logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଯାତ୍ରୀବାହି ଟ୍ରେନ ଧକ୍କା ରେ ବୃଦ୍ଧ ମୃତ । ମୃତକ ଜଣକ ହେଲେ ବୋୖଦ୍ଧ ଥାନା ଭାଲୁଗାଡ଼ିଆ ଗ୍ରାମର ବିଜୟ ଦଳବେହେରା । ଗତକାଲି ରାତି ୯.୩୦ ରେ ଟ୍ରେନଟି ବଲାଙ୍ଗୀରରୁ ପୁରୁଣାକଟକ ଆସୁଥିବା ବେଳେ ଭାଲୁଗାଡ଼ିଆ ଗ୍ରାମ ନିକଟରେ ବୃଦ୍ଧ ଙ୍କୁ ଧକ୍କା ଦେଇଥିଲା । ବର୍ତ୍ତମାନ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାମୁତାବକ ଗତକାଲି ରାତି ୯.୩୦ ସମୟରେ ବୋୖଦ୍ଧ ପଟୁ ବଲାଙ୍ଗୀର-ବୋୖଦ୍ଧ ଟ୍ରେନ ପୁରୁଣାକଟକ ଆସୁଥିବା ବେଳେ ଭାଲୁଗାଡ଼ିଆ ଗ୍ରାମ ନିକଟରେ ସେହି ଗ୍ରାମର ବିଜୟ ଦଳବେହେରା ଟ୍ରେନ ଟ୍ରାକ ଉପରକୁ ଚାଲି ଆସିଥିଲେ । ଫଳରେ ଟ୍ରେନ ବୃଦ୍ଧ ଙ୍କୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ହୁଁ ତାଙ୍କର ମୃତ୍ୟୁ ଘଟିଥିବା ଜଣା ପଡ଼ିଛି । ପରବର୍ତ୍ତୀ ସମୟରେ ଗ୍ରାମବାସୀ ପୋଲିସ କୁ ଖବର ଦେଇଥିଲେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରକୃତ ରେ ବୃଦ୍ଧ ଙ୍କ ଦୁର୍ଘଟଣା ଘଟିଛି ନା ତାଙ୍କୁ ଯୋଜନା କରି ହତ୍ୟା କରାଯାଇଛି ତାହା ସାଣ୍ଟିଫିକି ଟିମ ଆସି ତଦନ୍ତ ପରେ ଜଣା ପଡିବ ବୋଲି ପୋଲିସ ସୂଚନା ଦେଇଛି ।

1 hr ago
user_Ranjan Kumar Dash
Ranjan Kumar Dash
ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
1 hr ago
668e2e08-5e17-4c1a-b14a-baaaf0f2c06a

ଯାତ୍ରୀବାହି ଟ୍ରେନ ଧକ୍କା ରେ ବୃଦ୍ଧ ମୃତ । ମୃତକ ଜଣକ ହେଲେ ବୋୖଦ୍ଧ ଥାନା ଭାଲୁଗାଡ଼ିଆ ଗ୍ରାମର ବିଜୟ ଦଳବେହେରା । ଗତକାଲି ରାତି ୯.୩୦ ରେ ଟ୍ରେନଟି ବଲାଙ୍ଗୀରରୁ ପୁରୁଣାକଟକ ଆସୁଥିବା ବେଳେ ଭାଲୁଗାଡ଼ିଆ ଗ୍ରାମ ନିକଟରେ ବୃଦ୍ଧ ଙ୍କୁ ଧକ୍କା ଦେଇଥିଲା । ବର୍ତ୍ତମାନ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାମୁତାବକ ଗତକାଲି ରାତି ୯.