Shuru
Apke Nagar Ki App…
କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ଅନ୍ତର୍ଗତ ଖାମୋଳ ଗ୍ରାମର କୁମ୍ଭାରସାହି ଠାରେ ବଧୂ ହତ୍ୟା ଅଭିଯୋଗ ,ଏଭଳି ଏକ ଅଭାବନୀୟ ଘଟଣାକୁ ନେଇ ସମ୍ପୂର୍ଣ୍ଣ ତଥ୍ୟ ମିଳିନଥିବା ବେଳେ ଡେରାବିଶ ପୋଲିସ ତାର ତଦନ୍ତ ଜାରି ରଖିଛି
Bebina Malla
କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ଅନ୍ତର୍ଗତ ଖାମୋଳ ଗ୍ରାମର କୁମ୍ଭାରସାହି ଠାରେ ବଧୂ ହତ୍ୟା ଅଭିଯୋଗ ,ଏଭଳି ଏକ ଅଭାବନୀୟ ଘଟଣାକୁ ନେଇ ସମ୍ପୂର୍ଣ୍ଣ ତଥ୍ୟ ମିଳିନଥିବା ବେଳେ ଡେରାବିଶ ପୋଲିସ ତାର ତଦନ୍ତ ଜାରି ରଖିଛି
More news from ଓଡ଼ିଶା and nearby areas
- ମା ମାଳ ସାତଭଉଣୀ ପୀଠ ଚାରୀଗାଁ ଜୟ କୃଷ୍ଟପୁର ଠାରେ ଶ୍ରୀ ଶ୍ରୀ ସଦଗୁରୁ ଶିରିଡିସାଇ ମହାରାଜ ଙ୍କ ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ,ଏହି ଅବସରରେ ଜିଲ୍ଲାର କୋଣ ଅନୁକୋଣ ରୁ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ, କାହିଁ କେଇଁ ଅନାଦି କାଳରୁ ଚାରୀଗାଁ ଜୟ କୃଷ୍ଟପୁର ଠାରେ ମା ମାଳ ସାତଭଉଣୀ ବିରାଜମାନ ଅଛନ୍ତି,ମା'ଙ୍କ ମନ୍ଦିର ପ୍ରାଙ୍ଗଣରେ ଶ୍ରୀ ଶ୍ରୀ ସଦଗୁରୁ ଶିରିଡିସାଇ ମହାରାଜ ଙ୍କ ପ୍ରଥମ ବାର୍ଷିକ ଉତ୍ସବ ଅତି ଆଡମ୍ବରରେ ପାଳିତ ହୋଇଯାଇଛି,ବିଶ୍ୱାସରେ ଡାକିଲେ ମା ମାଳ ସାତଭଉଣୀ ଜବାବ ଦେଇଥାଏ ବୋଲି ସ୍ଥାନୀୟ ଲୋକଙ୍କ ବିଶ୍ୱାସ,ବହୁ ଲୋକ ମା ନିକଟକୁ ଆସି ବହୁ ଦୁରାରୋଗରୁ ମଧ୍ୟ ଭଲ ହୋଇଛନ୍ତି,ମା ଙ୍କ ନିକଟରେ ଯିଏ ଯାହା ମାନସିକ କରିଥାଏ ତାହା ପୂରଣ ହେବା ମାତ୍ରେ ସିଏ ମାନସିକ ବାଣ ଫୁଟାଇବାର ଵିଧି ମଧ୍ୟ ରହିଛି,1
- କଟକ ଜିଲ୍ଲା ପରମହଂସ ପ୍ରସିଦ୍ଧ ଶବ୍ୟାପୀଠ ଜାହା ପରାମହଂସ ପଞ୍ଚାୟତ ର ପୁର୍ବତନ ଶିବମନ୍ଦିର ଗତକାଲି ରାତିରେ ଘଡ଼ଘଡ଼ି ପଡି ମନ୍ଦିରର ଉପରଭାଗ ଫାଟିଗଲା1
- Post by ବିଂଝାରପୁର ଖବର ଉପର ନଜର1
- Post by Jitubehera Mo Adhikar news1
- Post by ମନୋଜ କୁମାର ପୁଣ୍ଟିଆ1
- Post by KSHIROD CHANDRA PANDA1
- Post by Gagan Bhoi1
- Post by ନିଷ୍ଠୁର ଦୁନିଆ Live1