logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଭାଙ୍ଗିଲା ପୋଲ ଅଧା ରାସ୍ତାରେ ଅଟକି ରହିଲା ଆମ୍ବୁଲାନ୍ସ ଗାଡି। ଯାତାୟାତ ପାଇଁ ଭୋଗୁଛନ୍ତି ଦୁର୍ଦ୍ଦଶା। ରୋଗୀଙ୍କୁ ଷ୍ଟ୍ରେଚର ରେ ବୋହି ଆଣି ଗାଡ଼ିରେ ନେଇ ଡାକ୍ତର ଖାନାରେ ଚିକିତ୍ସା କଲେ ଆମ୍ବୁଲାନ୍ସ କର୍ମଚାରୀ। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ସୁଲିଆବାହାଲ ଗାଁରେ। ଭାଙ୍ଗିଲା ପୋଲ ଅଧା ରାସ୍ତାରେ ଅଟକି ରହିଲା ଆମ୍ବୁଲାନ୍ସ ଗାଡି। ଯାତାୟାତ ପାଇଁ ଭୋଗୁଛନ୍ତି ଦୁର୍ଦ୍ଦଶା। ରୋଗୀଙ୍କୁ ଷ୍ଟ୍ରେଚର ରେ ବୋହି ଆଣି ଗାଡ଼ିରେ ନେଇ ଡାକ୍ତର ଖାନାରେ ଚିକିତ୍ସା କଲେ ଆମ୍ବୁଲାନ୍ସ କର୍ମଚାରୀ। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ସୁଲିଆବାହାଲ ଗାଁରେ।

1 hr ago
user_Lili Bhue
Lili Bhue
ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
1 hr ago

ଭାଙ୍ଗିଲା ପୋଲ ଅଧା ରାସ୍ତାରେ ଅଟକି ରହିଲା ଆମ୍ବୁଲାନ୍ସ ଗାଡି। ଯାତାୟାତ ପାଇଁ ଭୋଗୁଛନ୍ତି ଦୁର୍ଦ୍ଦଶା। ରୋଗୀଙ୍କୁ ଷ୍ଟ୍ରେଚର ରେ ବୋହି ଆଣି ଗାଡ଼ିରେ ନେଇ ଡାକ୍ତର ଖାନାରେ ଚିକିତ୍ସା କଲେ ଆମ୍ବୁଲାନ୍ସ କର୍ମଚାରୀ। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ସୁଲିଆବାହାଲ ଗାଁରେ। ଭାଙ୍ଗିଲା ପୋଲ ଅଧା ରାସ୍ତାରେ ଅଟକି ରହିଲା ଆମ୍ବୁଲାନ୍ସ ଗାଡି। ଯାତାୟାତ ପାଇଁ ଭୋଗୁଛନ୍ତି ଦୁର୍ଦ୍ଦଶା। ରୋଗୀଙ୍କୁ ଷ୍ଟ୍ରେଚର ରେ ବୋହି ଆଣି ଗାଡ଼ିରେ ନେଇ ଡାକ୍ତର ଖାନାରେ ଚିକିତ୍ସା କଲେ ଆମ୍ବୁଲାନ୍ସ କର୍ମଚାରୀ। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ସୁଲିଆବାହାଲ ଗାଁରେ।

More news from ଓଡ଼ିଶା and nearby areas
  • ମନ୍ଦିର ଭିତରୁ ବିଭିନ୍ନ ସାମଗ୍ରୀ ଚୋରୀ କରିଥିବା ଚୋର କୁ ଗିରଫ କରିନଥିବାରୁ ସିନ୍ଧେକେଲା ଥାନା ଘେରାଉ କଲା ଶତାଧିକ ଆଦିବାସୀ ସଂଘ। ମନ୍ଦିର ଭିତରୁ ବିଭିନ୍ନ ସାମଗ୍ରୀ ଚୋରୀ କରିଥିବା ଚୋର କୁ ଗିରଫ କରିନଥିବାରୁ ସିନ୍ଧେକେଲା ଥାନା ଘେରାଉ କଲା ଶତାଧିକ ଆଦିବାସୀ ସଂଘ।
    1
    ମନ୍ଦିର ଭିତରୁ ବିଭିନ୍ନ ସାମଗ୍ରୀ ଚୋରୀ କରିଥିବା ଚୋର କୁ ଗିରଫ କରିନଥିବାରୁ ସିନ୍ଧେକେଲା ଥାନା ଘେରାଉ କଲା ଶତାଧିକ ଆଦିବାସୀ ସଂଘ।
ମନ୍ଦିର ଭିତରୁ ବିଭିନ୍ନ ସାମଗ୍ରୀ ଚୋରୀ କରିଥିବା ଚୋର କୁ ଗିରଫ କରିନଥିବାରୁ ସିନ୍ଧେକେଲା ଥାନା ଘେରାଉ କଲା ଶତାଧିକ ଆଦିବାସୀ ସଂଘ।
