logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଚଢ଼ାଉ ବେଳେ ଦୁଇ ହଇୱା ଜବତ। ଚାରିଛକ(BT)ନିମାପଡ଼ା ପ୍ରବର୍ତ୍ତନନିର୍ଦ୍ଦେଶାଳୟ ପକ୍ଷରୁ ଗତ ରାତିରେ ଚାରିଛକ ବଜାର ବାଟଦେଇ ଯାଉଥିବା ଦୁଇଟି ହାଇୱା ଉପରେ ଚଢଉ କରାଯାଇ ବେଆଇନ ଭାବେ ଲଘୁ ଖଣିଜାତ ପଦାର୍ଥ ଯଥା ବାଲି ବେଆଇନଭାବେ ପରିବହନ କରୁଥିବା ଦୁଇଟି ବାଲି ବୋଝେଇ ହାଇୱାକୁ ଗତ ବିଳମ୍ବିତ ରାତିରେ ଜବତ କରି ଚାରିଛକ ଥାନାକୁ ହସ୍ତାନ୍ତର କରାଯାଇଛି। ଏହି ଚଢଉ ରେ ନିମାପଡ଼ା ତହସିଲଦାର ମନୋଜ କୁମାର ପ୍ରଧାନ , ଅତିରିକ୍ତ ତହସିଲଦାର ନିରଞନ ନାୟକ ଚାରିଛକ ଥାନା ଅଧିକାରୀ ଶୋଭରାଜ ପ୍ରିଦର୍ଶନୀ ମହାନ୍ତିଙ୍କ ସହିତ ପୁଲିସ ଫୋର୍ସ ମିଶି ଚଢଉ କରିଥିଲେ। ଦୁଇ ଜବତ ହାଇୱାର ଚାଳକଙ୍କୁ ଥାନା‌ରେ ଅଟକ ରଖାଯାଇଛି।

2 hrs ago
user_Bibhuti TV
Bibhuti TV
ସାମ୍ବାଦିକ ନିମାପଡା, ପୁରୀ, ଓଡ଼ିଶା•
2 hrs ago

ଚଢ଼ାଉ ବେଳେ ଦୁଇ ହଇୱା ଜବତ। ଚାରିଛକ(BT)ନିମାପଡ଼ା ପ୍ରବର୍ତ୍ତନନିର୍ଦ୍ଦେଶାଳୟ ପକ୍ଷରୁ ଗତ ରାତିରେ ଚାରିଛକ ବଜାର ବାଟଦେଇ ଯାଉଥିବା ଦୁଇଟି ହାଇୱା ଉପରେ ଚଢଉ କରାଯାଇ ବେଆଇନ ଭାବେ ଲଘୁ ଖଣିଜାତ ପଦାର୍ଥ ଯଥା ବାଲି ବେଆଇନଭାବେ ପରିବହନ କରୁଥିବା ଦୁଇଟି ବାଲି ବୋଝେଇ ହାଇୱାକୁ ଗତ ବିଳମ୍ବିତ ରାତିରେ ଜବତ କରି ଚାରିଛକ ଥାନାକୁ ହସ୍ତାନ୍ତର କରାଯାଇଛି। ଏହି ଚଢଉ ରେ ନିମାପଡ଼ା ତହସିଲଦାର ମନୋଜ କୁମାର ପ୍ରଧାନ , ଅତିରିକ୍ତ ତହସିଲଦାର ନିରଞନ ନାୟକ ଚାରିଛକ ଥାନା ଅଧିକାରୀ ଶୋଭରାଜ ପ୍ରିଦର୍ଶନୀ ମହାନ୍ତିଙ୍କ ସହିତ ପୁଲିସ ଫୋର୍ସ ମିଶି ଚଢଉ କରିଥିଲେ। ଦୁଇ ଜବତ ହାଇୱାର ଚାଳକଙ୍କୁ ଥାନା‌ରେ ଅଟକ ରଖାଯାଇଛି।

More news from Puri and nearby areas
  • Jay Jagannath 🙏
    1
    Jay Jagannath 🙏
    user_Rajesh Samantaray
    Rajesh Samantaray
    Bank Sadar, Puri•
    29 min ago
  • Hindu Auspicious Enshrines.
