*ମାଲକାନଗିରି ଜିଲ୍ଲାରେ ଜନଗଣନା-୨୦୨୭ ପାଇଁ ପ୍ରସ୍ତୁତି ଜୋରଦାର* *ଜିଲ୍ଲାପାଳଙ୍କ ଦ୍ୱାରା ଜନଗଣନା ରଥର ଶୁଭାରମ୍ଭ* ଆସନ୍ତା ୨୦୨୭ ଜନଗଣନାକୁ ସଫଳ କରିବା ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ଜନଗଣନା ରଥ-୨୦୨୭ ର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ରଥ ମାଧ୍ୟମରେ ଗୃହ ଗଣନା ଓ ଜନଗଣନା ପ୍ରକ୍ରିୟା ବିଷୟରେ ଲୋକଙ୍କୁ ଅବଗତ କରାଯିବ। ଚଳିତ ଜନଗଣନା ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ।ଡିଜିଟାଲ୍ ସ୍ୱ-ଗଣନା ମାଧ୍ଯମରେ ଏପ୍ରିଲ ୧ ରୁ ୧୫ ତାରିଖ ମଧ୍ୟରେ ଜନସାଧାରଣ ନିଜେ se.census.gov.in ପୋର୍ଟାଲ୍ ବ୍ୟବହାର କରି ନିଜ ତଥ୍ୟ ଅନ୍ଲାଇନ୍ରେ ଦେଇପାରିବେ।କ୍ଷେତ୍ର ସ୍ତରୀୟ ଗଣନା ପାଇଁ ଏପ୍ରିଲ ୧୬ ରୁ ମେ ୧୫ ପର୍ଯ୍ୟନ୍ତ ଗଣନାକାରୀମାନେ ଘରକୁ ଘର ବୁଲି ୩୩ଟି ପ୍ରଶ୍ନ ମାଧ୍ୟମରେ ତଥ୍ୟ ସଂଗ୍ରହ କରିବେ।ଏହି ବୃହତ କାର୍ଯ୍ୟ ପାଇଁ ଜିଲ୍ଲାରେ ୧୨୭୯ ଜଣ ଗଣନାକାରୀ ଏବଂ ୨୨୨ ଜଣ ନିରୀକ୍ଷକ ନିୟୋଜିତ ହୋଇଛନ୍ତି। ଏପ୍ରିଲ ୧ ତାରିଖ ଠାରୁ ଏପ୍ରିଲ ୧୫ ସ୍ଵଗଣନା ଏବଂ ଏପ୍ରିଲ ୧୭ ରୁ ମେ ୧୫ ଏହି ତିରିଶି ଦିନ ପାଇଁ ପ୍ରକୃତ ଗୃହଗଣନା ଘରେ ଘରେ ହେବ। ଜନଗଣନା ଆସନ୍ତା ଫେବୃଆରୀ ୨୦୨୭ ରେ ହେବ । ରଥ ଶୁଭାରମ୍ଭ ସମୟରେ ଜିଲ୍ଲା ଜନଗଣନା ଅଧିକାରୀ ବେଦବର ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଦାଶରଥି ସରାବୁ, ଉପଖଣ୍ଡ ଅଧିକାରୀ ଦୁର୍ଯ୍ୟୋଧନ ଭୋଇ, ଡେପୁଟି ଜନଗଣନା ଅଧିକାରୀ ମୁନା ତୁରୁକ୍ ଏବଂ କେନ୍ଦ୍ରୀୟ ପ୍ରଭାରୀ ଅକ୍ଷୟ ମୁଦଗଲ୍ ପ୍ରମୁଖ ଉପସ୍ଥିତ ଥିଲେ। ଦେଶ ଓ ରାଜ୍ୟର ଭବିଷ୍ୟତ ଯୋଜନା ପାଇଁ ଏହି ତଥ୍ୟ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ, ଜନସାଧାରଣ ସଠିକ୍ ତଥ୍ୟ ପ୍ରଦାନ କରି ପ୍ରଶାସନକୁ ସହଯୋଗ କରିବାକୁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି।
