logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଢେଙ୍କାନାଳ ସହର ଅଞ୍ଚଳରେ ଘଟୁଥିବା ସୁନା ଛିନତାଇ ଘଟଣାରେ ଟାଉନ୍ ଥାନା ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତ ନିକଟରୁ ବଡ଼ ପରିମାଣର ସୁନା ଗହଣା ସହ ଗୋଟିଏ ଟିଭିଏସ୍ ଆପାଚି ମୋଟରସାଇକେଲ୍ ଜବତ କରାଯାଇଛି। ପୋଲିସ ସୂଚନା ଅନୁଯାୟୀ, ଅଭିଯୁକ୍ତ ମୋଟରସାଇକେଲ୍ ଯୋଗେ ଏକାକୀ ମହିଳାମାନଙ୍କୁ ଲକ୍ଷ୍ୟ କରି ପଛରୁ ଆସି ସୁନା ଚେନ୍ ଛିନତାଇ କରୁଥିଲା। ଗତ ଏକ ବର୍ଷ ଧରି ଢେଙ୍କାନାଳ ସହର ସହିତ ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ସେ ଏପରି ଘଟଣାରେ ସଂପୃକ୍ତ ଥିବା ନେଇ ତଦନ୍ତ ଜାରି ରହିଛି।

23 hrs ago
user_Tapasdas 6372788705
Tapasdas 6372788705
Journalist Dhenkanal Sadar, Odisha•
23 hrs ago
280f3ef5-4c89-44af-977b-46192076bdd1

ଢେଙ୍କାନାଳ ସହର ଅଞ୍ଚଳରେ ଘଟୁଥିବା ସୁନା ଛିନତାଇ ଘଟଣାରେ ଟାଉନ୍ ଥାନା ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତ ନିକଟରୁ ବଡ଼ ପରିମାଣର ସୁନା ଗହଣା ସହ ଗୋଟିଏ ଟିଭିଏସ୍ ଆପାଚି ମୋଟରସାଇକେଲ୍ ଜବତ କରାଯାଇଛି। ପୋଲିସ ସୂଚନା ଅନୁଯାୟୀ, ଅଭିଯୁକ୍ତ ମୋଟରସାଇକେଲ୍ ଯୋଗେ ଏକାକୀ ମହିଳାମାନଙ୍କୁ ଲକ୍ଷ୍ୟ କରି ପଛରୁ ଆସି ସୁନା ଚେନ୍ ଛିନତାଇ କରୁଥିଲା। ଗତ ଏକ ବର୍ଷ ଧରି ଢେଙ୍କାନାଳ ସହର ସହିତ ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ସେ ଏପରି ଘଟଣାରେ ସଂପୃକ୍ତ ଥିବା ନେଇ ତଦନ୍ତ ଜାରି ରହିଛି।

More news from ଓଡ଼ିଶା and nearby areas
  • Post by User5115 Susanta Kumar Pattnaik
    1
    Post by User5115 Susanta Kumar Pattnaik
    user_User5115 Susanta Kumar Pattnaik
    User5115 Susanta Kumar Pattnaik
    Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    5 hrs ago
  • Post by ଟଙ୍କଧର .ମେହେର
    1
    Post by ଟଙ୍କଧର .ମେହେର
    user_ଟଙ୍କଧର .ମେହେର
    ଟଙ୍କଧର .ମେହେର
    Video Creator କୋଲିୟରୀ, ଅନୁଗୁଳ, ଓଡ଼ିଶା•
    13 hrs ago
  • ହୁରାସାହି,ମେହେନ୍ଦିନଗର ରାସ୍ତାର ହୁରାସାହି ଦେବୀପଡ଼ିଆ ନିକଟରେ ଦୁର୍ବୃତ୍ତମାନେ ଏକ ଗହଣା ବ୍ୟବସାୟୀଙ୍କୁ ଆକ୍ରମଣ କରି ସୁନା ଓ ଲକ୍ଷାଧିକ ଟଙ୍କା ଲୁଟିନେଇଥିବା ସୂଚନା..!
