ଅନୁଗୋଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ ରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l ଛେଣ୍ଡିପଦା ବ୍ଲକ, Handigoda Grama ଠାରେ ବିଶ୍ୱ ଯୁବ କେନ୍ଦ୍ର ବାନିନାଲି ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲ୍ଡରେନ ଦ୍ୱାରା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମ ରେ ଶିକ୍ଷକ, କିଶୋର, କିଶୋରି CRP,Aww,Asha,Wad member ଉପସ୍ଥିତ ଥିଲେ l ଶିଶୁ ଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ, ଶିଶୁ ଶ୍ରମିକ, ଶିଶୁ ଯୌନ ନିର୍ଯାତନା, ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତ୍ୟକ୍ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ୱ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ସୁନୀତା ମାଝୀ ସଭା ପରିଚାଳନା କରିଥିଲେ ଅନୁଗୋଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ ରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l ଛେଣ୍ଡିପଦା ବ୍ଲକ, Handigoda Grama ଠାରେ ବିଶ୍ୱ ଯୁବ କେନ୍ଦ୍ର ବାନିନାଲି ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲ୍ଡରେନ ଦ୍ୱାରା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମ ରେ ଶିକ୍ଷକ, କିଶୋର, କିଶୋରି CRP,Aww,Asha,Wad member ଉପସ୍ଥିତ ଥିଲେ l ଶିଶୁ ଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ, ଶିଶୁ ଶ୍ରମିକ, ଶିଶୁ ଯୌନ ନିର୍ଯାତନା, ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତ୍ୟକ୍ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ୱ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ସୁନୀତା ମାଝୀ ସଭା ପରିଚାଳନା କରିଥିଲେ

- ଅନୁଗୋଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ ରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l ଛେଣ୍ଡିପଦା ବ୍ଲକ, Handigoda Grama ଠାରେ ବିଶ୍ୱ ଯୁବ କେନ୍ଦ୍ର ବାନିନାଲି ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲ୍ଡରେନ ଦ୍ୱାରା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମ ରେ ଶିକ୍ଷକ, କିଶୋର, କିଶୋରି CRP,Aww,Asha,Wad member ଉପସ୍ଥିତ ଥିଲେ l ଶିଶୁ ଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ, ଶିଶୁ ଶ୍ରମିକ, ଶିଶୁ ଯୌନ ନିର୍ଯାତନା, ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତ୍ୟକ୍ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ୱ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ସୁନୀତା ମାଝୀ ସଭା ପରିଚାଳନା କରିଥିଲେ ଅନୁଗୋଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ ରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l ଛେଣ୍ଡିପଦା ବ୍ଲକ, Handigoda Grama ଠାରେ ବିଶ୍ୱ ଯୁବ କେନ୍ଦ୍ର ବାନିନାଲି ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲ୍ଡରେନ ଦ୍ୱାରା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମ ରେ ଶିକ୍ଷକ, କିଶୋର, କିଶୋରି CRP,Aww,Asha,Wad member ଉପସ୍ଥିତ ଥିଲେ l ଶିଶୁ ଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ, ଶିଶୁ ଶ୍ରମିକ, ଶିଶୁ ଯୌନ ନିର୍ଯାତନା, ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତ୍ୟକ୍ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ୱ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ସୁନୀତା ମାଝୀ ସଭା ପରିଚାଳନା କରିଥିଲେ1
- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପବିତ୍ର ନୂଆଖାଇ ପର୍ବ ଅବସରରେ ବିଧାୟକଙ୍କ ପ୍ରତିକ୍ରିୟା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଗୋପାଳପ୍ରସାଦ ସ୍ଥିତ ମା’ ହିଙ୍ଗୁଳାଙ୍କ ଆଜି ପବିତ୍ର ନୂଆଖାଇ ପର୍ବ ପାଳିତ ହୋଇଯାଇଛି l ମା ଙ୍କ ଠାରେ ଆଜି ନୂଆ ଚାଉଳ ଲାଗି କରାଯାଇଛି l ଏହି ଅବସରରେ ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି ଏବଂ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି l1