*ମାଲକାନଗିରି ଜିଲ୍ଲାରେ ଜନଗଣନା-୨୦୨୭ ପାଇଁ ପ୍ରସ୍ତୁତି ଜୋରଦାର* *ଜିଲ୍ଲାପାଳଙ୍କ ଦ୍ୱାରା ଜନଗଣନା ରଥର ଶୁଭାରମ୍ଭ* ଆସନ୍ତା ୨୦୨୭ ଜନଗଣନାକୁ ସଫଳ କରିବା ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ଜନଗଣନା ରଥ-୨୦୨୭ ର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ରଥ ମାଧ୍ୟମରେ ଗୃହ ଗଣନା ଓ ଜନଗଣନା ପ୍ରକ୍ରିୟା ବିଷୟରେ ଲୋକଙ୍କୁ ଅବଗତ କରାଯିବ। ଚଳିତ ଜନଗଣନା ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ।ଡିଜିଟାଲ୍ ସ୍ୱ-ଗଣନା ମାଧ୍ଯମରେ ଏପ୍ରିଲ ୧ ରୁ ୧୫ ତାରିଖ ମଧ୍ୟରେ ଜନସାଧାରଣ ନିଜେ se.census.gov.in ପୋର୍ଟାଲ୍ ବ୍ୟବହାର କରି ନିଜ ତଥ୍ୟ ଅନ୍ଲାଇନ୍ରେ ଦେଇପାରିବେ।କ୍ଷେତ୍ର ସ୍ତରୀୟ ଗଣନା ପାଇଁ ଏପ୍ରିଲ ୧୬ ରୁ ମେ ୧୫ ପର୍ଯ୍ୟନ୍ତ ଗଣନାକାରୀମାନେ ଘରକୁ ଘର ବୁଲି ୩୩ଟି ପ୍ରଶ୍ନ ମାଧ୍ୟମରେ ତଥ୍ୟ ସଂଗ୍ରହ କରିବେ।ଏହି ବୃହତ
କାର୍ଯ୍ୟ ପାଇଁ ଜିଲ୍ଲାରେ ୧୨୭୯ ଜଣ ଗଣନାକାରୀ ଏବଂ ୨୨୨ ଜଣ ନିରୀକ୍ଷକ ନିୟୋଜିତ ହୋଇଛନ୍ତି। ଏପ୍ରିଲ ୧ ତାରିଖ ଠାରୁ ଏପ୍ରିଲ ୧୫ ସ୍ଵଗଣନା ଏବଂ ଏପ୍ରିଲ ୧୭ ରୁ ମେ ୧୫ ଏହି ତିରିଶି ଦିନ ପାଇଁ ପ୍ରକୃତ ଗୃହଗଣନା ଘରେ ଘରେ ହେବ। ଜନଗଣନା ଆସନ୍ତା ଫେବୃଆରୀ ୨୦୨୭ ରେ ହେବ । ରଥ ଶୁଭାରମ୍ଭ ସମୟରେ ଜିଲ୍ଲା ଜନଗଣନା ଅଧିକାରୀ ବେଦବର ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଦାଶରଥି ସରାବୁ, ଉପଖଣ୍ଡ ଅଧିକାରୀ ଦୁର୍ଯ୍ୟୋଧନ ଭୋଇ, ଡେପୁଟି ଜନଗଣନା ଅଧିକାରୀ ମୁନା ତୁରୁକ୍ ଏବଂ କେନ୍ଦ୍ରୀୟ ପ୍ରଭାରୀ ଅକ୍ଷୟ ମୁଦଗଲ୍ ପ୍ରମୁଖ ଉପସ୍ଥିତ ଥିଲେ। ଦେଶ ଓ ରାଜ୍ୟର ଭବିଷ୍ୟତ ଯୋଜନା ପାଇଁ ଏହି ତଥ୍ୟ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ, ଜନସାଧାରଣ ସଠିକ୍ ତଥ୍ୟ ପ୍ରଦାନ କରି ପ୍ରଶାସନକୁ ସହଯୋଗ କରିବାକୁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି।
