logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଜୟ ବଜରଙ୍ଗ ଦଳ, ଜୟ ବିଶ୍ୱହିନ୍ଦୁ ପରିଷଦ, ବାଲିପାଟଣା,ଜୟଦେବ ନିର୍ବାଚନ ମଣ୍ଡଳୀ,ଭୁବନେଶ୍ୱର,ଓଡିଶା,

2 hrs ago
user_ମନୋଜ କୁମାର ପୁଣ୍ଟିଆ
ମନୋଜ କୁମାର ପୁଣ୍ଟିଆ
ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
2 hrs ago

ଜୟ ବଜରଙ୍ଗ ଦଳ, ଜୟ ବିଶ୍ୱହିନ୍ଦୁ ପରିଷଦ, ବାଲିପାଟଣା,ଜୟଦେବ ନିର୍ବାଚନ ମଣ୍ଡଳୀ,ଭୁବନେଶ୍ୱର,ଓଡିଶା,

More news from ଓଡ଼ିଶା and nearby areas
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • ଆହୁରି ଚାରିବର୍ଷ ଲାଗିବ ଗ୍ୟାସ ସଙ୍କଟ ସିଲିଣ୍ଡର ପାଇଁ ପଡିବ ହା ହା କାର #latestnews #updatenews #apanankakhabara #odisha
    1
    ଆହୁରି ଚାରିବର୍ଷ ଲାଗିବ ଗ୍ୟାସ ସଙ୍କଟ ସିଲିଣ୍ଡର ପାଇଁ ପଡିବ ହା ହା କାର #latestnews #updatenews #apanankakhabara #odisha
    user_Apananka Khabara
    Apananka Khabara
    Local News Reporter ନିଆଳି, କଟକ, ଓଡ଼ିଶା•
    3 hrs ago
  • Post by Sibanava Panda
    1
    Post by Sibanava Panda
    user_Sibanava Panda
    Sibanava Panda
    Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    5 hrs ago
  • Post by Kanhuramdash@gmail.com
    3
    Post by Kanhuramdash@gmail.com
    user_Kanhuramdash@gmail.com
    Kanhuramdash@gmail.com
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    5 hrs ago
  • Post by P. madhu sudan rao dora
    2
    Post by P. madhu sudan rao dora
    user_P. madhu sudan rao dora
    P. madhu sudan rao dora
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    11 hrs ago
  • ଜଗତସିଂହପୁର, ୨୧ /୪ - ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ୨୧ ତାରିଖ ମଙ୍ଗଳବାର ଦିନ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖସ୍ଥ ପଡ଼ିଆରେ 'ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ୨୮ ଜଣ କନ୍ୟା ଙ୍କ ଶୁଭ ବିବାହ ସମ୍ପନ୍ନ ହୋଇଛି । ଓଡିଆ ରୀତିନୀତି ଅନୁଯାୟୀ ଆୟୋଜିତ ଏହି ପବିତ୍ର କାର୍ଯ୍ୟକ୍ରମରେ ଜିଲ୍ଲାର ଆର୍ଥିକ ଦୁର୍ବଳ ଶ୍ରେଣୀର ଯୋଗ୍ୟ ଦମ୍ପତ୍ତିମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଜଗତସିଂହପୁର ଅମରେନ୍ଦ୍ର ଦାସ ଯୋଗଦେଇ ନବ ଦମ୍ପତ୍ତିଙ୍କୁ ଆଶୀର୍ବାଦ କରିଥିଲେ । ଏହି ବିବାହ ଉତ୍ସବରେ ଜିଲ୍ଲା ପରିଷଦ ସଭାପତି ମନୋଜ କୁମାର ଭୋଇ,ଜିଲ୍ଲାପାଳ ଜେ ସୋନାଲ, ଅତିରିକ୍ତ-ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ପୌର ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ସିଂହ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦାନ କରି ବିବାହ ଉତ୍ସବକୁ ସାଫଲ୍ୟମଣ୍ଡିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବସୁମତା, ନବଜ୍ୟୋତି କ୍ଲବ୍, ସ୍ମୃତି ଫାଉଣ୍ଡେସନ ଏବଂ ବ୍ୟାସ ଫାଉଣ୍ଡେସନ ନାମକ ଚାରୋଟି ସ୍ଵେଚ୍ଛାସେବୀ ସଂଗଠନ ସହାୟତାରେ ୨୮ଟି ନବଦମ୍ପତିଙ୍କ ପାଇଁ ବିବାହ ମଣ୍ଡପ, ଭୋଜି ଏବଂ ରହିବା ବ୍ୟବସ୍ଥା କରାଯାଇଥିଲା। ଏଥିସହ ସଂଗଠନ ପକ୍ଷରୁ ପୂଜକ ଓ ବିବାହ ପାଇଁ ଆବଶ୍ୟକୀୟ ସମସ୍ତ ସାମଗ୍ରୀ ଯୋଗାଇ ଦିଆଯାଇଥିଲା। ଏହି ଅବସରରେ ବିଧାୟକ ଶ୍ରୀ ଦାସ ବିରିଡ଼ି ବ୍ଲକର ଏକ ଆଦିବାସୀ ଯୋଡ଼ିଙ୍କର କନ୍ୟାଦାନ କରିବା ସହ ସେମାନଙ୍କୁ ଉପହାର ପ୍ରଦାନ କରିଥିଲେ l ସମାନ ଭାବରେ ଜିଲ୍ଲା ପରିଷଦ ସଭାପତି ଓ ଜିଲ୍ଲାପାଳ ମଧ୍ୟ ଦୁଇ ଯୋଡ଼ି ଙ୍କ କନ୍ୟାଦାନ କରିବାର ମହତ୍ କାର୍ଯ୍ୟ କରି ଉପହାର ପ୍ରଦାନ କରିଥିଲେ। ପ୍ରକାଶ ଥାଉ କି,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଆର୍ଥିକ ସହାୟତା ନୁହେଁ, ଏହା ସାମାଜିକ ସୁରକ୍ଷା ଓ ମହିଳା ସଶକ୍ତିକରଣ ଦିଗରେ ରାଜ୍ୟ ସରକାରଙ୍କ ଏକ ଐତିହାସିକ ପଦକ୍ଷେପ। ଏହି ଯୋଜନା ବାଲ୍ୟ ବିବାହ ଓ ଯୌତୁକ ପ୍ରଥା ନିବାରଣ କରିବା ସହ ସମାଜକୁ ବାର୍ତ୍ତା ଦେଉଛି ଯେ, ଝିଅମାନେ ପିତାମାତାଙ୍କ ପାଇଁ ବୋଝ ନୁହନ୍ତି, ସେମାନେ ଭଗବାନଙ୍କ ଆଶୀର୍ବାଦ। ଏହି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ପ୍ରତ୍ୟେକ ଯୋଗ୍ୟ କନ୍ୟାଙ୍କୁ ମୋଟ ₹୬୦୦୦୦ ସହାୟତା ପ୍ରଦାନ କରାଯାଉଛି। ସେଥିରୁ ₹୪୫୦୦୦ ସିଧାସଳଖ କନ୍ୟାର ବ୍ୟାଙ୍କ ଆକାଉଣ୍ଟକୁ ଏବଂ ₹୧୫୦୦୦ ବିବାହ କାର୍ଯ୍ୟ ସମ୍ପାଦନ ପାଇଁ ଖର୍ଚ କରାଯାଇଥାଏ। ଯୋଗ୍ୟତା ଅନୁଯାୟୀ କନ୍ୟାର ବୟସ ୧୮-୩୫ ବର୍ଷ ଏବଂ ବରର ବୟସ ୨୧-୩୫ ବର୍ଷ ମଧ୍ୟରେ ହେବା ଆବଶ୍ୟକ। ବିଧବା ପୁନଃ ବିବାହ, ଅନୁସୂଚିତ ଜାତି , ଜନଜାତି ଓ ଦିବ୍ୟାଙ୍ଗ ଦମ୍ପତ୍ତିଙ୍କୁ ପ୍ରାଥମିକତା ଦିଆଯାଇଥାଏ। ଆଜିର କାର୍ଯ୍ୟକ୍ରମରେ ସମସ୍ତ ବିବାହ ବୈଧ ପଞ୍ଜୀକରଣ ମାଧ୍ୟମରେ ସମ୍ପନ୍ନ ହୋଇଛି।