    1
    ହୁରାସାହି,ମେହେନ୍ଦିନଗର ରାସ୍ତାର ହୁରାସାହି ଦେବୀପଡ଼ିଆ ନିକଟରେ ଦୁର୍ବୃତ୍ତମାନେ ଏକ ଗହଣା ବ୍ୟବସାୟୀଙ୍କୁ ଆକ୍ରମଣ କରି ସୁନା ଓ ଲକ୍ଷାଧିକ ଟଙ୍କା ଲୁଟିନେଇଥିବା ସୂଚନା..!
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    8 hrs ago
  • ଜନ୍ମମାଟି ରେ ପଦ୍ମବିଭୂଷଣ ସ୍ବର୍ଗତ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ। ପୁରୀ :- ପଦ୍ମବିଭୂଷଣ ସ୍ବର୍ଗତ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ପୁରୀ ଡାନ୍ସ ଏକାଡେମୀ ଆନୁକୁଲ୍ୟରେ କଳାକାର, ବୁଦ୍ଧିଜୀବୀ ଓ ଅନୁଷ୍ଠାନର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ମହାସମାରୋହରେ ତିନି ଦିନ ବ୍ୟାପୀ ଗୁରୁଜିଙ୍କ ଜନ୍ମ ଶତାର୍ଷିକୀ ଉତ୍ସବ ପାଳିତ ହୋଇଯାଇଛି। ତା୦୮/୦୧/୨୬ ରିଖ, ଗୁରୁବାର ସନ୍ଧ୍ୟା ୭: ୦୦ଘଣ୍ଟିକା: ଏକାଡେମୀ ପରିସରରେ ଛାତ୍ର ଛାତ୍ରୀମାନଙ୍କ ଦ୍ଵାରା ଗୁରୁଜୀଙ୍କୂ ପୁଷ୍ପମାଲ୍ୟ ଓ ପୁଷ୍ପାଞ୍ଜଳି ଅର୍ପଣ ଏବଂ ଗୁରୁଜୀଙ୍କ ଜୀବନୀ ଉପରେ ଚର୍ଚ୍ଚା ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହେଇଥିଲା। ତା ୦୯/୦୧/୨୬ ରିଖ ଶୁକ୍ରବାର ଦିନ ପୁରୀ ସ୍ଵର୍ଗଦ୍ଵାର ସ୍ଥିତ ମହୋଦଧି ଠାରେ ଗୁରୁଜୀଙ୍କ ଉଦ୍ଦେଶ୍ୟରେ ସ୍ମୃତି ସଭା ତଥା ଛାତ୍ରଛାତ୍ରୀ ଓ ଅତିଥି କଳାକାର ମାନଙ୍କ ଦ୍ବାରା ନୃତ୍ୟ ପରିବେଷିତ ହୋଇଥିଲା। ତା ୧୦/୦୧/୨୬ ରିଖ, ଶନିବାର ଦ୍ୱିପହର ୧:୦୦ ଘଣ୍ଟିକା ସମୟରେ ରଘୁରାପୁର ସ୍ଥିତ ଗୁରୁଜୀଙ୍କ ଜନ୍ମ ମାଟିରେ ଏକାଡେମୀର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଗୁରୁଜୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ ଓ ନୃତ୍ୟ ପରିବେଷଣ। ଅପରାହ୍ନ ୪:୦୦ ଘଣ୍ଟିକା ଶ୍ରୀ ଜୀଉଙ୍କ ଦୋଳବେଦୀ ଠାରେ ଗୁରୁଜୀଙ୍କ ତୈଳ ଚିତ୍ରରେ ଅତିଥି ମାନଙ୍କ ଦ୍ଵାରା ପୁଷ୍ପମାଲ୍ୟ ଅର୍ପଣ ଏବଂ ଅତିଥି କଳାକାର ଓ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ନୃତ୍ୟଞଳି କାର୍ଯକ୍ରମ। ସନ୍ଧ୍ୟା ୬:୦୦ ଘଣ୍ଟିକା ସିଂହଦ୍ଵାର ନିକଟରେ ସାମୁହିକ ଦୀପଦାନ ଏବଂ ପ୍ରାଥନା ସଭାର ଆୟୋଜନ କରାଯାଇଥିଲା। ଏହି କାର୍ଯକ୍ରମ ଅନୁଷ୍ଠାନର ସମ୍ପାଦକ ଗୁରୁ ନାରାୟଣ ପାଣ୍ଡେଙ୍କ ଦ୍ଵାରା ଆୟୋଜିତ ହୋଇଥିଲା। ଏଥିରେ ଗୁରୁ କୃଷ୍ଣ କୁମାର ଦାସ ଓ ସୂର୍ଯ୍ୟକାନ୍ତ ପୂଜା ପଣ୍ଡା ସହଯୋଗ କରି ଥିଲେ।
