logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

*ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ କୃତ୍ରିମ ବୁଦ୍ଧିମତ୍ତା ଓ ସାଇବର ସୁରକ୍ଷା ଶୀର୍ଷକ ଆଲୋଚନାଚକ୍ର* ବରଗଡ ସ୍ଥାନୀୟ ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ "କୃତ୍ରିମ ବୁଦ୍ଧିମତ୍ତା ଓ ସାଇବର ସୁରକ୍ଷା" ଶୀର୍ଷକ ଏକ ଦିବସୀୟ ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର ଆୟୋଜନ ହୋଇଯାଇଅଛି । ସମ୍ବଲପୁର ବିଶ୍ୱବିଦ୍ୟାଳୟର ସୌଜନ୍ୟରେ ଓ ଜାତୀୟ ସେବା ଯୋଜନା ଆନୁକୁଲ୍ଯରେ ଆୟୋଜିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ନନ୍ଦିନୀ ନିରୋଦ ପଣ୍ଡା ସଭାପତିତ୍ବ କରି ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ବରିଷ୍ଠ ପ୍ରାଧ୍ୟାପିକା ଡଃ.ପୁଷ୍ପାଞ୍ଜଳି ପ୍ରଧାନ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ବରଗଡ ସାଇବର ଥାନାର ଡି ଏସ୍ ପି ଶ୍ରୀ ସୁମନ୍ତ କିଷାନ,ଶ୍ରୀ ଚିରାଗ ରଥ, ଶ୍ରୀ ସୁବ୍ରତ ମଜୁମଦାର ଓ ଶ୍ରୀ ରାହୁଲ ପଣ୍ଡା ଅତିଥି ଭାବେ ଯୋଗଦେଇ ପି ପି ଟି ମାଧ୍ୟମରେ ଏ ଆଇ ଓ ସାଇବର ସିକ୍ଯୁରିଟି ସମ୍ପର୍କରେ ବିଶେଷ ଆଲୋଚନା କରିଥିଲେ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ସହ ସଂଯୋଜକ ଡଃ.ଦେବେନ୍ଦ୍ର ବେହେରା ଓ ଜିଲ୍ଲା ପ୍ରୋଗ୍ରାମ ଅଫିସର ରାଜୀବ ସାହୁ ମଞ୍ଚାସୀନ ଥିଲେ। ଉକ୍ତ ଆଲୋଚନାଚକ୍ରରେ ବରଗଡ ଜିଲ୍ଲାର ପ୍ରାୟ ୨୦ ଟି ମହାବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଓ ଜାତୀୟ ସେବା ଯୋଜନାର ପ୍ରୋଗ୍ରାମ ଅଫିସର ଯୋଗ ଦେଇଥିଲେ। ପ୍ରାଧ୍ଯାପିକା ମଧୁସ୍ମିତା ନନ୍ଦ ଓ ମୌସୁମୀ ଲିଜା ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଅଧ୍ଯାପକ ବିଶ୍ବଜିତ ସାହୁ ଓ ଅମିତ କୁମାର ଭାର୍ଗଵ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଅଧ୍ୟାପିକା ଚୁଳମୁକ୍ତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। --------×××--------

4 hrs ago
user_PNC MEDIA
PNC MEDIA
ବରଗଡ଼, ବରଗଡ଼, ଓଡ଼ିଶା•

More news from ଓଡ଼ିଶା and nearby areas
  • ବରଗଡ ସ୍ଥାନୀୟ ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ "କୃତ୍ରିମ ବୁଦ୍ଧିମତ୍ତା ଓ ସାଇବର ସୁରକ୍ଷା" ଶୀର୍ଷକ ଏକ ଦିବସୀୟ ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର ଆୟୋଜନ ହୋଇଯାଇଅଛି । ସମ୍ବଲପୁର ବିଶ୍ୱବିଦ୍ୟାଳୟର ସୌଜନ୍ୟରେ ଓ ଜାତୀୟ ସେବା ଯୋଜନା ଆନୁକୁଲ୍ଯରେ ଆୟୋଜିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ନନ୍ଦିନୀ ନିରୋଦ ପଣ୍ଡା ସଭାପତିତ୍ବ କରି ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ବରିଷ୍ଠ ପ୍ରାଧ୍ୟାପିକା ଡଃ.