- ହିନ୍ଦୋଳ ନିର୍ବାଚନ ମଣ୍ଡଳୀ ସ୍ତରୀୟ ସାମ୍ବାଦିକ ସଂଘର ନବମ ସାଧାରଣ ବୈଠକ ସାପୁଆ ଡ୍ୟାମ ଠାରେ ଅନୁଷ୍ଠିତ ପରେ ପ୍ରତିକ୍ରିୟା. ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ନିର୍ବାଚନ ମଣ୍ଡଳୀ ସ୍ତରୀୟ ସାମ୍ବାଦିକ ସଂଘ ପକ୍ଷରୁ ସାପୁଆ ଡ୍ୟାମ ଠାରେ ବଣ ଭୋଜି ସହ ନବମ ସାଧାରଣ ବୈଠକ ଅନୁଷ୍ଠିତ. ଏହାକୁ ନେଇ ସଙ୍ଘ ସଭାପତି, ପରାମର୍ଶ ଦାତା ଏବଂ ନୂତନ ସଦସ୍ୟଙ୍କ ପ୍ରତିକ୍ରିୟା.1
- ଅlତିଣ୍ଡା ଗେଟ ତାଲା କାଟି ଶରତ ପ୍ରଧାନଙ୍କ ଘରୁ ଲୁଟ ପହଞ୍ଚି ପାରୁନି ପୋଲିସ1
- Post by Dipak Kumar Nayak3
- ଆଠଗଡ଼ ବିଜ୍ଞାପିତ ଅଞ୍ଚଳରେ ଦୁର୍ଗାପୂଜା ପାଇଁ ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ଆଠଗଡ଼, ତା. ୨୧.୦୯.୨୦୨୬ ରିଖ : ଆଠଗଡ଼ ବିଜ୍ଞାପିତ ଅଞ୍ଚଳରେ ଚଳିତ ବର୍ଷର ଶାରଦୀୟ ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳା, ସୁରକ୍ଷିତ ଓ ଆଡ଼ମ୍ବରପୂର୍ଣ୍ଣ ପରିବେଶରେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆଜି ଆଠଗଡ଼ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀ, ପୋଲିସ ବିଭାଗ, ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସ୍ଆଇ), ବିଦ୍ୟୁତ ବିଭାଗ, ଅଗ୍ନିଶମ ବାହିନୀ, ଜନସ୍ୱାସ୍ଥ୍ୟ ବିଭାଗର ପ୍ରତିନିଧିଙ୍କ ସମେତ ସହରର ସମସ୍ତ ପୂଜା କମିଟିର କର୍ମକର୍ତ୍ତା, ଶାନ୍ତି କମିଟିର ସଦସ୍ୟ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ରହି ନିଜ ନିଜର ଦାୟିତ୍ୱ ଗ୍ରହଣ କରିଥିଲେ। ପୂଜା ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ସହ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବୈଠକରେ ବିଭିନ୍ନ ବିଭାଗକୁ ପୃଥକ୍ ପୃଥକ୍ ଦାୟିତ୍ୱ ବଣ୍ଟନ କରାଯାଇଛି। ଚଳିତ ବର୍ଷ ପୂଜା ମଣ୍ଡପଗୁଡ଼ିକରେ ଶାନ୍ତିପୂର୍ଣ୍ଣ ଭାବେ ପୂଜାର୍ଚ୍ଚନା କରିବା ଏବଂ ଶୃଙ୍ଖଳା ରକ୍ଷା କରିବା ପାଇଁ ପୂଜା କମିଟିଗୁଡ଼ିକୁ ପରାମର୍ଶ ଦିଆଯାଇଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହାସହ ଜନସମାଗମକୁ ଦୃଷ୍ଟିରେ ରଖି ଟ୍ରାଫିକ ନିୟନ୍ତ୍ରଣ, ଜରୁରୀକାଳୀନ ସେବା, ପାନୀୟ ଜଳ ଯୋଗାଣ ଓ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଅର୍ପଣ କରାଯାଇଛି। ବିଦ୍ୟୁତ ବିଭାଗ ପକ୍ଷରୁ ପୂଜା ସମୟରେ ଅବିରତ ବିଦ୍ୟୁତ ଯୋଗାଣ ଓ ମଣ୍ଡପ ନିକଟରେ ସୁରକ୍ଷିତ ତାର ବ୍ୟବସ୍ଥା ଉପରେ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାସାଣି ସମୟରେ ହେଉଥିବା ବିଶୃଙ୍ଖଳାର ସମାଧାନ କରିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଶାନ୍ତିଶୃଙ୍ଖଳାର ସହ ମୂର୍ତ୍ତି ବିସର୍ଜନ ପାଇଁ ନିର୍ଦ୍ଦିଷ୍ଟ ଦିନ ଚିହ୍ନଟ କରାଯିବା ସହ ଅନ୍ୟାନ୍ୟ ଜରୁରୀ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସହରର ସ୍ୱଚ୍ଛତା, ପରିଷ୍କାର ପରିଚ୍ଛନ୍ନତା ଏବଂ ମଣ୍ଡପଗୁଡ଼ିକ ଆଖପାଖରେ ଆଲୋକୀକରଣ ବ୍ୟବସ୍ଥା ଉପରେ ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସ୍ଆଇ) ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବ। ପୂଜାକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ ପ୍ରଶାସନ, ପୋଲିସ, ବିଭିନ୍ନ ବିଭାଗୀୟ ଅଧିକାରୀ, ଏନ୍ଏସ୍ଆଇ କର୍ତ୍ତୃପକ୍ଷ, ପୂଜା କମିଟି ଓ ଜନସାଧାରଣଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଉପରେ ଉପଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି। ବୈଠକ ଶେଷରେ ଉପସ୍ଥିତ ସମସ୍ତ କର୍ମକର୍ତ୍ତା ଓ ଅଧିକାରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା।1
- ପ୍ରଶାସନିକ ଅଧିକାରୀଙ୍କ ଗାଡ଼ି ବ୍ୟବହାର କରୁଛନ୍ତି ବ୍ୟକ୍ତିଗତ ମହିଳା ? କେଉଁ ପ୍ରକାର ଶାସନ ଚାଲିଛି ଓଡ଼ିଶାରେ ?1
- ଯେତିକି ରାତି ହେଉଛି ସେତିକି ନାଚ ଜମୁଛି ଢେଙ୍କାନାଳ ଗଣେଶପୂଜା ଭସାଣି4