logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଲଘୁଚାପ ପ୍ରଭାବରେ ଗତରାତି ୯ ରୁ ୧୨ ଟା ମଧ୍ୟରେ ଶିମିଳିପାଳ ଅଭୟାରଣ୍ୟରେ କମିଲା ବର୍ଷା; କର୍ତ୍ତୃପକ୍ଷ ଦେଲେ ସୂଚନା ଲଘୁଚାପଜନିତ ବର୍ଷା ଶିମିଳିପାଳ ଅଭୟାରଣ୍ୟ ଜାରି ରହିଥିଲା। ତେବେ ଗତକାଲି ଅର୍ଥାତ୍ ମଙ୍ଗଳବାର ରାତି ୯ ରୁ ମଧ୍ୟରାତ୍ରି ପ୍ରାୟ ୧୨ ଟା ମଧ୍ୟରେ ବର୍ଷା ମାତ୍ର କମ୍ ହୋଇଥିବା ନେଇ ସୂଚନା ମିଳିଛି। ପିଠାବଟା ରେଞ୍ଜରେ ୨.୫୪ ମିଲି ମିଟର ବୃଷ୍ଟିପାତ ରେକର୍ଡ ହୋଇଛି। ସେହିପରି ବାରିପଦା ରେ ୧.୫୨୪ ମିଲି ମିଟର, ଭଞ୍ଜବସା ରେ ୩.୩୦୨, କୁଳିପାଳ ରେ ୪.୫୭୨, ଉପର ବାରହା କାମୁଡ଼ା ରେ ୨.୨ ମିଲିମିଟର ବର୍ଷା ହୋଇଥିବା ନେଇ ରେକର୍ଡ ହୋଇଛି। ଏନେଇ ଶିମିଳିପାଳ କତୃପକ୍ଷ ଏକ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି।

3 hrs ago
user_Mayurbhanj Public News
Mayurbhanj Public News
ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
3 hrs ago

ଲଘୁଚାପ ପ୍ରଭାବରେ ଗତରାତି ୯ ରୁ ୧୨ ଟା ମଧ୍ୟରେ ଶିମିଳିପାଳ ଅଭୟାରଣ୍ୟରେ କମିଲା ବର୍ଷା; କର୍ତ୍ତୃପକ୍ଷ ଦେଲେ ସୂଚନା ଲଘୁଚାପଜନିତ ବର୍ଷା ଶିମିଳିପାଳ ଅଭୟାରଣ୍ୟ ଜାରି ରହିଥିଲା। ତେବେ ଗତକାଲି ଅର୍ଥାତ୍ ମଙ୍ଗଳବାର ରାତି ୯ ରୁ ମଧ୍ୟରାତ୍ରି ପ୍ରାୟ ୧୨ ଟା ମଧ୍ୟରେ ବର୍ଷା ମାତ୍ର କମ୍ ହୋଇଥିବା ନେଇ ସୂଚନା ମିଳିଛି। ପିଠାବଟା ରେଞ୍ଜରେ ୨.୫୪ ମିଲି ମିଟର ବୃଷ୍ଟିପାତ ରେକର୍ଡ ହୋଇଛି। ସେହିପରି ବାରିପଦା ରେ ୧.୫୨୪ ମିଲି ମିଟର, ଭଞ୍ଜବସା ରେ ୩.୩୦୨, କୁଳିପାଳ ରେ ୪.୫୭୨, ଉପର ବାରହା କାମୁଡ଼ା ରେ ୨.୨ ମିଲିମିଟର ବର୍ଷା ହୋଇଥିବା ନେଇ ରେକର୍ଡ ହୋଇଛି। ଏନେଇ ଶିମିଳିପାଳ କତୃପକ୍ଷ ଏକ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି।

