logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସର ଶୁଭାରମ୍ଭ କାର୍ଯ୍ୟକ୍ରମ ରାୟଗଡ:-10.02.2026-ଆଜି ରାୟଗଡ ଜିଲ୍ଲା ର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ରେ ଜାତୀୟ କୃମିନାଶକ ଦିବସ ର ଶୁଭାରମ୍ଭ ହୋଇଯାଇଛି | ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ା ଭି ସରୋଜିନୀ ଦେବୀ, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ ) ଡା କିଶୋର କୁମାର ବରାହୀ, ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ଡା ରୁମା ମହାପାତ୍ର, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡା ପ୍ରଦୀପ୍ତ କୁମାର ସୁବୁଦ୍ଧି , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ଶାନ୍ତିଲତା ମୁନି , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମିନତି ଦେଓ, ଏବଂ ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାଜାରାମ ସମେତ ସ୍ୱାସ୍ଥ୍ୟ ବିଭାଗ ର ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଜାତୀୟ କୃମିନାଶକ ଦିବସ ବର୍ଷ କୁ ଦୁଇଥର ଫେବୃଆରୀ ଓ ଅଗଷ୍ଟ ମାସ ରେ ପାଳନ ହୁଏ । ୧ ରୁ ୧୯ ବର୍ଷ ବୟସର ସମସ୍ତ ପିଲାମାନେ ଫେବୃଆରୀ ୧୦ ତାରିଖ ଦିନ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ରରେ କୃମିନଶକ ବଟିକା ଖାଆନ୍ତି ଏବଂ ଅଣ ପଞ୍ଜୀକୃତ ଏବଂ ବିଦ୍ୟାଳୟ ଯାଉ ନଥିବା ପିଲାମାନେ ଏବଂ ୨୦-୨୪ ବର୍ଷ ର ପ୍ରଜନନ କ୍ଷମ ମହିଳା (ପ୍ରସୂତି ଏବଂ ଗର୍ଭବତୀ ବ୍ୟତୀତ) ମାନେ ଅଙ୍ଗନୱାଡ଼ି କେନ୍ଦ୍ରରେ ଫେବୃଆରୀ ୧୦ ତାରିଖ ଦିନ କୃମି ବଟିକା ଖାଇବେ। ଯେଉଁ ପିଲାମାନେ କୌଣସି କାରଣ ବଶତଃ କୃମୀନାଶକ ଦିବସ (ଫେବୃଆରୀ ୧୦) ରେ ଏହି ବଟିକା ଖାଇପାରି ନ ଥାଆନ୍ତି, ସେମାନେ ଚଳିତ ମାସର ୧୭ ତାରିଖ ଦିନ ବା ମପ ଅପ୍ ଦିବସ ରେ ବଟିକା ସେବନ କରିବେ | ବିଦ୍ୟାଳୟ ଏବଂ ଅଙ୍ଗନୱାଡିଭିତ୍ତିକ ଜାତୀୟ କୃମିନାଶକ କାର୍ଯ୍ୟକ୍ରମ ନିରାପଦ | ଏହି କାର୍ଯ୍ୟକ୍ରମ ଦ୍ୱାରା ଏହି ସ୍ବାସ୍ଥ୍ୟ ସେବା ପ୍ରତି ପିଲାଙ୍କ ନିକଟରେ ପହଞ୍ଚିପାରୁଛି। ଏହି କାର୍ଯ୍ୟକ୍ରମ ପ୍ରତ୍ୟେକ ବର୍ଷ ହେବା ଦ୍ୱାରା ବିଦ୍ୟାଳୟରେ ଅନୁପସ୍ଥିତି ହ୍ରାସ ହେବା ସହିତ ଏହା ପିଲାମାନଙ୍କୁ ଏକ ସୁସ୍ଥ, ପୁଷ୍ଟିକର ପରିବେଶ ପ୍ରଦାନ କରିବାରେ ସହାୟକ ହେଉଛି । ପିଲାମାନଙ୍କୁ କୃମି ସଂକ୍ରମଣରୁ ରକ୍ଷା କରିବା ନିମନ୍ତେ ଆଲବେଣ୍ଡାଜୋଲ ବଟିକା ବେଶ ଲାଭଦାୟକ ହେଉଛି ଏବଂ ଏହା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବେଶ୍ ପ୍ରଭାବଶାଳୀ । ଆହୁରି ମଧ୍ୟ ଯେଉଁମାନେ କୃମି ଦ୍ଵାରା ସଂକ୍ରମିତ ହୋଇଥାନ୍ତି ସେମାନେ ପୁଷ୍ଟି ହୀନତା ଓ ରକ୍ତ ହୀନତା ଯୋଗୁଁ ସର୍ବଦା କ୍ଳାନ୍ତ ଅନୁଭବ କରନ୍ତି, ଏବଂ ତାଙ୍କର ଶାରୀରିକ, ମାନସିକ, ଓ ବୌଧିକ ବିକାଶ ରେ ବାଧା ପ୍ରାପ୍ତ ହୋଇଥାଏ । ସେଥିପାଇଁ ସରକାର ଏହି କାର୍ଯ୍ୟକ୍ରମ କୁ ପ୍ରାଥମିକ ତା ପ୍ରଦାନ କରୁଛନ୍ତି । ଜାତୀୟ କୃମିନାଶକ ଦିବସ ପ୍ରସ୍ତୁତି ପାଇଁ ଶିକ୍ଷକ ଏବଂ ଅଙ୍ଗନୱାଡି କର୍ମୀଙ୍କୁ ସେମାନଙ୍କର ଦାୟିତ୍ୱ ଏବଂ ବଟିକା ଖାଇବାର ପଦ୍ଧତି ତଥା ଏହି କାର୍ଯ୍ୟକ୍ରମର ଉତ୍ତମ ପରିଚାଳନା ପାଇଁ କୃମିନାଶକ ଦିବସ ପୂର୍ବରୁ ତାଲିମ ଦିଆଯାଇଛି ଏବଂ ଏହିଁ କାର୍ଯ୍ୟକ୍ରମ ର ବହୁଳ ସଚେତନତା ସୃଷ୍ଟି କରିବା ପାଇଁ କୁହାଯାଇଥାଏ । ସ୍ବାସ୍ଥ୍ୟ ବିଭାଗ, ଶିକ୍ଷା ବିଭାଗ ର ପ୍ରତ୍ୟକ୍ଷ ତତ୍ବାବଧାନ ରେ ଏହି ଜାତୀୟ କାର୍ଯ୍ୟକ୍ରମ କରାଯାଉଅଛି ।

20 hrs ago
user_Narattam Kumar padhy
Narattam Kumar padhy
ସାମ୍ବାଦିକ ବିଷମାକଟକ, ରାୟଗଡା, ଓଡ଼ିଶା•
20 hrs ago

ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସର ଶୁଭାରମ୍ଭ କାର୍ଯ୍ୟକ୍ରମ ରାୟଗଡ:-10.02.2026-ଆଜି ରାୟଗଡ ଜିଲ୍ଲା ର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ରେ ଜାତୀୟ କୃମିନାଶକ ଦିବସ ର ଶୁଭାରମ୍ଭ ହୋଇଯାଇଛି | ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ା ଭି ସରୋଜିନୀ ଦେବୀ, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ ) ଡା କିଶୋର କୁମାର ବରାହୀ, ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ଡା ରୁମା ମହାପାତ୍ର, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡା ପ୍ରଦୀପ୍ତ କୁମାର ସୁବୁଦ୍ଧି , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ଶାନ୍ତିଲତା ମୁନି , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମିନତି

ଦେଓ, ଏବଂ ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାଜାରାମ ସମେତ ସ୍ୱାସ୍ଥ୍ୟ ବିଭାଗ ର ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଜାତୀୟ କୃମିନାଶକ ଦିବସ ବର୍ଷ କୁ ଦୁଇଥର ଫେବୃଆରୀ ଓ ଅଗଷ୍ଟ ମାସ ରେ ପାଳନ ହୁଏ । ୧ ରୁ ୧୯ ବର୍ଷ ବୟସର ସମସ୍ତ ପିଲାମାନେ ଫେବୃଆରୀ ୧୦ ତାରିଖ ଦିନ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ରରେ କୃମିନଶକ ବଟିକା ଖାଆନ୍ତି ଏବଂ ଅଣ ପଞ୍ଜୀକୃତ ଏବଂ ବିଦ୍ୟାଳୟ ଯାଉ ନଥିବା ପିଲାମାନେ ଏବଂ ୨୦-୨୪ ବର୍ଷ ର ପ୍ରଜନନ କ୍ଷମ ମହିଳା (ପ୍ରସୂତି ଏବଂ ଗର୍ଭବତୀ ବ୍ୟତୀତ) ମାନେ ଅଙ୍ଗନୱାଡ଼ି କେନ୍ଦ୍ରରେ ଫେବୃଆରୀ ୧୦ ତାରିଖ ଦିନ କୃମି ବଟିକା ଖାଇବେ। ଯେଉଁ ପିଲାମାନେ କୌଣସି କାରଣ ବଶତଃ କୃମୀନାଶକ

8dcfb6c4-65de-4b44-88a0-591cd91d164a

ଦିବସ (ଫେବୃଆରୀ ୧୦) ରେ ଏହି ବଟିକା ଖାଇପାରି ନ ଥାଆନ୍ତି, ସେମାନେ ଚଳିତ ମାସର ୧୭ ତାରିଖ ଦିନ ବା ମପ ଅପ୍ ଦିବସ ରେ ବଟିକା ସେବନ କରିବେ | ବିଦ୍ୟାଳୟ ଏବଂ ଅଙ୍ଗନୱାଡିଭିତ୍ତିକ ଜାତୀୟ କୃମିନାଶକ କାର୍ଯ୍ୟକ୍ରମ ନିରାପଦ | ଏହି କାର୍ଯ୍ୟକ୍ରମ ଦ୍ୱାରା ଏହି ସ୍ବାସ୍ଥ୍ୟ ସେବା ପ୍ରତି ପିଲାଙ୍କ ନିକଟରେ ପହଞ୍ଚିପାରୁଛି। ଏହି କାର୍ଯ୍ୟକ୍ରମ ପ୍ରତ୍ୟେକ ବର୍ଷ ହେବା ଦ୍ୱାରା ବିଦ୍ୟାଳୟରେ ଅନୁପସ୍ଥିତି ହ୍ରାସ ହେବା ସହିତ ଏହା ପିଲାମାନଙ୍କୁ ଏକ ସୁସ୍ଥ, ପୁଷ୍ଟିକର ପରିବେଶ ପ୍ରଦାନ କରିବାରେ ସହାୟକ ହେଉଛି । ପିଲାମାନଙ୍କୁ କୃମି ସଂକ୍ରମଣରୁ ରକ୍ଷା କରିବା ନିମନ୍ତେ ଆଲବେଣ୍ଡାଜୋଲ ବଟିକା ବେଶ ଲାଭଦାୟକ ହେଉଛି ଏବଂ ଏହା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବେଶ୍ ପ୍ରଭାବଶାଳୀ । ଆହୁରି ମଧ୍ୟ

5720bc53-bd14-4a52-bb79-11bc06479a01

ଯେଉଁମାନେ କୃମି ଦ୍ଵାରା ସଂକ୍ରମିତ ହୋଇଥାନ୍ତି ସେମାନେ ପୁଷ୍ଟି ହୀନତା ଓ ରକ୍ତ ହୀନତା ଯୋଗୁଁ ସର୍ବଦା କ୍ଳାନ୍ତ ଅନୁଭବ କରନ୍ତି, ଏବଂ ତାଙ୍କର ଶାରୀରିକ, ମାନସିକ, ଓ ବୌଧିକ ବିକାଶ ରେ ବାଧା ପ୍ରାପ୍ତ ହୋଇଥାଏ । ସେଥିପାଇଁ ସରକାର ଏହି କାର୍ଯ୍ୟକ୍ରମ କୁ ପ୍ରାଥମିକ ତା ପ୍ରଦାନ କରୁଛନ୍ତି । ଜାତୀୟ କୃମିନାଶକ ଦିବସ ପ୍ରସ୍ତୁତି ପାଇଁ ଶିକ୍ଷକ ଏବଂ ଅଙ୍ଗନୱାଡି କର୍ମୀଙ୍କୁ ସେମାନଙ୍କର ଦାୟିତ୍ୱ ଏବଂ ବଟିକା ଖାଇବାର ପଦ୍ଧତି ତଥା ଏହି କାର୍ଯ୍ୟକ୍ରମର ଉତ୍ତମ ପରିଚାଳନା ପାଇଁ କୃମିନାଶକ ଦିବସ ପୂର୍ବରୁ ତାଲିମ ଦିଆଯାଇଛି ଏବଂ ଏହିଁ କାର୍ଯ୍ୟକ୍ରମ ର ବହୁଳ ସଚେତନତା ସୃଷ୍ଟି କରିବା ପାଇଁ କୁହାଯାଇଥାଏ । ସ୍ବାସ୍ଥ୍ୟ ବିଭାଗ, ଶିକ୍ଷା ବିଭାଗ ର ପ୍ରତ୍ୟକ୍ଷ ତତ୍ବାବଧାନ ରେ ଏହି ଜାତୀୟ କାର୍ଯ୍ୟକ୍ରମ କରାଯାଉଅଛି ।

More news from ଓଡ଼ିଶା and nearby areas
  • ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସର ଶୁଭାରମ୍ଭ କାର୍ଯ୍ୟକ୍ରମ ରାୟଗଡ:-10.02.2026-ଆଜି ରାୟଗଡ ଜିଲ୍ଲା ର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ରେ ଜାତୀୟ କୃମିନାଶକ ଦିବସ ର ଶୁଭାରମ୍ଭ ହୋଇଯାଇଛି | ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ା ଭି ସରୋଜିନୀ ଦେବୀ, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ ) ଡା