Shuru
Apke Nagar Ki App…
ଅମରପାଲି ହାଇସ୍କୁଲ ରେ ପ୍ଲାଷ୍ଟିକ ସଚେତନତା ଶୋଭାଯାତ୍ରା - ସାମିଲ ହେଲେ ଶିକ୍ଷକ ଓ ଛାତ୍ରୀଛାତ୍ର ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଶନିବାର ଦିନ ଇକୋକ୍ଲବ୍ ଆନୁକୂଲ୍ୟରେ ଏକ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଉକ୍ତ ସଚେତନତା କାର୍ଯ୍ୟକ୍ରମ ରେ ସ୍କୁଲର ସମସ୍ତ ଶିକ୍ଷକ ଓ ଛାତ୍ରୀଛାତ୍ର ଯୋଗଦେଇଥିଲେ। ଛାତ୍ରୀଛାତ୍ର ମାନେ ହାତରେ ପ୍ଳାକାର୍ଡ ଧରି ବିଭିନ୍ନ ସଚେତନତା ଧର୍ମୀ ସ୍ଲୋଗାନ ଦେଇ ଗ୍ରାମ୍ୟ ପରିକ୍ରମା କରି ଥିଲେ।
Pitambar Sahu

More news from ଓଡ଼ିଶା and nearby areas
- Post by Sonepur news khulasa1
- Post by Ranjan hota1
- ଜିଲ୍ଲା ସ୍ତରୀୟ ପି.ଏମ. ଶ୍ରୀ ଉତ୍ସବ ସୁବର୍ଣ୍ଣପୁର: ଜିଲ୍ଲାର ଜିଲ୍ଲା ସ୍ତରୀୟ ପି.ଏମ. ଶ୍ରୀ ଉତ୍ସବ ସୋନପୁର ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଗ୍ରାମ ସ୍ଥିତ କୁଶଲେଶ୍ୱର ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।1
- ଶଶୁର ଘରେ ଜୋଇଁ କୁନୁଆଁ l ତରଭା ବ୍ଲକ ମରାଡୋଗୋଛା ପେକ୍ସରେ ବ୍ୟାପକ ଦୁର୍ନୀତି ଅଭିଯୋଗ ପରେ ଜିଲ୍ଲା ପ୍ରଶାସନ ର ତଦନ୍ତ ଆରମ୍ଭ1
- 🔴 ଅଜଣା ଗାଡି ଧକ୍କାରେ ତରଭା ଏନଏସି ଜେଇଙ୍କ ମୃତ୍ୟୁ 🔴 ସୋନପୁର–ବଲାଙ୍ଗୀର ରାସ୍ତା ସାନ ଝିଙ୍କି ଛକରେ ଦୁର୍ଘଟଣା 🔴 ମୃତକ ଜେଇ ଅଶୋକ ପଧାନ, ତରଭା ଏନଏସିରେ କାର୍ଯ୍ୟରତ 🔴 ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ମାରିଲା ଅଜଣା ଗାଡି 🔴 ଘଟଣାସ୍ଥଳରେ ହିଁ ଜେଇ ଅଶୋକ ପଧାନଙ୍କ ମୃତ୍ୟୁ 🔴 ଉଲୁଣ୍ଡା ବ୍ଲକ ବାଘଲପୁର ଗାଁର ଥିଲେ ମୃତ ଅଶୋକ ପଧାନ1
- ଫ୍ରି ଫାୟାର୍ ଖେଳକୁ ନେଇ ଛୁରାମାଡ଼। ଛୁରାମାଡ଼ରେ ଦୁଇ ନାବାଳକ ଆହତ। ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଅନ୍ତର୍ଗତ ବାଉଁଶୁଣୀ ଗ୍ରାମରେ ଘଟିଛି ଏଭଳି ଘଟଣା । ପୋଲିସ୍ ଜଣେ ଯୁବକଙ୍କୁ ଅଟକ ରଖିଛି।1
- ଗ୍ୟାସ ଦର ବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ ସୁବର୍ଣ୍ଣପୁର: ଗ୍ୟାସ ଓ ଅନ୍ୟାନ୍ୟ ଦ୍ରବ୍ୟ ଗୁଡ଼ିକର ଦରଦାମ ବୃଦ୍ଧିକୁ ନେଇ ସୋନପୁର ପଞ୍ଚରଥ ମନ୍ଦିର ସମ୍ମୁଖରେ ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।1
- ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ମରାଡୋଗୋଛା ସେବା ସମବାୟ ସମିତିରେ ନିଯୁକ୍ତି ନାଁରେ ବ୍ୟାପକ ଦୁର୍ନୀତି1
- Post by Sonepur news khulasa1