Shuru
Apke Nagar Ki App…
https://youtu.be/zIY1haFcU-c?si=d3IgXU9oTtPxSdRQ https://youtu.be/zIY1haFcU-c?si=d3IgXU9oTtPxSdRQ
Jay kala _ jay Kalinga
https://youtu.be/zIY1haFcU-c?si=d3IgXU9oTtPxSdRQ https://youtu.be/zIY1haFcU-c?si=d3IgXU9oTtPxSdRQ
More news from ଓଡ଼ିଶା and nearby areas
- #ଗୋମାତାଙ୍କ_ଗାଡି_ଅଟକାଇବା_ବେଳେ_ଗୋପୁତ୍ରଙ୍କ_ମୃତ୍ୟୁ ଗୋମାତାଙ୍କୁ ନେଇଯାଉଥିବା ଗାଡିକୁ ଅଟକାଇବା ସମୟରେ ଦୁଃଖଦ ଘଟଣା ଘଟିଛି। ଏହି ଘଟଣାରେ ଜଣେ ଗୋପୁତ୍ରଙ୍କ ଦେହାନ୍ତ ଘଟିଥିବାବେଳେ ଆଉ ଜଣେ ଗୁରୁତର ଅବସ୍ଥାରେ ଜୀବନ ସହ ସଂଗ୍ରାମ କରୁଛନ୍ତି। ମୋର ସମସ୍ତ ହିନ୍ଦୁ ଭାଇମାନଙ୍କୁ ଅନୁରୋଧ, ଆହତ ଭାଇଙ୍କ ପାଖକୁ ଯାଇ ସହଯୋଗ କରନ୍ତୁ। ଏବେ ଦେଖିବାକୁ ବାକି ରହିଲା ସରକାର ଏହି ଘଟଣାରେ କେମିତି ପଦକ୍ଷେପ ନେଉଛନ୍ତି। — ଗଣେଶ ପାଣିଗ୍ରାହୀ, ରିପୋର୍ଟ4
- ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜନଗଣନା ରଥଙ୍କ ପତକା ଦେଖାଇ ଶୁଭାରମ୍ଭ କଲେ ଜିଲ୍ଲାପାଳ1
- Post by Ansubhai Pandey1
- ବାଇଗୁଣିଆ ଗ୍ରାମର ଧୋବା ସାହି ଦୀର୍ଘ 22 ବର୍ଷ ହେବ ଏମିତି ହଇରାଣ ହେଉଛୁ1
- ଗଜପତି ଜିଲ୍ଲା ଆର.ଉଦୟଗିରି ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଉପଖଣ୍ଡ ପୋଲିସ୍ ଅଧିକାରୀ ଶ୍ରୀଯୁକ୍ତ ରାକେଶ କୁମାର ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଆର.ଉଦୟଗିରି ପଞ୍ଚାୟତ ସମିତିର ସମୁଦାୟ ମୋଟ ୪୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୦୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା ୩୯ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୩ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଆର.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର,ତହସିଲଦାର ଶ୍ରୀ ଜ୍ୟୋତିମୟ ଦାଶ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।1
- ଭଲପାଇ ବିବାହ କରିଥିବା କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା କରୁକୁଡୁପା ଗ୍ରାମର ଫିଲମନ ଦିଗାଲ କଣାସ ବ୍ଲକ କୋଟକଣା ଛକରେ ସ୍ୱାମୀ ସ୍ତ୍ରୀ ଭଡାଘରେ ରହୁଥିବାବେଳେ ଫିଲମନର ଶଶ୍ୱୁର କୃଷ୍ଣପ୍ରସାଦର ବ୍ଲକର ମୋହନ ବେହେରା ଫେବୃଆରୀ ୯ ତାରିଖରେ ଜ୍ୱାଇଁଙ୍କ ଭଡାଘରେ ପହଁଚି ଜ୍ୱାଇଁକୁ ବଜାରକୁ ଯିବା ବୋଲି ଡାକି ନେଇ ମଝି ରାସ୍ତାରେ ଝାଡା ବସିବା କଥା କହି ଖସିଯାଇଥିବାବେଳେ ଫୂର୍ବରୁ ପ୍ରସ୍ତୁତି ଅନୁଯାୟୀ ଚାରି ପା ଜଣ ବ୍ୟକ୍ତି ଫିଲମନକୁ ଅପହରଣ କରି ନେଇ ମାରି ଦେଇଥିବା ଫିଲମାନର ପତ୍ନୀ ଝାନ୍ସୀ ବେହେରା ଗଡିଶାଗୋଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ଗଡିଶାଗୋଦା ଥାନା ଅଧିକାରୀ ତଦନ୍ତ କରି ଅପହରଣ କରିଥିବା ଶଶ୍ୱୁର ମୋହନ ବେହେରାଙ୍କୁ ବାହାର ରାଜ୍ୟରୁ ଏକ ମାସ ପରେ ବଗିରଫ କରି କୋର୍ଟ ଚାଲଣ କରିଥିଲେ । ତିନି ଦିନ ହେଲା ହତ୍ୟାକାଣ୍ଡରେ ସହ ଯୋଗ କରିଥିବା ଆସାମୀମାନଙ୍କୁ ପୁଲିସ ବାହାର ରାଜ୍ୟରୁ ଗିରଫ କରି ଫିଲମନକୁ ହତ୍ୟାକରି କେଉଁଠାରେ ପକାଇଛ ସ୍ଥାନ ଦେଖାଇବାକୁ ପଚାରିବାରୁ ନୂଆ ନଈରେ ହତ୍ୟାକାଣ୍ଡ ପରେ ଫିଲମନର ଶବକୁ ପକାଇଥିବା କହିବାରୁ ଆସାମୀ ମାନଙ୍କୁ ଘଟଣା ସ୍ଥଳକୁ ନେଇ ଅଗ୍ନିସମ ବିଭାଗର କର୍ମଚାରୀମାନଙ୍କ ଦ୍ୱାରା ନୂଆନଈ ଖୋଜାଖୋଜି କରିଥିଲେ ମଧ୍ୟ ଫିଲମନର ଶବ କୈାଣସି ସନ୍ଧାନ ନପାଇ ପୁଲିସ ନିରାଶରେ ଫେରି ଆସିଛି ।3
- ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ସାତମାଇଲ ବଜାର ରୁ କ୍ରମାଗତ ବାଇକ ଚୋରି ରାକେଟ ସକ୍ରିୟ. ଆଜି ଜଣେ ବାଇକ ଚୋରୀ କରି ପଳାଇବା ବେଳେ ଲୋକେ କାବୁ କରି ପୋଲିସ ଜିମା ଦେଇଥିବା ବେଳେ ତାଙ୍କ ପରିଚୟ ଜଣାପଡୁନାହିଁ.1
- ଅନନ୍ତେଇ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ1