logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ଲୋକ ମହୋତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ପାଇଁ ଆଜି ଗୋପାଳପ୍ରସାଦ ସ୍ଥିତ ମନ୍ଦିର ପରିସରରେ ଦ୍ଵିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ମ୍ୟାନେଜିଂ ଟ୍ରଷ୍ଟି ତଥା ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନାଙ୍କ ସଭାପତତ୍ବ ରେ ଆୟୋଜିତ ଏହି ବୈଠରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ପାଲଲହଡା ବିଧାୟକ ଅଶୋକ ମହାନ୍ତି, ପୂର୍ବତନ ସାଂସଦ ମହେଶ ସାହୁ, ଏସଡିପିଓ ଭରତ ସାହୁ ଏବଂ ଟ୍ରଷ୍ଟ ସଦସ୍ୟ ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହ ଖଣି ଅଧିକାରୀ ଯୋଗ ଦେଇଥିଲେ l ମା ହିଙ୍ଗୁଳାଙ୍କ ଯାତ୍ରା ଓ ଲୋକ ମହୋତ୍ସବ ପାଳନ ନେଇ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା l

on 7 March
user_Priyamadhaba Das
Priyamadhaba Das
Journalists Talcher Sadar, Anugul•
on 7 March
c93e8b89-dd84-4aea-b392-eb6a6c6d445c

ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ଲୋକ ମହୋତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ପାଇଁ ଆଜି ଗୋପାଳପ୍ରସାଦ ସ୍ଥିତ ମନ୍ଦିର ପରିସରରେ ଦ୍ଵିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ମ୍ୟାନେଜିଂ ଟ୍ରଷ୍ଟି ତଥା ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନାଙ୍କ ସଭାପତତ୍ବ ରେ ଆୟୋଜିତ ଏହି ବୈଠରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ପାଲଲହଡା ବିଧାୟକ ଅଶୋକ ମହାନ୍ତି, ପୂର୍ବତନ ସାଂସଦ ମହେଶ ସାହୁ, ଏସଡିପିଓ ଭରତ ସାହୁ ଏବଂ ଟ୍ରଷ୍ଟ ସଦସ୍ୟ ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହ ଖଣି ଅଧିକାରୀ ଯୋଗ ଦେଇଥିଲେ l ମା ହିଙ୍ଗୁଳାଙ୍କ ଯାତ୍ରା ଓ ଲୋକ ମହୋତ୍ସବ ପାଳନ ନେଇ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା l

  • user_Srikant Reddy
    Srikant Reddy
    ଅନୁଗୁଳ, ଅନୁଗୁଳ, ଓଡ଼ିଶା
    fuh
    on 14 March
More news from ଓଡ଼ିଶା and nearby areas
  • ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦରଦାମ ବୃଦ୍ଧି ସାଂଗକୁ ଗ୍ୟାସ ନ ମିଳିବା ଏବେ ସବୁଠି ଜନସାଧାରଣ ମାନେ ନାହିଁ ନଥିବ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗ୍ୟାସ ଅଭାବ ଯୋଗୁଁ ହୋଟେଲ ଏବଂ ଜଳଖିଆ ଦୋକାନୀ ମାନେ କାଠ ଚୁଲାରେ ରୋଷେଇ କରୁଥିବା ବେଳେ କିଛି ଦୋକାନ ବନ୍ଦ ହୋଇ ଗଲାଣୀ । ଗୋଦାମରୁ ଗ୍ୟାସ ପାଇବା ପାଇଁ ତ୍ୟେକ ଦିନ ଲମ୍ବା ଧାଡି ଲାଗୁଛି । ଢେଙ୍କାନାଳ ସହରରେ ଗ୍ୟାସ କଳାବଜାରୀ ହେଉଥିବା ଖବର ପାଇ ସଦର ଉପ ଜିଲ୍ଲାପାଳଙ୍କ ନେତୃତ୍ୱରେ ଜିଲ୍ଲା ଯୋଗାଣ ଅଧିକାରୀ, ୩ଜଣ ସପ୍ଲାଇ ଇନସପେକ୍ଟର ଓ କର୍ମଚାରୀମାନଙ୍କୁ ନେଇ ଚନ୍ଦନ ବଜାର ଶାସନ ଛକ ନିକଟରେ ଥିବା ସୀତାରାମ ଗ୍ୟାସ ଦୋକାନ ଉପରେ ଚଢ଼ାଉ କରା ଯାଇଥିଲା । ଦୋକାନରୁ ୨୭ଟି ଗ୍ୟାସ ଜବତ କରାଯାଇଥିଲା । ଦୋକାନର ମାଲିକକୁ ଏ ବିଷୟରେ ପଚରା ଉଚରା କରାଯିବା ସହିତ ବଡ ଧରଣର ଫାଇନ ଲଗାଯିବ ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି ।
    1
    ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦରଦାମ ବୃଦ୍ଧି ସାଂଗକୁ ଗ୍ୟାସ ନ ମିଳିବା ଏବେ ସବୁଠି ଜନସାଧାରଣ ମାନେ ନାହିଁ ନଥିବ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗ୍ୟାସ ଅଭାବ ଯୋଗୁଁ ହୋଟେଲ ଏବଂ ଜଳଖିଆ ଦୋକାନୀ ମାନେ କାଠ ଚୁଲାରେ ରୋଷେଇ କରୁଥିବା ବେଳେ କିଛି ଦୋକାନ ବନ୍ଦ ହୋଇ ଗଲାଣୀ । ଗୋଦାମରୁ ଗ୍ୟାସ ପାଇବା ପାଇଁ ତ୍ୟେକ ଦିନ ଲମ୍ବା ଧାଡି ଲାଗୁଛି । ଢେଙ୍କାନାଳ  ସହରରେ ଗ୍ୟାସ କଳାବଜାରୀ ହେଉଥିବା ଖବର ପାଇ ସଦର ଉପ ଜିଲ୍ଲାପାଳଙ୍କ ନେତୃତ୍ୱରେ ଜିଲ୍ଲା ଯୋଗାଣ ଅଧିକାରୀ, ୩ଜଣ ସପ୍ଲାଇ ଇନସପେକ୍ଟର ଓ କର୍ମଚାରୀମାନଙ୍କୁ ନେଇ ଚନ୍ଦନ ବଜାର ଶାସନ ଛକ ନିକଟରେ ଥିବା ସୀତାରାମ ଗ୍ୟାସ ଦୋକାନ ଉପରେ ଚଢ଼ାଉ କରା ଯାଇଥିଲା । ଦୋକାନରୁ ୨୭ଟି ଗ୍ୟାସ ଜବତ କରାଯାଇଥିଲା । ଦୋକାନର ମାଲିକକୁ ଏ ବିଷୟରେ ପଚରା ଉଚରା କରାଯିବା ସହିତ ବଡ ଧରଣର ଫାଇନ ଲଗାଯିବ ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    3 hrs ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    6 hrs ago
  • ଓଡ଼ିଆ ପକ୍ଷ ଦ୍ୱିତୀୟ ଦିବସ ପାରମ୍ପାରିକ ପୋଷାକ ପରିଧାନ ଦିବସ । ଦେବଗଡ଼ ତା. ୦୨. ୦୪. ୨୦୨୬ ଆଜି ଦେବଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଆ ପକ୍ଷ ଦ୍ୱିତୀୟ ଦିବସ ପାରମ୍ପାରିକ ପୋଷାକ ପରିଧାନ ଦିବସ ଅବସରରେ ଜିଲ୍ଲାପାଳଙ୍କ ଦ୍ୱିତୀୟ ମହଲା ସମ୍ମିଳନି କକ୍ଷରେ "ଆମ ପୋଷାକ ଆମ ପରିଚୟ" ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଂସ୍କୃତି ଅଧିକାରୀ ମୁକେଶ କୁମାର ଭୋଇ ଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଓ ବରୋଣ୍ୟ ଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର କୁମାର ପୁହାଣ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସୁରତୀ ପ୍ରଧାନ,ସହକାରୀ ନିର୍ଦ୍ଦେଶକ ହସ୍ତଶିଳ୍ପ ସୁଧାଂଶୁ ମୋହନ ବିଶ୍ବାଳ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ଯୋଗଦେଇ ପାରମ୍ପରିକ ପୋଷାକ ପରିଧାନ ଦିବସ "ଆମ ପୋଷାକ ଆମ ପରିଚୟ"ଉପରେ ନିଜର ମତ ପୋଷଣ କରିଥିଲେ।ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ପାରମ୍ପରିକ ପୋଷାକ ସମ୍ବଲପୁରୀ ପରିଧାନ କରି ଅଭିଯାନରେ ଅଂଶଗ୍ରହଣ କରିଥିଲେ।କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ଅଞ୍ଜୁଁନି କୁଜୁର, ଏଜଲିନ ବାରା, ପ୍ରିୟା ତିର୍କି,ସହକାରୀ ଜିଲ୍ଲାପାଳ ଈଶ୍ୱର ଗୁରୁ, କାର୍ଯ୍ୟ ନିର୍ବାହୀ ଅଧିକାରୀ ପୌରପରିଷଦ ରିତିକାନ୍ତ ଶୁକ୍ଳା ଓ ଜିଲ୍ଲା ସ୍ତରୀୟ ଅଧିକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।ଶେଷରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସୂତାର ଧନ୍ୟବାଦ୍ ଅର୍ପଣ କରିଥିଲେ।
    1
    ଓଡ଼ିଆ ପକ୍ଷ ଦ୍ୱିତୀୟ ଦିବସ ପାରମ୍ପାରିକ ପୋଷାକ ପରିଧାନ ଦିବସ ।
ଦେବଗଡ଼ ତା. ୦୨. ୦୪. ୨୦୨୬
ଆଜି ଦେବଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଆ ପକ୍ଷ ଦ୍ୱିତୀୟ ଦିବସ ପାରମ୍ପାରିକ ପୋଷାକ ପରିଧାନ ଦିବସ ଅବସରରେ ଜିଲ୍ଲାପାଳଙ୍କ ଦ୍ୱିତୀୟ ମହଲା ସମ୍ମିଳନି କକ୍ଷରେ  "ଆମ ପୋଷାକ ଆମ ପରିଚୟ" ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଂସ୍କୃତି ଅଧିକାରୀ ମୁକେଶ କୁମାର ଭୋଇ ଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଓ ବରୋଣ୍ୟ ଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର କୁମାର ପୁହାଣ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସୁରତୀ ପ୍ରଧାନ,ସହକାରୀ ନିର୍ଦ୍ଦେଶକ ହସ୍ତଶିଳ୍ପ ସୁଧାଂଶୁ ମୋହନ ବିଶ୍ବାଳ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ଯୋଗଦେଇ ପାରମ୍ପରିକ  ପୋଷାକ ପରିଧାନ ଦିବସ "ଆମ ପୋଷାକ ଆମ ପରିଚୟ"ଉପରେ ନିଜର ମତ ପୋଷଣ କରିଥିଲେ।ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ପାରମ୍ପରିକ ପୋଷାକ ସମ୍ବଲପୁରୀ ପରିଧାନ କରି ଅଭିଯାନରେ ଅଂଶଗ୍ରହଣ କରିଥିଲେ।କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ଅଞ୍ଜୁଁନି କୁଜୁର, ଏଜଲିନ ବାରା, ପ୍ରିୟା ତିର୍କି,ସହକାରୀ ଜିଲ୍ଲାପାଳ ଈଶ୍ୱର ଗୁରୁ, କାର୍ଯ୍ୟ ନିର୍ବାହୀ ଅଧିକାରୀ ପୌରପରିଷଦ ରିତିକାନ୍ତ ଶୁକ୍ଳା ଓ ଜିଲ୍ଲା ସ୍ତରୀୟ ଅଧିକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।ଶେଷରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସୂତାର ଧନ୍ୟବାଦ୍ ଅର୍ପଣ କରିଥିଲେ।