    1
    Hindu Auspicious Enshrines.
    user_Susanta Kumar Patnaik
    Susanta Kumar Patnaik
    Building society ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    2 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    3 hrs ago
  • ତାଳଚେର ସରକାରୀ ମେଡିକାଲ କ୍ରିୟାନୁଷ୍ଠାନ କମିଟିର ଧାରଣା ଦେଇଛନ୍ତି ଭୁବନେଶ୍ୱର PMG ଠାରେ ।।
    1
    ତାଳଚେର ସରକାରୀ ମେଡିକାଲ କ୍ରିୟାନୁଷ୍ଠାନ କମିଟିର ଧାରଣା ଦେଇଛନ୍ତି ଭୁବନେଶ୍ୱର PMG ଠାରେ ।।
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    13 hrs ago
  • Post by Manoj kumar baliyarsingh
    3
    Post by Manoj kumar baliyarsingh
    user_Manoj kumar baliyarsingh
    Manoj kumar baliyarsingh
    ସାମ୍ବାଦିକ ପୁରୀ (M), ପୁରୀ, ଓଡ଼ିଶା•
    16 hrs ago
  • ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ 2026 ମସିହା ମାଟ୍ରିକ ପରୀକ୍ଷା ଆଜଠାରୁ ଆରମ୍ଭ ହୋଇଛି। ସୁରକ୍ଷା ବ୍ୟବସ୍ଥା କୁ କଡାକଡି କରାଯାଇଛି। ଚଳିତ ବର୍ଷ ପରୀକ୍ଷାକୁ ତ୍ରୁଟି ଶୂନ୍ୟ ଏବଂ ସ୍ବଚ୍ଛତା ଓ ନିରପେକ୍ଷ ଭାବରେ ପରିଚାଳନା ପାଇଁ ଉଦ୍ୟମ କରାଯାଇଛି। ଚଳିତ ବର୍ଷ ରାଜ୍ୟରେ 5 ଲକ୍ଷ 61 ହଜାର 979 ଜଣ ଛାତ୍ର ଛାତ୍ରୀ 3082 ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ପରୀକ୍ଷା ପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ 37 ଟି ସ୍ଵତନ୍ତ୍ର ସ୍ୱାଡ ଗଠନ କରାଯାଇଛି। ପ୍ରତ୍ୟେକ ପରୀକ୍ଷା କେନ୍ଦ୍ର ମାନଙ୍କରେ ସି ସି ଟି ଭି ଓ ଏ ଆଇ କ୍ୟାମେରା ଖଞ୍ଜା ଯାଇଛି। ପରୀକ୍ଷା ସୁପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ରେ କଣ୍ଟ୍ରୋଲ ରୁମ୍ ଖୋଲା ଯାଇଛି। ଆଜି ସକାଳୁ କଡ଼ା ସୁରକ୍ଷା ମଧ୍ୟ ରେ ନୋଡାଲ କେନ୍ଦ୍ର ମାନଙ୍କ ରୁ ପ୍ରଶ୍ନ ପତ୍ର ପରୀକ୍ଷା କେନ୍ଦ୍ର ମାନଙ୍କୁ ପଠା ଯାଇଛି। ପରୀକ୍ଷା କେନ୍ଦ୍ର ଗୁଡିକରେ ପ୍ରବେଶ ସମୟରେ ଛାତ୍ର ଛାତ୍ରୀ ମାନଙ୍କୁ ଯାଞ୍ଚ କରାଯାଇ ପରୀକ୍ଷା କେନ୍ଦ୍ର ମଧ୍ୟକୁ ଛଡ଼ା ଯାଇଥିଲା। ସକାଳ 9 ଟା ରୁ ପରୀକ୍ଷା ଆରମ୍ଭ ହୋଇ 110.30 ପର୍ଯ୍ୟନ୍ତ ଚାଲିବ।
