logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କ ବିୟୋଗରେ ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ରୁଦ୍ର ନାରାୟଣ ପାଣିଙ୍କ ଶୋକ ତାଳଚେର:- ତାଳଚେର ବ୍ଲକ ଗୁରୁଜାଙ୍ଗୁଲି ପଂଚାୟତର ଖୋଲୁଆ ଗ୍ରାମର ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକ (୨୪) କାର୍ଯ୍ୟରତ ଅବସ୍ଥାରେ କେନ୍ଦୁଝର ଠାରେ ଗତ ବୁଧବାର ଏକ ଅଭାବନୀୟ ଅବସ୍ଥାରେ ଦୁର୍ଘଟଣାରେ ଅକାଳ ବିୟୋଗ ଘଟିଛି | ଏ ବିଷୟରେ ଜାଣିବା ପରେ ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି |ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କର କାର୍ଯ୍ୟରତ ଅବସ୍ଥାରେ ଏକ ଅଭାବନୀୟ ଦୁର୍ଘଟଣାରେ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ଏହି କଠିନ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରୁଛି ବୋଲି ଶ୍ରୀଯୁକ୍ତ ପ୍ରଧାନ ଏକ ଶୋକ ବାର୍ତ୍ତାରେ ପ୍ରକାଶ କରିଛନ୍ତି | ସେହିପରି ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ଶୋକ ପ୍ରକାଶ କରିବା ସହ କହିଛନ୍ତି ଯେ, ଓଡ଼ିଶାର ନିଷ୍ଠାବାନ ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଗଭୀର ଶୋକ ପ୍ରକାଶ କରୁଛି l ଉଦ୍ଧାର କାର୍ଯ୍ୟ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ଓ ସେବାମୂଳକ ଦାୟିତ୍ୱ ତୁଲାଉଥିବା ସମୟରେ ତାଙ୍କର ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି। ତାଳଚେର ବ୍ଲକ୍ ଅନ୍ତର୍ଗତ ଗୁରୁଜାଙ୍ଗୁଲି ଗ୍ରାମ ପଞ୍ଚାୟତର ଖୋଲୁଆ ଗ୍ରାମର ପୂର୍ଣ୍ଣ ଚନ୍ଦ୍ର ପଟ୍ଟନାୟକଙ୍କ ଏକମାତ୍ର ପୁତ୍ର ଚନ୍ଦନଙ୍କର ଏହି ସାହସିକତା ଓ ଜନସେବା ସଦା ସର୍ବଦା ସ୍ମରଣୀୟ ରହିବ। ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏହି କଠିନ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରିବା ନିମନ୍ତେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଚରଣରେ ବିନମ୍ର ପ୍ରାର୍ଥନା କରୁଛି ବୋଲି ପ୍ରକାଶ କରିଛନ୍ତି l ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦି ସାମଲ, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି, ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦିଲେଶ୍ଵର ପ୍ରଧାନ, ସଂଜୀବ ସାହୁ, ଅନୁପ ସାଏ ଓ ପ୍ରତିମା ମିଶ୍ର, କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜକ ପର୍ଶୁରାମ ବାରିକଙ୍କ ସମେତ ସମସ୍ତ ଜିଲ୍ଲା ବିଜେପି ପଦାଧିକାରୀ ଶୋକ ପ୍ରକାଶ କରିଛନ୍ତି l

3 hrs ago
user_Priya Madhaba Das
Priya Madhaba Das
Journalist ତାଳଚେର ସଦର, ଅନୁଗୁଳ, ଓଡ଼ିଶା•
3 hrs ago
dfa963e2-a8e6-49f9-aa2e-21a7515e36a8

More news from Odisha and nearby areas
  • Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ
    1
    Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l

Date-30-07-2026
Place -Kaniha, Angul 
Report -

Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। 

ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ 

    user_Shibaram naik
    Shibaram naik
    Anugul, Odisha•
    17 hrs ago
  • ଢେଙ୍କାନାଳ ଜିଲ୍ଲରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହାଦୁର୍ନୀତିର ନିଜେ ସମୀକ୍ଷା କରି ମନ୍ତ୍ରୀ ଦେଖାଇଲେ ନାଲିଆଖି. ଢେଙ୍କାନାଳ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗରିବ ହିତାଧିକାରୀ ହାତଗୁଞ୍ଜା ନଦେଇ ପାରିବାରୁ ସରକାରୀ ବାବୁ ଗରିବଙ୍କ ଘର କାଟି ଦେଲେ. ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନିଜେ ଘରକୁ ଘର ଯାଇ ସମୀକ୍ଷା କରିବା ସହ ଅଫିସର ଙ୍କୁ ବଦଳି କରିବାକୁ ଦେଲେ କଡା ଚେତାବନୀ.
