logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଇଦ୍-ଏ-ମିଲାଦ ବା ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ପାଳିତ କରଞ୍ଜିଆ ସହର ସନ୍ନିକଟ ମଣ୍ଡୁଆ ମୁସଲିମ ସାହିରେ ଇଦ୍-ଏ-ମିଲାଦ ଅବସରରେ ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ମଣ୍ଡୁଆ ଆଜାଦ କ୍ଲବ ପକ୍ଷରୁ ବିଭିନ୍ନ ଧାର୍ମିକ ଓ ସାମାଜିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମଣ୍ଡୁଆ ଆଜାଦ କ୍ଲବର ସଭାପତି ଏସ୍‌କେ ଗୁଡୁ ଓ ସମ୍ପାଦକ ଏସ୍‌କେ ହମିଦ ରାଜାଙ୍କ ତତ୍ତ୍ୱାବଧାନରେ ଏକ ବିଶାଳ ତଜିଆ ସଭାଯାତ୍ରା ଆୟୋଜିତ ହୋଇଥିଲା। ଗ୍ରାମର ମସଜିଦ ନିକଟରୁ ସୁସଜ୍ଜିତ ତଜିଆ ସହ ସଭାଯାତ୍ରା ବାହାରି ମଣ୍ଡୁଆ ଗ୍ରାମର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା। ସଭାଯାତ୍ରାରେ ଶହ ଶହ ମୁସଲିମ ସମ୍ପ୍ରଦାୟର ଲୋକ ସାମିଲ ହୋଇ ଇଦ୍-ଏ-ମିଲାଦର ଶୁଭେଚ୍ଛା ଜଣାଇଥିଲେ। ସଭାଯାତ୍ରା ସମୟରେ ଧାର୍ମିକ ଭାବାବେଗର ପରିବେଶ ସୃଷ୍ଟି ହୋଇଥିବା ବେଳେ ଯୁବକ, ବୟସ୍କ ଓ ଛୋଟ ପିଲାମାନେ ମଧ୍ୟ ଉତ୍ସାହର ସହିତ ଏଥିରେ ସାମିଲ ହୋଇଥିଲେ। ଗ୍ରାମ ପରିକ୍ରମା ପରେ ସଭାଯାତ୍ରା ପୁଣି ମସଜିଦ ନିକଟରେ ପହଞ୍ଚି ସମାପ୍ତ ହୋଇଥିଲା। କାର୍ଯ୍ୟକ୍ରମରେ ମଣ୍ଡୁଆ ଆଜାଦ କ୍ଲବର ସଦସ୍ୟ ଏସକେ ମଇନ,ଏସକେ କରିମ,ଏସକେ ସାଜୁ,ଏସକେ ରୁକୁ,ଏସକେ ନାନୁ,ଏସକେ ସୋହିଲ ସମେତ ସ୍ଥାନୀୟ ମୁସଲିମ ସମ୍ପ୍ରଦାୟର ବ୍ୟକ୍ତିବିଶେଷ ଓ ଶତାଧିକ ଶ୍ରଦ୍ଧାଳୁ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ଇଦ୍-ଏ-ମିଲାଦ ବା ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ପାଳିତ କରଞ୍ଜିଆ ସହର ସନ୍ନିକଟ ମଣ୍ଡୁଆ ମୁସଲିମ ସାହିରେ ଇଦ୍-ଏ-ମିଲାଦ ଅବସରରେ ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ମଣ୍ଡୁଆ ଆଜାଦ କ୍ଲବ ପକ୍ଷରୁ ବିଭିନ୍ନ ଧାର୍ମିକ ଓ ସାମାଜିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମଣ୍ଡୁଆ ଆଜାଦ କ୍ଲବର ସଭାପତି ଏସ୍‌କେ ଗୁଡୁ ଓ ସମ୍ପାଦକ ଏସ୍‌କେ ହମିଦ ରାଜାଙ୍କ ତତ୍ତ୍ୱାବଧାନରେ ଏକ ବିଶାଳ ତଜିଆ ସଭାଯାତ୍ରା ଆୟୋଜିତ ହୋଇଥିଲା। ଗ୍ରାମର ମସଜିଦ ନିକଟରୁ ସୁସଜ୍ଜିତ ତଜିଆ ସହ ସଭାଯାତ୍ରା ବାହାରି ମଣ୍ଡୁଆ ଗ୍ରାମର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା। ସଭାଯାତ୍ରାରେ ଶହ ଶହ ମୁସଲିମ ସମ୍ପ୍ରଦାୟର ଲୋକ ସାମିଲ ହୋଇ ଇଦ୍-ଏ-ମିଲାଦର ଶୁଭେଚ୍ଛା ଜଣାଇଥିଲେ। ସଭାଯାତ୍ରା ସମୟରେ ଧାର୍ମିକ ଭାବାବେଗର ପରିବେଶ ସୃଷ୍ଟି ହୋଇଥିବା ବେଳେ ଯୁବକ, ବୟସ୍କ ଓ ଛୋଟ ପିଲାମାନେ ମଧ୍ୟ ଉତ୍ସାହର ସହିତ ଏଥିରେ ସାମିଲ ହୋଇଥିଲେ। ଗ୍ରାମ ପରିକ୍ରମା ପରେ ସଭାଯାତ୍ରା ପୁଣି ମସଜିଦ ନିକଟରେ ପହଞ୍ଚି ସମାପ୍ତ ହୋଇଥିଲା। କାର୍ଯ୍ୟକ୍ରମରେ ମଣ୍ଡୁଆ ଆଜାଦ କ୍ଲବର ସଦସ୍ୟ ଏସକେ ମଇନ,ଏସକେ କରିମ,ଏସକେ ସାଜୁ,ଏସକେ ରୁକୁ,ଏସକେ ନାନୁ,ଏସକେ ସୋହିଲ ସମେତ ସ୍ଥାନୀୟ ମୁସଲିମ ସମ୍ପ୍ରଦାୟର ବ୍ୟକ୍ତିବିଶେଷ ଓ ଶତାଧିକ ଶ୍ରଦ୍ଧାଳୁ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

6 hrs ago
user_Shibaram naik
Shibaram naik
Nurse Anugul, Odisha•

More news from Odisha and nearby areas
  • ଢେଙ୍କାନାଳ ଜିଲ୍ଲା ପୌରଅଧ୍ୟକ୍ଷ୍ୟା ଙ୍କ ପ୍ରୋସ୍ ମିଟିଙ୍ଗି ଶ୍ରୀମତୀ ଜୟନ୍ତି ପାତ୍ର କୁଟୁଣିଆ ବସ୍ତି ଭଙ୍ଗା ଯିବା ଘଟଣ କୁ ନେଇ
    1
    ଢେଙ୍କାନାଳ ଜିଲ୍ଲା ପୌରଅଧ୍ୟକ୍ଷ୍ୟା ଙ୍କ ପ୍ରୋସ୍ ମିଟିଙ୍ଗି ଶ୍ରୀମତୀ ଜୟନ୍ତି ପାତ୍ର
କୁଟୁଣିଆ ବସ୍ତି ଭଙ୍ଗା ଯିବା ଘଟଣ କୁ ନେଇ
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    23 hrs ago
  • ବଡ଼ଭୂଇଁ ପଞ୍ଚାୟତର ଶତାଧିକ ବିଜେଡ଼ି କର୍ମୀ ବିଜେପିରେ ମିଶିଲେ। ଆଠଗଡ ବିଜେଡ଼ି ଦଳ ପରିତ୍ୟାଗ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଓ ବିଜେପି ନୀତି ଆଦର୍ଶ ସହିତ, ବିଜେପି ନେତା ଅଭୟ ବାରିକ୍ ଙ୍କ ନେତୃତ୍ୱରେ ବଡ଼ଭୂଇଁ ପଞ୍ଚାୟତ ବିଜେଡ଼ି ମୁକ୍ତ ହୋଇଛି। ସରପଞ୍ଚ ଓ ୱାର୍ଡ ମେମ୍ବର ଙ୍କ ସମେତ ଜନ ସାଧାରଣ ବିଜେପି ଦଳରେ ଯୋଗଦାନ କରିଛନ୍ତି।ବଡ଼ଭୂଇଁ ପଞ୍ଚାୟତର ଶତାଧିକ ବିଜେଡ଼ି କର୍ମୀ ବିଜେପିରେ ମିଶିଲେ।
    1
    ବଡ଼ଭୂଇଁ ପଞ୍ଚାୟତର ଶତାଧିକ ବିଜେଡ଼ି କର୍ମୀ ବିଜେପିରେ ମିଶିଲେ।
ଆଠଗଡ ବିଜେଡ଼ି ଦଳ ପରିତ୍ୟାଗ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଓ ବିଜେପି ନୀତି ଆଦର୍ଶ ସହିତ, ବିଜେପି ନେତା ଅଭୟ ବାରିକ୍ ଙ୍କ ନେତୃତ୍ୱରେ ବଡ଼ଭୂଇଁ ପଞ୍ଚାୟତ ବିଜେଡ଼ି ମୁକ୍ତ ହୋଇଛି। ସରପଞ୍ଚ ଓ ୱାର୍ଡ ମେମ୍ବର ଙ୍କ ସମେତ ଜନ ସାଧାରଣ ବିଜେପି ଦଳରେ ଯୋଗଦାନ କରିଛନ୍ତି।ବଡ଼ଭୂଇଁ ପଞ୍ଚାୟତର ଶତାଧିକ ବିଜେଡ଼ି କର୍ମୀ ବିଜେପିରେ ମିଶିଲେ।
    user_MANAS SAHOO
    MANAS SAHOO
    Local News Reporter ଆଠଗଡ଼, କଟକ, ଓଡ଼ିଶା•