More news from ଓଡ଼ିଶା and nearby areas
  • ମୟୂରଭଞ୍ଜ ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ବାଲିଡିହା ଡ୍ୟାମ ରେ ଜଳ ସ୍ତର ବୃଦ୍ଧି; ପାଣି ଭିତରକୁ ଯାଇ ଗାଧୋଇବା ପାଇଁ ମନା ମୟୂରଭଞ୍ଜ ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷାର ପ୍ରଭାବରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପେକ୍ଷୀରେ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ବାଲିଡିହା ଡ୍ୟାମ ରେ ଜଳ ସ୍ତର ବୃଦ୍ଧି ପାଇ ତାହାର କରାଳ ରୂପ ଦେଖିବାକୁ ମିଳିଛି। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଏଠାରେ ପ୍ରବାହିତ ହୋଇଛି। ତେବେ ଏହି ସମୟରେ କେହି ପର୍ଯ୍ୟଟକ ପାଣି ମଧ୍ୟକୁ ଗାଧୋଇବା ପାଇଁ ପାଣି ଭିତରକୁ ନଯିବାକୁ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି।
    1
    ମୟୂରଭଞ୍ଜ ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ବାଲିଡିହା ଡ୍ୟାମ ରେ ଜଳ ସ୍ତର ବୃଦ୍ଧି; ପାଣି ଭିତରକୁ ଯାଇ ଗାଧୋଇବା ପାଇଁ ମନା
ମୟୂରଭଞ୍ଜ ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷାର ପ୍ରଭାବରେ  ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପେକ୍ଷୀରେ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ବାଲିଡିହା ଡ୍ୟାମ ରେ ଜଳ ସ୍ତର ବୃଦ୍ଧି ପାଇ ତାହାର କରାଳ ରୂପ ଦେଖିବାକୁ ମିଳିଛି। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଏଠାରେ ପ୍ରବାହିତ ହୋଇଛି। ତେବେ ଏହି ସମୟରେ କେହି ପର୍ଯ୍ୟଟକ ପାଣି ମଧ୍ୟକୁ ଗାଧୋଇବା ପାଇଁ ପାଣି ଭିତରକୁ ନଯିବାକୁ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି।
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    3 hrs ago
  • Jay shree ram ji
    3
    Jay shree ram ji
    user_Purnachandranayak
    Purnachandranayak
    Samaj Sevak ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
    22 hrs ago
  • ଜଳବନ୍ଦୀ ରେ ଗ୍ରାମବାସୀ, ଭଦ୍ରକ ବ୍ଲକ ଓଲଙ୍ଗ ଗ୍ରାମ ପଞ୍ଚାୟତ ରେ ଜଳବନ୍ଦୀ ରେ ଅଛନ୍ତି ଗ୍ରାମବାସୀ,
    1
    ଜଳବନ୍ଦୀ ରେ ଗ୍ରାମବାସୀ, ଭଦ୍ରକ ବ୍ଲକ ଓଲଙ୍ଗ ଗ୍ରାମ ପଞ୍ଚାୟତ ରେ ଜଳବନ୍ଦୀ ରେ ଅଛନ୍ତି ଗ୍ରାମବାସୀ,
    user_Bhadrak bulletin
    Bhadrak bulletin
    ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    1 hr ago
  • ଲଘୁଚାପ ପ୍ରଭାବରେ ଗତରାତି ୯ ରୁ ୧୨ ଟା ମଧ୍ୟରେ ଶିମିଳିପାଳ ଅଭୟାରଣ୍ୟରେ କମିଲା ବର୍ଷା; କର୍ତ୍ତୃପକ୍ଷ ଦେଲେ ସୂଚନା ଲଘୁଚାପଜନିତ ବର୍ଷା ଶିମିଳିପାଳ ଅଭୟାରଣ୍ୟ ଜାରି ରହିଥିଲା। ତେବେ ଗତକାଲି ଅର୍ଥାତ୍ ମଙ୍ଗଳବାର ରାତି ୯ ରୁ ମଧ୍ୟରାତ୍ରି ପ୍ରାୟ ୧୨ ଟା ମଧ୍ୟରେ ବର୍ଷା ମାତ୍ର କମ୍ ହୋଇଥିବା ନେଇ ସୂଚନା ମିଳିଛି। ପିଠାବଟା ରେଞ୍ଜରେ ୨.୫୪ ମିଲି ମିଟର ବୃଷ୍ଟିପାତ ରେକର୍ଡ ହୋଇଛି। ସେହିପରି ବାରିପଦା ରେ ୧.୫୨୪ ମିଲି ମିଟର, ଭଞ୍ଜବସା ରେ ୩.୩୦୨, କୁଳିପାଳ ରେ ୪.୫୭୨, ଉପର ବାରହା କାମୁଡ଼ା ରେ ୨.୨ ମିଲିମିଟର ବର୍ଷା ହୋଇଥିବା ନେଇ ରେକର୍ଡ ହୋଇଛି। ଏନେଇ ଶିମିଳିପାଳ କତୃପକ୍ଷ ଏକ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି।
    2
    ଲଘୁଚାପ ପ୍ରଭାବରେ ଗତରାତି ୯ ରୁ ୧୨ ଟା ମଧ୍ୟରେ ଶିମିଳିପାଳ ଅଭୟାରଣ୍ୟରେ କମିଲା ବର୍ଷା; କର୍ତ୍ତୃପକ୍ଷ ଦେଲେ ସୂଚନା
ଲଘୁଚାପଜନିତ ବର୍ଷା ଶିମିଳିପାଳ ଅଭୟାରଣ୍ୟ ଜାରି ରହିଥିଲା। ତେବେ ଗତକାଲି ଅର୍ଥାତ୍ ମଙ୍ଗଳବାର ରାତି ୯ ରୁ ମଧ୍ୟରାତ୍ରି ପ୍ରାୟ ୧୨ ଟା ମଧ୍ୟରେ ବର୍ଷା ମାତ୍ର କମ୍ ହୋଇଥିବା ନେଇ ସୂଚନା ମିଳିଛି। ପିଠାବଟା ରେଞ୍ଜରେ ୨.୫୪ ମିଲି ମିଟର ବୃଷ୍ଟିପାତ ରେକର୍ଡ ହୋଇଛି। ସେହିପରି ବାରିପଦା ରେ ୧.୫୨୪ ମିଲି ମିଟର, ଭଞ୍ଜବସା ରେ ୩.୩୦୨, କୁଳିପାଳ ରେ ୪.୫୭୨, ଉପର ବାରହା କାମୁଡ଼ା ରେ ୨.୨ ମିଲିମିଟର ବର୍ଷା ହୋଇଥିବା ନେଇ ରେକର୍ଡ ହୋଇଛି। ଏନେଇ ଶିମିଳିପାଳ କତୃପକ୍ଷ ଏକ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି।
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    3 hrs ago
  • ବାଲେଶ୍ୱର ଜିଲ୍ଲା ନୀଳଗିରୀ ପଞ୍ଚୁଲିଙ୍ଗେଶ୍ୱର ଶୈବ ପୀଠରେ ଲଗାଣ ବର୍ଷାର ତାଣ୍ଡବ, ବୁଡିଗଲା ସବୁକିଛି,
    1
    ବାଲେଶ୍ୱର ଜିଲ୍ଲା ନୀଳଗିରୀ ପଞ୍ଚୁଲିଙ୍ଗେଶ୍ୱର ଶୈବ ପୀଠରେ ଲଗାଣ ବର୍ଷାର ତାଣ୍ଡବ, ବୁଡିଗଲା ସବୁକିଛି,
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    31 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.