ପୁଷ୍ପାଞ୍ଜଳି ପ୍ରଧାନ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ବରଗଡ ସାଇବର ଥାନାର ଡି ଏସ୍ ପି ଶ୍ରୀ ସୁମନ୍ତ କିଷାନ,ଶ୍ରୀ ଚିରାଗ ରଥ, ଶ୍ରୀ ସୁବ୍ରତ ମଜୁମଦାର ଓ ଶ୍ରୀ ରାହୁଲ ପଣ୍ଡା ଅତିଥି ଭାବେ ଯୋଗଦେଇ ପି ପି ଟି ମାଧ୍ୟମରେ ଏ ଆଇ ଓ ସାଇବର ସିକ୍ଯୁରିଟି ସମ୍ପର୍କରେ ବିଶେଷ ଆଲୋଚନା କରିଥିଲେ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ସହ ସଂଯୋଜକ ଡଃ.ଦେବେନ୍ଦ୍ର ବେହେରା ଓ ଜିଲ୍ଲା ପ୍ରୋଗ୍ରାମ ଅଫିସର ରାଜୀବ ସାହୁ ମଞ୍ଚାସୀନ ଥିଲେ। ଉକ୍ତ ଆଲୋଚନାଚକ୍ରରେ ବରଗଡ ଜିଲ୍ଲାର ପ୍ରାୟ ୨୦ ଟି ମହାବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଓ ଜାତୀୟ ସେବା ଯୋଜନାର ପ୍ରୋଗ୍ରାମ ଅଫିସର ଯୋଗ ଦେଇଥିଲେ। ପ୍ରାଧ୍ଯାପିକା ମଧୁସ୍ମିତା ନନ୍ଦ ଓ ମୌସୁମୀ ଲିଜା ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଅଧ୍ଯାପକ ବିଶ୍ବଜିତ ସାହୁ ଓ ଅମିତ କୁମାର ଭାର୍ଗଵ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଅଧ୍ୟାପିକା ଚୁଳମୁକ୍ତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। --------×××--------
    1
    ବରଗଡ 
ସ୍ଥାନୀୟ ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ  "କୃତ୍ରିମ ବୁଦ୍ଧିମତ୍ତା ଓ ସାଇବର ସୁରକ୍ଷା" ଶୀର୍ଷକ ଏକ ଦିବସୀୟ ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର ଆୟୋଜନ ହୋଇଯାଇଅଛି । ସମ୍ବଲପୁର ବିଶ୍ୱବିଦ୍ୟାଳୟର ସୌଜନ୍ୟରେ ଓ ଜାତୀୟ ସେବା ଯୋଜନା ଆନୁକୁଲ୍ଯରେ ଆୟୋଜିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ନନ୍ଦିନୀ ନିରୋଦ ପଣ୍ଡା ସଭାପତିତ୍ବ କରି  ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ବରିଷ୍ଠ ପ୍ରାଧ୍ୟାପିକା ଡଃ.ପୁଷ୍ପାଞ୍ଜଳି ପ୍ରଧାନ  ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ବରଗଡ ସାଇବର ଥାନାର  ଡି ଏସ୍ ପି ଶ୍ରୀ ସୁମନ୍ତ କିଷାନ,ଶ୍ରୀ ଚିରାଗ ରଥ, ଶ୍ରୀ ସୁବ୍ରତ ମଜୁମଦାର ଓ ଶ୍ରୀ ରାହୁଲ ପଣ୍ଡା ଅତିଥି ଭାବେ ଯୋଗଦେଇ ପି ପି ଟି ମାଧ୍ୟମରେ ଏ ଆଇ ଓ ସାଇବର ସିକ୍ଯୁରିଟି ସମ୍ପର୍କରେ ବିଶେଷ ଆଲୋଚନା କରିଥିଲେ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ସହ ସଂଯୋଜକ ଡଃ.ଦେବେନ୍ଦ୍ର ବେହେରା ଓ  ଜିଲ୍ଲା ପ୍ରୋଗ୍ରାମ ଅଫିସର ରାଜୀବ ସାହୁ ମଞ୍ଚାସୀନ ଥିଲେ। ଉକ୍ତ ଆଲୋଚନାଚକ୍ରରେ ବରଗଡ ଜିଲ୍ଲାର ପ୍ରାୟ ୨୦ ଟି ମହାବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଓ ଜାତୀୟ ସେବା ଯୋଜନାର ପ୍ରୋଗ୍ରାମ ଅଫିସର ଯୋଗ ଦେଇଥିଲେ। ପ୍ରାଧ୍ଯାପିକା ମଧୁସ୍ମିତା ନନ୍ଦ ଓ ମୌସୁମୀ ଲିଜା ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଅଧ୍ଯାପକ ବିଶ୍ବଜିତ ସାହୁ ଓ ଅମିତ କୁମାର ଭାର୍ଗଵ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଅଧ୍ୟାପିକା ଚୁଳମୁକ୍ତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। 
--------×××--------
    user_PNC MEDIA
    PNC MEDIA
    ବରଗଡ଼, ବରଗଡ଼, ଓଡ଼ିଶା•
    4 hrs ago
  • Post by GANESH SAHU
    1
    Post by GANESH SAHU