କାର୍ଯ୍ୟକ୍ରମରେ , ୮ଟି ବ୍ଲକର ସବ-ରେଜିଷ୍ଟ୍ରାର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO), ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ,ସମସ୍ତ ବ୍ଲକର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (CDPO) ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀମାନେ, ସହର ର ବୁଦ୍ଧିଜୀବି,ଗଣମାଧ୍ଯମ ର ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ। ଜିଲ୍ଲା ପ୍ରଶାସନ, ମହିଳା ଓ ଶିଶୁ ବିକାଶ ବିଭାଗ ତଥା ସ୍ଥାନୀୟ ସ୍ୱେଚ୍ଛାସେବୀ ସଂଗଠନଙ୍କ ସହଯୋଗରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଆଗାମୀ ଦିନରେ ଜିଲ୍ଲାର ଅନ୍ୟାନ୍ୟ ବ୍ଲକରେ ମଧ୍ୟ ଏପରି ସାମୂହିକ ବିବାହ ଆୟୋଜନ କରାଯିବ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାର ଲାଭ ପହଞ୍ଚାଇବା ପାଇଁ ପ୍ରଶାସନ ପ୍ରତିଶ୍ରୁତିବଦ୍ଧ ରହିବ । ଶେଷରେ ଉପସ୍ଥିତ ଅତିଥିମାନେ ନବଦମ୍ପତିଙ୍କୁ ଆଶୀର୍ବାଦ ପ୍ରଦାନ କରିବା ସହ ସେମାନଙ୍କର ସୁଖମୟ ଦାମ୍ପତ୍ୟ ଜୀବନ କାମନା କରିଥିଲେ। ଏହି ଅବସରରେ ସାଧାରଣ ଜନତା ଓ ଅଧିକାରୀଙ୍କ ପାଇଁ ଏକ ସାମୂହିକ ଭୋଜିର ଆୟୋଜନ ମଧ୍ୟ କରାଯାଇଥିଲା।
    4
    ଜଗତସିଂହପୁର, ୨୧ /୪ - ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ୨୧ ତାରିଖ ମଙ୍ଗଳବାର ଦିନ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖସ୍ଥ ପଡ଼ିଆରେ 'ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ୨୮ ଜଣ କନ୍ୟା ଙ୍କ ଶୁଭ ବିବାହ ସମ୍ପନ୍ନ ହୋଇଛି । ଓଡିଆ ରୀତିନୀତି ଅନୁଯାୟୀ ଆୟୋଜିତ ଏହି ପବିତ୍ର କାର୍ଯ୍ୟକ୍ରମରେ ଜିଲ୍ଲାର ଆର୍ଥିକ ଦୁର୍ବଳ ଶ୍ରେଣୀର ଯୋଗ୍ୟ ଦମ୍ପତ୍ତିମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଜଗତସିଂହପୁର ଅମରେନ୍ଦ୍ର ଦାସ ଯୋଗଦେଇ ନବ ଦମ୍ପତ୍ତିଙ୍କୁ ଆଶୀର୍ବାଦ କରିଥିଲେ । ଏହି ବିବାହ ଉତ୍ସବରେ ଜିଲ୍ଲା ପରିଷଦ ସଭାପତି  ମନୋଜ କୁମାର ଭୋଇ,ଜିଲ୍ଲାପାଳ ଜେ ସୋନାଲ, ଅତିରିକ୍ତ-ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ପୌର ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ସିଂହ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦାନ କରି ବିବାହ ଉତ୍ସବକୁ ସାଫଲ୍ୟମଣ୍ଡିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବସୁମତା, ନବଜ୍ୟୋତି କ୍ଲବ୍, ସ୍ମୃତି ଫାଉଣ୍ଡେସନ ଏବଂ ବ୍ୟାସ ଫାଉଣ୍ଡେସନ ନାମକ ଚାରୋଟି ସ୍ଵେଚ୍ଛାସେବୀ ସଂଗଠନ ସହାୟତାରେ ୨୮ଟି ନବଦମ୍ପତିଙ୍କ ପାଇଁ ବିବାହ ମଣ୍ଡପ, ଭୋଜି ଏବଂ ରହିବା ବ୍ୟବସ୍ଥା କରାଯାଇଥିଲା। ଏଥିସହ ସଂଗଠନ ପକ୍ଷରୁ ପୂଜକ ଓ ବିବାହ ପାଇଁ ଆବଶ୍ୟକୀୟ ସମସ୍ତ ସାମଗ୍ରୀ ଯୋଗାଇ ଦିଆଯାଇଥିଲା। ଏହି ଅବସରରେ ବିଧାୟକ ଶ୍ରୀ ଦାସ ବିରିଡ଼ି ବ୍ଲକର ଏକ ଆଦିବାସୀ ଯୋଡ଼ିଙ୍କର କନ୍ୟାଦାନ କରିବା ସହ ସେମାନଙ୍କୁ ଉପହାର ପ୍ରଦାନ କରିଥିଲେ l ସମାନ ଭାବରେ ଜିଲ୍ଲା ପରିଷଦ ସଭାପତି ଓ ଜିଲ୍ଲାପାଳ ମଧ୍ୟ ଦୁଇ ଯୋଡ଼ି ଙ୍କ କନ୍ୟାଦାନ କରିବାର ମହତ୍ କାର୍ଯ୍ୟ କରି ଉପହାର ପ୍ରଦାନ କରିଥିଲେ। ପ୍ରକାଶ ଥାଉ କି,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଆର୍ଥିକ ସହାୟତା ନୁହେଁ, ଏହା ସାମାଜିକ ସୁରକ୍ଷା ଓ ମହିଳା ସଶକ୍ତିକରଣ ଦିଗରେ ରାଜ୍ୟ ସରକାରଙ୍କ ଏକ ଐତିହାସିକ ପଦକ୍ଷେପ। ଏହି ଯୋଜନା ବାଲ୍ୟ ବିବାହ ଓ ଯୌତୁକ ପ୍ରଥା ନିବାରଣ କରିବା ସହ ସମାଜକୁ ବାର୍ତ୍ତା ଦେଉଛି ଯେ, ଝିଅମାନେ ପିତାମାତାଙ୍କ ପାଇଁ ବୋଝ ନୁହନ୍ତି, ସେମାନେ ଭଗବାନଙ୍କ ଆଶୀର୍ବାଦ।
ଏହି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ପ୍ରତ୍ୟେକ ଯୋଗ୍ୟ କନ୍ୟାଙ୍କୁ ମୋଟ ₹୬୦୦୦୦ ସହାୟତା ପ୍ରଦାନ କରାଯାଉଛି। ସେଥିରୁ ₹୪୫୦୦୦ ସିଧାସଳଖ କନ୍ୟାର ବ୍ୟାଙ୍କ ଆକାଉଣ୍ଟକୁ ଏବଂ ₹୧୫୦୦୦ ବିବାହ କାର୍ଯ୍ୟ ସମ୍ପାଦନ ପାଇଁ ଖର୍ଚ କରାଯାଇଥାଏ। ଯୋଗ୍ୟତା ଅନୁଯାୟୀ କନ୍ୟାର ବୟସ ୧୮-୩୫ ବର୍ଷ ଏବଂ ବରର ବୟସ ୨୧-୩୫ ବର୍ଷ ମଧ୍ୟରେ ହେବା ଆବଶ୍ୟକ। ବିଧବା ପୁନଃ ବିବାହ, ଅନୁସୂଚିତ ଜାତି , ଜନଜାତି ଓ ଦିବ୍ୟାଙ୍ଗ ଦମ୍ପତ୍ତିଙ୍କୁ ପ୍ରାଥମିକତା ଦିଆଯାଇଥାଏ। ଆଜିର କାର୍ଯ୍ୟକ୍ରମରେ ସମସ୍ତ ବିବାହ ବୈଧ ପଞ୍ଜୀକରଣ ମାଧ୍ୟମରେ ସମ୍ପନ୍ନ ହୋଇଛି।