    4
    ଜନ୍ମମାଟି ରେ ପଦ୍ମବିଭୂଷଣ ସ୍ବର୍ଗତ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ।
ପୁରୀ :- ପଦ୍ମବିଭୂଷଣ ସ୍ବର୍ଗତ ଗୁରୁ  କେଳୁ ଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ  ଅବସରରେ ପୁରୀ ଡାନ୍ସ ଏକାଡେମୀ ଆନୁକୁଲ୍ୟରେ କଳାକାର, ବୁଦ୍ଧିଜୀବୀ ଓ ଅନୁଷ୍ଠାନର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ମହାସମାରୋହରେ ତିନି ଦିନ ବ୍ୟାପୀ ଗୁରୁଜିଙ୍କ ଜନ୍ମ ଶତାର୍ଷିକୀ ଉତ୍ସବ ପାଳିତ ହୋଇଯାଇଛି। 
ତା୦୮/୦୧/୨୬ ରିଖ, ଗୁରୁବାର
ସନ୍ଧ୍ୟା ୭: ୦୦ଘଣ୍ଟିକା: ଏକାଡେମୀ ପରିସରରେ ଛାତ୍ର ଛାତ୍ରୀମାନଙ୍କ ଦ୍ଵାରା ଗୁରୁଜୀଙ୍କୂ ପୁଷ୍ପମାଲ୍ୟ ଓ ପୁଷ୍ପାଞ୍ଜଳି ଅର୍ପଣ ଏବଂ ଗୁରୁଜୀଙ୍କ ଜୀବନୀ ଉପରେ ଚର୍ଚ୍ଚା ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହେଇଥିଲା। ତା ୦୯/୦୧/୨୬ ରିଖ ଶୁକ୍ରବାର ଦିନ ପୁରୀ ସ୍ଵର୍ଗଦ୍ଵାର ସ୍ଥିତ ମହୋଦଧି ଠାରେ ଗୁରୁଜୀଙ୍କ ଉଦ୍ଦେଶ୍ୟରେ ସ୍ମୃତି ସଭା ତଥା ଛାତ୍ରଛାତ୍ରୀ ଓ ଅତିଥି କଳାକାର ମାନଙ୍କ ଦ୍ବାରା ନୃତ୍ୟ ପରିବେଷିତ ହୋଇଥିଲା।  ତା ୧୦/୦୧/୨୬ ରିଖ, ଶନିବାର ଦ୍ୱିପହର ୧:୦୦ ଘଣ୍ଟିକା ସମୟରେ ରଘୁରାପୁର ସ୍ଥିତ ଗୁରୁଜୀଙ୍କ ଜନ୍ମ ମାଟିରେ ଏକାଡେମୀର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଗୁରୁଜୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ ଓ ନୃତ୍ୟ ପରିବେଷଣ। ଅପରାହ୍ନ ୪:୦୦ ଘଣ୍ଟିକା ଶ୍ରୀ ଜୀଉଙ୍କ ଦୋଳବେଦୀ ଠାରେ ଗୁରୁଜୀଙ୍କ ତୈଳ ଚିତ୍ରରେ ଅତିଥି ମାନଙ୍କ ଦ୍ଵାରା ପୁଷ୍ପମାଲ୍ୟ ଅର୍ପଣ ଏବଂ ଅତିଥି କଳାକାର ଓ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ନୃତ୍ୟଞଳି କାର୍ଯକ୍ରମ। ସନ୍ଧ୍ୟା ୬:୦୦ ଘଣ୍ଟିକା 
