖା ଗ୍ରାମ ର ଡ଼କ୍ଟର ସୁଶାନ୍ତ କୁମାର ସେଠ ଙ୍କ (35) ବର୍ଷ ଦେହାନ୍ତ ହୋଇଯାଇଛି | ସେ ଡାକ୍ତରୀ ପାଠ ପଢି ସାରି ପ୍ରଥମେ କାମରେ ଯୋଗ ଦେଇଥିଲେ, ଭୂତିଆରବାହାଲ, କୁଟାତ୍ସିଂହା PHC ରେ, ପରେ ରାଜ ଖରିଆର CHC ରେ, ପରେ ଆଗଲପୁର CHC ରେ, ଶେଷରେ ବୁର୍ଲା ଭୀମ ସାର ହସ୍ପିଟାଲ ରେ ଚାକିରୀ କରୁଥିଲେ | ସୁଶାନ୍ତ କୁମାର ସେଠ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଗତ 10 ମାସ ହେଲା ଭୁବନେଶ୍ୱର ର ସମ ହସ୍ପିଟାଲ ରେ, କଟକ ହସ୍ପିଟାଲ ରେ, ପରେ ବୁର୍ଲା ଭୀମ ସାର ହସ୍ପିଟାଲ ରେ ଚିକିତ୍ସା ହୋଇ ଔଷଧ ଖାଇ ଘରେ ରହୁଥିଲେ | ଚିକିତ୍ସା ହୋଇ ଔଷଧ ଖାଇ ଧୀର୍ଘ 10 ମାସ ଗଲା ପରେ ସେ ଗତ ରାତ୍ରି 12,30 ମି ସମୟ ରେ ନିଜ ଘର ବାସଭବନ ରେ ପରଲୋକ ହୋଇ ଯାଇଛି | ସାଙ୍ଗରେ ଥିଲେ ମା ଓ ସାନ ଭାଇ ବୀରବଳ ସେଠ ଓ ବୀରବଳ ଙ୍କ ସ୍ତ୍ରୀ ଉପସ୍ଥିତ ଥିଲେ | ନିଜ ଲୋକ ବନ୍ଧୁ ବାନ୍ଧବ ଙ୍କ ଉପସ୍ଥିତ ରେ ଶବ କୁ ନେଇ ଅଙ୍ଗନଦୀ ସ୍ଥିତ ମସାଣି ଭୂଇଁ ରେ ନିଜ ଭାଇ ବିରବଲ ସେଠ ମୁଖାଗ୍ନି ଦେଇଥିଲେ | ସେ ପରୋପକାରୀ ଓ ମିଷ୍ଟ ଭାସି ହୋଇ ଥିବାରୁ ଏହି ଅଂଚଳ ରେ ଶୋକ ର ଛାୟା ଖେଳି ଯାଇଛି |

More news from ଓଡ଼ିଶା and nearby areas
  • ସୁବର୍ଣ୍ଣପୁର ଜିଲ୍ଲା ବାଙ୍କ ବୀଜା ଗ୍ରାମରେ ସରକାରୀ ଜମିକୁ ଜବରଦଖଲ କରିଥିବା ଲାଲବାବୁ ବାଘ ଙ୍କର ଘର ଭାଙ୍ଗିବା ପାଇଁ ଗ୍ରାମବାସୀ ମାନେ ଜିଲ୍ଲା ପ୍ରଶାସନ ପାଖରେ ଅଭିଯୋଗ କରିଥିଲେ ଫଳରେ ଜିଲ୍ଲାପାଳ ମହୋଦୟ ନିଜେ ଆସି ତଦାରଖ କଲାପରେ 24 ଘଣ୍ଟାରେ ପୋଲିସ ପ୍ରଶାସନ ଏବଂ ରାଜସ୍ୱୟ ନିରୀକ୍ଷକ ଆସି ମାପିବା ଆରହମ୍ଭ କରିଥିଲେ ଏବଂ ଆସନ୍ତା 7 ଦିନ ଭିତରେ ଭାଙ୍ଗିବା ପାଇଁ ନିଷ୍ପତି ନେଇଛନ୍ତି ll ପ୍ରଶାସନ ଙ୍କୁ ବାଙ୍କାବିଜା ଗ୍ରାମବାସୀ ପ୍ରଶଂସା କରିଛନ୍ତି
    1
    ସୁବର୍ଣ୍ଣପୁର ଜିଲ୍ଲା ବାଙ୍କ ବୀଜା ଗ୍ରାମରେ ସରକାରୀ ଜମିକୁ ଜବରଦଖଲ କରିଥିବା ଲାଲବାବୁ ବାଘ ଙ୍କର ଘର ଭାଙ୍ଗିବା ପାଇଁ ଗ୍ରାମବାସୀ ମାନେ ଜିଲ୍ଲା ପ୍ରଶାସନ ପାଖରେ ଅଭିଯୋଗ କରିଥିଲେ ଫଳରେ ଜିଲ୍ଲାପାଳ ମହୋଦୟ ନିଜେ ଆସି ତଦାରଖ କଲାପରେ 24 ଘଣ୍ଟାରେ ପୋଲିସ ପ୍ରଶାସନ ଏବଂ ରାଜସ୍ୱୟ ନିରୀକ୍ଷକ ଆସି ମାପିବା ଆରହମ୍ଭ କରିଥିଲେ ଏବଂ ଆସନ୍ତା 7 ଦିନ ଭିତରେ ଭାଙ୍ଗିବା ପାଇଁ ନିଷ୍ପତି ନେଇଛନ୍ତି ll ପ୍ରଶାସନ ଙ୍କୁ ବାଙ୍କାବିଜା ଗ୍ରାମବାସୀ ପ୍ରଶଂସା କରିଛନ୍ତି
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    18 hrs ago
  • ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି। ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
    1
    ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    3 hrs ago
  • ଏନ୍ତା କହେଲେ ସମ୍ବଲପୁରୀ ସିଙ୍ଗର୍ ଚୁମକୀ ପାଢ଼ୀ .. #Pressmeet #Popa #Singer #Chumkipadhee ଏନ୍ତା କହେଲେ ସମ୍ବଲପୁରୀ ସିଙ୍ଗର୍ ଚୁମକୀ ପାଢ଼ୀ .. #Pressmeet #Popa #Singer #Chumkipadhee #bargarh #controversy #Singing #westernodisha #Sambalpurinews
    1
    ଏନ୍ତା କହେଲେ ସମ୍ବଲପୁରୀ ସିଙ୍ଗର୍ ଚୁମକୀ ପାଢ଼ୀ ..
#Pressmeet #Popa #Singer #Chumkipadhee 
ଏନ୍ତା କହେଲେ ସମ୍ବଲପୁରୀ ସିଙ୍ଗର୍ ଚୁମକୀ ପାଢ଼ୀ ..
