logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଅମରପାଲି ହାଇସ୍କୁଲରେ ପ୍ଲାଷ୍ଟିକମୁକ୍ତ ସଚେତନତା ଶୋଭାଯାତ୍ରା - ଅଂଶ ଗ୍ରହଣ କଲେ ଛାତ୍ରୀଛାତ୍ର ଓ ଶିକ୍ଷକ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଶନିବାର ଦିନ ପ୍ଲାଷ୍ଟିକ ମୁକ୍ତ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ର ଇକୋ କ୍ଲବ ଏବଂ ହତିଲିମୁଣ୍ଡା ବନ ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା ଉକ୍ତ କାର୍ଯ୍ୟକ୍ରମ। ସ୍କୁଲ ର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ହାତିଲିମୁଣ୍ଡା ବନପାଳ ଶଙ୍କର ବାଗ, ବନରକ୍ଷୀ ଶିବସମ୍ଭୁ ସା, ଗୌଡଗାଡ ବିଟ ର ବନରଖି ରାମେଶ୍ୱର ମୁର୍ମୁ,ସ୍କୁଲର ଶିକ୍ଷକ ଶ୍ୟାମସୁନ୍ଦର ସେଠୀ,ପଦ୍ମନାଭ ପ୍ରଧାନ, ଇକୋ କ୍ଲବ ର ସମ୍ବିତ ପ୍ରଧାନ, ବ୍ରହ୍ମାନନ୍ଦ ପ୍ରଧାନ,ନଟବର ରଣା ପ୍ରମୁଖ ଯୋଗଦେଇ ପ୍ଲାଷ୍ଟିକ ର ବ୍ୟବହାର ର କୁପରିମାଣ ବିଷୟରେ ଆଲୋଚନା କରିବା ସହିତ ପ୍ଲାଷ୍ଟିକ ବ୍ୟବହାର ବର୍ଜନ କରିବାକୁ ମତବ୍ୟକ୍ତ କରିଥିଲେ। ଏହା ପରେ ବନକର୍ମଚାରୀ ଙ୍କ ସହିତ ସମୟ ଶିକ୍ଷକ ଓ ଛାତ୍ରୀଛାତ୍ର ଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା କରାଯାଇଥିଲା। ଛାତ୍ରୀଛାତ୍ରମାନେ ହାତରେ ପ୍ଲାକାର୍ଡ ଧରି ବିଭିନ୍ନ ସଚେତନତା ସ୍ଲୋଗାନ ଦେଇ ଗ୍ରାମ୍ୟ ପରିକ୍ରମା କରାଯାଇଥିଲା। ନଟିଆ ଚରଣ ସାହୁ,ଗୋବର୍ଦ୍ଧନ ନାଏକ ଓ ଜଗନ୍ନାଥ ସାହୁ ପ୍ରମୁଖ କାର୍ଯ୍ୟକ୍ରମ କୁ ପରିଚାଳନା ରେ ସହଯୋଗ କରିଥିଲେ।

4 hrs ago
user_Pitambar Sahu
Pitambar Sahu
Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
4 hrs ago

ଅମରପାଲି ହାଇସ୍କୁଲରେ ପ୍ଲାଷ୍ଟିକମୁକ୍ତ ସଚେତନତା ଶୋଭାଯାତ୍ରା - ଅଂଶ ଗ୍ରହଣ କଲେ ଛାତ୍ରୀଛାତ୍ର ଓ ଶିକ୍ଷକ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଶନିବାର ଦିନ ପ୍ଲାଷ୍ଟିକ ମୁକ୍ତ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ର ଇକୋ କ୍ଲବ ଏବଂ ହତିଲିମୁଣ୍ଡା ବନ ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା ଉକ୍ତ କାର୍ଯ୍ୟକ୍ରମ। ସ୍କୁଲ ର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ହାତିଲିମୁଣ୍ଡା ବନପାଳ ଶଙ୍କର