Shuru
Apke Nagar Ki App…
ଆଜି ମୋହନଗିରି ସ୍ଥିତ ଧବଳେଶ୍ଵର ଶୈବପୀଠ ଠାରେ ସଂସ୍କାର ଭାରତୀ ଉତ୍କଳ ପଶ୍ଚିମ ପ୍ରାନ୍ତ କଳାହାଣ୍ଡି ଜିଲ୍ଲା ସ୍ତରୀୟ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା।ଉକ୍ତ କାର୍ଯ୍ୟକ୍ରମ ରେ ମୋହନଗିରି ଅଞ୍ଚଳର ବରିଷ୍ଠ ଲେଖକ ଓ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଦିଆ ହୋଇଛି।ଏହି ଅବସର ରେ ମୁଁ ଉକ୍ତ କାର୍ଯ୍ୟକ୍ରମ ରେ ଯୋଗଦାନ ଦେଇଥିଲି।ଏହି ଅବସରରେ ମୋହନଗିରି ଗ୍ରାମର ଲେଖକ ଲିଙ୍ଗରାଜ ବିଶ୍ଵାଳ, କଳାକାର ମାୟାଧର ମନହିରା ଙ୍କୁ ସମ୍ବର୍ଦ୍ଧନା ଦିଆ ହୋଇଛି।
Subrat Kumar sahu
ଆଜି ମୋହନଗିରି ସ୍ଥିତ ଧବଳେଶ୍ଵର ଶୈବପୀଠ ଠାରେ ସଂସ୍କାର ଭାରତୀ ଉତ୍କଳ ପଶ୍ଚିମ ପ୍ରାନ୍ତ କଳାହାଣ୍ଡି ଜିଲ୍ଲା ସ୍ତରୀୟ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା।ଉକ୍ତ କାର୍ଯ୍ୟକ୍ରମ ରେ ମୋହନଗିରି ଅଞ୍ଚଳର ବରିଷ୍ଠ ଲେଖକ ଓ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଦିଆ ହୋଇଛି।ଏହି ଅବସର ରେ ମୁଁ ଉକ୍ତ କାର୍ଯ୍ୟକ୍ରମ ରେ ଯୋଗଦାନ ଦେଇଥିଲି।ଏହି ଅବସରରେ ମୋହନଗିରି ଗ୍ରାମର ଲେଖକ ଲିଙ୍ଗରାଜ ବିଶ୍ଵାଳ, କଳାକାର ମାୟାଧର ମନହିରା ଙ୍କୁ ସମ୍ବର୍ଦ୍ଧନା ଦିଆ ହୋଇଛି।
More news from ଓଡ଼ିଶା and nearby areas
- 🌹🌹🌹🌹🌹🌹🌹1
- ସେବାଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ସଞ୍ଜିତ୍ ମହାନ୍ତି ଙ୍କୁ ଅବସର କାଳୀନ ସମ୍ୱର୍ଦ୍ଧନା ଜଣାଇଲେ ମୋହନଗିରି ଅଞ୍ଚଳବାସୀ। ଶ୍ରୀ ମହାନ୍ତି କେବଳ ଶିକ୍ଷକ ନଥିଲେ,ସେ ଅଞ୍ଚଳର ପ୍ରତ୍ୟେକ ଟି କାର୍ଯ୍ୟକ୍ରମ ରେ ଜଡ଼ିତ ହୋଇ ଅଞ୍ଚଳର ବିକାଶ ଦିଗରେ ଆଗେଇ ଆସୁଥିଲେ।ତେଣୁ ତାଙ୍କରି ଚାକିରି ସମୟର ଅବସର ବେଳେ ଅଞ୍ଚଳ ବାସୀ ଭାବ ବିହ୍ବଳ ହୋଇ ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଛନ୍ତି।1
- ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି । (ରିପୋର୍ଟ, ବିଭୁ ପ୍ରସାଦ ଶତପତି) ଢେଙ୍କାନାଳ ସଦର : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।ଜଣେ ମହିଳା ପହଞ୍ଚି ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି। ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟାର ଧମକ ମଧ୍ୟ ଦେଇଛନ୍ତି। ସୁଚନା ମୁତାବକ କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଅଞ୍ଚଳର ଜନୈକା ମହିଳା ସେହି ଥାନା ଅଞ୍ଚଳ ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ। ଯୁବକ ବିବାହର ପ୍ରତିଶୃତି ଦେବାରୁ ତାଙ୍କ ସହିତ ମହିଳା ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ କିଛି ଦିନ ପରେ ପରୀକ୍ଷାରୁ ଜଣାପଡ଼ିଥିଲା ଯେ ମହିଳା HIV ସଂକ୍ରମିତ ଅଛନ୍ତି। ଏହାପରେ ଯୁବକ ମଧ୍ୟ HIV ସଂକ୍ରମିତ ହୋଇଥିବା ଜଣାପଡିଥିଲା। ହେଲେ ଯୁବକ ମହିଳାଙ୍କୁ ବିବାହ କରିବାକୁ ନାରାଜ।ଯୁବକ ଜଣଙ୍କ ଅନ୍ୟ ଯୁବତୀ ଓ ମହିଳାଙ୍କ ସହିତ ସମ୍ପର୍କ ରଖି ଏବେ କାମାକ୍ଷାନଗର ଅଞ୍ଚଳରେ HIV ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଲାଣି ବୋଲି ମହିଳା ଅଭିଯୋଗ କରିଛନ୍ତି। ପୂର୍ବେ ବିବାହ ପାଇଁ ପ୍ରତିଶୃତି ଦେଇ ଥିବା ବେଳେ ଏଚ ଆଇବି ରେ ଆକ୍ରାନ୍ତ ଜାଣି ବିବାହ ପାଇଁ ଏବେ ରାଜି ନ ଥିବା ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି।1
- ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ। ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ।1
- ଧମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଉପରେ ପ୍ରତିକ୍ରୀୟା ରଖିଲେ ବିଧାୟକ ଲକ୍ଷ୍ମଣ ବାଗ1
- ସୋନପୁର ସହରର ଟାଉନ ହଲ ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। tanusha ପରିବାର ଦ୍ୱାରା। ସୁବର୍ଣ୍ଣପୁର ଜିଲ୍ଲାରେ ସୋନପୁର ସହରର ଟାଉନ ହଲ ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। tanusha ପରିବାର ଦ୍ୱାରା।1
- ନଶାର ଭୟାବହତାକୁ ନେଇ କଣ କହୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଣନ୍ତୁ... ନିଶା ମୁକ୍ତ ଭାରତ ଗଠନ ପାଇଁ ମୋଦି ସରକାରଙ୍କ ବଡ଼ ପଦକ୍ଷେପ। ବିଶେଷ କରି ଯୁବପିଢ଼ି ଓ ଜେନ୍-ଜିଙ୍କୁ ନିଶାମୁକ୍ତ ଜୀବନ ପାଇଁ ପ୍ରେରିତ କରିବା ଓ ବିକଶିତ ଭାରତ ଗଠନରେ ସାମିଲ ଲକ୍ଷ୍ୟରେ ଆରମ୍ଭ ହୋଇଛି ସ୍ବତନ୍ତ୍ର ଅଭିଯାନ । ଆସନ୍ତା ୧୦୦ ସପ୍ତାହ ଧରି ଚାଲିବାକୁ ଥିବା ଏହି ନିଶା ମୁକ୍ତ ଯୁବ ବିକଶିତ ଭାରତ ସଂକଳ୍ପ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାରୁ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଯୋଡ଼ି ହୋଇଥିଲେ।....1