    1
    ଢେଙ୍କାନାଳ ଜିଲ୍ଲରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହାଦୁର୍ନୀତିର ନିଜେ ସମୀକ୍ଷା କରି ମନ୍ତ୍ରୀ ଦେଖାଇଲେ ନାଲିଆଖି.
ଢେଙ୍କାନାଳ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗରିବ ହିତାଧିକାରୀ ହାତଗୁଞ୍ଜା ନଦେଇ ପାରିବାରୁ ସରକାରୀ ବାବୁ ଗରିବଙ୍କ ଘର କାଟି ଦେଲେ. ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନିଜେ ଘରକୁ ଘର ଯାଇ ସମୀକ୍ଷା କରିବା ସହ ଅଫିସର ଙ୍କୁ ବଦଳି କରିବାକୁ ଦେଲେ କଡା ଚେତାବନୀ.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    1 hr ago
  • ଢେଙ୍କାନାଳ ଟାଟା ପକ୍ଷରୁ ୫ମ ଶ୍ରେଣୀ ପାସ କରିଥିବା ଯୁବକ ଯୁବତୀ ମାନଙ୍କ ପାଇଁ ରୋଜଗାର କରିବା ପାଇଁ ସୁଯୋଗ
    1
    ଢେଙ୍କାନାଳ ଟାଟା ପକ୍ଷରୁ ୫ମ ଶ୍ରେଣୀ ପାସ କରିଥିବା ଯୁବକ ଯୁବତୀ ମାନଙ୍କ ପାଇଁ ରୋଜଗାର କରିବା ପାଇଁ ସୁଯୋଗ
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    7 hrs ago
  • ଚାଳିଶି ବର୍ଷ ଶିକ୍ଷକତା କରି ସମ୍ବର୍ଦ୍ଧିତ ହେଲେ ହିନ୍ଦୀ ଶିକ୍ଷକ.. ଗ୍ରାମବାସୀ ଆଜିଠାରୁ ଝୁରିବେ ସାର୍ ଙ୍କୁ... ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ସୋଗରେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଶିକ୍ଷକ ଶ୍ରୀଧର ଷେଣ୍ଢ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅନ୍ତର୍ଯ୍ୟାମୀ ସାହୁଙ୍କର ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଆଡ଼ମ୍ବରପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ ଏବଂ ଗ୍ରାମବାସୀଙ୍କ ଉପସ୍ଥିତିରେ ସମଗ୍ର ପରିବେଶ ଭାବବିହ୍ୱଳ ହୋଇଉଠିଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ଶ୍ରୀକାନ୍ତ ତରାଇ ଓ ଏକାଡେମୀର ମୁଖ୍ୟ ସୁଶାନ୍ତ ମହାପାତ୍ର ଯୋଗଦେଇଥିଲେ, ପ୍ରଥମେ ଅତିଥିମାନେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ର ନିକଟରେ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହାପରେ ଅତିଥି ଓ ବିଦ୍ୟାଳୟ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀମାନଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରାଯାଇଥିଲା ଦୀର୍ଘ ୪୦ ବର୍ଷ ଧରି ସୋଗର ଗ୍ରାମରେ ରହି ହିନ୍ଦୀ ଶିକ୍ଷକ ଭାବେ ସେବା ପ୍ରଦାନ କରିଆସିଥିବା ଶ୍ରୀଧର ଷେଣ୍ଢ କେବଳ ଜଣେ ଶିକ୍ଷକ ନୁହଁନ୍ତି, ସେ ଥିଲେ ହଜାର ହଜାର ଛାତ୍ରଛାତ୍ରୀଙ୍କ ଆଦର୍ଶ, ପାଠପଢ଼ା ସହିତ ସେ ଛାତ୍ରଛାତ୍ରୀଙ୍କୁ ନିଜର ସାଙ୍ଗସାଥୀ ଭଳି ବ୍ୟବହାର କରୁଥିଲେ। ତାଙ୍କର ସରଳତା, ନିଷ୍ଠା ଓ କର୍ତ୍ତବ୍ୟପରାୟଣତା ଆଜି ମଧ୍ୟ ଅନେକଙ୍କ ପାଇଁ ପ୍ରେରଣା ହୋଇ ରହିଛି। ଅନୁଷ୍ଠାନରେ ଉପସ୍ଥିତ ନୂତନ ଓ ପୁରାତନ ଛାତ୍ରଛାତ୍ରୀମାନେ ନିଜ ଅନୁଭୂତି ବ୍ୟକ୍ତ କରିବା ସହିତ ଶ୍ରୀଧର ସାରଙ୍କ ସହିତ କାଟିଥିବା ସ୍ମୃତିକୁ ସମସ୍ତଙ୍କ ସହ ବାଣ୍ଟିଥିଲେ, ଅନେକ ଛାତ୍ରଛାତ୍ରୀ ଭାବବିହ୍ୱଳ ହୋଇପଡ଼ିଥିବା ବେଳେ, ଶ୍ରୀଧର ସାର ମଧ୍ୟ ନିଜ ବକ୍ତବ୍ୟରେ ବିଦ୍ୟାଳୟ ଓ ଛାତ୍ରଛାତ୍ରୀଙ୍କ ସହ ଥିବା ଅତୁଟ ସମ୍ପର୍କର କଥା ମନେପକାଇଥିଲେ। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସାଲାମୀ ମୁର୍ମୁଙ୍କ ନେତୃତ୍ୱରେ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଶ୍ରୀଧର ସାରଙ୍କୁ ଫୁଲମାଳ ପିନ୍ଧାଇ ସମ୍ବର୍ଦ୍ଧିତ କରିଥିଲେ। ଏହାସହ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅନ୍ତର୍ଯ୍ୟାମୀ ସାହୁଙ୍କୁ ମଧ୍ୟ ସେମାନଙ୍କର ଦୀର୍ଘ ସେବା ପାଇଁ ସମ୍ମାନିତ କରାଯାଇଥିଲା।
    1
    ଚାଳିଶି ବର୍ଷ ଶିକ୍ଷକତା କରି ସମ୍ବର୍ଦ୍ଧିତ ହେଲେ ହିନ୍ଦୀ ଶିକ୍ଷକ.. ଗ୍ରାମବାସୀ ଆଜିଠାରୁ ଝୁରିବେ ସାର୍ ଙ୍କୁ...
ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ସୋଗରେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଶିକ୍ଷକ ଶ୍ରୀଧର ଷେଣ୍ଢ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅନ୍ତର୍ଯ୍ୟାମୀ ସାହୁଙ୍କର ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଆଡ଼ମ୍ବରପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ ଏବଂ ଗ୍ରାମବାସୀଙ୍କ ଉପସ୍ଥିତିରେ ସମଗ୍ର ପରିବେଶ ଭାବବିହ୍ୱଳ ହୋଇଉଠିଥିଲା।