ବାଗ, ବନରକ୍ଷୀ ଶିବସମ୍ଭୁ ସା, ଗୌଡଗାଡ ବିଟ ର ବନରଖି ରାମେଶ୍ୱର ମୁର୍ମୁ,ସ୍କୁଲର ଶିକ୍ଷକ ଶ୍ୟାମସୁନ୍ଦର ସେଠୀ,ପଦ୍ମନାଭ ପ୍ରଧାନ, ଇକୋ କ୍ଲବ ର ସମ୍ବିତ ପ୍ରଧାନ, ବ୍ରହ୍ମାନନ୍ଦ ପ୍ରଧାନ,ନଟବର ରଣା ପ୍ରମୁଖ ଯୋଗଦେଇ ପ୍ଲାଷ୍ଟିକ ର ବ୍ୟବହାର ର କୁପରିମାଣ ବିଷୟରେ ଆଲୋଚନା କରିବା ସହିତ ପ୍ଲାଷ୍ଟିକ ବ୍ୟବହାର ବର୍ଜନ କରିବାକୁ ମତବ୍ୟକ୍ତ କରିଥିଲେ। ଏହା ପରେ ବନକର୍ମଚାରୀ ଙ୍କ ସହିତ ସମୟ ଶିକ୍ଷକ ଓ ଛାତ୍ରୀଛାତ୍ର ଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା କରାଯାଇଥିଲା। ଛାତ୍ରୀଛାତ୍ରମାନେ ହାତରେ ପ୍ଲାକାର୍ଡ ଧରି ବିଭିନ୍ନ ସଚେତନତା ସ୍ଲୋଗାନ ଦେଇ ଗ୍ରାମ୍ୟ ପରିକ୍ରମା କରାଯାଇଥିଲା। ନଟିଆ ଚରଣ ସାହୁ,ଗୋବର୍ଦ୍ଧନ ନାଏକ ଓ ଜଗନ୍ନାଥ ସାହୁ ପ୍ରମୁଖ କାର୍ଯ୍ୟକ୍ରମ କୁ ପରିଚାଳନା ରେ ସହଯୋଗ କରିଥିଲେ।

More news from ଓଡ଼ିଶା and nearby areas
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଶନିବାର ଦିନ ପ୍ଲାଷ୍ଟିକ ମୁକ୍ତ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ର ଇକୋ କ୍ଲବ ଏବଂ ହତିଲିମୁଣ୍ଡା ବନ ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା ଉକ୍ତ କାର୍ଯ୍ୟକ୍ରମ। ସ୍କୁଲ ର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ହାତିଲିମୁଣ୍ଡା ବନପାଳ ଶଙ୍କର ବାଗ, ବନରକ୍ଷୀ ଶିବସମ୍ଭୁ ସା, ଗୌଡଗାଡ ବିଟ ର ବନରଖି ରାମେଶ୍ୱର ମୁର୍ମୁ,ସ୍କୁଲର ଶିକ୍ଷକ ଶ୍ୟାମସୁନ୍ଦର ସେଠୀ,ପଦ୍ମନାଭ ପ୍ରଧାନ, ଇକୋ କ୍ଲବ ର ସମ୍ବିତ ପ୍ରଧାନ, ବ୍ରହ୍ମାନନ୍ଦ ପ୍ରଧାନ,ନଟବର ରଣା ପ୍ରମୁଖ ଯୋଗଦେଇ ପ୍ଲାଷ୍ଟିକ ର ବ୍ୟବହାର ର କୁପରିମାଣ ବିଷୟରେ ଆଲୋଚନା କରିବା ସହିତ ପ୍ଲାଷ୍ଟିକ ବ୍ୟବହାର ବର୍ଜନ କରିବାକୁ ମତବ୍ୟକ୍ତ କରିଥିଲେ। ଏହା ପରେ ବନକର୍ମଚାରୀ ଙ୍କ ସହିତ ସମୟ ଶିକ୍ଷକ ଓ ଛାତ୍ରୀଛାତ୍ର ଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା କରାଯାଇଥିଲା। ଛାତ୍ରୀଛାତ୍ରମାନେ ହାତରେ ପ୍ଲାକାର୍ଡ ଧରି ବିଭିନ୍ନ ସଚେତନତା ସ୍ଲୋଗାନ ଦେଇ ଗ୍ରାମ୍ୟ ପରିକ୍ରମା କରାଯାଇଥିଲା। ନଟିଆ ଚରଣ ସାହୁ,ଗୋବର୍ଦ୍ଧନ ନାଏକ ଓ ଜଗନ୍ନାଥ ସାହୁ ପ୍ରମୁଖ କାର୍ଯ୍ୟକ୍ରମ କୁ ପରିଚାଳନା ରେ ସହଯୋଗ କରିଥିଲେ।