କିଶୋର କୁମାର ବରାହୀ, ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ଡା ରୁମା ମହାପାତ୍ର, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡା ପ୍ରଦୀପ୍ତ କୁମାର ସୁବୁଦ୍ଧି , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ଶାନ୍ତିଲତା ମୁନି , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମିନତି ଦେଓ, ଏବଂ ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାଜାରାମ ସମେତ ସ୍ୱାସ୍ଥ୍ୟ ବିଭାଗ ର ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଜାତୀୟ କୃମିନାଶକ ଦିବସ ବର୍ଷ କୁ ଦୁଇଥର ଫେବୃଆରୀ ଓ ଅଗଷ୍ଟ ମାସ ରେ ପାଳନ ହୁଏ । ୧ ରୁ ୧୯ ବର୍ଷ ବୟସର ସମସ୍ତ ପିଲାମାନେ ଫେବୃଆରୀ ୧୦ ତାରିଖ ଦିନ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ରରେ କୃମିନଶକ ବଟିକା ଖାଆନ୍ତି ଏବଂ ଅଣ ପଞ୍ଜୀକୃତ ଏବଂ ବିଦ୍ୟାଳୟ ଯାଉ ନଥିବା ପିଲାମାନେ ଏବଂ ୨୦-୨୪ ବର୍ଷ ର ପ୍ରଜନନ କ୍ଷମ ମହିଳା (ପ୍ରସୂତି ଏବଂ ଗର୍ଭବତୀ ବ୍ୟତୀତ) ମାନେ ଅଙ୍ଗନୱାଡ଼ି କେନ୍ଦ୍ରରେ ଫେବୃଆରୀ ୧୦ ତାରିଖ ଦିନ କୃମି ବଟିକା ଖାଇବେ। ଯେଉଁ ପିଲାମାନେ କୌଣସି କାରଣ ବଶତଃ କୃମୀନାଶକ ଦିବସ (ଫେବୃଆରୀ ୧୦) ରେ ଏହି ବଟିକା ଖାଇପାରି ନ ଥାଆନ୍ତି, ସେମାନେ ଚଳିତ ମାସର ୧୭ ତାରିଖ ଦିନ ବା ମପ ଅପ୍ ଦିବସ ରେ ବଟିକା ସେବନ କରିବେ | ବିଦ୍ୟାଳୟ ଏବଂ ଅଙ୍ଗନୱାଡିଭିତ୍ତିକ ଜାତୀୟ କୃମିନାଶକ କାର୍ଯ୍ୟକ୍ରମ ନିରାପଦ | ଏହି କାର୍ଯ୍ୟକ୍ରମ ଦ୍ୱାରା ଏହି ସ୍ବାସ୍ଥ୍ୟ ସେବା ପ୍ରତି ପିଲାଙ୍କ ନିକଟରେ ପହଞ୍ଚିପାରୁଛି। ଏହି କାର୍ଯ୍ୟକ୍ରମ ପ୍ରତ୍ୟେକ ବର୍ଷ ହେବା ଦ୍ୱାରା ବିଦ୍ୟାଳୟରେ ଅନୁପସ୍ଥିତି ହ୍ରାସ ହେବା ସହିତ ଏହା ପିଲାମାନଙ୍କୁ ଏକ ସୁସ୍ଥ, ପୁଷ୍ଟିକର ପରିବେଶ ପ୍ରଦାନ କରିବାରେ ସହାୟକ ହେଉଛି । ପିଲାମାନଙ୍କୁ କୃମି ସଂକ୍ରମଣରୁ ରକ୍ଷା କରିବା ନିମନ୍ତେ ଆଲବେଣ୍ଡାଜୋଲ ବଟିକା ବେଶ ଲାଭଦାୟକ ହେଉଛି ଏବଂ ଏହା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବେଶ୍ ପ୍ରଭାବଶାଳୀ । ଆହୁରି ମଧ୍ୟ ଯେଉଁମାନେ କୃମି ଦ୍ଵାରା ସଂକ୍ରମିତ ହୋଇଥାନ୍ତି ସେମାନେ ପୁଷ୍ଟି ହୀନତା ଓ ରକ୍ତ ହୀନତା ଯୋଗୁଁ ସର୍ବଦା କ୍ଳାନ୍ତ ଅନୁଭବ କରନ୍ତି, ଏବଂ ତାଙ୍କର ଶାରୀରିକ, ମାନସିକ, ଓ ବୌଧିକ ବିକାଶ ରେ ବାଧା ପ୍ରାପ୍ତ ହୋଇଥାଏ । ସେଥିପାଇଁ ସରକାର ଏହି କାର୍ଯ୍ୟକ୍ରମ କୁ ପ୍ରାଥମିକ ତା ପ୍ରଦାନ କରୁଛନ୍ତି । ଜାତୀୟ କୃମିନାଶକ ଦିବସ ପ୍ରସ୍ତୁତି ପାଇଁ ଶିକ୍ଷକ ଏବଂ ଅଙ୍ଗନୱାଡି କର୍ମୀଙ୍କୁ ସେମାନଙ୍କର ଦାୟିତ୍ୱ ଏବଂ ବଟିକା ଖାଇବାର ପଦ୍ଧତି ତଥା ଏହି କାର୍ଯ୍ୟକ୍ରମର ଉତ୍ତମ ପରିଚାଳନା ପାଇଁ କୃମିନାଶକ ଦିବସ ପୂର୍ବରୁ ତାଲିମ ଦିଆଯାଇଛି ଏବଂ ଏହିଁ କାର୍ଯ୍ୟକ୍ରମ ର ବହୁଳ ସଚେତନତା ସୃଷ୍ଟି କରିବା ପାଇଁ କୁହାଯାଇଥାଏ । ସ୍ବାସ୍ଥ୍ୟ ବିଭାଗ, ଶିକ୍ଷା ବିଭାଗ ର ପ୍ରତ୍ୟକ୍ଷ ତତ୍ବାବଧାନ ରେ ଏହି ଜାତୀୟ କାର୍ଯ୍ୟକ୍ରମ କରାଯାଉଅଛି ।
    4
    ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସର ଶୁଭାରମ୍ଭ କାର୍ଯ୍ୟକ୍ରମ
ରାୟଗଡ:-10.02.2026-ଆଜି ରାୟଗଡ ଜିଲ୍ଲା ର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ  ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ରେ ଜାତୀୟ କୃମିନାଶକ ଦିବସ ର ଶୁଭାରମ୍ଭ  ହୋଇଯାଇଛି | ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ା ଭି ସରୋଜିନୀ ଦେବୀ, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ ) ଡା କିଶୋର କୁମାର ବରାହୀ, ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ଡା ରୁମା ମହାପାତ୍ର, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡା ପ୍ରଦୀପ୍ତ କୁମାର ସୁବୁଦ୍ଧି ,  ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ଶାନ୍ତିଲତା ମୁନି  , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମିନତି ଦେଓ,  ଏବଂ ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ  ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାଜାରାମ ସମେତ ସ୍ୱାସ୍ଥ୍ୟ ବିଭାଗ ର ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ । 
ଜାତୀୟ କୃମିନାଶକ ଦିବସ ବର୍ଷ କୁ ଦୁଇଥର ଫେବୃଆରୀ ଓ ଅଗଷ୍ଟ ମାସ ରେ ପାଳନ ହୁଏ । ୧ ରୁ ୧୯ ବର୍ଷ ବୟସର ସମସ୍ତ ପିଲାମାନେ ଫେବୃଆରୀ ୧୦ ତାରିଖ  ଦିନ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ରରେ କୃମିନଶକ ବଟିକା ଖାଆନ୍ତି ଏବଂ ଅଣ ପଞ୍ଜୀକୃତ ଏବଂ ବିଦ୍ୟାଳୟ ଯାଉ ନଥିବା ପିଲାମାନେ ଏବଂ  ୨୦-୨୪ ବର୍ଷ ର ପ୍ରଜନନ କ୍ଷମ ମହିଳା (ପ୍ରସୂତି ଏବଂ ଗର୍ଭବତୀ ବ୍ୟତୀତ) ମାନେ ଅଙ୍ଗନୱାଡ଼ି କେନ୍ଦ୍ରରେ ଫେବୃଆରୀ ୧୦ ତାରିଖ ଦିନ କୃମି ବଟିକା ଖାଇବେ। ଯେଉଁ ପିଲାମାନେ କୌଣସି କାରଣ ବଶତଃ କୃମୀନାଶକ ଦିବସ (ଫେବୃଆରୀ ୧୦) ରେ ଏହି ବଟିକା ଖାଇପାରି ନ ଥାଆନ୍ତି, ସେମାନେ ଚଳିତ ମାସର ୧୭  ତାରିଖ ଦିନ ବା ମପ ଅପ୍ ଦିବସ ରେ ବଟିକା ସେବନ କରିବେ | 
