logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଓଡ଼ିଶା ପ୍ରଦେଶ କଂଗ୍ରେସ ଅନୁସୂଚିତ ଜାତି ବିଭାଗ ପକ୍ଷରୁ ନିଶାମୁକ୍ତ ଓଡ଼ିଶା ସୁସ୍ଥ ସମୃଦ୍ଧ ଓ ବିକଶିତ ଓଡିଶା

4 hrs ago
user_Ranjan Khuntia
Ranjan Khuntia
Jagatsinghapur, Odisha•
4 hrs ago

ଓଡ଼ିଶା ପ୍ରଦେଶ କଂଗ୍ରେସ ଅନୁସୂଚିତ ଜାତି ବିଭାଗ ପକ୍ଷରୁ ନିଶାମୁକ୍ତ ଓଡ଼ିଶା ସୁସ୍ଥ ସମୃଦ୍ଧ ଓ ବିକଶିତ ଓଡିଶା

More news from Cuttack and nearby areas
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    9 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    50 min ago
  • Post by Darbar Tv
    1
    Post by Darbar Tv
    user_Darbar Tv
    Darbar Tv
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    2 hrs ago
  • ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିପୂଳିଙ୍ଗି ଗ୍ରାମ ପଞ୍ଚାୟତର ତେଲାପଲ୍ଲୀ ଗ୍ରାମରେ ବହୁ ପ୍ରାଚୀନ କାଳରୁ ଗାଁ ଶେଷ ମୁଣ୍ଡରେ ପୂଜା ପାଉଥିବା ଏକ ଦେବୀ ବା ଶକ୍ତି ସଂକେତ ପ୍ରତିମା l ଏକ ପଥରରେ ସିନ୍ଦୂର ଆଦି ବୋଳି ତାହା ଚାରିପଟେ ମାଟି ଘୋଡାରେ ସଜାଇ ଶଙ୍ଖା, ଶାଢିରେ ସଜାଇ ପ୍ରତୀକାତ୍ମକ ଭାବେ ପୂଜା କରାଯାଏ l ମା ମାଳୁଆଣି, ବୁଢ଼ୀ ଠାକୁରାଣୀ, ନେଲା ଆମ୍ମା , ଚଞ୍ଚଳା ଆମ୍ମମା ଗ୍ରାମଦେବତୀ ରୂପରେ ପୂଜା ପାଇ ଆସୁଛନ୍ତି l ତେଲାପଲ୍ଲୀ ଗ୍ରାମର ସେ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ହୋଇଥିବାରୁ ପ୍ରତ୍ୟେକଶୁଭ କାର୍ଯ୍ୟ ଯଥା ବିବାହ ବ୍ରତ ଆଦି କାର୍ଯ୍ୟରେ ପ୍ରଥମେ ମାଙ୍କ ପାଖରେ ଶରଣଗତ ହୋଇଥାନ୍ତି l ମା ମାଳୁଆଣି ପ୍ରତ୍ୟକ୍ଷ ଠାକୁରାଣୀ ଡାକିଲେ ଶୁଣନ୍ତି l ପ୍ରତ୍ୟକ୍ଷ ଠାକୁରାଣୀ ବୋଲି ଚାରିଆଡ଼େ ମାଆଙ୍କର ହୁରିପଡେ l ଲୋକମାନଙ୍କର ଅଗାଧ ବିଶ୍ବାସକୁ ମା ପଣତକାନିରେ ଘୋଡାଇ ଅନନ୍ତ ଚକ୍ଷୁର ଆଡୁଆଳରେ ଗ୍ରାମର ପ୍ରତ୍ୟେକ ବ୍ୟକ୍ତିଙ୍କୁ ରଖିଛନ୍ତି l ମାଙ୍କର ଇତିହାସ ଜେଜେ ମାଙ୍କ ଗପ ପେଡିରୁ କେବେ ସରିନି ତ ସତ ସେହିପରି ଅଲୌକିକ ଘଟଣା ଗ୍ରାମବାସୀଙ୍କ ଜୀବନରେ ଘଟିଛି l ସେହି ମାଳୁଆଣି ମାଆଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ଗଞ୍ଜାମର ସୁପରିଚିତ ଜଣା ଶୁଣା ମଞ୍ଚ ନାଟ୍ୟ ନିର୍ଦ୍ଦେଶକ ଗୁରୁ ଶ୍ରୀ CH.