୩୦ ସମୟରେ ବୋୖଦ୍ଧ ପଟୁ ବଲାଙ୍ଗୀର-ବୋୖଦ୍ଧ ଟ୍ରେନ ପୁରୁଣାକଟକ ଆସୁଥିବା ବେଳେ ଭାଲୁଗାଡ଼ିଆ ଗ୍ରାମ ନିକଟରେ ସେହି ଗ୍ରାମର ବିଜୟ ଦଳବେହେରା ଟ୍ରେନ ଟ୍ରାକ ଉପରକୁ ଚାଲି ଆସିଥିଲେ । ଫଳରେ ଟ୍ରେନ ବୃଦ୍ଧ ଙ୍କୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ହୁଁ ତାଙ୍କର ମୃତ୍ୟୁ ଘଟିଥିବା ଜଣା ପଡ଼ିଛି । ପରବର୍ତ୍ତୀ ସମୟରେ ଗ୍ରାମବାସୀ ପୋଲିସ କୁ ଖବର ଦେଇଥିଲେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରକୃତ ରେ ବୃଦ୍ଧ ଙ୍କ ଦୁର୍ଘଟଣା ଘଟିଛି ନା ତାଙ୍କୁ ଯୋଜନା କରି ହତ୍ୟା କରାଯାଇଛି ତାହା ସାଣ୍ଟିଫିକି ଟିମ ଆସି ତଦନ୍ତ ପରେ ଜଣା ପଡିବ ବୋଲି ପୋଲିସ ସୂଚନା ଦେଇଛି ।

More news from ଓଡ଼ିଶା and nearby areas
  • ଭାରତ ର ମହା ମହିମ ରାଷ୍ଟ୍ରପତିଙ୍କ ଝାରସୁଗୁଡ଼ା ଗ୍ରସ୍ତ ଥିବାରୁ ଆସନ୍ତା ୨୧ତା ଝାରସୁଗୁଡ଼ା ଡ୍ରୋନ୍ ଉଡାଣ ରେ କଟକଣା ଜାରି କଲା ଝାରସୁଗୁଡ଼ା ପ୍ରସାଶନ ।
    1
    ଭାରତ ର ମହା ମହିମ ରାଷ୍ଟ୍ରପତିଙ୍କ ଝାରସୁଗୁଡ଼ା ଗ୍ରସ୍ତ ଥିବାରୁ ଆସନ୍ତା ୨୧ତା ଝାରସୁଗୁଡ଼ା  ଡ୍ରୋନ୍ ଉଡାଣ ରେ କଟକଣା ଜାରି କଲା ଝାରସୁଗୁଡ଼ା ପ୍ରସାଶନ ।
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    6 hrs ago
  • ଜମନକିରା ବ୍ଲକ୍ ସଦର ମହକୁମା ରେ ଭଲ Patho Labs ଟିଏ ନ ଥିଲା। ଯେଉଁ ହାତ ଗଣତି Patho Labs ଥିଲା ସେଥିରେ ଅଳ୍ପ କିଛି ରକ୍ତ ପରୀକ୍ଷା ହୋଇପାରୁଥିଲା। ଫଳରେ ଉନ୍ନତମାନର ରକ୍ତପରୀକ୍ଷା ପାଇଁ ସମ୍ବଲପୁର ଓ ବୁର୍ଲା ସହର ଉପରେ ନିର୍ଭର କରିବାକୁ ପଡୁଥିଲା। ଆଜି ଠାରୁ Pathkind Labs ହେବା ଫଳରେ ଜମନକିରା ଓ ଦେବଗଡ଼ ଜିଲ୍ଲା ତିଲେଇବଣୀ ବ୍ଲକ୍ ୧୬ ଗୋଟି ଅଞ୍ଚଳ ର ଲୋକେ ଉପକୃତ ହୋଇପାରିବେ।
    3
    ଜମନକିରା ବ୍ଲକ୍ ସଦର ମହକୁମା ରେ ଭଲ Patho Labs ଟିଏ ନ ଥିଲା। ଯେଉଁ ହାତ ଗଣତି Patho Labs ଥିଲା ସେଥିରେ ଅଳ୍ପ କିଛି ରକ୍ତ ପରୀକ୍ଷା ହୋଇପାରୁଥିଲା। ଫଳରେ ଉନ୍ନତମାନର ରକ୍ତପରୀକ୍ଷା ପାଇଁ ସମ୍ବଲପୁର ଓ ବୁର୍ଲା ସହର ଉପରେ ନିର୍ଭର କରିବାକୁ ପଡୁଥିଲା। ଆଜି ଠାରୁ Pathkind Labs ହେବା ଫଳରେ ଜମନକିରା ଓ ଦେବଗଡ଼ ଜିଲ୍ଲା ତିଲେଇବଣୀ ବ୍ଲକ୍ ୧୬ ଗୋଟି ଅଞ୍ଚଳ ର ଲୋକେ ଉପକୃତ ହୋଇପାରିବେ।
    user_Rajendra Nayak
    Rajendra Nayak
    Voice of people ଜମନକିରା, ସମ୍ବଲପୁର, ଓଡ଼ିଶା•
    11 hrs ago