ସିଂହଦ୍ଵାର ନିକଟରେ ସାମୁହିକ ଦୀପଦାନ ଏବଂ ପ୍ରାଥନା ସଭାର ଆୟୋଜନ କରାଯାଇଥିଲା। ଏହି କାର୍ଯକ୍ରମ ଅନୁଷ୍ଠାନର ସମ୍ପାଦକ ଗୁରୁ ନାରାୟଣ ପାଣ୍ଡେଙ୍କ ଦ୍ଵାରା ଆୟୋଜିତ ହୋଇଥିଲା। ଏଥିରେ ଗୁରୁ କୃଷ୍ଣ କୁମାର ଦାସ ଓ ସୂର୍ଯ୍ୟକାନ୍ତ ପୂଜା ପଣ୍ଡା ସହଯୋଗ କରି ଥିଲେ।
    user_Manoj kumar baliyarsingh
    Manoj kumar baliyarsingh
    Journalist ପୁରୀ (M), ପୁରୀ, ଓଡ଼ିଶା•
    13 hrs ago
  • Jay Jagannath 🙏
    1
    Jay Jagannath 🙏
    user_Rajesh Samantaray
    Rajesh Samantaray
    Bank Sadar, Puri•
    18 hrs ago
  • ଆକାଶରେ ଝଲସିବ ବୃହସ୍ପତି। ଆଜିଠୁ ଏକ ମାସ ପର୍ଯ୍ୟନ୍ତ ଖାଲି ଆଖିରେ ଦେଖିପାରିବେ।
    1
    ଆକାଶରେ ଝଲସିବ ବୃହସ୍ପତି। ଆଜିଠୁ ଏକ ମାସ ପର୍ଯ୍ୟନ୍ତ ଖାଲି ଆଖିରେ ଦେଖିପାରିବେ।
    user_Paritran times
    Paritran times
    ତିହିଡ଼ି, ଭଦ୍ରକ, ଓଡ଼ିଶା•
    9 hrs ago
  • ଢେଙ୍କାନାଳ ମହୈତ୍ସବ ଉପଲକ୍ଷେ କବି ସମ୍ମିଳନୀ ୨୦୨୬
    1
    ଢେଙ୍କାନାଳ ମହୈତ୍ସବ ଉପଲକ୍ଷେ କବି ସମ୍ମିଳନୀ ୨୦୨୬
    user_Dipak Kumar Nayak
    Dipak Kumar Nayak
    Voice of people ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    12 hrs ago
  • Post by User5115 Susanta Kumar Pattnaik
    1
    Post by User5115 Susanta Kumar Pattnaik
    user_User5115 Susanta Kumar Pattnaik
    User5115 Susanta Kumar Pattnaik
    Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    5 hrs ago
  • କେନ୍ଦ୍ରାପଡ଼ା ଡେରାବିଶ ବ୍ଲକ,ଜହ୍ନିମୂଳ ଠାରୁ କରିମୂଳ ଯାଏଁ ଲମ୍ବିଥିବା ରାସ୍ତା କାର୍ଯ୍ୟ ନିମ୍ନ ମାନର ହେଉଥିବା ସୂଚନା..!
    1
    କେନ୍ଦ୍ରାପଡ଼ା ଡେରାବିଶ ବ୍ଲକ,ଜହ୍ନିମୂଳ ଠାରୁ କରିମୂଳ ଯାଏଁ ଲମ୍ବିଥିବା ରାସ୍ତା କାର୍ଯ୍ୟ ନିମ୍ନ ମାନର ହେଉଥିବା ସୂଚନା..!
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    18 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.