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଶନିବାର ଦିନ ପ୍ଲାଷ୍ଟିକ ମୁକ୍ତ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ର ଇକୋ କ୍ଲବ ଏବଂ ହତିଲିମୁଣ୍ଡା ବନ ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା ଉକ୍ତ କାର୍ଯ୍ୟକ୍ରମ। ସ୍କୁଲ ର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ହାତିଲିମୁଣ୍ଡା ବନପାଳ ଶଙ୍କର ବାଗ,  ବନରକ୍ଷୀ ଶିବସମ୍ଭୁ ସା, ଗୌଡଗାଡ ବିଟ ର ବନରଖି ରାମେଶ୍ୱର ମୁର୍ମୁ,ସ୍କୁଲର ଶିକ୍ଷକ ଶ୍ୟାମସୁନ୍ଦର ସେଠୀ,ପଦ୍ମନାଭ ପ୍ରଧାନ, ଇକୋ କ୍ଲବ ର ସମ୍ବିତ ପ୍ରଧାନ, ବ୍ରହ୍ମାନନ୍ଦ ପ୍ରଧାନ,ନଟବର ରଣା ପ୍ରମୁଖ ଯୋଗଦେଇ ପ୍ଲାଷ୍ଟିକ ର ବ୍ୟବହାର ର କୁପରିମାଣ ବିଷୟରେ ଆଲୋଚନା କରିବା ସହିତ ପ୍ଲାଷ୍ଟିକ ବ୍ୟବହାର ବର୍ଜନ କରିବାକୁ ମତବ୍ୟକ୍ତ କରିଥିଲେ। ଏହା ପରେ ବନକର୍ମଚାରୀ ଙ୍କ ସହିତ ସମୟ ଶିକ୍ଷକ ଓ ଛାତ୍ରୀଛାତ୍ର ଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା କରାଯାଇଥିଲା। ଛାତ୍ରୀଛାତ୍ରମାନେ ହାତରେ ପ୍ଲାକାର୍ଡ ଧରି ବିଭିନ୍ନ ସଚେତନତା ସ୍ଲୋଗାନ ଦେଇ ଗ୍ରାମ୍ୟ ପରିକ୍ରମା କରାଯାଇଥିଲା। ନଟିଆ ଚରଣ ସାହୁ,ଗୋବର୍ଦ୍ଧନ ନାଏକ ଓ ଜଗନ୍ନାଥ ସାହୁ ପ୍ରମୁଖ କାର୍ଯ୍ୟକ୍ରମ କୁ ପରିଚାଳନା ରେ ସହଯୋଗ କରିଥିଲେ।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    4 hrs ago
  • ଉଲୁଣ୍ଡା ଜଙ୍ଗଲରେ ଅଫୁ ଚାଷକେ ନେଇକରି ସନ୍ଦେହନେ ବନ କର୍ମଚାରୀଙ୍କର ଭୂମିକା
    1
    ଉଲୁଣ୍ଡା ଜଙ୍ଗଲରେ ଅଫୁ ଚାଷକେ ନେଇକରି ସନ୍ଦେହନେ ବନ କର୍ମଚାରୀଙ୍କର ଭୂମିକା
    user_OTV SONEPUR
    OTV SONEPUR
    ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • Post by BAHUJAN ADHIKAR
    2
    Post by BAHUJAN ADHIKAR
    user_BAHUJAN ADHIKAR
    BAHUJAN ADHIKAR
    ଜଗୁଆଳି Sonapur, Sonepur•
    2 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    3 hrs ago
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    ସୋନପୁର, ସୋନପୁର, ଓଡ଼ିଶା•
    3 hrs ago