କାର୍ଯ୍ୟକ୍ରମରେ , ୮ଟି ବ୍ଲକର ସବ-ରେଜିଷ୍ଟ୍ରାର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO), ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ,ସମସ୍ତ ବ୍ଲକର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (CDPO) ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀମାନେ, ସହର ର ବୁଦ୍ଧିଜୀବି,ଗଣମାଧ୍ଯମ ର ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ। ଜିଲ୍ଲା ପ୍ରଶାସନ, ମହିଳା ଓ ଶିଶୁ ବିକାଶ ବିଭାଗ ତଥା ସ୍ଥାନୀୟ ସ୍ୱେଚ୍ଛାସେବୀ ସଂଗଠନଙ୍କ ସହଯୋଗରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଆଗାମୀ ଦିନରେ ଜିଲ୍ଲାର ଅନ୍ୟାନ୍ୟ ବ୍ଲକରେ ମଧ୍ୟ ଏପରି ସାମୂହିକ ବିବାହ ଆୟୋଜନ କରାଯିବ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାର ଲାଭ ପହଞ୍ଚାଇବା ପାଇଁ ପ୍ରଶାସନ ପ୍ରତିଶ୍ରୁତିବଦ୍ଧ ରହିବ ।   
ଶେଷରେ ଉପସ୍ଥିତ ଅତିଥିମାନେ ନବଦମ୍ପତିଙ୍କୁ ଆଶୀର୍ବାଦ ପ୍ରଦାନ କରିବା ସହ ସେମାନଙ୍କର ସୁଖମୟ ଦାମ୍ପତ୍ୟ ଜୀବନ କାମନା କରିଥିଲେ। ଏହି ଅବସରରେ ସାଧାରଣ ଜନତା ଓ ଅଧିକାରୀଙ୍କ ପାଇଁ ଏକ ସାମୂହିକ ଭୋଜିର ଆୟୋଜନ ମଧ୍ୟ କରାଯାଇଥିଲା।
    user_Ranjan Khuntia
    Ranjan Khuntia
    Jagatsinghapur, Odisha•
    2 hrs ago
  • Post by ମନୋଜ କୁମାର ପୁଣ୍ଟିଆ
    1
    Post by ମନୋଜ କୁମାର ପୁଣ୍ଟିଆ
    user_ମନୋଜ କୁମାର ପୁଣ୍ଟିଆ
    ମନୋଜ କୁମାର ପୁଣ୍ଟିଆ
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    10 hrs ago
  • ନବ ଓଡ଼ିଶାର ବିନ୍ଧାଣୀ, ବିଶିଷ୍ଟ ସାହିତ୍ୟିକ, ପ୍ରଜ୍ଞା ପୁରୁଷ, ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ଆସାମର ପୂର୍ବତନ ରାଜ୍ୟପାଳ, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ତିରୁପତି ସଂସ୍କୃତ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ସ୍ବର୍ଗତ ଜାନକୀ ବଲ୍ଲଭ
    1
    ନବ ଓଡ଼ିଶାର ବିନ୍ଧାଣୀ, ବିଶିଷ୍ଟ ସାହିତ୍ୟିକ, ପ୍ରଜ୍ଞା ପୁରୁଷ, ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ଆସାମର ପୂର୍ବତନ ରାଜ୍ୟପାଳ, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ତିରୁପତି ସଂସ୍କୃତ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ସ୍ବର୍ଗତ ଜାନକୀ ବଲ୍ଲଭ
    user_Apananka Khabara
    Apananka Khabara
    Local News Reporter ନିଆଳି, କଟକ, ଓଡ଼ିଶା•
    6 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.