#Pressmeet #Popa #Singer #Chumkipadhee 
#bargarh #controversy #Singing #westernodisha #Sambalpurinews
    user_Bargarh TV
    Bargarh TV
    Local News Reporter ବରଗଡ଼, ବରଗଡ଼, ଓଡ଼ିଶା•
    19 hrs ago
  • Post by ସାମ୍ବାଦିକ Biswamitra padhi
    1
    Post by ସାମ୍ବାଦିକ Biswamitra padhi
    user_ସାମ୍ବାଦିକ Biswamitra padhi
    ସାମ୍ବାଦିକ Biswamitra padhi
    Farmer କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    1 hr ago
  • ଏ ହେଉଛି କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର । ରୋଗୀଙ୍କୁ ଖାଲି ବେଡରେ ଚିକିତ୍ସା, ଚଦର ଗଲା କୁଆଡ଼େ?
    1
    ଏ ହେଉଛି କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର । ରୋଗୀଙ୍କୁ ଖାଲି ବେଡରେ ଚିକିତ୍ସା, ଚଦର ଗଲା କୁଆଡ଼େ?
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    2 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    1
    ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l 
ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ  ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ  ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    3 hrs ago
  • ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l ବୌଦ୍ଧ:ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଥାନା ଅଞ୍ଚଳରୁ ପୁଣିଥରେ ବିପୁଳ ପରିମାଣର ଗଞ୍ଜେଇ ଜବତ। ପେଟ୍ରୋଲିଙ୍ଗ ସମୟରେ ପୋଲିସ ଦୁଇଟି ବସ୍ତାରୁ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ କରିଛି। ତେବେ ଘଟଣାସ୍ଥଳରୁ ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ କିଛି ଲୋକ ଫେରାର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ବୁଧବାର ଦିନ ମନମୁଣ୍ଡା ଥାନା ପୋଲିସ ର ଏକ ଟିମ୍ ପେଟ୍ରୋଲିଙ୍ଗ କରୁଥିବା ସମୟରେ ସିଙ୍ଗାଡ଼ି ଗ୍ରାମ ନିକଟସ୍ଥ ଅଞ୍ଚଳରେ ସନ୍ଦେହଜନକ ଭାବେ ରଖାଯାଇଥିବା ଦୁଇଟି ବସ୍ତା ଉପରେ ନଜର ପଡ଼ିଥିଲା। ପରେ ପୋଲିସ ଉକ୍ତ ବସ୍ତାଗୁଡ଼ିକ ଯାଞ୍ଚ କରିବାରୁ ସେଥିରୁ ଗଞ୍ଜେଇ ମିଳିଥିଲା। ସାକ୍ଷୀମାନଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କରାଯିବାରୁ ମୋଟ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ହୋଇଥିବା ଜଣାପଡ଼ିଛି l ଘଟଣାସ୍ଥଳରେ ଗଞ୍ଜେଇ ଚାଲାଣ ପାଇଁ କିଛି ଲୋକ ଗଞ୍ଜେଇ ଗଚ୍ଛିତ ରଖି ଥିବା ପୋଲିସ ଜାଣିବାକୁ ପାଇଥିଲେ। ତେବେ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ଘଟଣାରେ ମନମୁଣ୍ଡା ଥାନାରେ କେସ୍ ନମ୍ବର ୩୪୫/୨୬ରେ ଏନ୍‌ଡିପିଏସ୍ ଆକ୍ଟର ଧାରା ୨୦(ବି)(ii)(C) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଫେରାର ଥିବା ବ୍ୟକ୍ତିମାନଙ୍କୁ ଧରିବା ସହ ଘଟଣାର ଅଧିକ ତଦନ୍ତ ଚାଲିଛି। ସୂଚନା ଅନୁସାରେ, ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ପକ୍ଷରୁ ମୋଟ ୧୧ଟି ମାମଲା ରୁଜୁ କରାଯାଇ ୩୨ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହାସହ ୩୯୦୦କ୍ୟୁଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ,ଚାଲାଣରେ ବ୍ୟବହୃତ ଯାନବାହନ ମଧ୍ୟ ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।