    user_ବାରକୋଟ ଖବର
    ବାରକୋଟ ଖବର
    Court reporter ବରକୋଟ, ଦେବଗଡ଼, ଓଡ଼ିଶା•
    43 min ago
  • Post by Tapasdas 6372788705
    1
    Post by Tapasdas 6372788705
    user_Tapasdas 6372788705
    Tapasdas 6372788705
    Photographer Gandia, Dhenkanal•
    8 hrs ago
  • ସେକ୍ସୁଆଲ ଫେବର ମାଗୁଛି ଭରତପୁର ପୋଲିସ୍ ! ମୋ ରେପ୍ ଭିଡ଼ିଓ ଦେଖି ମଧ୍ୟ ମୋ କେଶ୍ ରଖିଲେ ନାହିଁ | ଭୁବନେଶ୍ବର, ଓଡ଼ିଶା #bhubaneswar #odisha
    1
    ସେକ୍ସୁଆଲ ଫେବର ମାଗୁଛି ଭରତପୁର ପୋଲିସ୍ ! ମୋ ରେପ୍ ଭିଡ଼ିଓ ଦେଖି ମଧ୍ୟ ମୋ କେଶ୍ ରଖିଲେ ନାହିଁ |
ଭୁବନେଶ୍ବର, ଓଡ଼ିଶା 
#bhubaneswar #odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    13 hrs ago
  • Post by Devi prasad Das
    1
    Post by Devi prasad Das
    user_Devi prasad Das
    Devi prasad Das
    ଗାନ୍ଧିଆ, ଢେଙ୍କାନାଳ, ଓଡ଼ିଶା•
    20 hrs ago
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    କୋଲିୟରୀ, ଅନୁଗୁଳ, ଓଡ଼ିଶା•
    13 hrs ago
  • Post by Dipak Kumar Nayak
    2
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    7 hrs ago
  • ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ ସଚେତନତା ପଦଯାତ୍ରା। ଦେବଗଡ଼ ତା ୦୪.୦୪.୨୦୨୬ । ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ ସଚେତନତା ଶୋଭାପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲା ଶ୍ରମ ଅଧିକାରୀ ପଦ୍ମାବତୀ ମାରାଣ୍ଡି ଙ୍କ ତତ୍ତ୍ୱାବଧାନରେ ବାହାରିଥିବା ଛାତ୍ର ଛାତ୍ରୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ କର୍ମଚାରୀ ସଚେତନତା ଶୋଭାପଦଯାତ୍ରା କୁ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ, ଭାରପ୍ରାପ୍ତ ପୌରପରିଷଦ ଅଧ୍ୟକ୍ଷ ପ୍ରଜିତ କୁମାର ଭୋଜ୍ ,ଶ୍ରମ ଅଧିକାରିଣୀ ପଦ୍ମାବତୀ ମାରାଣ୍ଡି ,ଜିଲ୍ଲା ସଂସ୍କୃତି ଅଧିକାରୀ ମୁକେଶ କୁମାର ଭୋଇ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ସବୁଜ ପତାକା ଦେଖାଇ ସଚେତନତା ପଦଯାତ୍ରା କୁ ଶୁଭାରମ୍ଭ କରିଥିଲେ।ଏହି ସଚେତନତା ଶୋଭାଯାତ୍ରା ସହରପରିକ୍ରମା କରି ସଚେତନତା ବାର୍ତ୍ତା ପ୍ରେରଣ କରିଥିଲା।ଓଡ଼ିଆ ଭାଷା ଏକ ପ୍ରାଚୀନ ଓ ସମୃଦ୍ଧି ଭାଷା ।ଏହି ଭାଷା ପାଇଛି ଶାସ୍ତ୍ରୀୟ ମାନ୍ୟତା ଆମ ଓଡ଼ିଆ ଭାଷାର ଆହୁରି ଅଧିକ ପ୍ରଚାର ପ୍ରସାର ପାଇଁ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଓ ବିଭିନ୍ନ ବ୍ୟବସାୟୀ ପ୍ରତିଷ୍ଠାନ କୁ ଯାଇ ଗୃହ ଆଗରେ ନାମ ଫଳକ ଓଡ଼ିଆରେ ଲେଖାଜିବାପାଇଁ ସମସ୍ତଙ୍କୁ ଅନୁରୋଧ କରିଥିଲେ ଓ ଦୋକାନ ର କର୍ମକର୍ତ୍ତା ମାନଙ୍କୁ ବୁଝାଇ କହିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ବିଭାଗର ରତନ୍ କୁମାର ରାୟ ଓ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।
    1
    ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ ସଚେତନତା ପଦଯାତ୍ରା।
ଦେବଗଡ଼ ତା ୦୪.୦୪.୨୦୨୬ ।
ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ ସଚେତନତା ଶୋଭାପଦଯାତ୍ରା  ଅନୁଷ୍ଠିତ ହୋଇଯାଇଛି।ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲା ଶ୍ରମ ଅଧିକାରୀ ପଦ୍ମାବତୀ ମାରାଣ୍ଡି ଙ୍କ ତତ୍ତ୍ୱାବଧାନରେ ବାହାରିଥିବା ଛାତ୍ର ଛାତ୍ରୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ କର୍ମଚାରୀ ସଚେତନତା ଶୋଭାପଦଯାତ୍ରା କୁ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ, ଭାରପ୍ରାପ୍ତ ପୌରପରିଷଦ ଅଧ୍ୟକ୍ଷ ପ୍ରଜିତ କୁମାର ଭୋଜ୍ ,ଶ୍ରମ ଅଧିକାରିଣୀ ପଦ୍ମାବତୀ ମାରାଣ୍ଡି ,ଜିଲ୍ଲା ସଂସ୍କୃତି ଅଧିକାରୀ ମୁକେଶ କୁମାର ଭୋଇ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ସବୁଜ ପତାକା ଦେଖାଇ ସଚେତନତା ପଦଯାତ୍ରା କୁ ଶୁଭାରମ୍ଭ କରିଥିଲେ।ଏହି ସଚେତନତା ଶୋଭାଯାତ୍ରା ସହରପରିକ୍ରମା କରି ସଚେତନତା ବାର୍ତ୍ତା ପ୍ରେରଣ କରିଥିଲା।ଓଡ଼ିଆ ଭାଷା ଏକ ପ୍ରାଚୀନ ଓ ସମୃଦ୍ଧି ଭାଷା ।ଏହି ଭାଷା ପାଇଛି ଶାସ୍ତ୍ରୀୟ ମାନ୍ୟତା ଆମ ଓଡ଼ିଆ ଭାଷାର ଆହୁରି ଅଧିକ ପ୍ରଚାର ପ୍ରସାର ପାଇଁ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଓ ବିଭିନ୍ନ ବ୍ୟବସାୟୀ ପ୍ରତିଷ୍ଠାନ କୁ ଯାଇ ଗୃହ ଆଗରେ ନାମ ଫଳକ ଓଡ଼ିଆରେ ଲେଖାଜିବାପାଇଁ  ସମସ୍ତଙ୍କୁ ଅନୁରୋଧ କରିଥିଲେ ଓ ଦୋକାନ ର କର୍ମକର୍ତ୍ତା ମାନଙ୍କୁ ବୁଝାଇ କହିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ବିଭାଗର ରତନ୍ କୁମାର ରାୟ ଓ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।
    user_ବାରକୋଟ ଖବର
    ବାରକୋଟ ଖବର
    Court reporter ବରକୋଟ, ଦେବଗଡ଼, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.