logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବୌଦ୍ଧରେ ଫସଲ ବୀମା ଯୋଜନା ପ୍ରଚାର ରଥର ଶୁଭାରମ୍ଭ କଲେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ବୌଦ୍ଧ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY)ର ସୁବିଧା ସମ୍ପର୍କରେ କୃଷକମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏସ୍‌ବିଆଇ ଜେନେରାଲ୍ ଇନ୍ସୁରାନ୍ସ କମ୍ପାନୀ ଲିମିଟେଡ୍ ପକ୍ଷରୁ ଏକ ଶସ୍ୟ ବୀମା ସଚେତନତା ପ୍ରଚାର ରଥର ଶୁଭାରମ୍ଭ କରାଯାଇଛି। ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମୀନା , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା,ଲିଡ୍ ଡିଷ୍ଟ୍ରିକ୍ଟ ମ୍ୟାନେଜର ଡନ୍ ବସ୍କୋ ପ୍ରମୁଖ ସବୁଜ ପତାକା ପ୍ରଦର୍ଶନ କରି ପ୍ରଚାର ରଥର ଶୁଭାରମ୍ଭ କରିଥିଲେ। ଜିଲ୍ଲାପାଳ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କୃଷକଙ୍କ ଫସଲକୁ ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ପ୍ରଦାନ କରୁଥିବା ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା। ସମସ୍ତ ଯୋଗ୍ୟ ଚାଷୀ ଏହି ଯୋଜନାରେ ପଞ୍ଜୀକୃତ ହୋଇ ଏହାର ସୁବିଧା ନେବାକୁ ସେ ଆହ୍ୱାନ ଜଣାଇଥିଲେ। ଏହି ଅଭିଯାନ ୧ ଜୁଲାଇରୁ ୩୧ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ଚାଲିବ। ପ୍ରଚାର ରଥ ଜିଲ୍ଲାର ବିଭିନ୍ନ ବ୍ଲକ୍ ଓ ପଞ୍ଚାୟତ ପରିଦର୍ଶନ କରି ଫସଲ ବୀମାର ବୈଶିଷ୍ଟ୍ୟ, ପଞ୍ଜୀକରଣ ପ୍ରକ୍ରିୟା, କ୍ଷତିପୂରଣ ବ୍ୟବସ୍ଥା ଓ ଅନ୍ୟାନ୍ୟ ସୁବିଧା ସମ୍ପର୍କରେ କୃଷକମାନଙ୍କୁ ସଚେତନ କରିବ। ୨ ହେକ୍ଟର ପର୍ଯ୍ୟନ୍ତ ଜମି ପାଇଁ ମାତ୍ର ୧ ଟଙ୍କା ପ୍ରିମିୟମ ରେ ବୀମା ସୁବିଧା ଉପଲବ୍ଧ ଥିବାବେଳେ ଅବଶିଷ୍ଟ ପ୍ରିମିୟମ୍ ରାଜ୍ୟ ସରକାର ବହନ କରୁଛନ୍ତି।

16 hrs ago
user_RABINDRA PATTNAIK
RABINDRA PATTNAIK
Social worker ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
16 hrs ago

ବୌଦ୍ଧରେ ଫସଲ ବୀମା ଯୋଜନା ପ୍ରଚାର ରଥର ଶୁଭାରମ୍ଭ କଲେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ବୌଦ୍ଧ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY)ର ସୁବିଧା ସମ୍ପର୍କରେ କୃଷକମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏସ୍‌ବିଆଇ ଜେନେରାଲ୍ ଇନ୍ସୁରାନ୍ସ କମ୍ପାନୀ ଲିମିଟେଡ୍ ପକ୍ଷରୁ ଏକ ଶସ୍ୟ ବୀମା ସଚେତନତା ପ୍ରଚାର ରଥର ଶୁଭାରମ୍ଭ କରାଯାଇଛି। ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମୀନା , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା,ଲିଡ୍ ଡିଷ୍ଟ୍ରିକ୍ଟ ମ୍ୟାନେଜର ଡନ୍ ବସ୍କୋ ପ୍ରମୁଖ ସବୁଜ ପତାକା ପ୍ରଦର୍ଶନ କରି ପ୍ରଚାର ରଥର ଶୁଭାରମ୍ଭ କରିଥିଲେ। ଜିଲ୍ଲାପାଳ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କୃଷକଙ୍କ ଫସଲକୁ ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ପ୍ରଦାନ କରୁଥିବା ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା। ସମସ୍ତ ଯୋଗ୍ୟ ଚାଷୀ ଏହି ଯୋଜନାରେ ପଞ୍ଜୀକୃତ ହୋଇ ଏହାର ସୁବିଧା ନେବାକୁ ସେ ଆହ୍ୱାନ ଜଣାଇଥିଲେ। ଏହି ଅଭିଯାନ ୧ ଜୁଲାଇରୁ ୩୧ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ଚାଲିବ। ପ୍ରଚାର ରଥ ଜିଲ୍ଲାର ବିଭିନ୍ନ ବ୍ଲକ୍ ଓ ପଞ୍ଚାୟତ ପରିଦର୍ଶନ କରି ଫସଲ ବୀମାର ବୈଶିଷ୍ଟ୍ୟ, ପଞ୍ଜୀକରଣ ପ୍ରକ୍ରିୟା, କ୍ଷତିପୂରଣ ବ୍ୟବସ୍ଥା ଓ ଅନ୍ୟାନ୍ୟ ସୁବିଧା ସମ୍ପର୍କରେ କୃଷକମାନଙ୍କୁ ସଚେତନ କରିବ। ୨ ହେକ୍ଟର ପର୍ଯ୍ୟନ୍ତ ଜମି ପାଇଁ ମାତ୍ର ୧ ଟଙ୍କା ପ୍ରିମିୟମ ରେ ବୀମା ସୁବିଧା ଉପଲବ୍ଧ ଥିବାବେଳେ ଅବଶିଷ୍ଟ ପ୍ରିମିୟମ୍ ରାଜ୍ୟ ସରକାର ବହନ କରୁଛନ୍ତି।

More news from ଓଡ଼ିଶା and nearby areas
  • ଭିବି-ଜି ରାମ ଜି ଅଧିନିୟମ ଉପରେ ବୌଦ୍ଧରେ ଜିଲ୍ଲାସ୍ତରୀୟ ପଞ୍ଚ ସମ୍ମିଳନୀ ଅନୁଷ୍ଠିତ । ବୌଦ୍ଧ:-ବିକଶିତ ଭାରତ-ଗ୍ୟାରେଣ୍ଟି ଫର୍ ରୋଜଗାର ଆଣ୍ଡ ଆଜୀବିକା ମିଶନ (ଗ୍ରାମୀଣ) [VB-G RAM G] ଅଧିନିୟମ– ୨୦୨୫ ସମ୍ପର୍କରେ ସରପଞ୍ଚ, ଜନପ୍ରତିନିଧି ଓ ପଞ୍ଚାୟତିରାଜ କର୍ମକର୍ତ୍ତାଙ୍କୁ ସଚେତନ ଓ ଦକ୍ଷ କରିବା ଉଦ୍ଦେଶ୍ୟରେ ଆଜି ବୌଦ୍ଧ ଜିଲ୍ଲା ପରିଷଦସ୍ଥ ପଞ୍ଚାୟତ ଭବନରେ ଜିଲ୍ଲାସ୍ତରୀୟ ପଞ୍ଚ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ଦାଶ ମୁଖ୍ୟ ଅତିଥି ଏବଂ ବୌଦ୍ଧ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଆଇନର ଉଦ୍ଦେଶ୍ୟ, କାର୍ଯ୍ୟାନ୍ୱୟନ ପ୍ରକ୍ରିୟା ଓ ପଞ୍ଚାୟତିରାଜ ଅନୁଷ୍ଠାନର ଭୂମିକା ସମ୍ପର୍କରେ ବିସ୍ତୃତ ଉପସ୍ଥାପନା କରିଥିଲେ। ଜିଲ୍ଲାପାଳ କହିଥିଲେ ଯେ, ଏହି ଅଧିନିୟମ କେବଳ ରୋଜଗାର ସୃଷ୍ଟି ନୁହେଁ, ବରଂ ଗ୍ରାମୀଣ ଭିତ୍ତିଭୂମି, ଜୀବିକା ବିକାଶ ଓ ସୁଶାସନକୁ ସୁଦୃଢ଼ କରିବାର ଏକ ପ୍ରମୁଖ ପଦକ୍ଷେପ।