logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆଜି ଦିନ ଦିପହର ପ୍ରାୟ ୧୨ଟା ସମୟରେ ସହରର କପିଳାସ ରୋଡ଼ରେ ଘଟିଛି ଏକ ଲୁଟ ଘଟଣା। ଆଜି ଦିନ ଦିପହର ପ୍ରାୟ ୧୨ଟା ସମୟରେ ସହରର କପିଳାସ ରୋଡ଼ରେ ଘଟିଛି ଏକ ଲୁଟ ଘଟଣା।

19 hrs ago
user_Tuna Behera
Tuna Behera
କାଶୀପୁର, ରାୟଗଡା, ଓଡ଼ିଶା•
19 hrs ago

ଆଜି ଦିନ ଦିପହର ପ୍ରାୟ ୧୨ଟା ସମୟରେ ସହରର କପିଳାସ ରୋଡ଼ରେ ଘଟିଛି ଏକ ଲୁଟ ଘଟଣା। ଆଜି ଦିନ ଦିପହର ପ୍ରାୟ ୧୨ଟା ସମୟରେ ସହରର କପିଳାସ ରୋଡ଼ରେ ଘଟିଛି ଏକ ଲୁଟ ଘଟଣା।

More news from ଓଡ଼ିଶା and nearby areas
  • ଆଜି ଦିନ ଦିପହର ପ୍ରାୟ ୧୨ଟା ସମୟରେ ସହରର କପିଳାସ ରୋଡ଼ରେ ଘଟିଛି ଏକ ଲୁଟ ଘଟଣା।
    1
    ଆଜି ଦିନ ଦିପହର ପ୍ରାୟ ୧୨ଟା ସମୟରେ ସହରର କପିଳାସ ରୋଡ଼ରେ ଘଟିଛି ଏକ ଲୁଟ ଘଟଣା।
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    19 hrs ago
  • Post by Keshab Saraka
    1
    Post by Keshab Saraka
    user_Keshab Saraka
    Keshab Saraka
    Local News Reporter ରାୟଗଡା, ରାୟଗଡା, ଓଡ଼ିଶା•
    17 hrs ago
  • Post by Pramodkumar Jena
    1
    Post by Pramodkumar Jena
    user_Pramodkumar Jena
    Pramodkumar Jena
    Court reporter ଲକ୍ଷ୍ମୀପୁର, କୋରାପୁଟ, ଓଡ଼ିଶା•
    5 hrs ago
  • Post by HABIL DONGRI
    1
    Post by HABIL DONGRI
    user_HABIL DONGRI
    HABIL DONGRI
    ଦାସମନ୍ତପୁର, କୋରାପୁଟ, ଓଡ଼ିଶା•
    7 hrs ago
  • ମୁନିଗୁଡା ବ୍ଲକରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ । ରିପୋର୍ଟର ନରୋତ୍ତମ ପାଢ଼ୀ ମୁନିଗୁଡା/ରାୟଗଡ:- ତା.୦୯-୦୩-୨୦୨୬ରିଖ ଦିନ ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ବନଖଣ୍ଡ ଅଧିକାରୀ ସଚିନ ଆନ୍ନା ସାହେବ ଓହୋଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକାରୀ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରଜୋନୀ ଦେବୀ, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୭୩ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ଟି ୫୭ ବ୍ୟକ୍ତିଗତ,୧୬ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଜିଲ୍ଲାପାଳ ଆଜି ରେଡ଼କ୍ରସ ପାଣ୍ଠିରୁ ଜଣକା ୨୦ ହଜାର ହିସାବରେ ତିନି ଜଣଙ୍କୁ ୬୦ହଜାର, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଦୁଇ ଜଣଙ୍କୁ ୪୦ହଜାର ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲା କାର୍ଯ୍ୟାଳୟକୁ ଜଣାଇବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶିବିରରେ ଅବକାରୀ ନିରିକ୍ଷକ ସନ୍ତୋଶ କୁମାର ଧଳ ସାମନ୍ତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଷିନୀ ଓରାମ, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ମୁନିଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣଚନ୍ଦ୍ର ଦଳପତିଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁନିଗୁଡା ତହସିଲଦାର ଏମ ଅନୁରାଧା, ମୁନିଗୁଡା ଥାନା ଅଧିକାରୀ ଶ୍ରଦ୍ଧାଞ୍ଜଳି ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ରାୟଗଡ଼ ଜିଲ୍ଲା ରୁ ନରୋତ୍ତମ ପାଢ଼ୀ ଙ୍କ ରିପୋର୍ଟ
    4
    ମୁନିଗୁଡା ବ୍ଲକରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।
ରିପୋର୍ଟର ନରୋତ୍ତମ ପାଢ଼ୀ 
ମୁନିଗୁଡା/ରାୟଗଡ:-
ତା.୦୯-୦୩-୨୦୨୬ରିଖ ଦିନ ମୁନିଗୁଡା ବ୍ଲକ  ସଦଭାବନା ସଭାଗୃହରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ବନଖଣ୍ଡ ଅଧିକାରୀ ସଚିନ ଆନ୍ନା ସାହେବ ଓହୋଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକାରୀ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରଜୋନୀ ଦେବୀ,  ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ।   ଆଜି ମୋଟ ୭୩ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ଟି ୫୭ ବ୍ୟକ୍ତିଗତ,୧୬ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଜିଲ୍ଲାପାଳ ଆଜି ରେଡ଼କ୍ରସ ପାଣ୍ଠିରୁ ଜଣକା ୨୦ ହଜାର ହିସାବରେ ତିନି ଜଣଙ୍କୁ ୬୦ହଜାର, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଦୁଇ ଜଣଙ୍କୁ ୪୦ହଜାର ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲା କାର୍ଯ୍ୟାଳୟକୁ ଜଣାଇବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶିବିରରେ ଅବକାରୀ ନିରିକ୍ଷକ ସନ୍ତୋଶ କୁମାର ଧଳ ସାମନ୍ତ,  ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଷିନୀ ଓରାମ, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ  ଯୋଗ ଦେଇଥିଲେ । ମୁନିଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣଚନ୍ଦ୍ର ଦଳପତିଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁନିଗୁଡା ତହସିଲଦାର ଏମ ଅନୁରାଧା, ମୁନିଗୁଡା ଥାନା ଅଧିକାରୀ ଶ୍ରଦ୍ଧାଞ୍ଜଳି ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ରାୟଗଡ଼ ଜିଲ୍ଲା ରୁ ନରୋତ୍ତମ ପାଢ଼ୀ ଙ୍କ ରିପୋର୍ଟ
    user_Narattam Kumar padhy
    Narattam Kumar padhy
    ବିଷମାକଟକ, ରାୟଗଡା, ଓଡ଼ିଶା•
    8 hrs ago
  • Post by Laxmi tanti Tanti
    4
    Post by Laxmi tanti Tanti
    user_Laxmi tanti Tanti
    Laxmi tanti Tanti
    ନବରଙ୍ଗପୁର ପି.ଏସ., ନବରଙ୍ଗପୁର, ଓଡ଼ିଶା•
    15 hrs ago
  • କୋଟପାଡ଼,ଗୁଲୁମୀରେ ଯୁବକଙ୍କୁ ହତ୍ୟା ଘଟଣାର ବଡ଼ ଖୁଲାସା କଲା କୋଟପାଡ଼ ପୋଲିସ୍ l
    1
    କୋଟପାଡ଼,ଗୁଲୁମୀରେ ଯୁବକଙ୍କୁ ହତ୍ୟା ଘଟଣାର ବଡ଼ ଖୁଲାସା କଲା କୋଟପାଡ଼ ପୋଲିସ୍ l
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    12 hrs ago
  • ବ୍ଲକ ସ୍ତରୀୟ ଜିଲ୍ଲାପାଳ ରାୟଗଡ଼ା ମିଳିତ ଜନ ଅଭିଯୋଗ ଶୁଣାଣୀ ମୁନିଗୁଡା
    1
    ବ୍ଲକ ସ୍ତରୀୟ ଜିଲ୍ଲାପାଳ ରାୟଗଡ଼ା ମିଳିତ
ଜନ ଅଭିଯୋଗ ଶୁଣାଣୀ  ମୁନିଗୁଡା
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    21 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.