- ମାଲକାନଗିରି ଜିଲ୍ଲା ପୌରପରିଷଦ 8 ନମ୍ବର ୱାର୍ଡ ବୁଟିଗୁଡା ଗ୍ରାମରେ ଡ୍ରେନ କୁ ନେଇ ଲୋକେ ହନ୍ତସନ୍ତ ହେଉଛନ୍ତି। ଆଜକୁ ଛଅ ମାସ ଅଧିକ ହେବ ଡ୍ରେନ ରୁ ପ୍ଲେଟ କାଡିଦିଆ ଯାଇଛି କିନ୍ତୁ ତାହା ପୁନର୍ବାର ଡ୍ରେନ ଉପରେ ପକା ଯାଇ ନାହିଁ। ଯାହା ଫଳରେ ବୁଟିଗୁଡା ଗ୍ରାମବାସିଙ୍କୁ ଚଲା ବୁଲା କରିବାରେ ଅସୁବିଧା ହେଉଛି। ଡ୍ରେନ ଭିତରେ ବୃଦ୍ଧ ବାପା ମା ମାନେ ଛୋଟ ଛୋଟ ପିଲାମାନେ ପଡିଯିବା ସହିତ ଦିନକୁ ଦିନ ପିଲାଛୁଆ ମାନେ ମଧ୍ୟ ସେହି ଡ୍ରେନ ରେ ପଡ଼ିଯାଉଛନ୍ତି ଓ ଖଣ୍ଡିଆ ଖବରା ହେଉଛନ୍ତି । ଆଉ ଡ୍ରେନ ଭିତରୁ ଆସୁଥିବା ଦୁର୍ଗନ୍ଧ ହେତୁ ବିଭିନ୍ନ ପ୍ରକାର ରୋଗ ରେ ଆକ୍ରାନ୍ତ ହେଉଛନ୍ତି ଗ୍ରାମବାସି, ଦୁର୍ଗନ୍ଧ ହେତୁ ସାହି ର ଘରେ ରହିବା କଷ୍ଟକର ହେଇଯାଉଛି । ଏ ନେଇ ୮ ନମ୍ବର ୱାର୍ଡ ମେମ୍ବର କିଅବା ମୁନିସିପାଲିଟି ଚେଇରମେନ ଙ୍କୁ ଅବଗତ କରି ଲିଖିତ ଭାବେ ଜଣାଇଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ ବୋଲି ୮ ନମ୍ବର ୱାର୍ଡବାସି ମନ୍ତବ୍ୟ ଦେଇଛନ୍ତି। ଯେହେତୁ ଜିଲ୍ଲା ପ୍ରଶାସନ କୁ ଗ୍ରାମ ବାସୀଙ୍କ ତରଫରୁ ଅନୁରୋଧ କରାଯାଉଅଛି ଯେ "ବୁଟି ଗୁଡା" ୮ ନମ୍ବର ୱାର୍ଡବାସି ଏହି ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରାଗଲେ ଗ୍ରାମବାସୀ ଙ୍କ ଉନ୍ନତି ହୁଅନ୍ତା ଏବଂ ପ୍ରକୃତରେ ଭଗବାନ କର୍ମଚାରୀ ଓ ଜନପ୍ରତିନିଧିଙ୍କୁ ଆଶୀର୍ବାଦ କରନ୍ତେ।4
- *ମାଲକାନଗିରି ଜିଲ୍ଲାରେ ଜନଗଣନା-୨୦୨୭ ପାଇଁ ପ୍ରସ୍ତୁତି ଜୋରଦାର* *ଜିଲ୍ଲାପାଳଙ୍କ ଦ୍ୱାରା ଜନଗଣନା ରଥର ଶୁଭାରମ୍ଭ* ଆସନ୍ତା ୨୦୨୭ ଜନଗଣନାକୁ ସଫଳ କରିବା ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ଜନଗଣନା ରଥ-୨୦୨୭ ର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ରଥ ମାଧ୍ୟମରେ ଗୃହ ଗଣନା ଓ ଜନଗଣନା ପ୍ରକ୍ରିୟା ବିଷୟରେ ଲୋକଙ୍କୁ ଅବଗତ କରାଯିବ। ଚଳିତ ଜନଗଣନା ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ।ଡିଜିଟାଲ୍ ସ୍ୱ-ଗଣନା ମାଧ୍ଯମରେ ଏପ୍ରିଲ ୧ ରୁ ୧୫ ତାରିଖ ମଧ୍ୟରେ ଜନସାଧାରଣ ନିଜେ se.census.gov.in ପୋର୍ଟାଲ୍ ବ୍ୟବହାର କରି ନିଜ ତଥ୍ୟ ଅନ୍ଲାଇନ୍ରେ ଦେଇପାରିବେ।