    user_GANESH SAHU
    GANESH SAHU
    Farmer ବରଗଡ଼, ବରଗଡ଼, ଓଡ଼ିଶା•
    11 hrs ago
  • ବରଗଡ଼, ଭାଟଲି, ବଉଳସିଂହା ଗ୍ରାମ ହାନୁମାନ ମନ୍ଦୀର ପାରା ନଳ କୁପ ମରାମତି ନିମନ୍ତେ
    1
    ବରଗଡ଼, ଭାଟଲି, ବଉଳସିଂହା ଗ୍ରାମ ହାନୁମାନ ମନ୍ଦୀର ପାରା ନଳ କୁପ ମରାମତି ନିମନ୍ତେ
    user_Debasish Padhan
    Debasish Padhan
    ଭାଟଲି, ବରଗଡ଼, ଓଡ଼ିଶା•
    15 hrs ago
  • A video circulating on social media falsely shows Union Finance Minister @nsitharaman promoting an investment platform and claiming that an initial deposit of ₹22,000 can generate a guaranteed income of ₹30 lakh per month. #PIBFactCheck ❌ The video is FAKE and AI-generated. ✅ Neither the Government of India nor the Finance Minister is endorsing any such investment platform or scheme. 🔎 Stay vigilant. Verify such claims through official government sources only. 🛑 Help STOP misinformation. Flag suspicious content to @PIBFactCheck
    1
    A video circulating on social media falsely shows Union Finance Minister @nsitharaman promoting an investment platform and claiming that an initial deposit of ₹22,000 can generate a guaranteed income of ₹30 lakh per month.
#PIBFactCheck
❌ The video is FAKE and AI-generated.
✅ Neither the Government of India nor the Finance Minister is endorsing any such investment platform or scheme.
🔎 Stay vigilant. Verify such claims through official government sources only.
🛑 Help STOP misinformation. Flag suspicious content to @PIBFactCheck
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    11 hrs ago
  • Astaprahari Namasankirtanya, Udajahaj Pada, Gumadera 2026
    1
    Astaprahari Namasankirtanya, Udajahaj Pada, Gumadera 2026
    user_Soubhagya Ranjan Sahu
    Soubhagya Ranjan Sahu
    Belpahar, Jharsuguda•
    4 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • ମଣିଷ ତିଆରି କାରଖାନାରେ ଚାଲିଛି ଭେଜାଲ କାରବାର
    1
    ମଣିଷ ତିଆରି କାରଖାନାରେ ଚାଲିଛି ଭେଜାଲ କାରବାର
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    7 hrs ago
  • Post by GANESH SAHU
    1
    Post by GANESH SAHU
    user_GANESH SAHU
    GANESH SAHU
    Farmer ବରଗଡ଼, ବରଗଡ଼, ଓଡ଼ିଶା•
    11 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.