  • ଗ୍ୟାସ ଦର ବୃଦ୍ଧିକୁ ନେଇ କଂଗ୍ରେସ ବିକ୍ଷୋଭ ସୁବର୍ଣ୍ଣପୁର: ଗ୍ୟାସ ଓ ଅନ୍ୟାନ୍ୟ ଦ୍ରବ୍ୟ ଗୁଡ଼ିକର ଦରଦାମ ବୃଦ୍ଧିକୁ ନେଇ ସୋନପୁର ପଞ୍ଚରଥ ମନ୍ଦିର ସମ୍ମୁଖରେ ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏଥିରେ ପ୍ରତିକ୍ରିୟା ଦେଇଛନ୍ତି କଂଗ୍ରେସ ପ୍ରାର୍ଥୀ ତଥା ପରିଷ୍ଠ ନେତା ଜିତେନ୍ଦ୍ର ପଟ୍ଟନାୟକ।
    1
    ଗ୍ୟାସ ଦର ବୃଦ୍ଧିକୁ ନେଇ କଂଗ୍ରେସ ବିକ୍ଷୋଭ 
ସୁବର୍ଣ୍ଣପୁର: ଗ୍ୟାସ ଓ ଅନ୍ୟାନ୍ୟ ଦ୍ରବ୍ୟ ଗୁଡ଼ିକର ଦରଦାମ ବୃଦ୍ଧିକୁ ନେଇ ସୋନପୁର ପଞ୍ଚରଥ ମନ୍ଦିର ସମ୍ମୁଖରେ ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏଥିରେ ପ୍ରତିକ୍ରିୟା ଦେଇଛନ୍ତି କଂଗ୍ରେସ ପ୍ରାର୍ଥୀ ତଥା ପରିଷ୍ଠ ନେତା ଜିତେନ୍ଦ୍ର ପଟ୍ଟନାୟକ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
  • ଆଜିର ସମାଚାର ରେ ଆଜିର ତାଜା ଖଵର ସମ୍ପୂର୍ଣ୍ଣ ଦେଖନ୍ତୁ । ଓଡିଶା ର ପ୍ରତ୍ଯୋକ ଜିଲ୍ଲାର ଖବର । ଖବର ଫଟାଫଟ । ଆଜିର ଖଵର ତା-୧୪/୦୩/୨୦୨୬ ଶନିବାର ।
    1
    ଆଜିର ସମାଚାର ରେ ଆଜିର ତାଜା ଖଵର ସମ୍ପୂର୍ଣ୍ଣ ଦେଖନ୍ତୁ । ଓଡିଶା ର ପ୍ରତ୍ଯୋକ ଜିଲ୍ଲାର ଖବର  । ଖବର ଫଟାଫଟ । ଆଜିର ଖଵର ତା-୧୪/୦୩/୨୦୨୬ ଶନିବାର ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    13 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଶନିବାର ଦିନ ଇକୋକ୍ଲବ୍ ଆନୁକୂଲ୍ୟରେ ଏକ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଉକ୍ତ ସଚେତନତା କାର୍ଯ୍ୟକ୍ରମ ରେ ସ୍କୁଲର ସମସ୍ତ ଶିକ୍ଷକ ଓ ଛାତ୍ରୀଛାତ୍ର ଯୋଗଦେଇଥିଲେ। ଛାତ୍ରୀଛାତ୍ର ମାନେ ହାତରେ ପ୍ଳାକାର୍ଡ ଧରି ବିଭିନ୍ନ ସଚେତନତା ଧର୍ମୀ ସ୍ଲୋଗାନ ଦେଇ ଗ୍ରାମ୍ୟ ପରିକ୍ରମା କରି ଥିଲେ।
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଶନିବାର ଦିନ ଇକୋକ୍ଲବ୍ ଆନୁକୂଲ୍ୟରେ ଏକ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଉକ୍ତ ସଚେତନତା କାର୍ଯ୍ୟକ୍ରମ ରେ ସ୍କୁଲର ସମସ୍ତ ଶିକ୍ଷକ ଓ ଛାତ୍ରୀଛାତ୍ର ଯୋଗଦେଇଥିଲେ। ଛାତ୍ରୀଛାତ୍ର ମାନେ ହାତରେ ପ୍ଳାକାର୍ଡ ଧରି ବିଭିନ୍ନ ସଚେତନତା ଧର୍ମୀ ସ୍ଲୋଗାନ ଦେଇ ଗ୍ରାମ୍ୟ ପରିକ୍ରମା କରି ଥିଲେ।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    10 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.