    14 hrs ago
  • ପାଢ଼େଲ ଗାଁରେ ଇନ୍ଦ୍ର ଉତ୍ସବ ପାଳନ । ଏହି ଉତ୍ସବ ଟା ଦୀର୍ଘ ଦଶନ୍ଧି ଧରି ପାଳନ କରାଯାଇଅଛି । ପାଢ଼େଲ ଗାଁରେ ଇନ୍ଦ୍ର ଉତ୍ସବ ପାଳନ । ଏହି ଉତ୍ସବ ଟା ଦୀର୍ଘ ଦଶନ୍ଧି ଧରି ପାଳନ କରାଯାଇଅଛି । #LatestNews #UpdateNews #apanankakhabara #patanagada #news #OdishaNews #odisha
    1
    ପାଢ଼େଲ ଗାଁରେ ଇନ୍ଦ୍ର ଉତ୍ସବ ପାଳନ । ଏହି ଉତ୍ସବ ଟା ଦୀର୍ଘ ଦଶନ୍ଧି ଧରି ପାଳନ କରାଯାଇଅଛି । 
ପାଢ଼େଲ ଗାଁରେ ଇନ୍ଦ୍ର ଉତ୍ସବ ପାଳନ । ଏହି ଉତ୍ସବ ଟା ଦୀର୍ଘ ଦଶନ୍ଧି ଧରି ପାଳନ କରାଯାଇଅଛି । #LatestNews #UpdateNews #apanankakhabara #patanagada #news #OdishaNews #odisha
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    36 min ago
  • ବୌଦ୍ଧରୁ ୨୬ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ ​ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମନମୁଣ୍ଡା ଥାନା ଲୁମୁରୁଜେନା ଗ୍ରାମରେ ଅବକାରୀ ଟିମ୍‌ ଚଢ଼ାଉ କରି ୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଜଣକୁ ​ଗିରଫ କରିଛି ।ଗିରଫ ଅଭିଯକ୍ତ ହେଲେ ରଞ୍ଜିତ କର୍ଣ୍ଣ (୪୫) ବୋଲି ଜଣାପଡ଼ିଛି । ତାଙ୍କ ନାମରେ ୨୯/୨୦୨୬-୨୭) ଏକ ମାମଲା ରୁଜୁକରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ଚଢାଉରେ ​ଅବକାରୀ ରେଞ୍ଜ ଇନ୍ସପେକ୍ଟର ଦିଲୀପ କୁମାର ଶତପଥୀ, ​ଅବକାରୀ ଇନ୍ସପେକ୍ଟର ଏସ୍‌.କେ. ମିଶ୍ର, ଏଏସ୍‌ଆଇ ଅସିତ୍ କୁମାର ପ୍ରଧାନ, କନଷ୍ଟେବଲ ନିରଞ୍ଜନ ମଲ୍ଲିକ, ଲୋକନାଥ ଭୋଇ ଓ ପଞ୍ଚମୀ ବେହେରାଙ୍କ ସମେତ ବିଭାଗୀୟ ଟିମ୍ ଏହି ଚଢ଼ାଉରେ ସାମିଲ ଥିଲେ।
    1
    ବୌଦ୍ଧରୁ ୨୬ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ 
​ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମନମୁଣ୍ଡା ଥାନା ଲୁମୁରୁଜେନା ଗ୍ରାମରେ ଅବକାରୀ ଟିମ୍‌ ଚଢ଼ାଉ କରି
୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଜଣକୁ ​ଗିରଫ କରିଛି ।ଗିରଫ ଅଭିଯକ୍ତ ହେଲେ ରଞ୍ଜିତ କର୍ଣ୍ଣ (୪୫) ବୋଲି ଜଣାପଡ଼ିଛି । ତାଙ୍କ ନାମରେ ୨୯/୨୦୨୬-୨୭) ଏକ ମାମଲା ରୁଜୁକରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ଚଢାଉରେ ​ଅବକାରୀ ରେଞ୍ଜ ଇନ୍ସପେକ୍ଟର ଦିଲୀପ କୁମାର ଶତପଥୀ, ​ଅବକାରୀ ଇନ୍ସପେକ୍ଟର ଏସ୍‌.କେ. ମିଶ୍ର, ଏଏସ୍‌ଆଇ ଅସିତ୍ କୁମାର ପ୍ରଧାନ, କନଷ୍ଟେବଲ ନିରଞ୍ଜନ ମଲ୍ଲିକ, ଲୋକନାଥ ଭୋଇ ଓ ପଞ୍ଚମୀ ବେହେରାଙ୍କ ସମେତ ବିଭାଗୀୟ ଟିମ୍ ଏହି ଚଢ଼ାଉରେ ସାମିଲ ଥିଲେ।