ରାଜୀବ ଲୋଚନ ରେଡ୍ଡୀ ସାରଙ୍କ ଜନ୍ମ ମାଟି ତେଲାପଲ୍ଲୀ ଅଜି ଚଳ ଚଞ୍ଚଳ l ଗ୍ରାମବାସୀଙ୍କ ଆନନ୍ଦ ନ କହିଲେ ସରେ ଚଳିତ ୨୦.୦୪.୨୦୨୬ ସୋମବାର ଠାରୁ ୨୪.୦୪.୨୦୨୬ ଶୁକ୍ରବାର ପର୍ଯ୍ୟନ୍ତ ପଞ୍ଚଦିନ ବ୍ୟାପି ତେଲାପଲ୍ଲୀ ଗ୍ରାମରେ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ l ପ୍ରତି ଦିନ ଘୃତ ଯଜ୍ଞ , ଅର୍ଣ୍ଣ ଯଜ୍ଞ, ନାମ ଯଜ୍ଞ, ଜ୍ଞାନଯଜ୍ଞାଦି ମହା ସମରରେ ଅନୁଷ୍ଠିତ ହବ ସେଥିରେ ମୂଖ୍ୟ ପଣ୍ଡିତ ସରୋଜ କୁମାର ଶତପଥି, ମୁଖ୍ୟ ପୁରୋହିତ କାଳୁ ଚରଣ ରଥ , ମହନ୍ତ ଶ୍ରୀ ସନାତନ ଦାସ ଜି ମହାରାଜ, ବାବାଜୀ ଶ୍ରୀ ନାରାୟଣ ଦାସ ଜି ମହାରାଜ ଯୋଗଦାନ ଦେଇ କାର୍ଯ୍ୟକୁ ସଫାଲ୍ୟ ମଣ୍ଡିତ କରିବେ l ସହପରିବାର ଓ ସବା ନ୍ଧବ ଉକ୍ତ ଧାର୍ମିକ ଅନୁଷ୍ଠାନରେ ସହଯୋଗ କରି ବିଭୁକୃପା ଲାଭ କରିବାକୁ ତେଲାପଲ୍ଲୀ ଗ୍ରାମବାସୀଙ୍କ ଓ ମଞ୍ଚ ନାଟ୍ୟ ନିର୍ଦ୍ଦେଶକ ଗୁରୁଶ୍ରୀ ରାଜୀବ ରେଡ୍ଡୀସାରଙ୍କ ଏକାନ୍ତ ନିବେଦନ l
    1
    ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିପୂଳିଙ୍ଗି ଗ୍ରାମ ପଞ୍ଚାୟତର  ତେଲାପଲ୍ଲୀ ଗ୍ରାମରେ ବହୁ ପ୍ରାଚୀନ କାଳରୁ ଗାଁ ଶେଷ ମୁଣ୍ଡରେ ପୂଜା ପାଉଥିବା ଏକ ଦେବୀ ବା ଶକ୍ତି ସଂକେତ ପ୍ରତିମା l ଏକ ପଥରରେ ସିନ୍ଦୂର ଆଦି ବୋଳି ତାହା ଚାରିପଟେ ମାଟି ଘୋଡାରେ ସଜାଇ ଶଙ୍ଖା, ଶାଢିରେ ସଜାଇ ପ୍ରତୀକାତ୍ମକ ଭାବେ ପୂଜା କରାଯାଏ l ମା ମାଳୁଆଣି, ବୁଢ଼ୀ ଠାକୁରାଣୀ, ନେଲା ଆମ୍ମା , ଚଞ୍ଚଳା ଆମ୍ମମା ଗ୍ରାମଦେବତୀ ରୂପରେ ପୂଜା ପାଇ ଆସୁଛନ୍ତି l  ତେଲାପଲ୍ଲୀ ଗ୍ରାମର ସେ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ହୋଇଥିବାରୁ ପ୍ରତ୍ୟେକଶୁଭ କାର୍ଯ୍ୟ ଯଥା ବିବାହ ବ୍ରତ ଆଦି କାର୍ଯ୍ୟରେ ପ୍ରଥମେ ମାଙ୍କ ପାଖରେ ଶରଣଗତ ହୋଇଥାନ୍ତି l ମା  ମାଳୁଆଣି ପ୍ରତ୍ୟକ୍ଷ ଠାକୁରାଣୀ ଡାକିଲେ ଶୁଣନ୍ତି l ପ୍ରତ୍ୟକ୍ଷ ଠାକୁରାଣୀ ବୋଲି ଚାରିଆଡ଼େ ମାଆଙ୍କର ହୁରିପଡେ l ଲୋକମାନଙ୍କର ଅଗାଧ ବିଶ୍ବାସକୁ ମା ପଣତକାନିରେ ଘୋଡାଇ ଅନନ୍ତ ଚକ୍ଷୁର ଆଡୁଆଳରେ ଗ୍ରାମର ପ୍ରତ୍ୟେକ ବ୍ୟକ୍ତିଙ୍କୁ ରଖିଛନ୍ତି l ମାଙ୍କର ଇତିହାସ ଜେଜେ ମାଙ୍କ ଗପ ପେଡିରୁ କେବେ ସରିନି ତ ସତ ସେହିପରି ଅଲୌକିକ ଘଟଣା ଗ୍ରାମବାସୀଙ୍କ ଜୀବନରେ ଘଟିଛି l ସେହି ମାଳୁଆଣି ମାଆଙ୍କ  ବିଗ୍ରହ ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ଗଞ୍ଜାମର ସୁପରିଚିତ ଜଣା ଶୁଣା ମଞ୍ଚ ନାଟ୍ୟ ନିର୍ଦ୍ଦେଶକ ଗୁରୁ ଶ୍ରୀ CH.ରାଜୀବ ଲୋଚନ ରେଡ୍ଡୀ ସାରଙ୍କ ଜନ୍ମ ମାଟି ତେଲାପଲ୍ଲୀ ଅଜି ଚଳ ଚଞ୍ଚଳ l ଗ୍ରାମବାସୀଙ୍କ ଆନନ୍ଦ ନ କହିଲେ ସରେ ଚଳିତ ୨୦.୦୪.୨୦୨୬ ସୋମବାର ଠାରୁ ୨୪.୦୪.୨୦୨୬ ଶୁକ୍ରବାର ପର୍ଯ୍ୟନ୍ତ ପଞ୍ଚଦିନ ବ୍ୟାପି ତେଲାପଲ୍ଲୀ ଗ୍ରାମରେ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ l  ପ୍ରତି ଦିନ ଘୃତ ଯଜ୍ଞ , ଅର୍ଣ୍ଣ ଯଜ୍ଞ, ନାମ ଯଜ୍ଞ, ଜ୍ଞାନଯଜ୍ଞାଦି ମହା ସମରରେ ଅନୁଷ୍ଠିତ ହବ ସେଥିରେ ମୂଖ୍ୟ ପଣ୍ଡିତ ସରୋଜ କୁମାର ଶତପଥି, ମୁଖ୍ୟ ପୁରୋହିତ କାଳୁ ଚରଣ ରଥ , ମହନ୍ତ ଶ୍ରୀ ସନାତନ ଦାସ ଜି ମହାରାଜ, ବାବାଜୀ ଶ୍ରୀ ନାରାୟଣ ଦାସ ଜି ମହାରାଜ ଯୋଗଦାନ ଦେଇ କାର୍ଯ୍ୟକୁ ସଫାଲ୍ୟ ମଣ୍ଡିତ କରିବେ l  ସହପରିବାର ଓ ସବା ନ୍ଧବ ଉକ୍ତ ଧାର୍ମିକ ଅନୁଷ୍ଠାନରେ ସହଯୋଗ କରି ବିଭୁକୃପା ଲାଭ କରିବାକୁ  ତେଲାପଲ୍ଲୀ ଗ୍ରାମବାସୀଙ୍କ ଓ ମଞ୍ଚ ନାଟ୍ୟ ନିର୍ଦ୍ଦେଶକ ଗୁରୁଶ୍ରୀ  ରାଜୀବ ରେଡ୍ଡୀସାରଙ୍କ ଏକାନ୍ତ ନିବେଦନ l
    user_Sibanava Panda
    Sibanava Panda
    Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    5 hrs ago
  • ଦୁର୍ଘଟଣା ପରେ ଆହାତ ଟ୍ରକ ଡ଼୍ରାଇଭରକୁ କିଭଳି ଭାବରେ ମାଡ଼ ମାରି ଲୁଟି ନେଲେ ଶୁଣନ୍ତୁ
    1
    ଦୁର୍ଘଟଣା ପରେ ଆହାତ ଟ୍ରକ ଡ଼୍ରାଇଭରକୁ କିଭଳି ଭାବରେ ମାଡ଼ ମାରି  ଲୁଟି ନେଲେ   ଶୁଣନ୍ତୁ
    user_Odisha khabar
    Odisha khabar
    Bhubaneswar (M.Corp.), Khordha•
    11 hrs ago