  • ଡିସେମ୍ବର ମାସ ସୁଦ୍ଧା କାର୍ଯ୍ୟକାରୀ ହେବ ମେଗା ପ୍ରକଳ୍ପ ୨୦୨୭ ପୂର୍ବରୁ ଲୋକ ପାନୀୟ ଜଳ ସମସ୍ୟା ଭୋଗିଲେ ମୁଁ କଣ କରିବି,ଜିଲ୍ଲା ମୁଖ୍ୟ ଜଳ ଯୋଗାଣ ଅଧିକାରୀ ବଲାଙ୍ଗୀରଟିଟିଲାଗଡ, ତା୨୦-୦୪: ତତଲାକଡେଇ ରେ ଟିଟିଲାଗଡ ସବ ଡିଭିଜନ ଅଞ୍ଚଳ ର ଲୋକେ ଡହଳ ବିକଳ ହୋଇ ଆସୁଥିବା ବେଳେ ନିୟମିତ ଅଂଶୁଘାତ ରୋଗୀଙ୍କ ସୁଅ ଛୁଟୁଛି । ପ୍ରକାଶ ଯେ ଟିଟିଲାଗଡ ଜିଲ୍ଲା ସ୍ତରୀୟ ମୁଖ୍ୟ ଚିକିତ୍ସାଳୟ ରେ ଅଂଶୁଘାତ କକ୍ଷ ବ୍ୟବସ୍ଥା ରହିଛି। ପ୍ରକାଶ ଯେ, ବିଗତ ଦିନରେ ଏ ନେଇ ଜଳ ସମ୍ପଦ ମନ୍ତ୍ରୀ ରବି ନାରାୟଣ ନାଏକ ଏକ ଗସ୍ତ ରେ ଆସି ଥିବା ଓ ପାନୀୟ ଜଳ ଯୋଗାଣ ସମସ୍ୟା ତଥା ବୃକ୍ଷ ରୋପଣ ନେଇ କେବଳ ଭାଷଣ ଦେଇ ଚାଲି ଯାଇଥିଲେ । ବିଭାଗୀୟ ଅଧିକାରୀ ଡିସେମ୍ବର ମାସ ପୂର୍ବରୁ କୋଟି, କୋଟି ଟଙ୍କା ର ମେଗା ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ପାରିବନି ବୋଲି ପ୍ରକାଶ କରିଥିବା ବେଳେ ତୀବ୍ର ଜନ ଅସନ୍ତୋଷ ବୃଦ୍ଧି ପାଇଛି । ଜିଲ୍ଲା ଜଳ ଯୋଗାଣ ମୁଖ୍ୟ ଅଧିକାରୀ ଡିସେମ୍ବର ମାସ ସୁଦ୍ଧା ପାନୀୟ ଜଳ ଯୋଗାଣ ହୋଇ ପାରିବନି ବୋଲି ସ୍ପଷ୍ଟୀକରଣ କରି ସେ ବର୍ଷେ ହେବ ଯୋଗ ଦେଇଛି ପୂର୍ବ ଅଧିକାରୀ ଙ୍କ ତାହା କାମ ବୋଲି କହି ମୁଁ କଣ କରିବି ବୋଲି ପ୍ରକାଶ କରିଛନ୍ତି । ଟିଟିଲାଗଡ ଉପ ଜିଲ୍ଲାପାଳ ଅଂଶୁଘାତ ର ମୁକାବିଲା କରାଯିବ ଓ ପ୍ରତିଟି ଗ୍ରାମ ରେ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ କରାଯିବ ବୋଲି ପ୍ରକାଶ କରିଛନ୍ତି । ଏଠି ପ୍ରଶ୍ନ ଉଠୁଚି ଯେ,ସମୟ ସୀମା ମଧ୍ୟରେ କାର୍ଯ୍ୟ ସମ୍ପାଦନ ନ କଲେ ବିଭାଗୀୟ ଅଧିକାରୀ ଙ୍କ ବିରୋଧ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିୟମ ରହିଛି । ଏହା ସମ୍ପୂର୍ଣ୍ଣ ସରକାରୀ ଅଧିକାରୀ ଙ୍କ ଦାୟିତ୍ୱ ହୀନତା ବୋଲି ଗୁରୁତର ଅଭିଯୋଗ ହୋଇଛି। ଏବେ ଅଂଶୁଘାତ ଜନିତ ମୃତ୍ୟୁ ନ ହେବା ,ଲୋକ ଙ୍କୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ନିଜେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଦାବି ହୋଇଛି।
    4
    ଡିସେମ୍ବର ମାସ ସୁଦ୍ଧା କାର୍ଯ୍ୟକାରୀ ହେବ ମେଗା ପ୍ରକଳ୍ପ ୨୦୨୭ ପୂର୍ବରୁ ଲୋକ ପାନୀୟ ଜଳ ସମସ୍ୟା ଭୋଗିଲେ ମୁଁ କଣ କରିବି,ଜିଲ୍ଲା ମୁଖ୍ୟ ଜଳ ଯୋଗାଣ ଅଧିକାରୀ
ବଲାଙ୍ଗୀରଟିଟିଲାଗଡ, ତା୨୦-୦୪:
ତତଲାକଡେଇ ରେ ଟିଟିଲାଗଡ ସବ ଡିଭିଜନ ଅଞ୍ଚଳ ର ଲୋକେ ଡହଳ ବିକଳ ହୋଇ ଆସୁଥିବା ବେଳେ ନିୟମିତ ଅଂଶୁଘାତ ରୋଗୀଙ୍କ ସୁଅ ଛୁଟୁଛି ।
ପ୍ରକାଶ ଯେ ଟିଟିଲାଗଡ ଜିଲ୍ଲା ସ୍ତରୀୟ ମୁଖ୍ୟ ଚିକିତ୍ସାଳୟ ରେ ଅଂଶୁଘାତ କକ୍ଷ ବ୍ୟବସ୍ଥା ରହିଛି।
ପ୍ରକାଶ ଯେ, ବିଗତ ଦିନରେ 
ଏ ନେଇ ଜଳ ସମ୍ପଦ ମନ୍ତ୍ରୀ ରବି ନାରାୟଣ ନାଏକ ଏକ ଗସ୍ତ ରେ ଆସି ଥିବା ଓ ପାନୀୟ ଜଳ ଯୋଗାଣ ସମସ୍ୟା ତଥା ବୃକ୍ଷ ରୋପଣ ନେଇ କେବଳ ଭାଷଣ ଦେଇ ଚାଲି ଯାଇଥିଲେ ।
ବିଭାଗୀୟ ଅଧିକାରୀ ଡିସେମ୍ବର ମାସ ପୂର୍ବରୁ କୋଟି, କୋଟି ଟଙ୍କା ର ମେଗା ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ପାରିବନି ବୋଲି ପ୍ରକାଶ କରିଥିବା ବେଳେ ତୀବ୍ର ଜନ ଅସନ୍ତୋଷ ବୃଦ୍ଧି ପାଇଛି ।
ଜିଲ୍ଲା ଜଳ ଯୋଗାଣ ମୁଖ୍ୟ ଅଧିକାରୀ ଡିସେମ୍ବର ମାସ ସୁଦ୍ଧା ପାନୀୟ ଜଳ ଯୋଗାଣ ହୋଇ ପାରିବନି ବୋଲି ସ୍ପଷ୍ଟୀକରଣ କରି ସେ ବର୍ଷେ ହେବ ଯୋଗ ଦେଇଛି ପୂର୍ବ ଅଧିକାରୀ ଙ୍କ ତାହା କାମ ବୋଲି କହି ମୁଁ କଣ କରିବି ବୋଲି ପ୍ରକାଶ କରିଛନ୍ତି ।
ଟିଟିଲାଗଡ ଉପ ଜିଲ୍ଲାପାଳ ଅଂଶୁଘାତ ର ମୁକାବିଲା କରାଯିବ ଓ ପ୍ରତିଟି ଗ୍ରାମ ରେ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ କରାଯିବ ବୋଲି ପ୍ରକାଶ କରିଛନ୍ତି । 
ଏଠି ପ୍ରଶ୍ନ ଉଠୁଚି ଯେ,ସମୟ ସୀମା ମଧ୍ୟରେ କାର୍ଯ୍ୟ ସମ୍ପାଦନ ନ କଲେ ବିଭାଗୀୟ ଅଧିକାରୀ ଙ୍କ ବିରୋଧ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିୟମ ରହିଛି । ଏହା ସମ୍ପୂର୍ଣ୍ଣ ସରକାରୀ ଅଧିକାରୀ ଙ୍କ ଦାୟିତ୍ୱ ହୀନତା ବୋଲି ଗୁରୁତର ଅଭିଯୋଗ ହୋଇଛି।
ଏବେ ଅଂଶୁଘାତ ଜନିତ ମୃତ୍ୟୁ ନ ହେବା ,ଲୋକ ଙ୍କୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ନିଜେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଦାବି ହୋଇଛି।
    user_Santosh Nayak PRESS
    Santosh Nayak PRESS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    45 min ago
  • ଦାଦନ ଗଡ଼ରେ ମନରେଗାର ହରିଲୁଟ ତୁରକେଲା ବଡ଼ଡକଲା ଗୁର୍ଲଗୁଡା..... ରୁ ଏହି ରିପୋଟ
    2
    ଦାଦନ ଗଡ଼ରେ ମନରେଗାର ହରିଲୁଟ ତୁରକେଲା ବଡ଼ଡକଲା ଗୁର୍ଲଗୁଡା..... ରୁ ଏହି ରିପୋଟ
    user_ଆମ ଓଡିଶା ଖବର ଓଡିଶା
    ଆମ ଓଡିଶା ଖବର ଓଡିଶା
    Interior designer ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    3 hrs ago
  • Post by RAGHUNANDAN SINGH
    1
    Post by RAGHUNANDAN SINGH
    user_RAGHUNANDAN SINGH
    RAGHUNANDAN SINGH
    Video Creator ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    4 hrs ago
  • इस तेज गर्मी को देखते हुए हमारे P24NEWS EXPRESS चैनल की और से आम पानी और ठंडा पानी वितरण #bamranews #P24NEWSEXPRESS #sarbatsewa #socialwork #todaybamranews
    1
    इस तेज गर्मी को देखते हुए हमारे P24NEWS EXPRESS चैनल की और से आम पानी और ठंडा पानी वितरण 
#bamranews #P24NEWSEXPRESS #sarbatsewa #socialwork #todaybamranews
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    6 hrs ago
  • ସୁବର୍ଣ୍ଣପୁର: ଜନଗଣନା ଡ୍ୟୁଟି କରିବାକୁ ଯାଇ ଅଂଶୁଘାତରେ ଶିକ୍ଷକଙ୍କ ମୃତ୍ୟୁ
    1
    ସୁବର୍ଣ୍ଣପୁର: ଜନଗଣନା ଡ୍ୟୁଟି କରିବାକୁ ଯାଇ ଅଂଶୁଘାତରେ ଶିକ୍ଷକଙ୍କ ମୃତ୍ୟୁ
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    3 hrs ago
  • ଆଜି ପବିତ୍ର ଅକ୍ଷୟ ତୃତୀୟା ଆଜି ଠାରୁ ମହାପ୍ରଭୁଙ୍କ ରଥଯାତ୍ରା ର ରଥକାଠ ଅନୁକୂଳ ହୋଇଥାଏ ଏବଂ ଚାଷୀ ଭାଇମାନେ କ୍ଷେତରେ ଧାନ ବୁଣା ଆରମ୍ଭ କରିଥାନ୍ତି।
    1
    ଆଜି ପବିତ୍ର ଅକ୍ଷୟ ତୃତୀୟା ଆଜି ଠାରୁ ମହାପ୍ରଭୁଙ୍କ ରଥଯାତ୍ରା ର ରଥକାଠ ଅନୁକୂଳ ହୋଇଥାଏ ଏବଂ ଚାଷୀ ଭାଇମାନେ କ୍ଷେତରେ ଧାନ ବୁଣା ଆରମ୍ଭ କରିଥାନ୍ତି।
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    11 hrs ago
  • ଦାଦନ ଗଡ଼ରେ ମନରେଗାର ଆତ୍ମସାତ ବଡ଼ଡ଼କଲା... ଗୁର୍ଲଗୁଡା ରୁ ଦେଖିବା ରିପୋଟ.....
    1
    ଦାଦନ ଗଡ଼ରେ ମନରେଗାର ଆତ୍ମସାତ ବଡ଼ଡ଼କଲା... ଗୁର୍ଲଗୁଡା ରୁ ଦେଖିବା ରିପୋଟ.....
    user_ଆମ ଓଡିଶା ଖବର ଓଡିଶା
    ଆମ ଓଡିଶା ଖବର ଓଡିଶା
    Interior designer ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.