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ଶ୍ରୀକାନ୍ତ ତରାଇ ଓ ଏକାଡେମୀର ମୁଖ୍ୟ ସୁଶାନ୍ତ ମହାପାତ୍ର ଯୋଗଦେଇଥିଲେ, ପ୍ରଥମେ ଅତିଥିମାନେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ର ନିକଟରେ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହାପରେ ଅତିଥି ଓ ବିଦ୍ୟାଳୟ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀମାନଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରାଯାଇଥିଲା
 ଦୀର୍ଘ ୪୦ ବର୍ଷ ଧରି ସୋଗର ଗ୍ରାମରେ ରହି ହିନ୍ଦୀ ଶିକ୍ଷକ ଭାବେ ସେବା ପ୍ରଦାନ କରିଆସିଥିବା ଶ୍ରୀଧର ଷେଣ୍ଢ କେବଳ ଜଣେ ଶିକ୍ଷକ ନୁହଁନ୍ତି, ସେ ଥିଲେ ହଜାର ହଜାର ଛାତ୍ରଛାତ୍ରୀଙ୍କ ଆଦର୍ଶ, ପାଠପଢ଼ା ସହିତ ସେ ଛାତ୍ରଛାତ୍ରୀଙ୍କୁ ନିଜର ସାଙ୍ଗସାଥୀ ଭଳି ବ୍ୟବହାର କରୁଥିଲେ। ତାଙ୍କର ସରଳତା, ନିଷ୍ଠା ଓ କର୍ତ୍ତବ୍ୟପରାୟଣତା ଆଜି ମଧ୍ୟ ଅନେକଙ୍କ ପାଇଁ ପ୍ରେରଣା ହୋଇ ରହିଛି।
ଅନୁଷ୍ଠାନରେ ଉପସ୍ଥିତ ନୂତନ ଓ ପୁରାତନ ଛାତ୍ରଛାତ୍ରୀମାନେ ନିଜ ଅନୁଭୂତି ବ୍ୟକ୍ତ କରିବା ସହିତ ଶ୍ରୀଧର ସାରଙ୍କ ସହିତ କାଟିଥିବା ସ୍ମୃତିକୁ ସମସ୍ତଙ୍କ ସହ ବାଣ୍ଟିଥିଲେ, ଅନେକ ଛାତ୍ରଛାତ୍ରୀ ଭାବବିହ୍ୱଳ ହୋଇପଡ଼ିଥିବା ବେଳେ, ଶ୍ରୀଧର ସାର ମଧ୍ୟ ନିଜ ବକ୍ତବ୍ୟରେ ବିଦ୍ୟାଳୟ ଓ ଛାତ୍ରଛାତ୍ରୀଙ୍କ ସହ ଥିବା ଅତୁଟ ସମ୍ପର୍କର କଥା ମନେପକାଇଥିଲେ।
 ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସାଲାମୀ ମୁର୍ମୁଙ୍କ ନେତୃତ୍ୱରେ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଶ୍ରୀଧର ସାରଙ୍କୁ ଫୁଲମାଳ ପିନ୍ଧାଇ ସମ୍ବର୍ଦ୍ଧିତ କରିଥିଲେ। ଏହାସହ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅନ୍ତର୍ଯ୍ୟାମୀ ସାହୁଙ୍କୁ ମଧ୍ୟ ସେମାନଙ୍କର ଦୀର୍ଘ ସେବା ପାଇଁ ସମ୍ମାନିତ କରାଯାଇଥିଲା।
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    12 hrs ago
  • ତିଗିରିଆ ବ୍ଲକ ଗଦାଧର ପୁର ପଞ୍ଚାୟତ କଳିବିରି ଗ୍ରାମରେ ବନ୍ୟା ବିପନ୍ନଙ୍କ ଶୁଖିଲା ଖାଦ୍ଯ ଯୋଗାଇଲେ ଆଠଗଡ ତିଗିରିଆ ବିଜେପି ନେତା ଅଭୟ ଆଠଗଡ ତିଗିରିଆ ନିର୍ବାଚନ ମଣ୍ଡଳୀ ତିଗିରିଆ ବ୍ଳକ ବଡନାଉପୁଟ ପଞ୍ଚାୟତ ଅନ୍ତର୍ଗତ ଖଣ୍ଡହତା , ବଉଳାଙ୍ଗ, ଶାଳୀଜଙ୍ଗା, ଗ୍ରାମ ମାନଙ୍କରେ ବନ୍ୟା ପ୍ରଭାବିତ ପରିଦର୍ଶନ କରି ଲୋକଙ୍କ ସହ ଆଲୋଚନା କଲେ , ଆଠଗଡ଼ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଶ୍ରୀଯୁକ୍ତ ଅଭୟ କୁମାର ବାରିକ। ପ୍ରତ୍ୟେକ ବନ୍ୟା ବିପନ୍ନଙ୍କ ନିକଟରେ ଆବଶ୍ୟକ ରିଲିଫ୍ ସାମଗ୍ରୀ ଶୀଘ୍ର ପହଞ୍ଚାଇବା ଏବଂ ଖଣ୍ଡହତା ରେ ନଦୀବନ୍ଧ ଭାଙ୍ଗିଛି ସେ ବିଷୟ ରେ ତିଗିରିଆ ତହସିଲଦାରଙ୍କ ସହିତ ଆଲୋଚନା କଲେ, ଆଠଗଡ଼ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଶ୍ରୀଯୁକ୍ତ ଅଭୟ କୁମାର ବାରିକ।
    1
    ତିଗିରିଆ ବ୍ଲକ ଗଦାଧର ପୁର ପଞ୍ଚାୟତ କଳିବିରି ଗ୍ରାମରେ ବନ୍ୟା ବିପନ୍ନଙ୍କ ଶୁଖିଲା ଖାଦ୍ଯ ଯୋଗାଇଲେ ଆଠଗଡ ତିଗିରିଆ ବିଜେପି  ନେତା ଅଭୟ 
ଆଠଗଡ ତିଗିରିଆ ନିର୍ବାଚନ ମଣ୍ଡଳୀ ତିଗିରିଆ ବ୍ଳକ ବଡନାଉପୁଟ ପଞ୍ଚାୟତ ଅନ୍ତର୍ଗତ ଖଣ୍ଡହତା , ବଉଳାଙ୍ଗ, ଶାଳୀଜଙ୍ଗା, ଗ୍ରାମ ମାନଙ୍କରେ ବନ୍ୟା ପ୍ରଭାବିତ ପରିଦର୍ଶନ କରି ଲୋକଙ୍କ ସହ ଆଲୋଚନା କଲେ , ଆଠଗଡ଼ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଶ୍ରୀଯୁକ୍ତ ଅଭୟ କୁମାର ବାରିକ। ପ୍ରତ୍ୟେକ ବନ୍ୟା ବିପନ୍ନଙ୍କ ନିକଟରେ ଆବଶ୍ୟକ ରିଲିଫ୍ ସାମଗ୍ରୀ ଶୀଘ୍ର ପହଞ୍ଚାଇବା ଏବଂ ଖଣ୍ଡହତା ରେ ନଦୀବନ୍ଧ ଭାଙ୍ଗିଛି ସେ ବିଷୟ ରେ ତିଗିରିଆ ତହସିଲଦାରଙ୍କ ସହିତ ଆଲୋଚନା କଲେ, ଆଠଗଡ଼ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଶ୍ରୀଯୁକ୍ତ ଅଭୟ କୁମାର ବାରିକ।
    user_MANAS SAHOO
    MANAS SAHOO
    Local News Reporter ଆଠଗଡ଼, କଟକ, ଓଡ଼ିଶା•
    21 hrs ago
  • ନେହୁର ଯୁବ କେନ୍ଦ୍ର ପକ୍ଷରୁ ନିଶାମୁକ୍ତ ଯୁବ ବିକଶିତ ଭାରତ ଶୀର୍ଷକ ଜ଼ିଲ୍ଲା ସ୍ତରୀୟ ପ୍ରତିଯୋଗିତା ନେହୁର ଯୁବ କେନ୍ଦ୍ର ପକ୍ଷରୁ ନିଶାମୁକ୍ତ ଯୁବ ବିକଶିତ ଭାରତ ଶୀର୍ଷକ ଜ଼ିଲ୍ଲା ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ
    1
    ନେହୁର ଯୁବ କେନ୍ଦ୍ର ପକ୍ଷରୁ ନିଶାମୁକ୍ତ ଯୁବ ବିକଶିତ ଭାରତ ଶୀର୍ଷକ ଜ଼ିଲ୍ଲା ସ୍ତରୀୟ ପ୍ରତିଯୋଗିତା 
ନେହୁର ଯୁବ କେନ୍ଦ୍ର ପକ୍ଷରୁ ନିଶାମୁକ୍ତ ଯୁବ ବିକଶିତ ଭାରତ ଶୀର୍ଷକ ଜ଼ିଲ୍ଲା ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    1 hr ago