ବିଦ୍ୟାଳୟ ଏବଂ ଅଙ୍ଗନୱାଡିଭିତ୍ତିକ ଜାତୀୟ କୃମିନାଶକ କାର୍ଯ୍ୟକ୍ରମ ନିରାପଦ | ଏହି କାର୍ଯ୍ୟକ୍ରମ ଦ୍ୱାରା ଏହି ସ୍ବାସ୍ଥ୍ୟ ସେବା ପ୍ରତି ପିଲାଙ୍କ ନିକଟରେ ପହଞ୍ଚିପାରୁଛି। ଏହି କାର୍ଯ୍ୟକ୍ରମ ପ୍ରତ୍ୟେକ ବର୍ଷ   ହେବା ଦ୍ୱାରା ବିଦ୍ୟାଳୟରେ ଅନୁପସ୍ଥିତି ହ୍ରାସ ହେବା ସହିତ ଏହା ପିଲାମାନଙ୍କୁ ଏକ ସୁସ୍ଥ, ପୁଷ୍ଟିକର ପରିବେଶ ପ୍ରଦାନ କରିବାରେ ସହାୟକ ହେଉଛି  । ପିଲାମାନଙ୍କୁ କୃମି ସଂକ୍ରମଣରୁ ରକ୍ଷା କରିବା ନିମନ୍ତେ ଆଲବେଣ୍ଡାଜୋଲ ବଟିକା ବେଶ ଲାଭଦାୟକ ହେଉଛି ଏବଂ ଏହା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବେଶ୍ ପ୍ରଭାବଶାଳୀ  । ଆହୁରି ମଧ୍ୟ  ଯେଉଁମାନେ କୃମି ଦ୍ଵାରା ସଂକ୍ରମିତ ହୋଇଥାନ୍ତି ସେମାନେ ପୁଷ୍ଟି ହୀନତା ଓ ରକ୍ତ ହୀନତା ଯୋଗୁଁ ସର୍ବଦା କ୍ଳାନ୍ତ ଅନୁଭବ କରନ୍ତି, ଏବଂ ତାଙ୍କର ଶାରୀରିକ, ମାନସିକ, ଓ ବୌଧିକ ବିକାଶ ରେ ବାଧା ପ୍ରାପ୍ତ ହୋଇଥାଏ । ସେଥିପାଇଁ ସରକାର ଏହି କାର୍ଯ୍ୟକ୍ରମ କୁ ପ୍ରାଥମିକ ତା ପ୍ରଦାନ କରୁଛନ୍ତି ।
ଜାତୀୟ କୃମିନାଶକ ଦିବସ ପ୍ରସ୍ତୁତି ପାଇଁ ଶିକ୍ଷକ ଏବଂ ଅଙ୍ଗନୱାଡି କର୍ମୀଙ୍କୁ ସେମାନଙ୍କର ଦାୟିତ୍ୱ ଏବଂ ବଟିକା ଖାଇବାର ପଦ୍ଧତି ତଥା ଏହି କାର୍ଯ୍ୟକ୍ରମର ଉତ୍ତମ ପରିଚାଳନା ପାଇଁ  କୃମିନାଶକ ଦିବସ ପୂର୍ବରୁ ତାଲିମ ଦିଆଯାଇଛି ଏବଂ ଏହିଁ କାର୍ଯ୍ୟକ୍ରମ ର ବହୁଳ ସଚେତନତା ସୃଷ୍ଟି କରିବା ପାଇଁ କୁହାଯାଇଥାଏ  । 
ସ୍ବାସ୍ଥ୍ୟ ବିଭାଗ, ଶିକ୍ଷା ବିଭାଗ ର ପ୍ରତ୍ୟକ୍ଷ ତତ୍ବାବଧାନ ରେ ଏହି ଜାତୀୟ କାର୍ଯ୍ୟକ୍ରମ କରାଯାଉଅଛି ।
    user_Narattam Kumar padhy
    Narattam Kumar padhy
    ସାମ୍ବାଦିକ ବିଷମାକଟକ, ରାୟଗଡା, ଓଡ଼ିଶା•
    20 hrs ago
  • Post by Satyanarayan Bidika
    1
    Post by Satyanarayan Bidika
    user_Satyanarayan Bidika
    Satyanarayan Bidika
    Agistment service Rayagada, Odisha•
    1 hr ago
  • ମୋହନା ବ୍ଲକ ସ୍ଥାନୀୟ ବିମଳା ବାଳିକା ବିଦ୍ୟାଳୟ ରେ ପ୍ରାର୍ଥନା ସରିବା ପରେ ଶ୍ରେଣୀ ଗୃହ କୁ ଯାଇଥିଲେ ଛାତ୍ରୀ ମାନେ ସେଇ ସମୟରେ ରେ ଅଚାନକ ଶ୍ରେଣୀ ଗୃହ ରେ ଅଚେତ ହେଇ ପଡିଲେ ଛାତ୍ରୀ ବିଦ୍ୟାଳୟ କତୃପକ୍ଷ ଉଦ୍ଧାର କରି ମୋହନା ମେଡିକାଲ ରେ ଭର୍ତ୍ତୀ କରିଛନ୍ତି
    1
    ମୋହନା ବ୍ଲକ ସ୍ଥାନୀୟ ବିମଳା ବାଳିକା ବିଦ୍ୟାଳୟ ରେ ପ୍ରାର୍ଥନା ସରିବା ପରେ ଶ୍ରେଣୀ ଗୃହ କୁ ଯାଇଥିଲେ ଛାତ୍ରୀ ମାନେ ସେଇ ସମୟରେ ରେ ଅଚାନକ ଶ୍ରେଣୀ ଗୃହ ରେ ଅଚେତ ହେଇ ପଡିଲେ ଛାତ୍ରୀ ବିଦ୍ୟାଳୟ କତୃପକ୍ଷ ଉଦ୍ଧାର କରି ମୋହନା ମେଡିକାଲ ରେ ଭର୍ତ୍ତୀ କରିଛନ୍ତି
    user_Ansubhai Pandey
    Ansubhai Pandey