    4
    ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ 2026  ମସିହା ମାଟ୍ରିକ ପରୀକ୍ଷା ଆଜଠାରୁ ଆରମ୍ଭ ହୋଇଛି। ସୁରକ୍ଷା ବ୍ୟବସ୍ଥା କୁ କଡାକଡି କରାଯାଇଛି। ଚଳିତ ବର୍ଷ ପରୀକ୍ଷାକୁ ତ୍ରୁଟି ଶୂନ୍ୟ ଏବଂ ସ୍ବଚ୍ଛତା ଓ ନିରପେକ୍ଷ ଭାବରେ ପରିଚାଳନା ପାଇଁ ଉଦ୍ୟମ କରାଯାଇଛି। ଚଳିତ ବର୍ଷ ରାଜ୍ୟରେ 5 ଲକ୍ଷ 61 ହଜାର 979 ଜଣ ଛାତ୍ର ଛାତ୍ରୀ 3082 ଟି ପରୀକ୍ଷା  କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି।   ପରୀକ୍ଷା ପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ 37 ଟି ସ୍ଵତନ୍ତ୍ର ସ୍ୱାଡ ଗଠନ କରାଯାଇଛି।  ପ୍ରତ୍ୟେକ ପରୀକ୍ଷା କେନ୍ଦ୍ର ମାନଙ୍କରେ ସି ସି ଟି ଭି ଓ ଏ ଆଇ କ୍ୟାମେରା ଖଞ୍ଜା ଯାଇଛି। ପରୀକ୍ଷା ସୁପରିଚାଳନା ପାଇଁ ମାଧ୍ୟମିକ  ଶିକ୍ଷା ପରିଷଦ ରେ କଣ୍ଟ୍ରୋଲ ରୁମ୍ ଖୋଲା ଯାଇଛି।  ଆଜି ସକାଳୁ କଡ଼ା ସୁରକ୍ଷା ମଧ୍ୟ ରେ ନୋଡାଲ କେନ୍ଦ୍ର ମାନଙ୍କ ରୁ ପ୍ରଶ୍ନ ପତ୍ର ପରୀକ୍ଷା କେନ୍ଦ୍ର ମାନଙ୍କୁ ପଠା ଯାଇଛି। ପରୀକ୍ଷା କେନ୍ଦ୍ର ଗୁଡିକରେ ପ୍ରବେଶ ସମୟରେ ଛାତ୍ର ଛାତ୍ରୀ ମାନଙ୍କୁ ଯାଞ୍ଚ କରାଯାଇ ପରୀକ୍ଷା କେନ୍ଦ୍ର ମଧ୍ୟକୁ ଛଡ଼ା ଯାଇଥିଲା।  ସକାଳ 9 ଟା ରୁ ପରୀକ୍ଷା ଆରମ୍ଭ ହୋଇ 110.30 ପର୍ଯ୍ୟନ୍ତ ଚାଲିବ।
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    24 min ago
  • କଟକ ନୂଆପଡ଼ା ପ୍ରେସ କଲୋନୀରେ ଗୁଳିକାଣ୍ଡ ଘଟିଥିବା ଘରର ତାଲା ଭାଙ୍ଗି ଘର ଭିତରେ ପଶିଲେ ସାଇଣ୍ଟଫିକ ଟିମ୍ ଓ ପୋଲିସ।
    1
    କଟକ ନୂଆପଡ଼ା ପ୍ରେସ କଲୋନୀରେ ଗୁଳିକାଣ୍ଡ ଘଟିଥିବା ଘରର ତାଲା ଭାଙ୍ଗି ଘର ଭିତରେ ପଶିଲେ ସାଇଣ୍ଟଫିକ ଟିମ୍ ଓ ପୋଲିସ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    15 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.