    user_Lili Bhue
    Lili Bhue
    ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    54 min ago
  • ସେପ୍ଟେମ୍ବର ୨୨ ରୁ ମୌସୁମୀ ଅଧିବେଶନ ଆରମ୍ଭ *ବଢ଼ିଲା ଅଟୋ ଡ଼୍ରାଇଭରଙ୍କ ଅଡୁଆ ।* *ସେପ୍ଟେମ୍ବର ୨୨ ରୁ ମୌସୁମୀ ଅଧିବେଶନ ଆରମ୍ଭ *ବଢ଼ିଲା ଅଟୋ ଡ଼୍ରାଇଭରଙ୍କ ଅଡୁଆ ।*
    2
    ସେପ୍ଟେମ୍ବର ୨୨ ରୁ ମୌସୁମୀ ଅଧିବେଶନ ଆରମ୍ଭ  *ବଢ଼ିଲା ଅଟୋ ଡ଼୍ରାଇଭରଙ୍କ ଅଡୁଆ ।*
*ସେପ୍ଟେମ୍ବର ୨୨ ରୁ ମୌସୁମୀ ଅଧିବେଶନ ଆରମ୍ଭ  *ବଢ଼ିଲା ଅଟୋ ଡ଼୍ରାଇଭରଙ୍କ ଅଡୁଆ ।*
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    2 hrs ago
  • ସିନ୍ଧେକେଲା ମାଁ ଦୁଆରସେନି ମନ୍ଦିର ଚୋରି ଘଟଣା: ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ରାଜରାସ୍ତାରେ ଆଦିବାସି
    3
    ସିନ୍ଧେକେଲା ମାଁ ଦୁଆରସେନି ମନ୍ଦିର ଚୋରି ଘଟଣା: ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ରାଜରାସ୍ତାରେ ଆଦିବାସି
    user_କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    18 hrs ago
  • ବିଳାସପୁରସୋମନାଥ ମନ୍ଦିରରେ ଜଳାଭିଷେକ ଓ ଏକ ଲକ୍ଷ ବେଲପତ୍ର ଅର୍ପଣ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବିଳାସପୁର ଗ୍ରାମ ସ୍ଥିତ ବାବା ସୋମନାଥ ମନ୍ଦିରରେ ଆଜି ମହାଜଳାଭିଷେକ ଓ ଏକ ଲକ୍ଷ ବେଲପତ୍ର ଅର୍ପଣ ଅନୁଷ୍ଠିତ ହୋଇ ଯାଇଛି | ଏହାକୁ ଦେଖିବା ପାଇଁ ବହୁ ଦୂରଦୂରାନ୍ତରୁ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା | ସକାଳୁ କଳସ ଯାତ୍ରା ଅନୁଷ୍ଠିତ ହେବା ପରେ ଜଳାଭିଷେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ପରେ ବାବାଙ୍କ ନିକଟରେ ବେଲ ପତ୍ର ଅର୍ପଣ କରାଯାଇଥିଲା |
    4
    ବିଳାସପୁରସୋମନାଥ ମନ୍ଦିରରେ ଜଳାଭିଷେକ ଓ ଏକ ଲକ୍ଷ ବେଲପତ୍ର ଅର୍ପଣ 
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବିଳାସପୁର ଗ୍ରାମ ସ୍ଥିତ ବାବା ସୋମନାଥ ମନ୍ଦିରରେ ଆଜି ମହାଜଳାଭିଷେକ ଓ ଏକ ଲକ୍ଷ ବେଲପତ୍ର ଅର୍ପଣ ଅନୁଷ୍ଠିତ ହୋଇ ଯାଇଛି | ଏହାକୁ ଦେଖିବା ପାଇଁ ବହୁ ଦୂରଦୂରାନ୍ତରୁ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା | ସକାଳୁ କଳସ ଯାତ୍ରା ଅନୁଷ୍ଠିତ ହେବା ପରେ ଜଳାଭିଷେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ପରେ ବାବାଙ୍କ ନିକଟରେ ବେଲ ପତ୍ର ଅର୍ପଣ କରାଯାଇଥିଲା |