    user_Ranjan Kumar Dash
    Ranjan Kumar Dash
    Local News Reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    15 hrs ago
  • ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ହେବ ଘରୋଇ କରଣ ଯାହା ଚିନ୍ତା ଏବେ ନବୀନ ଙ୍କ ପାଇଁ
    1
    ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ହେବ ଘରୋଇ କରଣ ଯାହା ଚିନ୍ତା ଏବେ ନବୀନ ଙ୍କ ପାଇଁ
    user_Prime time press
    Prime time press
    Agistment service Nayagarh, Odisha•
    23 hrs ago
  • ବୋୖଦ୍ଧ ପୋଲିସ ବିଭାଗରେ ବଡ ହଲଚଲ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ ହେଲେ ଦୁଇ ପୋଲିସ କର୍ମଚାରୀ । ଜଣେ ହେଲେ ମାନମୁଣ୍ଡା ଥାନା କନେଷ୍ଟବଳ ଯଶମୋହନ ମାଝୀ ଓ ଆଉ ଜଣେ ହେଲେ ବୋୖଦ୍ଧ ଥାନା ସବ୍-ଇନ୍ସପେକ୍ଟର ଚନ୍ଦନ ଜେନା । ଯଶମୋହନ ପେଟ୍ରୋଲିଂ କାର୍ଯ୍ୟ ରେ ହେରଫେର କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଠିକି ସମୟରେ ଚାରସିଟ ଦାଖଲ ନ କରିଥିବାରୁ ଚନ୍ଦନ ଙ୍କୁ ନିଲମ୍ବନ କରାଯାଇଥିବା SP ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ବୋୖଦ୍ଧ ପୋଲିସ ବିଭାଗରେ ବଡ ହଲଚଲ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ ହେଲେ ଦୁଇ ପୋଲିସ କର୍ମଚାରୀ । ଜଣେ ହେଲେ ମାନମୁଣ୍ଡା ଥାନା କନେଷ୍ଟବଳ ଯଶମୋହନ ମାଝୀ ଓ ଆଉ ଜଣେ ହେଲେ ବୋୖଦ୍ଧ ଥାନା ସବ୍-ଇନ୍ସପେକ୍ଟର ଚନ୍ଦନ ଜେନା । ଯଶମୋହନ ପେଟ୍ରୋଲିଂ କାର୍ଯ୍ୟ ରେ ହେରଫେର କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଠିକି ସମୟରେ ଚାରସିଟ ଦାଖଲ ନ କରିଥିବାରୁ ଚନ୍ଦନ ଙ୍କୁ ନିଲମ୍ବନ କରାଯାଇଥିବା SP ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
    1
    ବୋୖଦ୍ଧ ପୋଲିସ ବିଭାଗରେ ବଡ ହଲଚଲ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ ହେଲେ ଦୁଇ ପୋଲିସ  କର୍ମଚାରୀ । ଜଣେ ହେଲେ ମାନମୁଣ୍ଡା ଥାନା କନେଷ୍ଟବଳ ଯଶମୋହନ ମାଝୀ ଓ ଆଉ ଜଣେ ହେଲେ ବୋୖଦ୍ଧ ଥାନା ସବ୍-ଇନ୍ସପେକ୍ଟର ଚନ୍ଦନ ଜେନା । ଯଶମୋହନ ପେଟ୍ରୋଲିଂ କାର୍ଯ୍ୟ ରେ ହେରଫେର କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଠିକି ସମୟରେ ଚାରସିଟ ଦାଖଲ ନ କରିଥିବାରୁ ଚନ୍ଦନ ଙ୍କୁ ନିଲମ୍ବନ କରାଯାଇଥିବା SP ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

    user_Priya brata sahoo
    Priya brata sahoo
    ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    23 hrs ago
  • ଭାରତୀୟ ଜନତା ପାର୍ଟି ପକ୍ଷରୁ ଜନସମ୍ପର୍କ ଓ ଜନଶୁଣାଣୀ ଶିବିର ଅନୁଷ୍ଠିତ। ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ନନ୍ଦପୁର ଗ୍ରାମ ପଞ୍ଚାୟତର ଦୁର୍ଗାପୁର ଗ୍ରାମସ୍ଥିତ ମା’ ବାଉତିଙ୍କ ମନ୍ଦିର ପ୍ରାଙ୍ଗଣରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ଜନସମ୍ପର୍କ ଓ ଜନଶୁଣାଣୀ ଶିବିର। ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଖୋର୍ଦ୍ଧା ୧ ନମ୍ବର ଜୋନ୍‌ର ଜିଲ୍ଲା ପରିଷଦ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ଦଳେଇ, ନନ୍ଦପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ବିପ୍ଳବ କେଶରୀ ବଳିଆରସିଂହଙ୍କ ସମେତ ଖୋର୍ଦ୍ଧା ଜିଲ୍ଲା ବିଜେପିର ପୂର୍ବତନ ଜିଲ୍ଲା ସଭାପତି ଓ ଦଳୀୟ ନେତା ଏବଂ କର୍ମୀମାନେ ଯୋଗଦେଇଥିଲେ। ଶିବିରରେ ଅଞ୍ଚଳବାସୀଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିବା ସହ ସେଗୁଡ଼ିକର ସମାଧାନ ନେଇ ଆଲୋଚନା କରାଯାଇଥିଲା। ସବୁଠାରୁ ବଡ଼ କଥା ହେଉଛି, ଏହି ଜନଶୁଣାଣୀ ଶିବିରରେ ପ୍ରାୟ ୫୦୦ ରୁ ୬୦୦ ଲୋକ ଏକତ୍ରିତ ହୋଇଥିଲେ। ଜନସାଧାରଣଙ୍କ ସହ ସିଧାସଳଖ ଯୋଡ଼ିହୋଇ ସେମାନଙ୍କ ସମସ୍ୟା ଶୁଣିବା ଓ ସମାଧାନ ପାଇଁ ପଦକ୍ଷେପ ନେବା—ଏହି ଶିବିରର ମୁଖ୍ୟ ଉଦ୍ଦେଶ୍ୟ ଥିବା କୁହାଯାଇଛି।
    1
    ଭାରତୀୟ ଜନତା ପାର୍ଟି ପକ୍ଷରୁ ଜନସମ୍ପର୍କ ଓ ଜନଶୁଣାଣୀ ଶିବିର ଅନୁଷ୍ଠିତ।
ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ନନ୍ଦପୁର ଗ୍ରାମ ପଞ୍ଚାୟତର ଦୁର୍ଗାପୁର ଗ୍ରାମସ୍ଥିତ ମା’ ବାଉତିଙ୍କ ମନ୍ଦିର ପ୍ରାଙ୍ଗଣରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ଜନସମ୍ପର୍କ ଓ ଜନଶୁଣାଣୀ ଶିବିର।
ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଖୋର୍ଦ୍ଧା ୧ ନମ୍ବର ଜୋନ୍‌ର ଜିଲ୍ଲା ପରିଷଦ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ଦଳେଇ, ନନ୍ଦପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ବିପ୍ଳବ କେଶରୀ ବଳିଆରସିଂହଙ୍କ ସମେତ ଖୋର୍ଦ୍ଧା ଜିଲ୍ଲା ବିଜେପିର ପୂର୍ବତନ ଜିଲ୍ଲା ସଭାପତି ଓ ଦଳୀୟ ନେତା ଏବଂ କର୍ମୀମାନେ ଯୋଗଦେଇଥିଲେ।
ଶିବିରରେ ଅଞ୍ଚଳବାସୀଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିବା ସହ ସେଗୁଡ଼ିକର ସମାଧାନ ନେଇ ଆଲୋଚନା କରାଯାଇଥିଲା।
ସବୁଠାରୁ ବଡ଼ କଥା ହେଉଛି, ଏହି ଜନଶୁଣାଣୀ ଶିବିରରେ ପ୍ରାୟ ୫୦୦ ରୁ ୬୦୦ ଲୋକ ଏକତ୍ରିତ ହୋଇଥିଲେ।
ଜନସାଧାରଣଙ୍କ ସହ ସିଧାସଳଖ ଯୋଡ଼ିହୋଇ ସେମାନଙ୍କ ସମସ୍ୟା ଶୁଣିବା ଓ ସମାଧାନ ପାଇଁ ପଦକ୍ଷେପ ନେବା—ଏହି ଶିବିରର ମୁଖ୍ୟ ଉଦ୍ଦେଶ୍ୟ ଥିବା କୁହାଯାଇଛି।
    user_ସୁଧାଂଶୁ ରଞ୍ଜନ ଶତପଥି
    ସୁଧାଂଶୁ ରଞ୍ଜନ ଶତପଥି
    Badamba, Cuttack•
    20 hrs ago
  • ଯାଜପୁରରେ ଯୁବ ସାମ୍ବାଦିକକୁ ଆକ୍ରମଣ । ବାରମ୍ବାର ଘଟୁଛି ଏପରି ଘଟଣା କିଏ ରହିବ ଉତ୍ତରଦାୟୀ ? କେମିତି ଚାଲିବ ଚର୍ତୁଥ ସ୍ତମ୍ଭ ? କଣ ରହିବ ପଦକ୍ଷେପ ? ଯାଜପୁରରେ ଯୁବ ସାମ୍ବାଦିକକୁ ଆକ୍ରମଣ । ବାରମ୍ବାର ଘଟୁଛି ଏପରି ଘଟଣା କିଏ ରହିବ ଉତ୍ତରଦାୟୀ ? କେମିତି ଚାଲିବ ଚର୍ତୁଥ ସ୍ତମ୍ଭ ? କଣ ରହିବ ପଦକ୍ଷେପ ? #LatestNews #UpdateNews #apanankakhabara #jajpur_city #news #OdishaNews #odisha
    1
    ଯାଜପୁରରେ ଯୁବ ସାମ୍ବାଦିକକୁ ଆକ୍ରମଣ । ବାରମ୍ବାର ଘଟୁଛି ଏପରି ଘଟଣା କିଏ ରହିବ ଉତ୍ତରଦାୟୀ ? କେମିତି ଚାଲିବ ଚର୍ତୁଥ ସ୍ତମ୍ଭ ? କଣ ରହିବ ପଦକ୍ଷେପ ?  
ଯାଜପୁରରେ ଯୁବ ସାମ୍ବାଦିକକୁ ଆକ୍ରମଣ । ବାରମ୍ବାର ଘଟୁଛି ଏପରି ଘଟଣା କିଏ ରହିବ ଉତ୍ତରଦାୟୀ ? କେମିତି ଚାଲିବ ଚର୍ତୁଥ ସ୍ତମ୍ଭ ? କଣ ରହିବ ପଦକ୍ଷେପ ?  #LatestNews #UpdateNews #apanankakhabara #jajpur_city #news #OdishaNews #odisha
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    19 hrs ago
  • ବାଲିଅନ୍ତା ଥାନା ଅଞ୍ଚଳରୁ ବିପୁଳ ପରିମାଣର ମଦ ଜବତ । #ମଦ #Balianta #Baliantapolice #Police #DCPBhubaneswar #ACPbhubaneswar
    1
    ବାଲିଅନ୍ତା ଥାନା ଅଞ୍ଚଳରୁ ବିପୁଳ ପରିମାଣର ମଦ ଜବତ । #ମଦ #Balianta #Baliantapolice #Police #DCPBhubaneswar #ACPbhubaneswar
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.