ଏଥିରେ ଶ୍ରମିକ ହିତାଧିକାରୀ ଏବଂ ଜନ ପ୍ରତିନିଧି ମାନଙ୍କୁ ସଚେତନ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ l ଅତିଥିମାନେ ଏହି ଜନ କଲ୍ୟାଣକାରୀ ଯୋଜନା ଦ୍ୱାରା ଜନ ସାଧାରଣଙ୍କ ଯେମିତି ସୁବିଧା ହେବ ତା ଉପରେ ପ୍ରଶାସନ ଗୁରୁତ୍ୱ ଦେବା ପାଇଁ କହିଥିଲେ l ବୈଷୟିକ ଅଧିବେଶନରେ ବିକଶିତ ଗ୍ରାମ ପଞ୍ଚାୟତ ଯୋଜନା (VGPP), ପରିବାର ପଞ୍ଜୀକରଣ, ୧୨୫ ଦିନର ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି, ସମ୍ପତ୍ତି ସୃଷ୍ଟି, ସାମାଜିକ ନିରୀକ୍ଷଣ, ଅଭିଯୋଗ ନିରାକରଣ ଏବଂ ବାୟୋମେଟ୍ରିକ, ଜିଓ-ଟ୍ୟାଗିଂ, ଏଆଇ ଆଧାରିତ ଯୋଜନା ପ୍ରସ୍ତୁତି ଭଳି ବିଷୟରେ ତାଲିମପ୍ରାପ୍ତ ଅଧିକାରୀମାନେ ପ୍ରଶିକ୍ଷଣ ଦେଇଥିଲେ l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ସଭା ସଂଯୋଜନା କରିଥିଲେ। ସମ୍ମିଳନୀରେ ଜିଲ୍ଲାର ବିଭିନ୍ନ ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ପଞ୍ଚାୟତିରାଜ ବିଭାଗର ଅଧିକାରୀ, ବିଭିନ୍ନ ଲାଇନ୍ ବିଭାଗ ଅଧିକାରୀ,ବୈଷୟିକ ଅଧିକାରୀ ମାନେ ଯୋଗଦେଇଥିଲେ।
    3
    ଭିବି-ଜି ରାମ ଜି ଅଧିନିୟମ ଉପରେ ବୌଦ୍ଧରେ ଜିଲ୍ଲାସ୍ତରୀୟ ପଞ୍ଚ ସମ୍ମିଳନୀ ଅନୁଷ୍ଠିତ ।
ବୌଦ୍ଧ:-ବିକଶିତ ଭାରତ-ଗ୍ୟାରେଣ୍ଟି ଫର୍ ରୋଜଗାର ଆଣ୍ଡ ଆଜୀବିକା ମିଶନ (ଗ୍ରାମୀଣ) [VB-G RAM G] ଅଧିନିୟମ– ୨୦୨୫ ସମ୍ପର୍କରେ ସରପଞ୍ଚ, ଜନପ୍ରତିନିଧି ଓ ପଞ୍ଚାୟତିରାଜ କର୍ମକର୍ତ୍ତାଙ୍କୁ ସଚେତନ ଓ ଦକ୍ଷ କରିବା ଉଦ୍ଦେଶ୍ୟରେ ଆଜି ବୌଦ୍ଧ ଜିଲ୍ଲା ପରିଷଦସ୍ଥ ପଞ୍ଚାୟତ ଭବନରେ ଜିଲ୍ଲାସ୍ତରୀୟ ପଞ୍ଚ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ଦାଶ ମୁଖ୍ୟ ଅତିଥି ଏବଂ ବୌଦ୍ଧ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଆଇନର ଉଦ୍ଦେଶ୍ୟ, କାର୍ଯ୍ୟାନ୍ୱୟନ ପ୍ରକ୍ରିୟା ଓ ପଞ୍ଚାୟତିରାଜ ଅନୁଷ୍ଠାନର ଭୂମିକା ସମ୍ପର୍କରେ ବିସ୍ତୃତ ଉପସ୍ଥାପନା କରିଥିଲେ।
ଜିଲ୍ଲାପାଳ କହିଥିଲେ ଯେ, ଏହି ଅଧିନିୟମ କେବଳ ରୋଜଗାର ସୃଷ୍ଟି ନୁହେଁ, ବରଂ ଗ୍ରାମୀଣ ଭିତ୍ତିଭୂମି, ଜୀବିକା ବିକାଶ ଓ ସୁଶାସନକୁ ସୁଦୃଢ଼ କରିବାର ଏକ ପ୍ରମୁଖ ପଦକ୍ଷେପ।ଏଥିରେ ଶ୍ରମିକ ହିତାଧିକାରୀ ଏବଂ ଜନ ପ୍ରତିନିଧି ମାନଙ୍କୁ ସଚେତନ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ l ଅତିଥିମାନେ ଏହି ଜନ କଲ୍ୟାଣକାରୀ ଯୋଜନା ଦ୍ୱାରା ଜନ ସାଧାରଣଙ୍କ ଯେମିତି ସୁବିଧା ହେବ ତା ଉପରେ ପ୍ରଶାସନ ଗୁରୁତ୍ୱ ଦେବା ପାଇଁ କହିଥିଲେ l 