    user_Hrudananda Meher
    Hrudananda Meher
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    2 hrs ago
  • 🇹🇯🌹💋🥺😄♥️🌹
    1
    🇹🇯🌹💋🥺😄♥️🌹
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    8 hrs ago
  • ବୌଦ୍ଧରେ ତୋଫାନପରି ଓ OASIS ସହଯୋଗରେ MISAAL ପ୍ରକଳ୍ପର ଶୁଭାରମ୍ଭ l ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଚରିତ୍ର ଗଠନ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟ l ବୌଦ୍ଧ, ତା.୨୫/୦୮: ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଦକ୍ଷତା, ଚରିତ୍ର ଗଠନ, ଆତ୍ମବିଶ୍ୱାସ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟରେ ବୌଦ୍ଧ ଜିଲ୍ଲାରେ OASIS MISAAL ପ୍ରକଳ୍ପର ଶୁଭାରମ୍ଭ ହୋଇଯାଇଛି। ଆଜି ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ Tofanpari Foundation ପକ୍ଷରୁ ଏବଂ ଗୁଜରାଟର OASIS Movementର ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଯୋଗ ଦେଇଥିଲେ। ସଭାରେ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାସ୍କର ଲେଙ୍କା ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଉପସ୍ଥିତ ଥିଲେ। ଏହି ପ୍ରକଳ୍ପର ମୂଳ ବିଶ୍ୱାସ ହେଉଛି— ପ୍ରତ୍ୟେକ ଯୁବକ ଓ ଯୁବତୀଙ୍କ ମଧ୍ୟରେ ଜଣେ ଜଣେ ସମ୍ଭାବନାମୟ ନେତା ଲୁଚି ରହିଛନ୍ତି; ଆବଶ୍ୟକ ହେଉଛି ସଠିକ୍ ସୁଯୋଗ, ମାର୍ଗଦର୍ଶନ ଓ ଉପଯୁକ୍ତ ପରିବେଶ। ଏହି ଦୃଷ୍ଟିକୋଣକୁ ଆଧାର କରି MISAAL ପ୍ରକଳ୍ପ ମାଧ୍ୟମରେ ଯୁବମାନଙ୍କ ମଧ୍ୟରେ ନେତୃତ୍ୱ ଦକ୍ଷତା, ଯୋଗାଯୋଗ କୌଶଳ, ଦଳଗତ କାର୍ଯ୍ୟ, ନିଷ୍ପତ୍ତି ଗ୍ରହଣ କ୍ଷମତା, ଶୃଙ୍ଖଳା, ଆତ୍ମବିଶ୍ୱାସ ଏବଂ ସମାଜ ପ୍ରତି ଦାୟିତ୍ୱବୋଧ ବିକଶିତ କରାଯିବ।ଏହା ମାଧ୍ୟମରେ ଯୁବମାନେ ଦାୟିତ୍ୱବାନ ନାଗରିକ ଭାବେ ଗଢ଼ିଉଠିବା ସହ ନିଜ ନିଜ ସମୁଦାୟ ପାଇଁ ସକାରାତ୍ମକ ଆଦର୍ଶ ଓ ପରିବର୍ତ୍ତନର ବାହକ ହୋଇପାରିବେ। ସଭାରେ ବିଭିନ୍ନ କଲେଜ ଅଧ୍ୟକ୍ଷ, ଅଧ୍ୟାପକ, ସ୍ୱେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତ୍ତା ଯୋଗ ଦେଇଥିଲେ l