    1
    ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l 

୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l 
ବୌଦ୍ଧ:ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଥାନା ଅଞ୍ଚଳରୁ ପୁଣିଥରେ ବିପୁଳ ପରିମାଣର ଗଞ୍ଜେଇ ଜବତ। ପେଟ୍ରୋଲିଙ୍ଗ ସମୟରେ ପୋଲିସ ଦୁଇଟି ବସ୍ତାରୁ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ କରିଛି। ତେବେ ଘଟଣାସ୍ଥଳରୁ ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ କିଛି ଲୋକ ଫେରାର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ବୁଧବାର ଦିନ ମନମୁଣ୍ଡା ଥାନା ପୋଲିସ ର ଏକ ଟିମ୍ ପେଟ୍ରୋଲିଙ୍ଗ କରୁଥିବା ସମୟରେ ସିଙ୍ଗାଡ଼ି ଗ୍ରାମ ନିକଟସ୍ଥ ଅଞ୍ଚଳରେ ସନ୍ଦେହଜନକ ଭାବେ ରଖାଯାଇଥିବା ଦୁଇଟି ବସ୍ତା ଉପରେ ନଜର ପଡ଼ିଥିଲା। ପରେ ପୋଲିସ ଉକ୍ତ ବସ୍ତାଗୁଡ଼ିକ ଯାଞ୍ଚ କରିବାରୁ ସେଥିରୁ ଗଞ୍ଜେଇ ମିଳିଥିଲା। ସାକ୍ଷୀମାନଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କରାଯିବାରୁ ମୋଟ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ହୋଇଥିବା ଜଣାପଡ଼ିଛି l ଘଟଣାସ୍ଥଳରେ ଗଞ୍ଜେଇ ଚାଲାଣ ପାଇଁ କିଛି ଲୋକ ଗଞ୍ଜେଇ ଗଚ୍ଛିତ ରଖି ଥିବା ପୋଲିସ ଜାଣିବାକୁ ପାଇଥିଲେ। ତେବେ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ଘଟଣାରେ ମନମୁଣ୍ଡା ଥାନାରେ କେସ୍ ନମ୍ବର ୩୪୫/୨୬ରେ ଏନ୍‌ଡିପିଏସ୍ ଆକ୍ଟର ଧାରା ୨୦(ବି)(ii)(C) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଫେରାର ଥିବା ବ୍ୟକ୍ତିମାନଙ୍କୁ ଧରିବା ସହ ଘଟଣାର ଅଧିକ ତଦନ୍ତ ଚାଲିଛି।
ସୂଚନା ଅନୁସାରେ, ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ପକ୍ଷରୁ ମୋଟ ୧୧ଟି ମାମଲା ରୁଜୁ କରାଯାଇ ୩୨ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହାସହ ୩୯୦୦କ୍ୟୁଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ,ଚାଲାଣରେ ବ୍ୟବହୃତ ଯାନବାହନ ମଧ୍ୟ ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    3 hrs ago
  • ସୁବର୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ଜିଲ୍ଲା ପରିଷଦ କାର୍ଯାଳୟରେ କାର୍ଯ୍ୟରତ କର୍ମଚାରୀଙ୍କ ବଲାଙ୍ଗିର ରୋୟାଲ ସିକ୍ୟୁରିଟି ସର୍ଭିସ ଏଜେନ୍ସୀ ଲକ୍ଷାଧିକ ଟଙ୍କାର ଇପିଏଫ୍ ଏବଂ ଇଏସଆଇ ଅର୍ଥ ଦେଉନଥିବା ସଙ୍ଗିନ ଅଭିଯୋଗ
    1
    ସୁବର୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ଜିଲ୍ଲା ପରିଷଦ କାର୍ଯାଳୟରେ କାର୍ଯ୍ୟରତ କର୍ମଚାରୀଙ୍କ ବଲାଙ୍ଗିର ରୋୟାଲ ସିକ୍ୟୁରିଟି ସର୍ଭିସ ଏଜେନ୍ସୀ ଲକ୍ଷାଧିକ ଟଙ୍କାର ଇପିଏଫ୍ ଏବଂ ଇଏସଆଇ ଅର୍ଥ ଦେଉନଥିବା ସଙ୍ଗିନ ଅଭିଯୋଗ
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    18 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.