ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜିର ଶିବିରରେ ମୋଟ ୧୦୬ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥି ମଧ୍ୟରୁ ୮୮ଟି ବ୍ୟକ୍ତିଗତ ଏବଂ ୧୮ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଜଣଙ୍କୁ ୪୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ୭ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା । ପଞ୍ଜିକୃତ ଅଭିଯୋଗଗୁଡିକର ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପରେ ଜିଲ୍ଲାପାଳ, ପୂର୍ବରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗଗୁଡିକ ସମୀକ୍ଷା କରିଥିଲେ । ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ, ଜିଲ୍ଲାପାଳ ରଘୁରାମ ଆର ଆୟର, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା, ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ଗୌଡ, କେନ୍ଦ୍ରାପଡ଼ା ବିଡିଓ ଅଭିଷେକ ସ୍ବାଇଁ, କେନ୍ଦ୍ରାପଡ଼ା ତହସିଲଦାର କୁଇନ ଜେନା, ଡେପୁଟି କଲେକ୍ଟର ସରୋଜ କୁମାର ବେହେରା (ସାଧାରଣ ଓ ବିବିଧ ବିଭାଗ), ଏବଂ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ପ୍ରକାଶଥାଉ କି ଆସନ୍ତା ୧୬ ତାରିଖରେ ପଟ୍ଟାମୁଣ୍ଡାଇ ଏବଂ ୨୩ ତାରିଖରେ ରାଜକନିକା ଓ ୩୦ ତାରିଖରେ ମାର୍ଶାଘାଇ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ ।

- ଅଲୋଡ଼ା ହୋଇଛି ଗୋବରୀ ନଦୀ, ଗୋବରୀ ନଦୀରେ ଜଳ କମ କୁଢ଼ କୁଢ଼ ଅଳିଆ ଭାସୁଛି, ଦିନଥିଲା ଗୋବରୀକୁ ନିର୍ଭର କରି ଲୋକେ ବଞ୍ଚୁଥିଲେ କିନ୍ତୁ ଆଜି ସମ୍ପୂର୍ଣ୍ଣ ଭାବରେ ଅଲୋଡ଼ା ହୋଇପଡିଛି ଗୋବରୀ ନଦୀ1
- *ଅରବିନ୍ଦ ମହାପାତ୍ର ବିଧାନ ସଭା ଗୃହରେ ଡେରାବିଶ ମେଡିକାଲ ର ରୋଗୀ ଓ ଆସୁଥିବା ସାଧାରଣ ଲୋକଙ୍କ ସେବାକୁ ନେଇ ସ୍ୱର ଉଠାଇଲେ,, ରୋଗୀଙ୍କ ସୁଭିଧା ପାଇଁ ଅଧିକରୁ ଅଧିକ ଡାକ୍ତର ଏବଂ ସେବିକା ନିଯୁକ୍ତି କରାଯାଉ ଏବଂ ଏକ ଅଡିଟ କରି ମେଡ଼ିକାଲର ସମସ୍ତ ଅସୁବିଧାକୁ ତୁରନ୍ତ ସମାଧାନ କରିବା ପାଇଁ ପ୍ରସ୍ତାବ ଦେଲେ।* *ପାଟକୁରା ବାସୀଙ୍କ ସୁଖ ଦୁଃଖର ସାଥି ମାନ୍ୟବର ବିଧାୟକ ପାଟକୁରା ଶ୍ରୀଯୁକ୍ତ ଅରବିନ୍ଦ ମହାପାତ୍ର।1
