Shuru
Apke Nagar Ki App…
ବୌଦ୍ଧ ଜିଲ୍ଲା ସଦର ବ୍ଲକ ହିଲୁଙ୍ଗ ଶ୍ରୀ ଶ୍ରୀ ଲିଙ୍ଗେଶ୍ୱର ବାବା ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ କଳସ ଶୋଭାଯାତ୍ରା ।
Ranjan Kumar Dash
ବୌଦ୍ଧ ଜିଲ୍ଲା ସଦର ବ୍ଲକ ହିଲୁଙ୍ଗ ଶ୍ରୀ ଶ୍ରୀ ଲିଙ୍ଗେଶ୍ୱର ବାବା ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ କଳସ ଶୋଭାଯାତ୍ରା ।
More news from ଓଡ଼ିଶା and nearby areas
- ବୌଦ୍ଧରେ ପୂର୍ବତନ ବିଧାୟକଙ୍କ ସାମ୍ବାଦିକ ସମ୍ମିଳନୀ: ବେଆଇନ ବାଲି ଚୋରା ଚାଲାଣ ଓ ଗଞ୍ଜେଇ ଚାଷକୁ ନେଇ ପ୍ରଶାସନ ଉପରେ ବର୍ଷିଲେ ସୁଜିତ୍ ପାଢ଼ୀ ବୌଦ୍ଧ ସର୍କିଟ ହାଉସ ପରିସରରେ ଆଜି ପୂର୍ବତନ ବୌଦ୍ଧ ବିଧାୟକ ଶ୍ରୀଯୁକ୍ତ ସୁଜିତ୍ କୁମାର ପାଢ଼ୀ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ କରି ଜିଲ୍ଲା ପ୍ରଶାସନର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି। ଜିଲ୍ଲାରେ ଦିନକୁ ଦିନ ବଢ଼ିଚାଲିଥିବା ଅସାମାଜିକ କାର୍ଯ୍ୟକଳାପକୁ ନେଇ ସେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ରଜ୍ୟ ସରକାରଙ୍କ ନିୟମ କୁ ମାନୁ ନାହାନ୍ତି ଜିଲ୍ଲାପାଳ l ଜିଲ୍ଲାର ବିଭିନ୍ନ ନଦୀପଠାରୁ ବ୍ୟାପକ ଭାବେ ବେଆଇନ ବାଲି ଚୋରା ଚାଲାଣ ହେଉଛି, ଯାହା ଫଳରେ ସରକାର କୋଟି କୋଟି ଟଙ୍କାର ରାଜସ୍ୱ ହରାଉଛନ୍ତି। ଏହା ସହିତ ଜିଲ୍ଲାର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ ବୃଦ୍ଧି ପାଉଥିଲେ ମଧ୍ୟ ପ୍ରଶାସନ ଏଥିପ୍ରତି ଆଖିଦୃଶିଆ ପଦକ୍ଷେପ ନେଉନାହିଁ ବୋଲି ଶ୍ରୀ ପାଢ଼ୀ ଅଭିଯୋଗ କରିଛନ୍ତି। ଏହି ସବୁ ବେଆଇନ କାର୍ଯ୍ୟ ପ୍ରଶାସନର ନାକ ତଳେ ଚାଲିଥିଲେ ସୁଦ୍ଧା କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନଥିବାରୁ ସେ ଜିଲ୍ଲା ପ୍ରଶାସନ ଉପରେ ବର୍ଷିଛନ୍ତି। ପୂର୍ବତନ ବିଧାୟକ ଶ୍ରୀ ପାଢ଼ୀ ଏହି ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି। ରାଜସ୍ୱ ହାନି ରୋକିବା ସହ ଜିଲ୍ଲାରେ ଆଇନ ଶୃଙ୍ଖଳା ରକ୍ଷା କରିବା ପାଇଁ ବେଆଇନ ବାଲି ଓ ଗଞ୍ଜେଇ କାରବାର ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ବାଇଟ - ସୁଜିତ୍ କୁମାର ପାଢ଼ୀ,ପୁର୍ବତନ ବୌଦ୍ଧ ବିଧାୟକ1
