logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପିସିସି ପକ୍ଷରୁ ଜନନାୟକ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କର ଶ୍ରାଦ୍ଧ ଉତ୍ସବ ପାଳିତ ଭୁବନେଶ୍ୱର - ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କର ଶ୍ରାଦ୍ଧ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳେ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଏବଂ ବହୁ କଂଗ୍ରେସ ନେତୃବୃନ୍ଦ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୂର୍ଣ୍ଣାଙ୍ଗ ଅବୟବରେ ପୁଷ୍ପାଞ୍ଜଳି ପ୍ରଦାନ କରିଥିଲେ । ପରେ କଂଗ୍ରେସ ଭବନ କାର୍ଯ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରକୁ ପିସିସି ସଭାପତି ଶ୍ରୀ ଦାସ ରିବନ କାଟି ଉଦ୍‌ଘାଟନ କରିଥିଲେ । ପରେ ବହୁ କଂଗ୍ରେସ ନେତୃବୃନ୍ଦଙ୍କ ଉପସ୍ଥିତିରେ କଂଗ୍ରେସ କର୍ମୀମାନେ ରକ୍ତଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଶ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ, ଯୋଗିନାଥ ବାହୁବଳେନ୍ଦ୍ର, ମନୋଜ ବିଶ୍ୱାଳ, ମିହିର ଆଚାର୍ଯ୍ୟ, ଲିଙ୍ଗରାଜ ସାହୁ ଓ ବଳଦେବ ରଥ ପ୍ରମୁଖ ପରିଚାଳନା କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଅନନ୍ତ ପ୍ରସାଦ ସେଠୀ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ସମିର କୁମାର ରାଉତରାୟ, ପୃଥିବୀ ବଲ୍ଲଭ ପଟ୍ଟନାୟକ, ଡ. ଦେବାଶିଷ ପଟ୍ଟନାୟକ, ଯଶୋବନ୍ତ ସିଂ ଲାଗୁରି, ରଞ୍ଜିତ ପାତ୍ର, ୟାସିର ନୱାଜ, ଚିନ୍ମୟ ସୁନ୍ଦର ଦାସ, ମନୋରଞ୍ଜନ ଦାଶ, ପ୍ରକାଶ ଜେନା, ଶାନ୍ତାୟନ ମିଶ୍ର, ସସ୍ମିତା ପଣ୍ଡା, ତରୁଣ ମିଶ୍ର, ଅଭୟ ସାହୁ, ମାନସ ଆଚାର୍ଯ୍ୟ, ବିଶ୍ୱଜିତ ଦାଶ, ହଳଧର ସେଠୀ, ସଂଜୟ ପଟ୍ଟନାୟକ, ପ୍ରଣତୀ ମିଶ୍ର, ବାଙ୍କନିଧି ବେହେରା, ରଜନୀ ମହାନ୍ତି, ପ୍ରକାଶ ମିଶ୍ର, ସସ୍ମିତା ପଣ୍ଡା, ପ୍ରଦୀପ ମହାପାତ୍ର, ଭାସ୍କର ସେଠୀ, ପ୍ରଶାନ୍ତ ଚମ୍ପତ୍ତି, ମାନସ କର, ଅଶିତ ପଟ୍ଟନାୟକ, ପ୍ରଭାସକର ମହାପାତ୍ର, ଶିଳ୍ପିଶ୍ରୀ ହରିଚନ୍ଦନ, ସତ୍ୟବ୍ରତ ନାୟକ, ଶିବ ପ୍ରସାଦ ଦାଶ, କାର୍ତ୍ତିକ ଚନ୍ଦ୍ର ବରାଳ, ସୌମ୍ୟ ବରାଳ, କାର୍ତ୍ତିକେଶ୍ୱର କାଣ୍ଡି, ମନୋଜ ସାହୁ, କୁସୁମ ପ୍ରଧାନ, ଶ୍ରିୟାସ୍ମିତା ପଣ୍ଡା, ବିଭୁ ମିଶ୍ର, ରାଜକିଶୋର ବାରିକ, ଜ୍ୟୋତିଷ ସାହୁ, କିରଣ ସାହୁ, ସୂର୍ଯ୍ୟକାନ୍ତ ଜେନା, ଗୋପନ ମାର୍ଥା, ଘନ ମହାନ୍ତି, ହିଂମାଶୁ ଲେଙ୍କା, ନଳୀନିକାନ୍ତ ନାୟକ, ଜୟକୃଷ୍ଣ ସୁବୁଦ୍ଧି, ବିନୋଦ ପାତ୍ର, କୈଳାସ ସାହୁ, ଉଦିତ ପ୍ରଧାନ, ସୁକାନ୍ତ ପ୍ରଧାନ, ଅମରେନ୍ଦ୍ର ପାଇକରାୟ, ଏମଡି ସାହାଦୁଲ୍ଲା, ଆତ୍ମାରାମ ପତି ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

2 hrs ago
user_NEWS  MANORANJAN
NEWS MANORANJAN
ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
2 hrs ago
330392c5-a1ac-458a-aeac-ad54abc328bf

More news from ଓଡ଼ିଶା and nearby areas
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    11 min ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    32 min ago
  • ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରାମ ସାହେବ ନଗର ଗ୍ରାମପଞ୍ଚାୟତ ଜୟଦେବ ଜଗବନ୍ଧୁ ଚାହା ଖଟି ନିକଟରେ ପିଇବା ପାଣି
    1
    ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରାମ ସାହେବ ନଗର ଗ୍ରାମପଞ୍ଚାୟତ ଜୟଦେବ ଜଗବନ୍ଧୁ ଚାହା ଖଟି ନିକଟରେ ପିଇବା ପାଣି
    user_KSHIROD CHANDRA PANDA
    KSHIROD CHANDRA PANDA
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    42 min ago
  • Post by Sibanava Panda
    1
    Post by Sibanava Panda
    user_Sibanava Panda
    Sibanava Panda
    Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • Post by Kanhuramdash@gmail.com
    3
    Post by Kanhuramdash@gmail.com
    user_Kanhuramdash@gmail.com
    Kanhuramdash@gmail.com
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • Post by P. madhu sudan rao dora
    2
    Post by P. madhu sudan rao dora
    user_P. madhu sudan rao dora
    P. madhu sudan rao dora
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    10 hrs ago
  • Post by ମନୋଜ କୁମାର ପୁଣ୍ଟିଆ
    1
    Post by ମନୋଜ କୁମାର ପୁଣ୍ଟିଆ
    user_ମନୋଜ କୁମାର ପୁଣ୍ଟିଆ
    ମନୋଜ କୁମାର ପୁଣ୍ଟିଆ
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    20 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.