    3
    ବୌଦ୍ଧରେ ତୋଫାନପରି ଓ OASIS ସହଯୋଗରେ  MISAAL ପ୍ରକଳ୍ପର ଶୁଭାରମ୍ଭ l 
ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଚରିତ୍ର ଗଠନ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟ l 
ବୌଦ୍ଧ, ତା.୨୫/୦୮: ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଦକ୍ଷତା, ଚରିତ୍ର ଗଠନ, ଆତ୍ମବିଶ୍ୱାସ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟରେ ବୌଦ୍ଧ ଜିଲ୍ଲାରେ OASIS MISAAL ପ୍ରକଳ୍ପର ଶୁଭାରମ୍ଭ ହୋଇଯାଇଛି। ଆଜି ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ Tofanpari Foundation ପକ୍ଷରୁ ଏବଂ ଗୁଜରାଟର OASIS Movementର ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ  ଯୋଗ ଦେଇଥିଲେ। ସଭାରେ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ  ଅନିରୁଦ୍ଧ ପଧାନ , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାସ୍କର ଲେଙ୍କା ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ବିଦ୍ୟାପତି ପଣ୍ଡା ଉପସ୍ଥିତ ଥିଲେ।
ଏହି ପ୍ରକଳ୍ପର ମୂଳ ବିଶ୍ୱାସ ହେଉଛି— ପ୍ରତ୍ୟେକ ଯୁବକ ଓ ଯୁବତୀଙ୍କ ମଧ୍ୟରେ ଜଣେ ଜଣେ ସମ୍ଭାବନାମୟ ନେତା ଲୁଚି ରହିଛନ୍ତି; ଆବଶ୍ୟକ ହେଉଛି ସଠିକ୍ ସୁଯୋଗ, ମାର୍ଗଦର୍ଶନ ଓ ଉପଯୁକ୍ତ ପରିବେଶ। ଏହି ଦୃଷ୍ଟିକୋଣକୁ ଆଧାର କରି MISAAL ପ୍ରକଳ୍ପ ମାଧ୍ୟମରେ ଯୁବମାନଙ୍କ ମଧ୍ୟରେ ନେତୃତ୍ୱ ଦକ୍ଷତା, ଯୋଗାଯୋଗ କୌଶଳ, ଦଳଗତ କାର୍ଯ୍ୟ, ନିଷ୍ପତ୍ତି ଗ୍ରହଣ କ୍ଷମତା, ଶୃଙ୍ଖଳା, ଆତ୍ମବିଶ୍ୱାସ ଏବଂ ସମାଜ ପ୍ରତି ଦାୟିତ୍ୱବୋଧ ବିକଶିତ କରାଯିବ।ଏହା ମାଧ୍ୟମରେ ଯୁବମାନେ ଦାୟିତ୍ୱବାନ ନାଗରିକ ଭାବେ ଗଢ଼ିଉଠିବା ସହ ନିଜ ନିଜ ସମୁଦାୟ ପାଇଁ ସକାରାତ୍ମକ ଆଦର୍ଶ ଓ ପରିବର୍ତ୍ତନର ବାହକ ହୋଇପାରିବେ। ସଭାରେ ବିଭିନ୍ନ କଲେଜ ଅଧ୍ୟକ୍ଷ, ଅଧ୍ୟାପକ, ସ୍ୱେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତ୍ତା ଯୋଗ ଦେଇଥିଲେ l
    user_Ashwini Kumar Nanda
    Ashwini Kumar Nanda
    Newsstand Kantamal, Boudh•
    18 hrs ago
  • ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ର ଶିଶୁ ସୁରକ୍ଷା ସହାୟକ ଦେବାଶିଷ ଖଟୁଆ, ସେହି ଗ୍ରାମ ର ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ, ଆଶା, ଅଙ୍ଗନୱାଡି, ୱାର୍ଡ ସଭ୍ୟ, କିଶୋରୀ ବାଳିକା SHG ମା ଏବଂ ଅନ୍ୟ ଗ୍ରାମବାସୀ ଉପସ୍ଥିତ ଥିଲେ। ଏହି ବୈଠକରେ ବିଶ୍ୱ ଯୁବ କେନ୍ଦ୍ରର ପ୍ରକଳ୍ପ ସହାୟକ ବନିତା ମନ୍ତ୍ରୀ ପରିଚାଳନା କରିଥିଲେ l ବୈଠକରେ ବାଲ୍ୟ ବିବାହକୁ କିପରି ରୋକାଯାଇପାରିବ, ବାଲ୍ୟ ବିବାହର କୁପରିଣାମ ଓ ଆଇନଗତ ଦଣ୍ଡବିଧାନ, ଶିଶୁଙ୍କ ଅଧିକାର, ଶିଶୁ ଚାଲାଣ ନିରୋଧ, ଶିଶୁ ଶ୍ରମିକ ସମସ୍ୟା, ଶିଶୁ ଯୌନ ନିର୍ଯାତନା ଓ ସମ୍ପର୍କିତ ଆଇନ, ବାଲ୍ୟ ବିବାହ ମୁକ୍ତ ଗ୍ରାମ ଗଠନ, ଶିଶୁ ସୁରକ୍ଷା ପାଇଁ ଚାଇଲ୍ଡ ହେଲ୍ପଲାଇନ୍ ସେବା, ଶିଶୁମାନଙ୍କ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସରକାରୀ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ସହ ଗ୍ରାମବାସୀଙ୍କୁ ବିଭିନ୍ନ ସରକାରୀ ଯୋଜନାରେ କିପରି ସଂଯୋଗ ଲିଙ୍କେଜ୍ କରାଯିବ, ସେନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ଗ୍ରାମବାସୀ ମାନେ ଶିଶୁ ସୁରକ୍ଷା କ୍ଷେତ୍ରରେ ସମାଜର ସକ୍ରିୟ ସହଭାଗିତାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିବା ସହ ବାଲ୍ୟ ବିବାହ, ଶିଶୁ ଶ୍ରମ, ଶିଶୁ ଚାଲାଣ ଓ ଶିଶୁଙ୍କ ପ୍ରତି ହେଉଥିବା ହିଂସା ରୋକିବା ପାଇଁ ସମସ୍ତଙ୍କୁ ସଚେତନ ହୋଇ ଏକାଠି କାର୍ଯ୍ୟ କରିବାକୁ ଆହ୍ୱାନ ଜଣାଇଥିଲେ।
    2
    ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ
ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ
ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ର ଶିଶୁ ସୁରକ୍ଷା ସହାୟକ ଦେବାଶିଷ ଖଟୁଆ, ସେହି ଗ୍ରାମ ର ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ, ଆଶା, ଅଙ୍ଗନୱାଡି, ୱାର୍ଡ ସଭ୍ୟ, କିଶୋରୀ ବାଳିକା SHG ମା ଏବଂ ଅନ୍ୟ ଗ୍ରାମବାସୀ ଉପସ୍ଥିତ ଥିଲେ। ଏହି ବୈଠକରେ ବିଶ୍ୱ ଯୁବ କେନ୍ଦ୍ରର ପ୍ରକଳ୍ପ ସହାୟକ ବନିତା  ମନ୍ତ୍ରୀ ପରିଚାଳନା କରିଥିଲେ l ବୈଠକରେ ବାଲ୍ୟ ବିବାହକୁ କିପରି ରୋକାଯାଇପାରିବ, ବାଲ୍ୟ ବିବାହର କୁପରିଣାମ ଓ ଆଇନଗତ ଦଣ୍ଡବିଧାନ, ଶିଶୁଙ୍କ ଅଧିକାର, ଶିଶୁ ଚାଲାଣ ନିରୋଧ, ଶିଶୁ ଶ୍ରମିକ ସମସ୍ୟା, ଶିଶୁ ଯୌନ ନିର୍ଯାତନା ଓ ସମ୍ପର୍କିତ ଆଇନ, ବାଲ୍ୟ ବିବାହ ମୁକ୍ତ ଗ୍ରାମ ଗଠନ, ଶିଶୁ ସୁରକ୍ଷା ପାଇଁ ଚାଇଲ୍ଡ ହେଲ୍ପଲାଇନ୍ ସେବା, ଶିଶୁମାନଙ୍କ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସରକାରୀ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ସହ ଗ୍ରାମବାସୀଙ୍କୁ ବିଭିନ୍ନ ସରକାରୀ ଯୋଜନାରେ କିପରି ସଂଯୋଗ ଲିଙ୍କେଜ୍ କରାଯିବ, ସେନେଇ ବିସ୍ତୃତ ଆଲୋଚନା କରାଯାଇଥିଲା।
ଗ୍ରାମବାସୀ ମାନେ ଶିଶୁ ସୁରକ୍ଷା କ୍ଷେତ୍ରରେ ସମାଜର ସକ୍ରିୟ ସହଭାଗିତାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିବା ସହ ବାଲ୍ୟ ବିବାହ, ଶିଶୁ ଶ୍ରମ, ଶିଶୁ ଚାଲାଣ ଓ ଶିଶୁଙ୍କ ପ୍ରତି ହେଉଥିବା ହିଂସା ରୋକିବା ପାଇଁ ସମସ୍ତଙ୍କୁ ସଚେତନ ହୋଇ ଏକାଠି କାର୍ଯ୍ୟ କରିବାକୁ ଆହ୍ୱାନ ଜଣାଇଥିଲେ।
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    20 hrs ago
  • ବଲାଙ୍ଗୀର ଜିଲ୍ଲା ଓ ନୂଆପଡ଼ା ଜିଲ୍ଲା ସୀମାନ୍ତ ବର୍ତ୍ତୀ ତୁରେକେଲା ବ୍ଲକ ହଲନଭଟା ପଞ୍ଚାୟତ ଉପାନ୍ତ ଅଞ୍ଚଳର ଖର୍ଲି ଗାଁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତା କୁ ମରାମତି କରିବା ପାଇଁ ଅଞ୍ଚଳବାସୀ ଦାବି କରୁଛନ୍ତି। ବଲାଙ୍ଗୀର ଜିଲ୍ଲା ଓ ନୂଆପଡ଼ା ଜିଲ୍ଲା ସୀମାନ୍ତ ବର୍ତ୍ତୀ ତୁରେକେଲା ବ୍ଲକ ହଲନଭଟା ପଞ୍ଚାୟତ ଉପାନ୍ତ ଅଞ୍ଚଳର ଖର୍ଲି ଗାଁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତା କୁ ମରାମତି କରିବା ପାଇଁ ଅଞ୍ଚଳବାସୀ ଦାବି କରୁଛନ୍ତି।
    1
    ବଲାଙ୍ଗୀର ଜିଲ୍ଲା ଓ ନୂଆପଡ଼ା ଜିଲ୍ଲା ସୀମାନ୍ତ ବର୍ତ୍ତୀ  ତୁରେକେଲା ବ୍ଲକ ହଲନଭଟା ପଞ୍ଚାୟତ ଉପାନ୍ତ ଅଞ୍ଚଳର ଖର୍ଲି ଗାଁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତା କୁ ମରାମତି କରିବା ପାଇଁ ଅଞ୍ଚଳବାସୀ ଦାବି କରୁଛନ୍ତି।
ବଲାଙ୍ଗୀର ଜିଲ୍ଲା ଓ ନୂଆପଡ଼ା ଜିଲ୍ଲା ସୀମାନ୍ତ ବର୍ତ୍ତୀ  ତୁରେକେଲା ବ୍ଲକ ହଲନଭଟା ପଞ୍ଚାୟତ ଉପାନ୍ତ ଅଞ୍ଚଳର ଖର୍ଲି ଗାଁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତା କୁ ମରାମତି କରିବା ପାଇଁ ଅଞ୍ଚଳବାସୀ ଦାବି କରୁଛନ୍ତି।
    user_Lili Bhue
    Lili Bhue
    ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.