- ମଙ୍ଗଳବାର ରାତିରେ ମନମୁଣ୍ଡା - ଶଗଡା ରାସ୍ତାର ଭାଲିଆପଦର ନାଳ ନିକଟରେ ଓଲଟି ପଡ଼ିଲା ଟ୍ରାକ୍ଟର, ଚାଳକ ମୃତ1
- ବରିଷ୍ଠ ନାଗରିକ ସଂଗଠନ ବୀରମହାରାଜପୁରର ନବ ନିର୍ବାଚିତ ତଥା ମନୋନୀତ କର୍ମକର୍ତ୍ତା ମାନଙ୍କର ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟାଳୟ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି।ଏହି ଉପଲକ୍ଷେ ଆୟୋଜିତ ଏକ ସାଧାରଣ ସଭାରେ ନିର୍ବାଚିତ ସଭାପତି ଦୟାନିଧି ହୋତା ସଭାପତିତ୍ୱ କରିଥିବାବେଳେ ପୂର୍ବତନ ସଭାପତି ଡ.ପ୍ରଫୁଲ୍ଲ କୁମାର ରଥ ଶପଥ ପାଠ କରାଇଥିଲେ। ପ୍ରାରମ୍ଭରେ ଜାତୀୟ ସଂଗୀତ ଗାନ କରା ଯାଇଥିଲା ପରେ ଅନୁଷ୍ଠିତ ସଭାରେ ସଭାପତି ଭାବେ ଦୟାନିଧି ହୋତା, ଉପସଭାପତି ଦିଲ୍ଲୀପ ତ୍ରିପାଠୀ, କାର୍ଯ୍ୟକାରୀ ସଭାପତି ରାଧେଶ୍ୟାମ ପୁରୋହିତ, ସଂପାଦକ ଡ.ଦ୍ବିତୀକୃଷ୍ଣ ପଣ୍ଡା,ସହ ସଂପାଦକ ଜୀତେନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ଅକ୍ଷୟ କୁମାର ମିଶ୍ର, ସମୀକ୍ଷକ ଦୀନବନ୍ଧୁ ମେହେର, କାର୍ଯ୍ୟ କାରିଣୀ ସଦସ୍ୟ ଚମରା ମହାକୁର,ଚମ୍ପେଶ୍ବର ଦାଶ, କୃଷ୍ଣଚନ୍ଦ୍ର ପାଢ଼ୀ, ଭଗବାନ ମିଶ୍ର, ସନ୍ତୋଷ ଷଡ଼ଙ୍ଗୀ, ଜ୍ଞାନେନ୍ଦ୍ର ତ୍ରିପାଠୀ,ସୁରୁ ସାହୁ, ଉପଦେଷ୍ଟା ସଦସ୍ୟ ସୌମିତ୍ରୀ ମେହେର,ଅକ୍ରୂର ଦନ୍ତା ପ୍ରମୁଖ ଶପଥ ଗ୍ରହଣ କରିଥିଲେ। ବୈଠକରେ ଉମେଶ ପ୍ରସାଦ ରଥ,ଧନୁ ପ୍ରଧାନ, ପ୍ରକାଶ କୁମାର ହୋତା, ପ୍ରଶାନ୍ତ ସେଠୀ,ସତ୍ୟ ନାରାୟଣ ନାୟକ, ଜୟଦେବ ସାହୁ, ତ୍ରିନାଥ ମିଶ୍ର, ନାରାୟଣ ପ୍ରସାଦ ନାୟକ,ଧର୍ମ ଦତ୍ତ ପାଢ଼ୀ,ଭୂଷଣ ପାତ୍ର,ରବି ନାରାୟଣ ବେହେରା ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ରଖିଥିଲେ। ଶେଷରେ ଅକ୍ଷୟ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।3
