Shuru
Apke Nagar Ki App…
ରାଜ୍ୟରେ ଚାଲିଛି ଜନଗଣନା l ଜନଗଣନା କରୁଥିବା ସରକାରୀ କର୍ମଚାରୀଙ୍କ ପାଇଁ ପ୍ରଶାସନ ପକ୍ଷରୁ ସେମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସାହି ବସ୍ତିରୁ ଆରମ୍ଭ କରି ଗାଁ ଗଣ୍ଡା ପର୍ଯ୍ୟନ୍ତ ଘର ଘର ବୁଲି ଗଣନାକାରୀମାନେ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ୩୩ଟି ପ୍ରଶ୍ନର ଉତ୍ତର ସଂଗ୍ରହ କରୁଛନ୍ତି ।
AT News