    ସାମ୍ବାଦିକ ମୋହନା, ଗଜପତି, ଓଡ଼ିଶା•
    4 hrs ago
  • ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଦ୍ଵାରା ମହିଳା ମାନଙ୍କୁ ମହିଳା ସିଲେଇ ଶିକ୍ଷା ତାଲିମ କାର୍ଯ୍ୟକ୍ରମର ଉଦଯାପନ । ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା ମହିଳା ମାନଙ୍କୁ ମହିଳା ସିଲେଇ ଶିକ୍ଷା ତାଲିମ କାର୍ଯ୍ୟକ୍ରମର ଉଦଯାପନ ସଭା ଅନୁଷ୍ଠିତ ହୋଇଛି। ଏହି ୩୦ ଦିନିଆ ତାଲିମ୍ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ବିଭିନ୍ନ ପଞ୍ଚାୟତ ସମିତିରୁ ମୋଟ ୩୫ ଜଣ ମହିଳା ତାଲିମ ନେଲେ । ଉଦଯାପନ ସଭାରେ ମୁଖ୍ୟ ଅତିଥି ଭାବେ ଶ୍ରୀମାନ ତିମନ ବାରା,ଓଡିଶା ଜୀବିକା ମିଶନ ତଥା ମିଶନ ଶକ୍ତି,ଗଜପତି ଜିଲ୍ଲା ଯୋଗ ଦେଇଥିଲେ | ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀମାନ ତ୍ରିନାଥ ନାଗ ସଭାପତିତ୍ଵ କରିଥିଲେ । ମହିଳା ତାଲିମ ପ୍ରତିଭାଗୀ ମାନଙ୍କୁ ଭାଷଣ ମାଧ୍ୟମରେ ବିଭିନ୍ନ ଉଦାହରଣ ଦେଇ ମନଯୋଗ ସହକାରେ ତାଲିମ ପ୍ରାପ୍ତ ହୋଇ ଭବିଷ୍ୟତରେ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ ଏବଂ ସମସ୍ତେ ଯେପରି ଭବିଷ୍ୟତରେ ନିଜେ ଜଣେ ସ୍ୱାବଲମ୍ବୀ ଭାବେ ରୋଜଗାରକ୍ଷମ ମହିଳା ସିଲେଇ ଉଦ୍ୟୋଗୀ ହୋଇପାରିବେ ତାହା ବୁଝା ଯାଇ ଥିଲା ଏବଂ "ମହିଳା ସିଲେଇ ଶିକ୍ଷା ପ୍ରମାଣ ପତ୍ର" ମଧ୍ୟ ବଣ୍ଟନ କରାଯାଇ ଥିଲା l ଏହି ସଭାରେ ଅନୁଷ୍ଠାନର ମହିଳା ସିଲେଇ ପ୍ରଶିକ୍ଷିକା ଶ୍ରୀମତୀ ଏ.ଵାଲାମଣି ଆଚାରୀ ଉପସ୍ଥିତ ଥିଲେ | ଶେଷରେ ଅନୁଷ୍ଠାନର ପ୍ରାଧ୍ୟାପକ ତଥା ସଂଯୋଜକ ଶ୍ରୀମାନ ପ୍ରଦୀପ କୁମାର ଦାସ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରି ଥିଲେ l ବରିଷ୍ଠ ପ୍ରାଧ୍ୟାପକ ଶ୍ରୀମାନ ଦିଲ୍ଲୀପ କୁମାର ତନ୍ତି ଉପସ୍ଥିତ ରହି କାର୍ଯ୍ୟକୁ ସୁଚାର ରୂପେ ସମ୍ପାଦନା କରିଥିଲେ l
    1
    ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଦ୍ଵାରା ମହିଳା ମାନଙ୍କୁ ମହିଳା ସିଲେଇ ଶିକ୍ଷା ତାଲିମ କାର୍ଯ୍ୟକ୍ରମର ଉଦଯାପନ ।
ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା ମହିଳା ମାନଙ୍କୁ ମହିଳା ସିଲେଇ ଶିକ୍ଷା ତାଲିମ କାର୍ଯ୍ୟକ୍ରମର ଉଦଯାପନ ସଭା ଅନୁଷ୍ଠିତ ହୋଇଛି। ଏହି ୩୦ ଦିନିଆ ତାଲିମ୍ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ବିଭିନ୍ନ ପଞ୍ଚାୟତ ସମିତିରୁ ମୋଟ ୩୫ ଜଣ ମହିଳା ତାଲିମ ନେଲେ । ଉଦଯାପନ ସଭାରେ ମୁଖ୍ୟ ଅତିଥି ଭାବେ ଶ୍ରୀମାନ ତିମନ ବାରା,ଓଡିଶା ଜୀବିକା ମିଶନ ତଥା ମିଶନ ଶକ୍ତି,ଗଜପତି ଜିଲ୍ଲା ଯୋଗ ଦେଇଥିଲେ | ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀମାନ ତ୍ରିନାଥ ନାଗ ସଭାପତିତ୍ଵ କରିଥିଲେ । ମହିଳା ତାଲିମ ପ୍ରତିଭାଗୀ ମାନଙ୍କୁ ଭାଷଣ ମାଧ୍ୟମରେ ବିଭିନ୍ନ ଉଦାହରଣ ଦେଇ ମନଯୋଗ ସହକାରେ ତାଲିମ ପ୍ରାପ୍ତ ହୋଇ ଭବିଷ୍ୟତରେ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ ଏବଂ ସମସ୍ତେ ଯେପରି ଭବିଷ୍ୟତରେ ନିଜେ ଜଣେ ସ୍ୱାବଲମ୍ବୀ ଭାବେ ରୋଜଗାରକ୍ଷମ ମହିଳା ସିଲେଇ ଉଦ୍ୟୋଗୀ ହୋଇପାରିବେ ତାହା ବୁଝା ଯାଇ ଥିଲା ଏବଂ "ମହିଳା ସିଲେଇ ଶିକ୍ଷା ପ୍ରମାଣ ପତ୍ର" ମଧ୍ୟ ବଣ୍ଟନ କରାଯାଇ ଥିଲା l ଏହି ସଭାରେ ଅନୁଷ୍ଠାନର ମହିଳା ସିଲେଇ ପ୍ରଶିକ୍ଷିକା ଶ୍ରୀମତୀ ଏ.ଵାଲାମଣି ଆଚାରୀ ଉପସ୍ଥିତ ଥିଲେ | ଶେଷରେ ଅନୁଷ୍ଠାନର ପ୍ରାଧ୍ୟାପକ ତଥା ସଂଯୋଜକ ଶ୍ରୀମାନ ପ୍ରଦୀପ କୁମାର ଦାସ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରି ଥିଲେ l ବରିଷ୍ଠ ପ୍ରାଧ୍ୟାପକ ଶ୍ରୀମାନ ଦିଲ୍ଲୀପ କୁମାର ତନ୍ତି ଉପସ୍ଥିତ ରହି କାର୍ଯ୍ୟକୁ ସୁଚାର ରୂପେ ସମ୍ପାଦନା କରିଥିଲେ l
    user_GUMMA UPDATE NEWS
    GUMMA UPDATE NEWS
    ସାମ୍ବାଦିକ ସେରଙ୍ଗୋ, ଗଜପତି, ଓଡ଼ିଶା•
    4 hrs ago
  • #🌹🌹🌹🌹🌹🌹🌹🌹🌹🌹
    1
    #🌹🌹🌹🌹🌹🌹🌹🌹🌹🌹
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    7 hrs ago
  • ପଞ୍ଚାୟତ ଜାଗା ଚିହ୍ନଟ ପରେ ଜବର ଦଖଲ ଉଚ୍ଛେଦ
    1
    ପଞ୍ଚାୟତ ଜାଗା ଚିହ୍ନଟ ପରେ ଜବର ଦଖଲ ଉଚ୍ଛେଦ
    user_TV5ODIA 9556605993
    TV5ODIA 9556605993
    ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    7 hrs ago
  • Post by Padmanabha Naik
    1
    Post by Padmanabha Naik
    user_Padmanabha Naik
    Padmanabha Naik
    Video Creator ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    18 hrs ago
  • ମୋହନା ବ୍ଲକ ଗରଡ଼ମା ଅଙ୍ଗନବାଡି ଗୃହ ଉପରେ ପଡିଲା ବିରାଟ କାୟା ଆମ୍ବ ଗଛ ଯାହା ଦ୍ୱାରା ଅଙ୍ଗନବାଡି ଗୃହ ଭାଙ୍ଗିଥିବା ବେଳେ ବିଦୂତ ଖୁଣ୍ଟ ଭାଙ୍ଗି ବିଦୂତ ସଂଯୋଗ ବିଛନ ରହିଛି
    1
    ମୋହନା ବ୍ଲକ ଗରଡ଼ମା ଅଙ୍ଗନବାଡି ଗୃହ ଉପରେ ପଡିଲା ବିରାଟ କାୟା ଆମ୍ବ ଗଛ ଯାହା ଦ୍ୱାରା ଅଙ୍ଗନବାଡି ଗୃହ ଭାଙ୍ଗିଥିବା ବେଳେ ବିଦୂତ ଖୁଣ୍ଟ ଭାଙ୍ଗି ବିଦୂତ ସଂଯୋଗ ବିଛନ ରହିଛି
    user_Ansubhai Pandey
    Ansubhai Pandey
    ସାମ୍ବାଦିକ ମୋହନା, ଗଜପତି, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.