ବୈଷୟିକ ଅଧିବେଶନରେ ବିକଶିତ ଗ୍ରାମ ପଞ୍ଚାୟତ ଯୋଜନା (VGPP), ପରିବାର ପଞ୍ଜୀକରଣ, ୧୨୫ ଦିନର ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି, ସମ୍ପତ୍ତି ସୃଷ୍ଟି, ସାମାଜିକ ନିରୀକ୍ଷଣ, ଅଭିଯୋଗ ନିରାକରଣ ଏବଂ ବାୟୋମେଟ୍ରିକ, ଜିଓ-ଟ୍ୟାଗିଂ, ଏଆଇ ଆଧାରିତ ଯୋଜନା ପ୍ରସ୍ତୁତି ଭଳି ବିଷୟରେ ତାଲିମପ୍ରାପ୍ତ ଅଧିକାରୀମାନେ ପ୍ରଶିକ୍ଷଣ ଦେଇଥିଲେ l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ସଭା ସଂଯୋଜନା କରିଥିଲେ। ସମ୍ମିଳନୀରେ ଜିଲ୍ଲାର ବିଭିନ୍ନ ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ପଞ୍ଚାୟତିରାଜ ବିଭାଗର ଅଧିକାରୀ, ବିଭିନ୍ନ ଲାଇନ୍ ବିଭାଗ ଅଧିକାରୀ,ବୈଷୟିକ ଅଧିକାରୀ ମାନେ ଯୋଗଦେଇଥିଲେ।
    user_RABINDRA PATTNAIK
    RABINDRA PATTNAIK
    Social worker ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    15 hrs ago
  • ଓଡ଼ିଶାର ଜଣେ ସଂଗଠକ ଏବଂ ସମର୍ପିତ ଯୋଦ୍ଧା - ଶଙ୍ଖଭବନ ଠାରେ ସ୍ୱର୍ଗତ ସୁଶାନ୍ତ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବଂ ଦଳର ବରିଷ୍ଠ ନେତୃବୃନ୍ଦ।
    1
    ଓଡ଼ିଶାର ଜଣେ ସଂଗଠକ ଏବଂ ସମର୍ପିତ ଯୋଦ୍ଧା
- ଶଙ୍ଖଭବନ ଠାରେ ସ୍ୱର୍ଗତ ସୁଶାନ୍ତ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବଂ ଦଳର ବରିଷ୍ଠ ନେତୃବୃନ୍ଦ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
  • ଅଭିନବ ଉପାୟରେ କରୁଥିଲେ ଗଞ୍ଜେଇ ଚାଲାଣ ମାଡିବସିଲା ପୋଲିସ l ଗେସ ଟାଙ୍କି ଭିତରେ ଗଞ୍ଜେଇ ଭର୍ତ୍ତିକରି ବାହାର ରାଜ୍ୟକୁ ଚାଲାଣବେଳେ ମାଡି ବସିଲା ଲଛିପୁର ପୋଲିସ
    1
    ଅଭିନବ ଉପାୟରେ କରୁଥିଲେ ଗଞ୍ଜେଇ ଚାଲାଣ ମାଡିବସିଲା ପୋଲିସ l ଗେସ ଟାଙ୍କି ଭିତରେ ଗଞ୍ଜେଇ ଭର୍ତ୍ତିକରି ବାହାର ରାଜ୍ୟକୁ ଚାଲାଣବେଳେ ମାଡି ବସିଲା ଲଛିପୁର ପୋଲିସ
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    14 hrs ago
  • #ପାଣି_ଘେର_ରେ_ଗଏଲବେର୍ଣ୍ଣା_ନୂତନ_ପ୍ରାଥମିକ_ବିଦ୍ୟାଳୟ #rishitv #education #school #closed #subarnapurcollector #educationminister ସୁବର୍ଣ୍ଣପୁର ଜ଼ିଲ୍ଲା ସୋନପୁର ବ୍ଲକ ବିଶିମୁଣ୍ଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗଏଲବେର୍ଣ୍ଣା ର ନୂତନ ପ୍ରାଥମିକ ବିଦ୍ୟାଳୟ ଏବେ ଜଳ ବନ୍ଦୀରେ
    1
    #ପାଣି_ଘେର_ରେ_ଗଏଲବେର୍ଣ୍ଣା_ନୂତନ_ପ୍ରାଥମିକ_ବିଦ୍ୟାଳୟ