- କଟକ ନିଶ୍ଚିନ୍ତକୋଇଲି ଅଧିନସ୍ତ ଅସୁରେଶ୍ୱର ପଞ୍ଚାୟତ ଅଣସରପୁର 10ୱାର୍ଡ ରେ ଲାଗିଛି ନିଆଁ ନିଆଁକୁ ଆୟତ କରିଛି ଅଗ୍ନିଶମ ବାହିନି1
- ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଚାଷୀ ଉତ୍ପାଦିତ ସମସ୍ତ ବଳକା ଧାନ ବିକ୍ରି ଓ ମଣ୍ଡି ଅନିମିୟତା ତଥା ଧାନ କାଟ ଦୁର୍ନୀତି ବନ୍ଦ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ.....1
- Post by ଯାଜପୁର ଖବର ପ୍ରସାରିତ1
- ଘଟଣା ବାବଦ ରେ କଣ ଏତେ ଜୋର୍ ରେ ଶବ୍ଦ ହେଲା ବୋଲି ଲୋକେ ଶବ୍ଦ ଉପୁଜିଥିବା ସ୍ଥାନ କୁ ଆସିଲାବେଳକୁ ପୋଲିସ ଏଠାରେ ବେଆଇନ୍ ଜବତ ବାଣ କୁ ନଷ୍ଟ କରାଯାଉଛି ବୋଲି ସ୍ଥାନିୟ ଲୋକ ଙ୍କୁ ପ୍ରତିକ୍ରିୟା ଦେବାପରେ ସ୍ଥାନୀୟ ଅଞ୍ଚଳ ଲୋକ ଙ୍କ ମଧ୍ୟ ରେ ଏ ଘଟଣା କୁ ନେଇ ଉତ୍ତେଜନା ଦେଖିବାକୁ ମିଳିଥିଲା । ଏ ଭଳି କାର୍ଯ୍ୟ ଏଠାରେ ଜନବସତି ଅଞ୍ଚଳରେ କରିବା ଠିକ୍ ନୁହଁ ବୋଲି ସ୍ଥାନୀୟ ଲୋକ ଖୋଭ ପ୍ରକାଶ କରିଥିଲେ । ଶବ୍ଦ ର ତୀବ୍ରତା ଏତେ ଜୋର୍ ଥିଲା ଯେ ଶବ୍ଦ ହେବା ସ୍ଥାନ ଠାରୁ ୧୦ କିଲୋମିଟର ପର୍ଯ୍ୟନ୍ତ ଶବ୍ଦ ଶୁଣାଯିବା ସହ କିଛି ଲୋକ ଙ୍କ ଘର ର କାଚ ଝରକା ଭାଙ୍ଗି ଯାଇଛି ବୋଲି ଲୋକ ପ୍ରତିକ୍ରିୟା ଦେଇଛନ୍ତି । Byt - ସ୍ଥାନୀୟ ବାସିନ୍ଦା3
- Post by NEWS7ODIA1
- ଜାଗୁଳାଇପାଟଣା ଅଙ୍ଗନୱାଡି ନୂତନ ଗୃହ ନିମନ୍ତେ ଜିଲ୍ଲପାଳ ଙ୍କୁ ଦାବିପତ୍ର ଗତକାଲି ଆମେ କଳପଡା ଗ୍ରାମ ପଞ୍ଚାୟତ ଜାଗୁଳାଇପାଟଣା ଅଙ୍ଗନୱାଡି ଗୃହ ନଥିବା ଏବଂ ପିଲାମାନେ ଖୋଲା ଛାତ ତଳେ ପାଠ ପଢ଼ୁଥିବା ଖବର ପରିବେଷଣ କରିଥିଲୁ I ଏହାପରେ ଅଙ୍ଗନୱାଡି ଦିଦି ଏବଂ ସହାୟିକା ଙ୍କ ଦ୍ୱାରା କେନ୍ଦ୍ରାପଡ଼ା ଜିଲ୍ଲପାଳ ଙ୍କୁ ଏକ ଲିଖିତ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା I ଜିଲ୍ଲାପାଳ ଦାବିପତ୍ର ଗ୍ରହଣ କରିବା ସହ ଜାଗୁଳାଇପାଟଣା ଅଙ୍ଗନୱାଡି କେନ୍ଦ୍ର ନୂତନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ସରକାରୀ ପଦକ୍ଷେପ ଗୁଡିକ ଗ୍ରହଣ କରିବେ ବୋଲି କହିଥିଲ I ଆସନ୍ତୁ ଶୁଣିବା କଣ କହିଛନ୍ତି ଜିଲ୍ଲାପାଳ1