  • ଅନୁଗୋଳ ଜିଲ୍ଲ ସୋଭାଗ୍ୟ ନଗରଗ୍ରାମରେ ଲାଗି ରହିଥିବା ଲଘୁଚାପଜନିତ ବର୍ଷା ରେ ଘର ଦ୍ଵାର ପାଣି ଓ ରାସ୍ତା ପାଣି ମଧ୍ଯ ଘରେ ପଶିବାରୁ ଲୋକ ମାନଙ୍କ ର ଅନେକ କ୍ଷୟ କ୍ଷତି ହୋଇ ଘର ଭାଙ୍ଗିବା ସହ ସମସ୍ତ ଚାଷୀ ମାନଙ୍କ ର ମଧ୍ଯ ଅନେକ କ୍ଷୟ କ୍ଷତି ହୋଈ ଅଛି ତେଣୁ ଶୁଭାଗ୍ୟ ନଗର ର କିଛି ମହିଳା ପ୍ରତିକ୍ରିୟା ରଖିଲେ, କେବେ ମିଳିବ ଘର ଅନୁଗୋଳ ଜିଲ୍ଲ ସୋଭାଗ୍ୟ ନଗରଗ୍ରାମରେ ଲାଗି ରହିଥିବା ଲଘୁଚାପଜନିତ ବର୍ଷା ରେ ଘର ଦ୍ଵାର ପାଣି ଓ ରାସ୍ତା ପାଣି ମଧ୍ଯ ଘରେ ପଶିବାରୁ ଲୋକ ମାନଙ୍କ ର ଅନେକ କ୍ଷୟ କ୍ଷତି ହୋଇ ଘର ଭାଙ୍ଗିବା ସହ ସମସ୍ତ ଚାଷୀ ମାନଙ୍କ ର ମଧ୍ଯ ଅନେକ କ୍ଷୟ କ୍ଷତି ହୋଈ ଅଛି ତେଣୁ ଶୁଭାଗ୍ୟ ନଗର ର କିଛି ମହିଳା ପ୍ରତିକ୍ରିୟା ରଖିଲେ, କେବେ ମିଳିବ ଘର
    1
    ଅନୁଗୋଳ ଜିଲ୍ଲ ସୋଭାଗ୍ୟ ନଗରଗ୍ରାମରେ ଲାଗି ରହିଥିବା ଲଘୁଚାପଜନିତ ବର୍ଷା ରେ ଘର ଦ୍ଵାର  ପାଣି ଓ ରାସ୍ତା ପାଣି ମଧ୍ଯ ଘରେ ପଶିବାରୁ ଲୋକ ମାନଙ୍କ ର ଅନେକ କ୍ଷୟ କ୍ଷତି ହୋଇ ଘର ଭାଙ୍ଗିବା ସହ ସମସ୍ତ ଚାଷୀ ମାନଙ୍କ ର ମଧ୍ଯ ଅନେକ କ୍ଷୟ କ୍ଷତି ହୋଈ ଅଛି ତେଣୁ ଶୁଭାଗ୍ୟ ନଗର ର କିଛି ମହିଳା ପ୍ରତିକ୍ରିୟା ରଖିଲେ, କେବେ ମିଳିବ ଘର
ଅନୁଗୋଳ ଜିଲ୍ଲ ସୋଭାଗ୍ୟ ନଗରଗ୍ରାମରେ ଲାଗି ରହିଥିବା ଲଘୁଚାପଜନିତ ବର୍ଷା ରେ ଘର ଦ୍ଵାର  ପାଣି ଓ ରାସ୍ତା ପାଣି ମଧ୍ଯ ଘରେ ପଶିବାରୁ ଲୋକ ମାନଙ୍କ ର ଅନେକ କ୍ଷୟ କ୍ଷତି ହୋଇ ଘର ଭାଙ୍ଗିବା ସହ ସମସ୍ତ ଚାଷୀ ମାନଙ୍କ ର ମଧ୍ଯ ଅନେକ କ୍ଷୟ କ୍ଷତି ହୋଈ ଅଛି ତେଣୁ ଶୁଭାଗ୍ୟ ନଗର ର କିଛି ମହିଳା ପ୍ରତିକ୍ରିୟା ରଖିଲେ, କେବେ ମିଳିବ ଘର
    user_Shibaram naik
    Shibaram naik
    Anugul, Odisha•
    18 hrs ago
  • 🙏🙏🙏ଜଳ ପ୍ରଳୟ 🙏🙏🙏 ପାଣି ପାଗ ରେ ହଟାତ ପରିବର୍ତନ ଘଟିଛି ବନ୍ୟା ପରିସ୍ଥିତି ଉପୁଜିଛି ତଥାପି ବର୍ଷା ପାଇଁ ଚାଷୀଙ୍କୁ ଖୁସି ଆଣିଦେଇଛି
    1
    🙏🙏🙏ଜଳ ପ୍ରଳୟ 🙏🙏🙏
ପାଣି ପାଗ ରେ ହଟାତ ପରିବର୍ତନ ଘଟିଛି  ବନ୍ୟା ପରିସ୍ଥିତି ଉପୁଜିଛି ତଥାପି ବର୍ଷା ପାଇଁ ଚାଷୀଙ୍କୁ ଖୁସି ଆଣିଦେଇଛି
    user_KESHAB MOHAPATRA
    KESHAB MOHAPATRA
    Dyeworks ଘାଟଗାଁ, କେନ୍ଦୁଝର, ଓଡ଼ିଶା•
    12 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.