#rishitv #education #school #closed
#subarnapurcollector #educationminister
ସୁବର୍ଣ୍ଣପୁର ଜ଼ିଲ୍ଲା ସୋନପୁର ବ୍ଲକ ବିଶିମୁଣ୍ଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗଏଲବେର୍ଣ୍ଣା ର ନୂତନ ପ୍ରାଥମିକ ବିଦ୍ୟାଳୟ ଏବେ ଜଳ ବନ୍ଦୀରେ
    user_Ranjan hota
    Ranjan hota
    Sonepur, Odisha•
    18 hrs ago
  • ବହୁ ପ୍ରତିଭାର ଅଧିକାରୀ ଧୀମାନ Arjun sagar ଙ୍କୁ ବହୁତ ବହୁତ ଧନ୍ୟବାଦ।
    1
    ବହୁ ପ୍ରତିଭାର ଅଧିକାରୀ ଧୀମାନ Arjun sagar  ଙ୍କୁ ବହୁତ ବହୁତ ଧନ୍ୟବାଦ।
    user_BAHUJAN ADHIKAR
    BAHUJAN ADHIKAR
    Media house Sonapur, Sonepur•
    20 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସିନ୍ଦୂରପୂର୍ ପଞ୍ଚାୟତର ଚେରୁପାଲି ମୁଖ୍ୟ ରାସ୍ତାରେ ବିରାଟକାୟ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି ଗଛ ପଡି ରାସ୍ତା ଅବରୋଧ l ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସିନ୍ଦୂରପୂର୍ ପଞ୍ଚାୟତର ଚେରୁପାଲି ମୁଖ୍ୟ ରାସ୍ତାରେ ବିରାଟକାୟ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି l ବିନିକା ଅଗ୍ନୀଶମ ବାହୀନି ଗଛକୁ କାଟିବା ସହ କିପରି ଯାତାୟାତ ସ୍ୱାଭାବିକ ହେବ ସେନେଇ ଲାଗି ପଡିଛନ୍ତି l ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି l ଫଲରେ ଜନଜୀବନ ଅସ୍ତ ବ୍ୟସ୍ତ ହୋଇପଡ଼ିଛି l ବର୍ଷା ପ୍ରଭାବରେ ଚେରୁପାଲି ମୁଖ୍ୟ ରାସ୍ତାରେ ଏକ ବିରାଟ ଗଛ ପଡ଼ିଯାଇଥିଲା l ଫଳରେ ଯାତାୟତବାଧାପ୍ରାପ୍ତ ହୋଇଛି ଲ ଖବର ପାଇ ବିନିକା ଏଗ୍ନିସମ୍ ବାହିନୀ ପହଂଚି ଗଛକୁ କାଟି ସଫା କରିବା ପରେ ଗମନା ଗମନ ସ୍ୱାଭାବିକ ହେବ l
    1
    ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସିନ୍ଦୂରପୂର୍ ପଞ୍ଚାୟତର ଚେରୁପାଲି ମୁଖ୍ୟ ରାସ୍ତାରେ ବିରାଟକାୟ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି
ଗଛ ପଡି ରାସ୍ତା ଅବରୋଧ l ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସିନ୍ଦୂରପୂର୍ ପଞ୍ଚାୟତର ଚେରୁପାଲି ମୁଖ୍ୟ ରାସ୍ତାରେ ବିରାଟକାୟ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି l ବିନିକା ଅଗ୍ନୀଶମ ବାହୀନି ଗଛକୁ କାଟିବା ସହ କିପରି ଯାତାୟାତ ସ୍ୱାଭାବିକ ହେବ ସେନେଇ ଲାଗି ପଡିଛନ୍ତି l ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି l ଫଲରେ ଜନଜୀବନ ଅସ୍ତ ବ୍ୟସ୍ତ ହୋଇପଡ଼ିଛି l ବର୍ଷା ପ୍ରଭାବରେ ଚେରୁପାଲି ମୁଖ୍ୟ ରାସ୍ତାରେ ଏକ ବିରାଟ ଗଛ ପଡ଼ିଯାଇଥିଲା l ଫଳରେ ଯାତାୟତବାଧାପ୍ରାପ୍ତ ହୋଇଛି ଲ ଖବର ପାଇ ବିନିକା ଏଗ୍ନିସମ୍ ବାହିନୀ ପହଂଚି ଗଛକୁ କାଟି ସଫା କରିବା ପରେ ଗମନା ଗମନ ସ୍ୱାଭାବିକ ହେବ l
    user_BINKA KHABAR
    BINKA KHABAR
    ବିନିକା, ସୋନପୁର, ଓଡ଼ିଶା•
    3 hrs ago
  • ବୌଦ୍ଧରେ ଫସଲ ବୀମା ଯୋଜନା ପ୍ରଚାର ରଥର ଶୁଭାରମ୍ଭ କଲେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ବୌଦ୍ଧ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY)ର ସୁବିଧା ସମ୍ପର୍କରେ କୃଷକମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏସ୍‌ବିଆଇ ଜେନେରାଲ୍ ଇନ୍ସୁରାନ୍ସ କମ୍ପାନୀ ଲିମିଟେଡ୍ ପକ୍ଷରୁ ଏକ ଶସ୍ୟ ବୀମା ସଚେତନତା ପ୍ରଚାର ରଥର ଶୁଭାରମ୍ଭ କରାଯାଇଛି। ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମୀନା , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା,ଲିଡ୍ ଡିଷ୍ଟ୍ରିକ୍ଟ ମ୍ୟାନେଜର ଡନ୍ ବସ୍କୋ ପ୍ରମୁଖ ସବୁଜ ପତାକା ପ୍ରଦର୍ଶନ କରି ପ୍ରଚାର ରଥର ଶୁଭାରମ୍ଭ କରିଥିଲେ। ଜିଲ୍ଲାପାଳ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କୃଷକଙ୍କ ଫସଲକୁ ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ପ୍ରଦାନ କରୁଥିବା ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା। ସମସ୍ତ ଯୋଗ୍ୟ ଚାଷୀ ଏହି ଯୋଜନାରେ ପଞ୍ଜୀକୃତ ହୋଇ ଏହାର ସୁବିଧା ନେବାକୁ ସେ ଆହ୍ୱାନ ଜଣାଇଥିଲେ। ଏହି ଅଭିଯାନ ୧ ଜୁଲାଇରୁ ୩୧ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ଚାଲିବ। ପ୍ରଚାର ରଥ ଜିଲ୍ଲାର ବିଭିନ୍ନ ବ୍ଲକ୍ ଓ ପଞ୍ଚାୟତ ପରିଦର୍ଶନ କରି ଫସଲ ବୀମାର ବୈଶିଷ୍ଟ୍ୟ, ପଞ୍ଜୀକରଣ ପ୍ରକ୍ରିୟା, କ୍ଷତିପୂରଣ ବ୍ୟବସ୍ଥା ଓ ଅନ୍ୟାନ୍ୟ ସୁବିଧା ସମ୍ପର୍କରେ କୃଷକମାନଙ୍କୁ ସଚେତନ କରିବ। ୨ ହେକ୍ଟର ପର୍ଯ୍ୟନ୍ତ ଜମି ପାଇଁ ମାତ୍ର ୧ ଟଙ୍କା ପ୍ରିମିୟମ ରେ ବୀମା ସୁବିଧା ଉପଲବ୍ଧ ଥିବାବେଳେ ଅବଶିଷ୍ଟ ପ୍ରିମିୟମ୍ ରାଜ୍ୟ ସରକାର ବହନ କରୁଛନ୍ତି।
    1
    ବୌଦ୍ଧରେ ଫସଲ ବୀମା ଯୋଜନା ପ୍ରଚାର ରଥର ଶୁଭାରମ୍ଭ କଲେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ
ବୌଦ୍ଧ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY)ର ସୁବିଧା ସମ୍ପର୍କରେ କୃଷକମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏସ୍‌ବିଆଇ ଜେନେରାଲ୍ ଇନ୍ସୁରାନ୍ସ କମ୍ପାନୀ ଲିମିଟେଡ୍ ପକ୍ଷରୁ  ଏକ ଶସ୍ୟ ବୀମା ସଚେତନତା ପ୍ରଚାର ରଥର ଶୁଭାରମ୍ଭ କରାଯାଇଛି।
ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମୀନା , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା,ଲିଡ୍ ଡିଷ୍ଟ୍ରିକ୍ଟ ମ୍ୟାନେଜର ଡନ୍ ବସ୍କୋ ପ୍ରମୁଖ ସବୁଜ ପତାକା ପ୍ରଦର୍ଶନ କରି ପ୍ରଚାର ରଥର ଶୁଭାରମ୍ଭ କରିଥିଲେ। ଜିଲ୍ଲାପାଳ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କୃଷକଙ୍କ ଫସଲକୁ ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ପ୍ରଦାନ କରୁଥିବା ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା। ସମସ୍ତ ଯୋଗ୍ୟ ଚାଷୀ ଏହି ଯୋଜନାରେ ପଞ୍ଜୀକୃତ ହୋଇ ଏହାର ସୁବିଧା ନେବାକୁ ସେ ଆହ୍ୱାନ ଜଣାଇଥିଲେ।
ଏହି ଅଭିଯାନ ୧ ଜୁଲାଇରୁ ୩୧ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ଚାଲିବ। ପ୍ରଚାର ରଥ ଜିଲ୍ଲାର ବିଭିନ୍ନ ବ୍ଲକ୍ ଓ ପଞ୍ଚାୟତ ପରିଦର୍ଶନ କରି ଫସଲ ବୀମାର ବୈଶିଷ୍ଟ୍ୟ, ପଞ୍ଜୀକରଣ ପ୍ରକ୍ରିୟା, କ୍ଷତିପୂରଣ ବ୍ୟବସ୍ଥା ଓ ଅନ୍ୟାନ୍ୟ ସୁବିଧା ସମ୍ପର୍କରେ କୃଷକମାନଙ୍କୁ ସଚେତନ କରିବ। ୨ ହେକ୍ଟର ପର୍ଯ୍ୟନ୍ତ ଜମି ପାଇଁ ମାତ୍ର ୧ ଟଙ୍କା ପ୍ରିମିୟମ ରେ ବୀମା ସୁବିଧା ଉପଲବ୍ଧ ଥିବାବେଳେ ଅବଶିଷ୍ଟ ପ୍ରିମିୟମ୍ ରାଜ୍ୟ ସରକାର ବହନ କରୁଛନ୍ତି।
    user_RABINDRA PATTNAIK
    RABINDRA PATTNAIK
    Social worker ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    16 hrs ago
  • ଜଗମୋହନ ଭିତରେ ଗରୁଡ଼ସ୍ତମ୍ଭ ଚତୁଃପାର୍ଶ୍ୱରେ ପାଣି - ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସହର ଗଡଭିତର ସ୍ଥିତ ବଡ ଜଗନ୍ନାଥଙ୍କ ମନ୍ଦିର ପରିସରରେ ବର୍ଷା ଜଳ - ମନ୍ଦିର ଚତୁଃପାର୍ଶ୍ୱ ଜବରଦଖଲରେ ଥିବା କାରଣରୁ ଜଳ ନିଷ୍କାସନ ପ୍ରଭାବିତ ହେଉଛି।
    1
    ଜଗମୋହନ ଭିତରେ ଗରୁଡ଼ସ୍ତମ୍ଭ ଚତୁଃପାର୍ଶ୍ୱରେ ପାଣି
- ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସହର ଗଡଭିତର ସ୍ଥିତ ବଡ ଜଗନ୍ନାଥଙ୍କ ମନ୍ଦିର ପରିସରରେ ବର୍ଷା ଜଳ