- ଅନୁଗୋଳ ଜିଲା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ସରିଗିପାଲି ନିକଟରେ ଏକ ସୋମବାର ଏକ ଗାଡ଼ି ଧକ୍କାରେ ସ୍ଥାନୀୟ ଅଞ୍ଚଳର ସୁଶାନ୍ତ ବଗର୍ଷିଙ୍କ ମୃତ୍ୟୁ ହୋଇଛି। ଏ ନେଇ ମୃତକଙ୍କ ଭାଇ ବସନ୍ତ ବର୍ଗତି ହଣ୍ଡପା ଥାନାରେ ସୋମବାର ଅଭିଯୋଗ କରିବା ପରେ ପୋଲିସ ନମ୍ବର ୫୭/୨୬ରେ ଏକ ମାମଲା ରୁଜୁ କରିଛି ପୋଲିସ କହିଛି,ସୁଶାନ୍ତ ରାସ୍ତା ପାର ହେଉଥିବା ବେଳେ ତାଙ୍କୁ ଏକ ଗାଡ଼ି ଧକ୍କା ଦେଇ ପଳାଇଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କିଶୋରନଗର ମେଡିକାଲରେ ଭର୍ଭି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିବା ଅଭିଯୋଗ ହୋଇଛି।1
- ସୋନପୁର ଜିଲ୍ଲା ବିନିକା ମହାନଦୀ ପୋଲ ଉପରେ ଦୁଇ ବାଇକ ମଧ୍ୟ୍ୟ ରେ ମୁହାଁ ମୁହିଁ ପାଞ୍ଚ ଜଣ ଗୁରୁତର l1
- ସୋନପୁର ସହରରେ ଗର୍ଭବତୀ ବୋହୁଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା ରେ ବାପାଙ୍କ ପ୍ରତିକ୍ରିୟା l ଯୌତୁକ ପାଇଁ ସ୍ୱାମୀ ଓ ପରିବାର ଲୋକ ବୋହୁକୁ ହତ୍ୟା କରିଥିବା ଅଭିଯୋଗ1
- ଗର୍ଭବତୀ ବୋହୁକୁ ମାରିଦେଲେ ଶାଶୁଘର ଲୋକ1
- ଆଜି ବୌଦ୍ଧ ଅବକାରୀ ପୋଲିସକୁ ଗଞ୍ଜେଇ ସହିତ ବ୍ୟବହୃତ କାର ଓ ଦୁଇଜଣ ଆସାମୀକୁ ଧରିବାରେ ମିଳିଛି ବଡ଼ ସଫଳତା l ଆଜି ବୌଦ୍ଧ ଅବକାରୀ ରେଞ୍ଜ ଇନସ୍ପେକଟର ଦିଲ୍ଲୀପ କୁମାର ଶତପଥୀ ହରାଭଙ୍ଗା ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ, ଖବର ପାଇଲେ ଯେ l କନ୍ଧମାଳ ଜିଲ୍ଲା ଫୁଲବାଣୀ ଅଞ୍ଚଳରୁ ଗୋଟିଏ ହୋଣ୍ଡା ସିଟି କାରରେ ଗଞ୍ଜେଇ ଚୋରା ଚାଲାଣ ହେଉଛି l ଏହାର ଖବର ପାଇ ତୁରନ୍ତ ଚାରିଛକ ଆଗରେ କଲା ରଙ୍ଗର ହୋଣ୍ଡା କାର ଦ୍ରୁତ ଗତିରେ ଆସୁଛି l ଏହାକୁ ଅଟକାଇ ଯାଞ୍ଚ କରିବାରୁ ୭୦କେଜି ଗଜେଇ କାର ଦିକିରୁ ଉଦ୍ଧାର କରିଥିଲେ ଓ ଦୁଇଜଣ ଆସାମୀକୁ ଗିରଫ କରିବାରେ ସଫ ହୋଇଥିଲେ l ଆସନ୍ତୁ ଜାଣିବା ଆସାମୀ ଓ ଇନ୍ସପେକ୍ଟର ଶତପଥୀ କଣ କହୁଛନ୍ତି l1