logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସୁବର୍ଣ୍ଣପୁର ଜିଲ୍ଲା ର ଉଲୁଣ୍ଡା ଠାରେ ଅଜିତ ଶିଶୁମିତ୍ର ପୋଲିସ ଥାନା ଉଦ୍ଦାଟିତ ହୋଇଯାଇଛି l

4 hrs ago
user_Sonepur news khulasa
Sonepur news khulasa
Video Creator ସୋନପୁର, ସୋନପୁର, ଓଡ଼ିଶା•
4 hrs ago

ସୁବର୍ଣ୍ଣପୁର ଜିଲ୍ଲା ର ଉଲୁଣ୍ଡା ଠାରେ ଅଜିତ ଶିଶୁମିତ୍ର ପୋଲିସ ଥାନା ଉଦ୍ଦାଟିତ ହୋଇଯାଇଛି l

More news from ଓଡ଼ିଶା and nearby areas
  • ଏସପି, ଖଣି ଅଧିକାରୀ ଆଇଆଇସିଙ୍କ ବଦଳି ଦାବିରେ ବୀରମହାରାଜପୁର ବନ୍ଦ ଡାକରା ସୁବର୍ଣ୍ଣପୁର: ଆସନ୍ତା ୬ ତାରିଖରେ ୧୨ ଘଣ୍ଟିଆ ବୀରମହାରାଜପୁର ବନ୍ଦ ଡାକରା ଦେଇଛି ଆମ ଆଦମୀ ପାର୍ଟି। ବାଲି ମାଫିଆ ଏବଂ ପ୍ରଶାସନିକ ଅଧିକାରୀଙ୍କ ମଧୁଚନ୍ଦ୍ରିକା ପ୍ରତିବାଦରେ ଏହି ବନ୍ଦ ହେବ ବୋଲି ଆମ ଆଦମୀ ପାର୍ଟି ଜିଲ୍ଲା ସଭାପତି ପୃଥ୍ୱୀରାଜ ଜଗଦଲା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।
    1
    ଏସପି, ଖଣି ଅଧିକାରୀ ଆଇଆଇସିଙ୍କ ବଦଳି ଦାବିରେ ବୀରମହାରାଜପୁର ବନ୍ଦ ଡାକରା
ସୁବର୍ଣ୍ଣପୁର: ଆସନ୍ତା ୬ ତାରିଖରେ ୧୨ ଘଣ୍ଟିଆ ବୀରମହାରାଜପୁର ବନ୍ଦ ଡାକରା ଦେଇଛି ଆମ ଆଦମୀ ପାର୍ଟି। ବାଲି ମାଫିଆ ଏବଂ ପ୍ରଶାସନିକ ଅଧିକାରୀଙ୍କ ମଧୁଚନ୍ଦ୍ରିକା ପ୍ରତିବାଦରେ ଏହି ବନ୍ଦ ହେବ ବୋଲି ଆମ ଆଦମୀ ପାର୍ଟି ଜିଲ୍ଲା ସଭାପତି ପୃଥ୍ୱୀରାଜ ଜଗଦଲା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    16 min ago
  • ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଖଡ଼ିଛୁଆଁ ଉତ୍ସବ ଅନୁଷ୍ଠିତ
    1
    ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଖଡ଼ିଛୁଆଁ ଉତ୍ସବ ଅନୁଷ୍ଠିତ
    user_OTV SONEPUR
    OTV SONEPUR
    ସୋନପୁର, ସୋନପୁର, ଓଡ଼ିଶା•
    17 min ago
  • Post by SONEPUR NEWS
    1
    Post by SONEPUR NEWS
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    22 min ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
  • Post by BAHUJAN ADHIKAR
    1
    Post by BAHUJAN ADHIKAR
    user_BAHUJAN ADHIKAR
    BAHUJAN ADHIKAR
    Local News Reporter ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ନବନିର୍ମାଣ କୃଷକ ସଂଗଠନ ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ପାଢ଼ୀ ବେଲ ରେ ଜେଲ୍ ରୁ ଆସିବା ପରେ ନିଜ ଗାଁ କୋଟସମଲାଏ ରେ ଭବ୍ୟ ସ୍ଵାଗତ
    1
    ସୁବର୍ଣ୍ଣପୁର ଜିଲ୍ଲା ନବନିର୍ମାଣ କୃଷକ ସଂଗଠନ ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ପାଢ଼ୀ ବେଲ ରେ ଜେଲ୍ ରୁ ଆସିବା ପରେ ନିଜ ଗାଁ କୋଟସମଲାଏ ରେ ଭବ୍ୟ ସ୍ଵାଗତ
    user_Shree News
    Shree News
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    7 hrs ago
  • କଣ୍ଟାମାଳ ଅବକାରୀକୁ ମିଳିଛି ବଡ଼ ସଫଳତା ୧୦୦କେଜି ଗଞ୍ଜେଇ, ମହିନ୍ଦ୍ରା ପିକ ସହିତ ଅଭିଯୁକ୍ତକୁ ଗିରଫ କରିଛି ଆଜି ବୌଦ୍ଧ ଜିଲ୍ଲା ଅବକାରୀ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ l ଗତକାଲି କଣ୍ଟାମାଳ ଅବକାରୀ ବିଭାଗ ୧୦୦କେଜି ଗଞ୍ଜେଇ ସହିତ ବ୍ୟବହୃତ ମହିନ୍ଦ୍ରା ପିକପ ସହିତ ଆସାମୀକୁ ଗିରଫ କରିବାରେ ସଫ ହଇଛି l ମିଳିଥିବା ସୂଚନା ଅନୁସାରେ ଗତକାଲି କଣ୍ଟାମାଳ ଅବକାରୀ ପୋଲିସ ବିଶେଷ ସୂତ୍ରରୁ ଖବର ପାଇ କଣ୍ଟାମାଳ ହାଟପଦା ରାସ୍ତାରୁ ୧୦୦କେଜି ଗଞ୍ଜେଇ ଚୋରା ଚାଲାଣ ହେଉଥିବା ସମୟରେ, ବ୍ୟବହୃତ ମହିନ୍ଦାମାକ୍ସ ପିକପ ସହିତ ଏଥିରେ ସମ୍ପୃତ ୨୭ବର୍ଷାୟ ସଂଜୀବ ଦିଗାଲକୁ କାବୁକରିବାରେ ସଫ ହୋଇଛି l ଏନେଇ NDPS ରେ PR-No ୨/୨୦୨୬-୨୭ ରେ ମାମଲା ୠଜୁକରି l ଆସାମୀ ସଂଜୀବ ଦିଗାଲକୁ ଅଦାଲତର ଦ୍ୱାରସ୍ତ କରାଯାଇଛି ଏନେଇ କଣ୍ଟାମାଳ ଅବକାରୀ ଥାନାର OIC ସୂଚନା ଦେଇଛନ୍ତି
    1
    କଣ୍ଟାମାଳ ଅବକାରୀକୁ ମିଳିଛି ବଡ଼ ସଫଳତା ୧୦୦କେଜି ଗଞ୍ଜେଇ, ମହିନ୍ଦ୍ରା ପିକ ସହିତ ଅଭିଯୁକ୍ତକୁ ଗିରଫ କରିଛି 
ଆଜି ବୌଦ୍ଧ ଜିଲ୍ଲା ଅବକାରୀ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ l ଗତକାଲି କଣ୍ଟାମାଳ ଅବକାରୀ ବିଭାଗ ୧୦୦କେଜି ଗଞ୍ଜେଇ ସହିତ ବ୍ୟବହୃତ ମହିନ୍ଦ୍ରା ପିକପ ସହିତ ଆସାମୀକୁ ଗିରଫ କରିବାରେ ସଫ ହଇଛି l ମିଳିଥିବା ସୂଚନା ଅନୁସାରେ ଗତକାଲି କଣ୍ଟାମାଳ ଅବକାରୀ ପୋଲିସ ବିଶେଷ ସୂତ୍ରରୁ ଖବର ପାଇ କଣ୍ଟାମାଳ ହାଟପଦା ରାସ୍ତାରୁ ୧୦୦କେଜି ଗଞ୍ଜେଇ ଚୋରା ଚାଲାଣ ହେଉଥିବା ସମୟରେ, ବ୍ୟବହୃତ ମହିନ୍ଦାମାକ୍ସ ପିକପ ସହିତ ଏଥିରେ ସମ୍ପୃତ ୨୭ବର୍ଷାୟ ସଂଜୀବ ଦିଗାଲକୁ କାବୁକରିବାରେ ସଫ ହୋଇଛି l ଏନେଇ NDPS ରେ PR-No ୨/୨୦୨୬-୨୭ ରେ ମାମଲା ୠଜୁକରି l ଆସାମୀ ସଂଜୀବ ଦିଗାଲକୁ ଅଦାଲତର ଦ୍ୱାରସ୍ତ କରାଯାଇଛି ଏନେଇ କଣ୍ଟାମାଳ ଅବକାରୀ ଥାନାର OIC ସୂଚନା ଦେଇଛନ୍ତି
    user_Baidyanath Samal Mozillakhabra
    Baidyanath Samal Mozillakhabra
    Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    9 hrs ago
  • ଚାଷୀ ନେତା ପ୍ରଦ୍ୟୁମ୍ନ କୁମାର ପାଢୀ ଜେଲରୁ ବାହାରିଲା ପରେ ପ୍ରତିକ୍ରିୟା ଦେଲେ ନବ ନିର୍ମାଣ କୃଷକ ସଂଗଠନ ର ନେତ୍ରୀ ସୋନାଲି ବିଶି
    1
    ଚାଷୀ ନେତା ପ୍ରଦ୍ୟୁମ୍ନ କୁମାର ପାଢୀ ଜେଲରୁ ବାହାରିଲା ପରେ ପ୍ରତିକ୍ରିୟା ଦେଲେ ନବ ନିର୍ମାଣ କୃଷକ ସଂଗଠନ ର ନେତ୍ରୀ ସୋନାଲି ବିଶି
    user_OTV SONEPUR
    OTV SONEPUR
    ସୋନପୁର, ସୋନପୁର, ଓଡ଼ିଶା•
    19 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.