- ମନ୍ଦିର ଚତୁଃପାର୍ଶ୍ୱ ଜବରଦଖଲରେ ଥିବା କାରଣରୁ ଜଳ ନିଷ୍କାସନ ପ୍ରଭାବିତ ହେଉଛି।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଗଣିଆଁ ଫାଣ୍ଡି ସାହାଜବାହାଲ କେନାଲରୁ ଭାସୁଥିବା ଅବସ୍ଥାରେ ଯୁବକର ମୃତଦେହ ଉଦ୍ଧାର ଗାଧୋଇବାକୁ ଆସି କେନାଲ ପାଣିରେ ବୁଡି ଯୁବକ ମୃତ l ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଗଣିଆଁ ଫାଣ୍ଡି ସାହାଜବାହାଲ କେନାଲରେ ଜଣେ ବ୍ୟକ୍ତି ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲି l ପରେ ବିନିକା ପୋଲିସକୁ ଖବର ଦେବାପରେ ଗନିଆ ଫାଣ୍ଡି ପୋଲିଅ ଘଟଣା ସ୍ଥଳରେ ପହଞ୍ଚିଥିଲା l ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଗନିଆ ଗ୍ରାମର କୈବଳ ଭୁଏ ବୋଲି ଜଣାପଡିଥିଲା l କୈବଲ ଗତକାଲି ସନ୍ଧ୍ୟା ସମୟରେ କେନାଲକୁ ଗାଧୋଇ ଆସିବା ପରେ ଆଉ ଘରକୁ ଫେରିନଥିଲେ l ପରିବାର ଲୋକେ ଆଖ ପାଖ ଅଞ୍ଚଲରେ ବହୁ ଖୋଜା ଖୋଜି କରିବା ପରେ ପାଇନଥିଲେ l ଆଜି ସାହାଯବାହାଲ କେନାଲ ପାଣିରେ ଭାସୁଥିବା ପରିବାର ଲୋକେ ଜାଣିବା ପରେ ମୃତ ଦେହଟିକୁ ଆସି ଚି଼ହ୍ନଟ କରିଛନ୍ତି l ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି l
    1
    ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଗଣିଆଁ ଫାଣ୍ଡି ସାହାଜବାହାଲ କେନାଲରୁ ଭାସୁଥିବା ଅବସ୍ଥାରେ ଯୁବକର ମୃତଦେହ ଉଦ୍ଧାର
ଗାଧୋଇବାକୁ ଆସି କେନାଲ ପାଣିରେ ବୁଡି ଯୁବକ ମୃତ l ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଗଣିଆଁ ଫାଣ୍ଡି ସାହାଜବାହାଲ କେନାଲରେ ଜଣେ ବ୍ୟକ୍ତି ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲି l ପରେ ବିନିକା ପୋଲିସକୁ ଖବର ଦେବାପରେ ଗନିଆ ଫାଣ୍ଡି ପୋଲିଅ ଘଟଣା ସ୍ଥଳରେ ପହଞ୍ଚିଥିଲା l  ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଗନିଆ ଗ୍ରାମର କୈବଳ ଭୁଏ ବୋଲି ଜଣାପଡିଥିଲା l କୈବଲ ଗତକାଲି ସନ୍ଧ୍ୟା ସମୟରେ କେନାଲକୁ ଗାଧୋଇ ଆସିବା ପରେ ଆଉ ଘରକୁ ଫେରିନଥିଲେ l ପରିବାର ଲୋକେ ଆଖ ପାଖ ଅଞ୍ଚଲରେ ବହୁ ଖୋଜା ଖୋଜି କରିବା ପରେ ପାଇନଥିଲେ l ଆଜି ସାହାଯବାହାଲ କେନାଲ ପାଣିରେ ଭାସୁଥିବା ପରିବାର ଲୋକେ ଜାଣିବା ପରେ ମୃତ ଦେହଟିକୁ ଆସି ଚି଼ହ୍ନଟ କରିଛନ୍ତି l ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି l
    user_BINKA KHABAR
    BINKA KHABAR
    ବିନିକା, ସୋନପୁର, ଓଡ଼ିଶା•
    16 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.