  • ଏସିଆ ମଧ୍ୟ ପ୍ରାଚ୍ୟ ଲାଗିରହିଥିବା ଯୁଦ୍ଧ୍ୟ ପାଇଁ ପେଟ୍ରୋଲ ଡିଜେଲ ଦାମ ବଢିବା ଆଶଙ୍କାରେ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ପେଟ୍ରୋଲ ପମ୍ପ ରେ ଲୋକଙ୍କ ପ୍ରବଳ ଭିଡ,ଏସିଆ ମଧ୍ୟ ପ୍ରାଚ୍ୟ ରେ ଲାଗିରହିଥିବା ଯୁଦ୍ଧ୍ୟ କୁ ନଜରରେ ରଖି ସରକାର ଆଗାମୀ ସମୟରେ ପେଟ୍ରୋଲ,ଡିଜେଲ ଦର ବୃଦ୍ଧି କରିପାରନ୍ତି, ଯାହା କାରଣରୁ ଲୋକଙ୍କ ମନରେ ଏକ ଆଶଙ୍କା ସୃଷ୍ଟି ହୋଇଛି ଯାହା ଦ୍ୱାରା ଲୋକେ କେନ୍ଦ୍ରାପଡ଼ା ବିଭିନ୍ନ ପେଟ୍ରୋଲ ଟାଙ୍କିରେ ଭିଡ ଜମାଇ ଆବଶ୍ୟକତା ଠାରୁ ଅଧିକ ପେଟ୍ରୋଲ କିଣିବାରେ ବ୍ୟସ୍ଥ ହୋଇପଡିଛନ୍ତି, ଏହା ଦ୍ୱାରା ସରକାର ଙ୍କ ନିକଟରେ ଦୀର୍ଘ ଦିନ ପର୍ଯ୍ୟନ୍ତ ମହଜୁଦ ଥିବା ପେଟ୍ରୋଲ କିଛିଦିନ ମଧ୍ୟରେ ସମାପ୍ତ ହୋଇଯିବା ଆଶଙ୍କା ବଢିଯାଇଛି I
    1
    ଏସିଆ ମଧ୍ୟ ପ୍ରାଚ୍ୟ ଲାଗିରହିଥିବା ଯୁଦ୍ଧ୍ୟ ପାଇଁ ପେଟ୍ରୋଲ ଡିଜେଲ ଦାମ ବଢିବା ଆଶଙ୍କାରେ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ପେଟ୍ରୋଲ ପମ୍ପ ରେ ଲୋକଙ୍କ ପ୍ରବଳ ଭିଡ,ଏସିଆ ମଧ୍ୟ ପ୍ରାଚ୍ୟ ରେ ଲାଗିରହିଥିବା ଯୁଦ୍ଧ୍ୟ କୁ ନଜରରେ ରଖି ସରକାର ଆଗାମୀ ସମୟରେ ପେଟ୍ରୋଲ,ଡିଜେଲ ଦର ବୃଦ୍ଧି କରିପାରନ୍ତି, ଯାହା କାରଣରୁ ଲୋକଙ୍କ ମନରେ ଏକ ଆଶଙ୍କା ସୃଷ୍ଟି ହୋଇଛି ଯାହା ଦ୍ୱାରା ଲୋକେ କେନ୍ଦ୍ରାପଡ଼ା ବିଭିନ୍ନ ପେଟ୍ରୋଲ ଟାଙ୍କିରେ ଭିଡ ଜମାଇ ଆବଶ୍ୟକତା ଠାରୁ ଅଧିକ ପେଟ୍ରୋଲ କିଣିବାରେ ବ୍ୟସ୍ଥ ହୋଇପଡିଛନ୍ତି, ଏହା ଦ୍ୱାରା ସରକାର ଙ୍କ ନିକଟରେ ଦୀର୍ଘ ଦିନ ପର୍ଯ୍ୟନ୍ତ ମହଜୁଦ ଥିବା ପେଟ୍ରୋଲ କିଛିଦିନ ମଧ୍ୟରେ ସମାପ୍ତ ହୋଇଯିବା ଆଶଙ୍କା ବଢିଯାଇଛି I
    user_Alekh Nayak ,I am a professional journalist, my job is to collect news and deliver it to people
    Alekh Nayak ,I am a professional journalist, my job is to collect news and deliver it to people
    ସାମ୍ବାଦିକ କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    23 hrs ago
  • Post by Ranjan Khuntia
    1
    Post by Ranjan Khuntia
    user_Ranjan Khuntia
    Ranjan Khuntia
    Jagatsinghapur, Odisha•
    4 hrs ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    22 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.