କ୍ଷେତ୍ର ସ୍ତରୀୟ ଗଣନା ପାଇଁ ଏପ୍ରିଲ ୧୬ ରୁ ମେ ୧୫ ପର୍ଯ୍ୟନ୍ତ ଗଣନାକାରୀମାନେ ଘରକୁ ଘର ବୁଲି ୩୩ଟି ପ୍ରଶ୍ନ ମାଧ୍ୟମରେ ତଥ୍ୟ ସଂଗ୍ରହ କରିବେ।ଏହି ବୃହତ କାର୍ଯ୍ୟ ପାଇଁ ଜିଲ୍ଲାରେ ୧୨୭୯ ଜଣ ଗଣନାକାରୀ ଏବଂ ୨୨୨ ଜଣ ନିରୀକ୍ଷକ ନିୟୋଜିତ ହୋଇଛନ୍ତି। ଏପ୍ରିଲ ୧ ତାରିଖ ଠାରୁ ଏପ୍ରିଲ ୧୫ ସ୍ଵଗଣନା ଏବଂ ଏପ୍ରିଲ ୧୭ ରୁ ମେ ୧୫ ଏହି ତିରିଶି ଦିନ ପାଇଁ ପ୍ରକୃତ ଗୃହଗଣନା ଘରେ ଘରେ ହେବ। ଜନଗଣନା ଆସନ୍ତା ଫେବୃଆରୀ ୨୦୨୭ ରେ ହେବ । ରଥ ଶୁଭାରମ୍ଭ ସମୟରେ ଜିଲ୍ଲା ଜନଗଣନା ଅଧିକାରୀ ବେଦବର ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଦାଶରଥି ସରାବୁ, ଉପଖଣ୍ଡ ଅଧିକାରୀ ଦୁର୍ଯ୍ୟୋଧନ ଭୋଇ, ଡେପୁଟି ଜନଗଣନା ଅଧିକାରୀ ମୁନା ତୁରୁକ୍ ଏବଂ କେନ୍ଦ୍ରୀୟ ପ୍ରଭାରୀ ଅକ୍ଷୟ ମୁଦଗଲ୍ ପ୍ରମୁଖ ଉପସ୍ଥିତ ଥିଲେ। ଦେଶ ଓ ରାଜ୍ୟର ଭବିଷ୍ୟତ ଯୋଜନା ପାଇଁ ଏହି ତଥ୍ୟ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ, ଜନସାଧାରଣ ସଠିକ୍ ତଥ୍ୟ ପ୍ରଦାନ କରି ପ୍ରଶାସନକୁ ସହଯୋଗ କରିବାକୁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି।2
- କୋରାପୁଟ ଜିଲ୍ଲା ପୋଲିସ ପ୍ୟାରେଡ ପଡ଼ିଆରେ ୯୧ତମ ପ୍ରତିଷ୍ଠା ଦିବସ ପାଳିତ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି1
- କୋଟପାଡ଼ ଅଞ୍ଚଳରେ ଏବେ ବି ଜୀବନ୍ତ ରହିଛି ଆଞ୍ଚଳିକ ଓ ପୌରାଣିକ ନାଟକ #kotpadbreakingnews #kotpad #desianato #nato #dhamanahandi #adibasisong #adibasidevas #ancholikonato #Ghatajatra #koraput #Odisha1
- ବିଜୁ ବାବୁଙ୍କ ପ୍ରତି ଅନୈତିକ ମନ୍ତବ୍ୟକୁ ବିରୋଧ କରି କୋରାପୁଟ ୨୬ ନଂ ଜାତୀୟ ରାଜପଥ ଘେରାଉ କଲା ବିଜେଡି, ପ୍ରତିକ୍ରିୟା ରଖିଛନ୍ତି ଜିଲ୍ଲା ପରିଷଦ ଅଧ୍ୟକ୍ଷା1
- Post by HABIL DONGRI1
- Post by MSP TV (Reporter:-MiHiR)1
- ସରକାରୀ ଦଳ ଆଲୋଚନା କରିବା ପାଇଁ ଭୟ କରୁଛନ୍ତି କହିଲେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି1